ମାଛ ପାଇଁ ପାପୁଲି ଛିଣ୍ଡିଲା
ବୌଦ୍ଧ,୩୦।୩(ସ୍ବ.ପ୍ର.): ବୌଦ୍ଧ ସହରର ମହାନଦୀ ଘାଟରେ ମଙ୍ଗଳବାର ଡିନାମାଇଟ୍ ଫୁଟାଇ ମାଛ ମାରିବା ଜଣେ ଯୁବକଙ୍କ ପାଇଁ ବିଷମ ପରିସ୍ଥିତି ସୃଷ୍ଟି ହୋଇଛି। ଡିନାମାଇଟ୍ ହଠାତ୍ ଫୁଟି ଯିବାରୁ ଯୁବକଙ୍କ ହାତ ପାପୁଲି ଛିଣ୍ଡିଯାଇଛି। ଆହତ ଯୁବକ ହେଲେ ସୁରଥ ଭୋକ୍ତା…
ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା କାର୍ଯ୍ୟକ୍ରମରେ ୫୬୭ ଚିକିତ୍ସିତ
ଭବାନୀପାଟଣା,୩୦ା୩(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ପ୍ରଥମ ଥର ପାଇଁ ସୋମବାରଠାରୁ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ସୋମବାର ଓ ମଙ୍ଗଳବାର ୨ ଦିନରେ ଜିଲାର ୫୬୭ଜଣ ରୋଗୀ ଚିକିତ୍ସିତ ହୋଇଛନ୍ତି। ମଙ୍ଗଳବାର ଦ୍ୱିତୀୟ ଦିନରେ ୫ଜଣ ସୁପର ସ୍ପେଶାଲିଷ୍ଟ…
ବନ୍ଧୁକ ଦେଖାଇ ସମବାୟ କର୍ମଚାରୀଙ୍କଠାରୁ ୭.୫ ଲକ୍ଷ ଲୁଟ୍
ବାଲୁଗାଁ,୩୦।୩(ଡି.ଏନ୍.ଏ.): ବାଲୁଗାଁ ଥାନା ଅଧୀନ ବାବାଲୁଗାଁ ବସଷ୍ଟାଣ୍ଡର ଅନତି ଦୂରରେ ମଙ୍ଗଳବାର ଅପରାହ୍ନ ସ୍ପଷ୍ଟ ଦିବାଲୋକରେ ଏକ ଲୁଟ୍ ହୋଇଛି। ଜଣେ ସମବାୟ କର୍ମଚାରୀଙ୍କଠାରୁ ଦୁର୍ବୃତ୍ତମାନେ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ନଗଦ ୭ଲକ୍ଷ ୫୦ହଜାର ୫୬୦ଟଙ୍କା ଓ ମୋବାଇଲ ଫୋନ୍…
ଶିମିଳିପାଳରେ ନିଆଁ ଲଗାଇ ୫ ଗିରଫ
ବାରିପଦା ଅଫିସ/ବାଙ୍ଗିରିପୋଷି,୩୦।୩(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉତ୍ତର ଶିମିଳିପାଳ ଅଭୟାରଣ୍ୟର ନଅଁଣା ରେଞ୍ଜରେ ଶିକାର ଉଦ୍ଦେଶ୍ୟରେ ନିଆଁ ଲଗାଉଥିବା ୫ଶିକାରୀଙ୍କୁ ବନବିଭାଗ ଗିରଫ ପରେ କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଜାମଦା ଥାନା ଅଁଳାବେଣା ଗ୍ରାମର ରାମା ସିଂ, ବାଙ୍ଗରିପୋଷି ଥାନା…
ଲଘୁ ଖଣିଜ ଦ୍ରବ୍ୟ ଚୋରା ଚାଲାଣ ପ୍ରସଙ୍ଗ: ୧୬ ଜିଲାରେ ଲୁଟେରାଙ୍କୁ ସୁରକ୍ଷା
ଯାଜପୁର ଅଫିସ,୩୦ା୩: ରାଜ୍ୟରେ ଲଘୁ ଖଣିଜ ଦ୍ରବ୍ୟ ଲୁଟ୍ ପାଇଁ ବିଭିନ୍ନ ପ୍ରଭାବଶାଳୀ କମ୍ପାନୀ ପକ୍ଷରୁ ଅଘୋଷିତ ପ୍ରତିଯୋଗିତା ଚାଲିଛି। ଏହି ପ୍ରଭାବଶାଳୀ କମ୍ପାନୀ ଓ ରାଜନୈତିକ ନେତୃବର୍ଗଙ୍କ ଚାପରେ ସରକାରଙ୍କ ସମସ୍ତ ନୀତିନିୟମକୁ ଚାପି ଦିଆଯାଉଛି। ଏହି କ୍ରମରେ ରାଜ୍ୟରେ…
ଠାକୁରାଣୀ ଯାତ୍ରାରୁ ଚିକେନ୍ ପକୋଡ଼ା ଖାଇ ୭ ଅସୁସ୍ଥ
କୁଡୁମୁଲୁଗୁମ୍ମା, ୩୦।୩(ଡି.ଏନ୍.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡାରେ ଚାଲିଥିବା ଠାକୁରାଣୀ ଯାତ୍ରା ଦେଖିବାକୁ ଯାଇ ଯାତ୍ରାରେ ମିଳୁଥିବା ଚିକେନ୍ ପକୋଡା ଖାଇ ୭ଜଣ ଶିଶୁ ଅସୁସ୍ଥ ହୋଇପଡିଛନ୍ତି। ସେମାନଙ୍କ ମଧ୍ୟରେ ସିନ୍ଧିଗୁଡା ଗ୍ରାମର ୪ଜଣ ଥିବା ବେଳେ କୁଡୁମୁଲୁଗୁମ୍ମାର ୩ ଜଣ ଶିଶୁ…
