ଆମ ଜିଲା ଖବର

ମହଙ୍ଗା ପଡ଼ିଲା ପୂର୍ବତନ କର୍ପୋରେଟରଙ୍କୁ ହତ୍ୟା ଧମକ: ୫ ଗିରଫ

ବ୍ରହ୍ମପୁର ଅଫିସ,୨୮ା୩: ବ୍ରହ୍ମପୁର ସହରରେ ପୌର ନିର୍ବାଚନ ପରବର୍ତ୍ତୀ ହିଂସା ଓ ଜଣେ କର୍ପୋରେଟରଙ୍କୁ ହତ୍ୟା ଧମକ ଘଟଣାରେ ଗୋଷାଣୀନୂଆଗାଁ ପୋଲିସ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ପ୍ରେମନଗର ଫର୍ଚ୍ୟୁନ ଶଙ୍କର ପ୍ୟାଲେସରେ ରହୁଥିବା ଶିବା ଓରଫ କୁମାର…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା

ଫୁଲବାଣୀ ଅଫିସ/ଚକାପାଦ,୨୮ା୩: କନ୍ଧମାଳ ଜିଲା ଚକାପାଦ ଥାନା ପସରା ପଞ୍ଚାୟତରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଛି । ହତ୍ୟା ପରେ ମୃତଦେହକୁ ପୋତି ଦିଆଯାଇଛି। ମୃତକ ହେଲେ ଜୁଇଖୋଲ ଗ୍ରାମର ରଇବାରିଆ କହଁର(୬୫)। ସୋମବାର ଏହି ଘଟଣା ସାମ୍ନାକୁ…

ଜନ୍ମଦିନ ପାଳନ କରିବାକୁ ଯାଉଥିବା ବେଳେ ଦୁର୍ଘଟଣା

କୋକସରା,୨୮ା୩(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ମାଝିଗୁଡା-କୋକସରା ରାସ୍ତାରେ ସୋମବାର ୩ଜଣ ଛାତ୍ରୀ ଏକ ସ୍କୁଟିରେ ଯାଉଥିବା ବେଳେ ଦୁର୍ଘଟଣା ଗ୍ରସ୍ତ ହୋଛନ୍ତି। ଫଳରେ ଜଣେ ଛାତ୍ରଙ୍କ ଗୋଡ ଭାଙ୍ଗି ଗୁରୁତର ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ସୋମବାର ଥିଲା…

ଚିଲିକା ବିଧାୟକଙ୍କୁ ଆକ୍ରମଣ ଘଟଣା: ୯ ଗିରଫ

ଖୋର୍ଦ୍ଧା ଅଫିସ,୨୮।୩: ବାଣପୁର ବ୍ଲକ ସମ୍ମୁଖରେ ଲୋକ ଏବଂ ପୋଲିସଙ୍କ ଉପରେ ଗାଡ଼ି ମଡାଇବା ଅଭିଯୋଗରେ ଚିଲିକା ବିଧାୟକ ଗିରଫ ହୋଇ ଜେଲରେ ଅଛନ୍ତି । ଏହି ଘଟଣାରେ ଚିଲିକା ବିଧାୟକଙ୍କୁ ଉତ୍ତ୍ୟକ୍ତ ଲୋକେ ଆକ୍ରମଣ କରିଥିଲେ। ଲୋକଙ୍କ ମାଡ଼ରେ ବିଧାୟକ…

ବିଜେଡିରେ ଯୋଗ ଦେଲେ ସ୍ବାଧୀନ କର୍ପୋରେଟର

କଟକ ଅଫିସ, ୨୮।୩(ବ୍ୟୁରୋ): କଟକ ମହାନଗର ନିଗମର ସ୍ବାଧୀନ କର୍ପୋରେଟର ସୋମବାର ବିଜେଡିରେ ଯୋଗଦେଇଛନ୍ତି। ସିଏମ୍‌ସି ୩୧ ନମ୍ବର ୱାର୍ଡର ସ୍ବାଧୀନ କର୍ପୋରେଟର ପ୍ରାର୍ଥୀ ପଦ୍ମିନୀ ସାହୁ ବିଜୟୀ ହେବା ପରେ ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ସାମିଲ ହୋଇଥିବା…

ଧର୍ମଘଟରେ ସାମିଲ ହେଲେ ବୀମା କର୍ମଚାରୀ ସଂଘ

ଝାରସୁଗୁଡ଼ା ଅଫିସ,୨୮।୩: କେନ୍ଦ୍ର ସରକାରଙ୍କ ଜନମାରଣ ନୀତି ପ୍ରତିବାଦରେ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ଦୁଇ ଦିନିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହି ପ୍ରରିପ୍ରେକ୍ଷୀରେ ଝାରସୁଗୁଡା ବେହେରାମାଳସ୍ଥିତ ଏଲ୍‌ଆଇସି କାର୍ଯ୍ୟାଳୟରେ ସୋମବାର ବୀମା କର୍ମଚାରୀ ସଂଘ ଧରଣା ଦେଇଛନ୍ତି। ବୀମା…

ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ, ଚତୁର୍ଥ ଦିନରେ ମିଳିଲା ୧କୋଟି ୭୭ ଲକ୍ଷ

ମାଲକାନଗିରି,୨୮।୩(ଡି,ଏନ୍‌.ଏ.): ଯେତେ ଖୋଳିଲେ ସେତେ ବାହାରୁଛି ମାଲକାନଗିରି ଜିଲା ଅଧୀକ୍ଷଣ ଯନ୍ତ୍ରୀ ଆଶିଷ୍‌ କୁମାର ଦାସଙ୍କ ସମ୍ପତ୍ତି। ଆଜି ଚତୁର୍ଥ ଦିନରେ ଆଶିଷଙ୍କ ମାଲକାନଗିରି ଓ କଟକ ତ୍ରିଶୁଳିଆ ସ୍ଥିତ ଘରେ ଭିଜିଲାନ୍ସ ରେଡ୍‌ କରୁଛି। ତେବେ ରେଡ୍‌ ବେଳେ ଆହୁରି…

ନଦୀ ଭିତରକୁ ଯିବନି ସହରର ନର୍ଦ୍ଦମା ପାଣି

କଟକ ଅଫିସ,୨୮।୩ : ଏଣିକି ଆଉ କାଠଯୋଡି ନଦୀ ଭିତରକୁ ଯିବନି କଟକ ସହରର ନର୍ଦ୍ଦମା ପାଣି । ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ରାଜ୍ୟର କେତେ ନଦୀରେ ଏହିପରି ଭାବରେ ପ୍ରଦୂଷିତ ଜଳ ମିଶୁଛି । ସେ…

ଜଳୁଛି ଶିମିଳିପାଳ ଅଭୟାରଣ୍ୟ

ବାରିପଦା ଅଫିସ, ୨୮।୩: ଶିମିଳିପାଳ ଅଭୟାରଣ୍ୟରେ ନିଆଁ । ଚଳିତ ବର୍ଷ ଶିମିଳିପାଳ ଅଭୟାରଣ୍ୟର ଗୁରୁଗୁଡ଼ିଆ ଏବଂ ତାଳବନ୍ଧ ରେଞ୍ଜର ଚାରିଟି ଜାଗାରେ ନିଆଁ ଲାଗିଛି। ତେବେ ନିଆଁ କିଭଳି ଲାଗିଲା ସେନେଇ ତଦନ୍ତ ଚାଲିଛି। ବିଭାଗ ପକ୍ଷରୁ ଚଳିତ ବର୍ଷ…

ଆନ୍ଦୋଳନକାରୀଙ୍କୁ ଉଠାଇ ନେଲା ପୋଲିସ

ଝାରସୁଗୁଡ଼ା ଅଫିସ,୨୮।୩: ୧୨ ଦଫା ଦାବିନେଇ ଅଖିଳ ଭାରତ ଟ୍ରେଡ ୟୁନିୟନ ଦେଶବ୍ୟାପି ୨ ଦିନିଆ ବନ୍ଦ ଡାକରା ଦେଇଛି। ଏହି ପରିପ୍ରେକ୍ଷୀରେ ଝାରସୁଗୁଡ଼ା ଜିଲାରେ ଟ୍ରେଡ ୟୁନିୟନ ପକ୍ଷରୁ ସୋମବାର ବିଭିନ୍ନ ସ୍ଥାନରେ ରାସ୍ତା ଅବରୋଧ କରିବା ସହ ଧାରଣା…

ମାଷ୍ଟରମାଇଣ୍ଡ ଶର୍ମିଷ୍ଠା ରାଉତ ଗିରଫ

ଭଦ୍ରକ ଅଫିସ/ ଭୁବନେଶ୍ୱର ୨୮ା୩(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାର ମାଷ୍ଟରମାଇଣ୍ଡ ଶର୍ମିଷ୍ଠା ରାଉତ ଭଦ୍ରକ ଜିଲା ନଳାଙ୍ଗରୁ ସୋମବାର ଗିରଫ ହୋଇଛନ୍ତି। ଭଦ୍ରକ ପୋଲିସ ଓ କ୍ରାଇମବ୍ରାଞ୍ଚର ମିଳିତ ସହଯୋଗରେ ତାଙ୍କୁ ଗିରଫ କରାଯାଇଛି। ଶର୍ମିଷ୍ଠାଙ୍କ…

କେନ୍ଦୁଝରରେ ଆନ୍ଦୋଳନ ଶାନ୍ତିପୂର୍ଣ୍ଣ

କେନ୍ଦୁଝର,୨୮।୩(ସ୍ବ.ପ୍ର.) କେନ୍ଦ୍ର ସରକାରଙ୍କ ଜନମାରଣ ନୀତି ପ୍ରତିବାଦରେ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ଦୁଇ ଦିନିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଆନ୍ଦୋଳନକାରୀମାନେ କେନ୍ଦୁଝର ଜିଲାରେ ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ ଆରମ୍ଭ କରିଛନ୍ତି। ଜିଲା ମୁଖ୍ୟାଳୟ ଗାନ୍ଧୀ ଛକଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?