ଚାଷୀଙ୍କ ଜୀବନ ନେଲା ୧୧ କେଭି ବିଦ୍ୟୁତ୍ ତାର
ବରଗଡ଼ ଅଫିସ,୨୯।୩: ବରଗଡ଼ ଜିଲା ଟାଉନ ଥାନା ଅଧୀନ କଲାପାଣି ଛକ ନିକଟସ୍ଥ ଚାଷଜମି ଉପରେ ଛିଣ୍ଡି ପଡିଥିବା ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମଙ୍ଗଳାବର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କଲାପାଣି ଛକରେ ରହୁଥିବା…
ଟ୍ରକକୁ ପଛରୁ ପିଟିଲା ମିନି ଟ୍ରକ: ଘଣ୍ଟାଏ ପରେ ଉଦ୍ଧାର ହେଲେ ଚାଳକ
ପାଟଣା,୨୯।୩(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ୪୯ ନମ୍ବର ଜାତୀୟ ରାଜପଥ ଖୀରେଇଟାଙ୍ଗିରୀ ପେଟ୍ରୋଲ ପମ୍ପ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡା ହୋଇଥିବା ଏକ ଟ୍ରକକୁ ପଛପଟୁ ଏକ ମିନି…
ରାଶନରେ ଅନିୟମିତତା ଅଭିଯୋଗ
ବଇଣ୍ଡା,୨୯।୩(ଡି.ଏନ.ଏ.) ରାଶନ ଚାଉଳ ଓଜନରେ ଅନିୟମିତତା କରାଯାଉଥିବା ନେଇ ଆଠମଲ୍ଲିକ ବ୍ଲକ କୃତ୍ତିବାସପୁର ପଞ୍ଚାୟତ ତିଳେଶ୍ୱର ଗ୍ରାମର କେତେଜଣ ହିତାଧିକାରୀ ସୋମବାର ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ସେମାନେ ଦର୍ଶାଇଛନ୍ତି, ତିଳେଶ୍ୱର, ଦାମବାହାଳ, ଜରପଡା, ଖଡକବାହାଳ, ତେନ୍ତୁଳିପଥର, କୃତ୍ତିବାସପୁର ଗ୍ରାମର ଲୋକେ…
ରୂପାନ୍ତରୀକରଣ ଶେଷ କରିବାକୁ ନିର୍ଦ୍ଦେଶ
ଢେଙ୍କାନାଳ ଅଫିସ,୨୯।୩ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସଓ୍ବାନ ଭିଡିଓ କନଫରେନ୍ସିଂ ହଲରେ ସୋମବାର ଜିଲାପାଳ ସରୋଜ କୁମାର ସେଠୀ ଜିଲାର କୋଭିଡ୍ ସ୍ଥିତି ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଅଙ୍ଗନୱାଡି କେନ୍ଦ୍ରରେ ପିଲାମାନଙ୍କ ପୁଷ୍ଟିସାଧନ, ସ୍ବାସ୍ଥ୍ୟ ଏବଂ ମନୋରଞ୍ଜନ ଉପରେ…
ସଚେତନ ହେଲେ କର୍ମଚାରୀ, ଅଞ୍ଚଳବାସୀ
ଢେଙ୍କାନାଳ ଅଫିସ,୨୯।୩ ଢେଙ୍କାନାଳ ଜିଲା ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ ମେରାମଣ୍ଡଳୀ ପକ୍ଷରୁ ସୁରକ୍ଷା ସଚେତନତା ଅଭିଯାନ ଉଦ୍ଯାପିତ ହୋଇଯାଇଛି। ୫୧ତମ ଜାତୀୟ ସୁରକ୍ଷା ସପ୍ତାହ ପାଳନ ଅବସରରେ ପ୍ଲାଣ୍ଟ ପରିସରରେ ଏବଂ ପାର୍ଶ୍ୱବର୍ତ୍ତୀ ଗ୍ରାମାଞ୍ଚଳରେ ଏକମାସବ୍ୟାପୀ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ସୁରକ୍ଷାକୁ…
ରାଜପଥ ଅବରୋଧ, ଯାତ୍ରୀ ହୀନସ୍ତା