ଏପ୍ରିଲ ୧ରୁ ଶ୍ରୀକ୍ଷେତ୍ରରେ ଗଡ଼ିବ ମୋ ବସ୍
ପୁରୀ ଅଫିସ, ୨୯।୩: ପୁରୀରେ ମୋ ବସ୍ ସେବା ଆରମ୍ଭ ହେବ। ପୁରୀର ପ୍ରତି ଗଳି କନ୍ଦିରେ ଏପ୍ରିଲ ୧ତାରିଖରୁ ମୋ ବସ୍ ଚାଲିବ। ଏ ନେଇ କ୍ରୁଟ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱର ଓ କଟକ ପରେ ସାଧାରଣ ଯାତ୍ରୀଙ୍କ…
ପିତ୍ତଳ ଛକ ୪ ଭାଇଙ୍କୁ ହତ୍ୟା ଘଟଣା: ୫ ଗିରଫ
ହିଞ୍ଜିଳିକାଟୁ,୨୯।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପିତ୍ତଳ ଛକରେ ୪ ଭାଇଙ୍କୁ ନିର୍ମମ ଭାବରେ କାଠ ଫାଳିଆରେ ହତ୍ୟା ମାମଲାରେ ମଙ୍ଗଳବାର ୪ ଜଣଙ୍କୁ ପୋଲିସ ଗିରଫ କରିଛି । ଏ ନେଇ ଗଞ୍ଜାମ ଏସପି ବ୍ରିଜେଶ ରୟ ସୂଚନା ଦେଇଛନ୍ତି। ଗିରଫ…
ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ
ତାଳଚେର,୨୯।୩(ଡି.ଏନ୍.ଏ.): ତାଳଚେର ଆରଆରଡବ୍ଲ୍ୟୁ ସହକାରୀ ନିର୍ବାହୀ ଯନ୍ତ୍ରୀ ସନ୍ତୋଷ କୁମାର ସାହୁଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଲାଞ୍ଚ ନେବା ଅଭିଯୋଗରେ ଯନ୍ତ୍ରୀ ସାହୁଙ୍କ ଘରେ ଚଢ଼ାଉ ହୋଇଛି। ଏକ କାଳୀନ ଯନ୍ତ୍ରୀ ସାହୁଙ୍କ ତାଳଚେରସ୍ଥିତ କାର୍ଯ୍ୟାଳୟ, ପୈତୃକ ଘର,…
ଆଇଡି ବିସ୍ଫୋରଣରେ ୨ ଯବାନ ଗୁରୁତର
ମାଲକାନଗିରି,୨୯।୩(ଡି.ଏନ୍.ଏ): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲାରେ ଆଇ.ଡି ବିସ୍ଫୋରଣରେ ୨ ଯବାନ ଗୁରୁତର ହୋଇଛନ୍ତି। ସୂଚନା ମୁତାବକ, ମଙ୍ଗଳବାର ସକାଳୁ ଡିଆର୍ଜି ଯବାନମାନେ ଅପରେଶନ ପାଇଁ ଜେଭଲାପଦର ରାସ୍ତାରେ ଯାତ୍ରା କରୁଥିବା ବେଳେ ସେମାନଙ୍କୁ ମାଓବାଦୀ ଟାର୍ଗେଟ୍ କରିଥିଲେ।…
ମହୁଲ ଗୋଟାଇବା ହେଲା କାଳ, ଗଲା ମହିଳାଙ୍କ ଜୀବନ
ଦେବଗଡ଼,୨୯।୩(ଡି.ଏନ୍.ଏ.): ଦେବଗଡ ବନଖଣ୍ଡ ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଖଣ୍ଡାଧୁଆଁ ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ହାତୀ ଦଳିଦେବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପ୍ରମିଳା ପଧାନ(୪୦)। ପ୍ରମିଳା ସକାଳୁ ମହୁଲ ଗୋଟାଇବାକୁ ଯାଇ ହାତୀ…
ରୋଗୀଙ୍କୁ ଆଣୁୁଥିବା ବେଳେ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ
ପାପଡାହାଣ୍ଡି,୨୯।୩(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡିରୁ କୋଷାଗୁମୁଡ଼ା ରାସ୍ତା ତଣ୍ଡାଗୁଡା ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇ ୪ ଆହତ ହୋଇଛନ୍ତି । ରୋଗୀକୁ ଧରି ଖୁଟୁବାଇରୁ ପାପଡାହାଣ୍ଡି ଆସୁଥିବା ବେଳେ ଆମ୍ବୁଲାନ୍ସର ବାମ ଚକ ବାହାରିଯାଇଥିଲା…

