ଆମ ଜିଲା ଖବର

ପାନୀୟ ଜଳ ସମସ୍ୟା ସମାଧାନ ନ ହେଲେ ଆନ୍ଦୋଳନ

ଆର.ଉଦୟଗିରି,୨୮।୩(ଡି.ଏନ.ଏ.) ଗଜପତି ଜିଲା ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ। ଏଠିକାର ଲୋକେ ପାହାଡିଆ ଜଙ୍ଗଲ ଭରା ଜାଗାରେ ରୁହନ୍ତି। ନା ଅଛି କୌଣସି ସୁବିଧା। ଖାଲି କାଗଜପତ୍ରରେ ଉଲ୍ଲେଖ ରହିଛି ଓ ଉନ୍ନତି ଦର୍ଶାଇ ଆଗେ ଯେପରି ଜଙ୍ଗଲରୁ ଫଳ ମୂଳ ଆଦାୟ…

ରଙ୍ଗ ତୂଳୀରେ ଭବିଷ୍ୟତ

କେନ୍ଦୁଝର,୨୮।୩: ହାତରେ ରଙ୍ଗ ଓ ତୂଳୀ। ଦିନେ ନିରାଶ୍ରୟ ଭାବେ ରାସ୍ତା କଡ଼ରେ ଘୁରି ବୁଲିଥିବା ନାବାଳକ ଆକାଶ ଆଜି ଚିତ୍ର ଆଙ୍କି ନୂଆ ପରିଚୟ ସୃଷ୍ଟି କରିଛନ୍ତି। ମୁକ୍ତାଶ୍ରୟ କେନ୍ଦ୍ରରେ ରହୁଥିବା ପିତୃମାତୃ ହୀନ ଏହି ୧୨ ବର୍ଷର ନାବାଳକ…

ବିଜେଡିର ମାତ୍ରାଧିକ ଆତ୍ମବିଶ୍ୱାସର ଫାଇଦା ନେଲା ଭାଜପା

ଫୁଲବାଣୀ ଅଫିସ,୨୮।୩: ଫୁଲବାଣୀ ପୌର ପରିଷଦ ଗଠନ ହେବା ପରଠାରୁ ଏହା ବିଜେଡି ହାତରେ ଥିଲାା ଚଳିତଥର ମଧ୍ୟ ବିଜେଡି ଏହାକୁ ଜିତି ହାଟ୍ରିକ କରିବ ବୋଲି ଆଶା କରିଥିଲା ା ହେଲେ ସେପରି ହେଲାନାହିଁ ା ବିଜେଡି ହାତରୁ ଭାଜପା…

ବିଦ୍ୟାଳୟ ପରିସରରୁ ବେଆଇନ ଗଛକଟା

ଜଳେଶ୍ୱର,୨୮।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ନାମ୍ପୋ ସ୍ଥିତ ଉଚ୍ଚ ବିଦ୍ୟାଳୟ ପରିସରରୁ ବେଆଇନ୍‌ ଭାବେ ଗଛକଟା, ଭଙ୍ଗା ଇଟା ବିକ୍ରି କରାଯାଇଥିବା ଅଭିଯୋଗ ହୋଇଛି। ରବିବାର କେତେଜଣ ଅଭିଭାବକ ଏକ ଖବରଦାତା ସମ୍ମିଳନୀ ଡାକି ଏନେଇ ଅଭିଯୋଗ କରିଛନ୍ତି।…

ବଡ଼ବିଲ ପୌର ବ୍ୟାଙ୍କ ଖାତାରୁ ୨.୪୫ କୋଟି ଟଙ୍କା ହଡ଼ପ ଘଟଣା: ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ବଡ଼ବିଲ, ୨୮।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ପୌରକାର୍ଯ୍ୟାଳୟର ବ୍ୟାଙ୍କ ଖାତାରୁ ୨.୪୫ କୋଟି ଟଙ୍କା ଗାଏବ ଘଟଣାରେ ଇଓଡବ୍ଲ୍ୟୁ (ଇକୋନୋମିକ ଅଫେନ୍ସ ୱିଙ୍ଗ) ରବିବାର ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ବଡବିଲ ଜେଏମଏଫସି କୋର୍ଟରେ ହାଜର କରିଛି। ଗିରଫ ଅଭିଯୁକ୍ତ…

୧୨ ବର୍ଷ ହେଲା ଛୁଇଁନାହାନ୍ତି ଖାଦ୍ୟ: ଗୋଡ଼ି, ପଥର ଖାଇ ବଞ୍ଚିଛନ୍ତି ଏହି ବ୍ୟକ୍ତି

ଛତିଶଗଡ଼ର ଯଶପୁର ଜିଲାର ଉଦ୍ୟାନ ବିକାଶ ବ୍ଲକ ଛିପତାଲା ବାସିନ୍ଦା ସନ୍ତୋଷ ଲାକ୍ରାଙ୍କ ନାମ ଏବେ ବେଶ୍‌ ଚର୍ଚ୍ଚାରେ। କାରଣ ସନ୍ତୋଷ ଦୀର୍ଘ ୧୨ ବର୍ଷ ହେଲା ଅନ୍ନ ସ୍ପର୍ଶ ନ କରି କେବଳ ଗୋଡ଼ି, ପଥର ଖାଇ ଜୀବନ ବଞ୍ଚାଇଛନ୍ତି।…