ଢେଙ୍କାନାଳ ଅଫିସ,୨୯।୩ କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ଆହ୍ବାନରେ ସୋମବାରଠାରୁ ଆରମ୍ଭ ହୋଇଥିବା ଦୁଇଦିନ ଧରି ଦେଶବ୍ୟାପୀ ଧର୍ମଘଟର ପ୍ରଭାବ ଢେଙ୍କାନାଳରେ ଦେଖାଯାଇଛି। ନିଖିଳ ଓଡିଶା ଅଙ୍ଗନୱାଡି କର୍ମୀ ସଂଘ ସଦର ବ୍ଲକ କମିଟି, ଅଖିଳ ଭାରତୀୟ ଡାକ କର୍ମଚାରୀ ସଂଘ, ଜାତୀୟ…
ଉତ୍ତରଓଡ଼ିଶାରେ ଭାରତ ବନ୍ଦର ଆଂଶିକ ପ୍ରଭାବ
ଭଦ୍ରକ ଅଫିସ/ଭଣ୍ଡାରିପୋଖରୀ,୨୯।୩ (ଡି.ଏନ.ଏ.) ଭଦ୍ରକ ଜିଲାରେ ସୋମବାର ଭାରତ ବନ୍ଦ ପାଳନ କରାଯାଇଥିବା ବେଳେ ଏହାର ଆଂଶିକ ପ୍ରଭାବ ଦେଖିବାକୁ ମିଳିଛି। ସୋମବାର ସକାଳ ୬ଟାରେ ଏଆଇସିସିଟିୟୁ ପକ୍ଷରୁ ସଭାପତି ସମର ବଳ, ଜୟନ୍ତୀ ବିଶ୍ୱାଳ, କିଶୋର ଜେନାଙ୍କ ନେତୃତ୍ୱରେ ବହୁ…
ବରଗଡ଼ ଏସ୍ପିଙ୍କୁ ଡିଜିପି ଆୱାର୍ଡ
ବରଗଡ଼ ଅଫିସ୍,୨୯।୩: ବରଗଡ଼ ଏସ୍ପି ରାହୁଲ ଜୈନ ଡିଜିପି ଆୱାର୍ଡ ପାଇବାକୁ ମନୋନୀତ ହୋଇଛନ୍ତି। ଏହା ସହିତ ବରଗଡ଼ ଜିଲାରେ କାର୍ଯ୍ୟରତ କନଷ୍ଟେବଳ ସୁଧୀର ଭୋଇଙ୍କୁ ମଧ୍ୟ ଡିଜିପି ଆୱାର୍ଡ ପ୍ରଦାନ କରାଯିବ। ପୋଲିସ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଯୋଗୁ…
ଯୁବ ବ୍ୟବସାୟୀଙ୍କ ମୃତ୍ୟୁ, ଜଣେ ଗୁରୁତର
ବାସୁଦେବପୁର, ୨୯।୩ (ଡି.ଏନ୍.ଏ.) ଭଦ୍ରକ ଜିଲା ବାସୁଦେବପୁର-ଜାମୁଝାଡ଼ି ରାସ୍ତାର ଗୁଆଗଁା ଛକଠାରେ ସୋମବାର ଏକ ନିର୍ମାଣାଧୀନ ପୋଲ ତଳକୁ ଖସିପଡ଼ି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବପୁର ବ୍ଲକ ବାଷଠୀ ଗ୍ରାମର ବିପିନ କୁମାର ବେହେରା(୩୦)। ଏହି…
ପୁରୀ-ବଡ଼ବିଲ ଇଣ୍ଟରସିଟି ଶୀଘ୍ର ଚାଲିବ
କେନ୍ଦୁଝର, ୨୯।୩ ଦକ୍ଷିଣ ପୂର୍ବ ଓ ପୂର୍ବତଟ ରେଳପଥର ଜେନେରାଲ ମ୍ୟାନେଜର(ଜି.ଏମ୍) ଅର୍ଚ୍ଚନା ଯୋଶୀ ଓ ଖୋର୍ଦ୍ଧା ରୋଡସ୍ଥିତ ଡିଭିଜନାଲ ମ୍ୟାନେଜର ରିଙ୍କେଶ ରାୟ ଏକ ମିଳିତ ପରିଦର୍ଶନରେ ସୋମବାର କେନ୍ଦୁଝର ରେଳ ଷ୍ଟେଶନକୁ ଆସିଥିଲେ। ଏହି ଗସ୍ତ ସମୟରେ କେନ୍ଦୁଝର…
ସରକାରୀ ଜମିରୁ ମାଟି ଉଠାଣ
ରୂପସା, ୨୯।୩(ଡି.ଏନ.ଏ.) ବାଲେଶ୍ୱର ଜିଲା ବସ୍ତା ବ୍ଲକ ନଟାକଟା ଗ୍ରାମରେ ଥିବା ସରକାରୀ ଜମିରୁ ବେଆଇନ ଭାବେ ମାଟି ଉଠାଇ ଚାଲାଣ ହେଉଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବାରୁ ସୋମବାର…
ମା’ ତାରାତାରିଣୀଙ୍କ ମହାଲକ୍ଷ୍ମୀ ବେଶ
ପୁରୁଷୋତ୍ତମପୁର,୨୯।୩(ଡି.ଏନ୍.ଏ.): ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଦ୍ୱିତୀୟ ପାଳି ଯାତ୍ରା କରୋନା କଟକଣା ମଧ୍ୟରେ ଆରମ୍ଭ ହୋଇଯାଇଛି। ସୋମବାର ରାତି ୧ଟା ୩୫ରେ ମନ୍ଦିର ଦ୍ୱାରା ଫିଠାଯାଇଥିଲା। ପରମ୍ପରା ଅନୁସାରେ ଅବକାଶ ନୀତି, ମଙ୍ଗଳ ଆଳତି,…