ରାୟଗଡ଼ାରେ ଭାରତ ବନ୍ଦ

ରାୟଗଡ଼ା ଅଫିସ,୨୮ା୩: ପ୍ରଧାନମନ୍ତ୍ରୀ ମୋଦି ସରକାରଙ୍କ ଶ୍ରମିକ କୃଷକ ବିରୋଧ ନୀତି ଜନ ବିରୋଧ ନୀତି ବିରୋଧରେ ସୋମବାର ରାଷ୍ଟ୍ରୀୟ ମଜଦୁର କଂଗ୍ରେସ ଓଡ଼ଶା ଶାଖା ପକ୍ଷରୁ ରାୟଗଡ଼ାର କପିଳାସ ରୋଡ୍‌ରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ୨୮ ଏବଂ ୨୯…

ନକଲି ଡାକ୍ତରଙ୍କ ମୁଖ୍ୟ ସହଯୋଗୀ କଟକରୁ ଗିରଫ

ଭୁବନେଶ୍ୱର,୨୮।୩(ବ୍ୟୁରୋ): ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ କରି ପ୍ରତାରଣା ପରେ ସମ୍ପତ୍ତି ଲୁଟ୍‌ ସହ ଚାକିରି ଠକେଇ ମାମଲାରେ ଗିରଫ ହୋଇ ଜେଲରେ ଥିବା ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁଙ୍କ ମୁଖ୍ୟ ସହଯୋଗୀଙ୍କୁ କମିଶନରେଟ ପୋଲିସ କଟକ…

ପୋଲରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ, ରାସ୍ତାରୋକୋ କଲେ ସ୍ଥାନୀୟ ଲୋକେ

ପଦ୍ମପୁର,୨୮ା୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜାମଝାଡ଼ି ଧାମରା ରାସ୍ତାର ପଟାପୋଲଠାରେ ନିର୍ମାଣାଧୀନ ପୋଲରେ ପିଟି ହୋଇ ଷାଠିଏବାଟି ଗ୍ରାମର ଯୁବକ ବିପିନ ବେହେରାଙ୍କ ମୃତ୍ୟୁ ଘଟିଛି। ସେ ବୁଲେଟ୍‌ ଯୋଗେ ଘରକୁ ଫେରୁଥିବା ବେଳେ ଭାରସାମ୍ୟ ହରାଇ ପୋଲରେ…

ଅଲିଭ୍‌ ରିଡ୍‌ଲେଙ୍କ ଗଣଅଣ୍ଡାଦାନ ଆରମ୍ଭ

ଗଞ୍ଜାମ,୨୮ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପାଳିବନ୍ଧ ପଞ୍ଚାୟତ ପୁରୁଣାବନ୍ଧ ନିକଟସ୍ଥ ରୁଷିକୂଲ୍ୟା ମୁହାଣରେ ସାମୁଦ୍ରିକ କଇଁଛଙ୍କ ଗଣଅଣ୍ଡାଦାନ ପର୍ବ ଆରମ୍ଭ ହୋଇଛି। ଚଳିତ ବର୍ଷ ପ୍ରଥମ ପର୍ଯ୍ୟାୟରେ ୪୦,୫୩୩ ସାମୁଦ୍ରିକ କଇଁଛ ସମୁଦ୍ରର ନୀଳ ଜଳରାଶିରୁ ଉଠିଆସି ବେଳାଭୂମିର ବାଲୁକା ରାଶିରେ ଗଣଅଣ୍ଡାଦାନ…

ଉପାଧ୍ୟକ୍ଷ ପଦକୁ ନେଇ କସରତ

ଜଗତ୍‌ସିଂହପୁର ଅଫିସ, ୨୮ା୩: ଜଗତ୍‌ସିଂହପୁର ପୌରାଧ୍ୟକ୍ଷ ଓ କାଉନ୍‌ସିଲର ନିର୍ବାଚନ ପରେ ଏବେ ପୌର ଉପାଧ୍ୟକ୍ଷ ପଦକୁ ନେଇ ପ୍ରମୁଖ ରାଜନୈତିକ ଦଳଗୁଡିକ ପକ୍ଷରୁ ଅଙ୍କକଷା ଆରମ୍ଭ ହୋଇଯାଇଛି। ଏହି ପଦବୀ ପାଇଁ ନିର୍ବାଚନ ଆସନ୍ତା ୭ ତାରିଖରେ ହେବାକୁ ଥିବା…

ବିପଦ ଆଶଙ୍କାରେ ୧୦ରୁ ଊର୍ଦ୍ଧ୍ୱ ପରିବାର

ନାଉଗାଁ,୨୮ା୩(ସ୍ବ.ପ୍ର.): ନାଉଗାଁ ବ୍ଲକ ବାଲିଭଉଁରୀ-ଶିଖରଘାଟ ରାସ୍ତା ପାର୍ଶ୍ୱରେ ଥିବା ମଲ୍ଲିକ ସାହିରେ ହାତପାହାନ୍ତାରେ ଝୁଲୁଛି ୧୧ କେଭି ବିଦ୍ୟୁତ୍‌ ତାର। ଏଥିଯୋଗୁ ଧନଜୀବନ ନଷ୍ଟ ହେବାର ଆଶଙ୍କା ଥିଲେ ମଧ୍ୟ ବିଦ୍ୟୁତ୍‌ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ। ବିଭାଗୀୟ ଅଧିକାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?