ଆମ ଜିଲା ଖବର

ଦଳୀୟ ପ୍ରାର୍ଥୀଙ୍କ ଖେଳ ବିଗାଡ଼ିଲେ ଅସନ୍ତୁଷ୍ଟ

କେନ୍ଦ୍ରାପଡ଼ା ଅଫିସ, ୨୮।୩: ଆସନ୍ତା ସାଧାରଣ ନିର୍ବାଚନକୁ ଆଉ ଦୁଇବର୍ଷ ବାକି ଅଛି। ଏହା ପୂର୍ବରୁ ରାଜ୍ୟରେ ଲୋକଙ୍କ ମତିଗତିକୁ ପଞ୍ଚାୟତ ଓ ପୌର ନିର୍ବାଚନରେ ପରଖା ଯାଇଛି। ଏହି ଦୁଇ ନିର୍ବାଚନରେ ଯଦିଓ ବିଜେଡି ଏକପାଖିଆ ନେତୃତ୍ୱ ନେବା ସୁଯୋଗ…

ମନ୍‌ କି ବାତ୍‌ରେ ଖୋର୍ଦ୍ଧାର ରାହୁଲଙ୍କୁ ପ୍ରଶଂସା କଲେ ମୋଦି

ପୁରୀ ଅଫିସ,୨୮।୩: ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଆ ପୁଅ ରାହୁଲ ମହାରଣାଙ୍କୁ ପ୍ରଶଂସା କରିଛନ୍ତି। ରାହୁଲ ପୁରୀ-କୋଣାର୍କ ବେଳାଭୂମିକୁ ସ୍ବଚ୍ଛ କରି ସ୍ବଚ୍ଛ ଭାରତ ମିଶନରେ ସାମିଲ ହୋଇଥିବାରୁ ପ୍ରଧାନମନ୍ତ୍ରୀ ତାଙ୍କୁ ସାବାସି ଦେଇଛନ୍ତି। ରବିବାର…

‘ରହଣି’ରେ ରାଜ୍ୟର ଦ୍ୱିତୀୟ ସୈନିକ ସ୍କୁଲ

ଢେଙ୍କାନାଳ ଅଫିସ,୨୮।୩: ଭୁବନେଶ୍ୱର ପରେ ରାଜ୍ୟର ଦ୍ୱିତୀୟ ସୈନିକ ସ୍କୁଲ ଢେଙ୍କାନାଳ ଜିଲାର ଆଦିବାସୀ ବହୁଳ କଙ୍କଡ଼ାହାଡ଼ ବ୍ଲକର ‘ରହଣି’ଠାରେ ପ୍ରତିଷ୍ଠା ହେବ। ଆସନ୍ତା ଶିକ୍ଷାବର୍ଷରୁ ଏହା କାର୍ଯ୍ୟକ୍ଷମ ହେବ। ଏଥିଲାଗି କେନ୍ଦ୍ର ସରକାରଙ୍କ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସବୁଜସଙ୍କେତ ମିଳିଛି।…

ସୀମା ଟପିଛି ରାମ୍‌କୋ ସିମେଣ୍ଟର ପ୍ରଦୂଷଣ

ଯାଜପୁର ଅଫିସ,୨୮ା୩: ରାମ୍‌କୋ ସିମେଣ୍ଟ କାରଖାନା ଦ୍ୱାରା ବାୟୁ ପ୍ରଦୂଷଣ ଏବେ ଯାଜପୁର ଜିଲା ଧର୍ମଶାଳା ବ୍ଲକ ଥାନୁଆଳ ପଞ୍ଚାୟତ ରଘୁନାଥପୁର, ଜୋଗରଡା, ଗୁଆରଙ୍ଗ, ମୁରାରିପୁର ଗ୍ରାମବାସୀଙ୍କୁ କବଳିତ କରିଛି। ବିଷାକ୍ତ ଜିପ୍‌ସମ୍‌ ଓ ସିମେଣ୍ଟ ଗୁଣ୍ଡ ମଧ୍ୟରେ ରହି କାଳ…

ସରୁନି ଭିଜିଲାନ୍ସ ଖୋଳତାଡ଼: ଯନ୍ତ୍ରୀ-ଠିକାଦାର କିଙ୍ଗ୍‌ପିନ୍‌

ମାଲକାନଗିରି,୨୮ା୩(ଡି.ଏନ୍‌.ଏ.): ଯେତେ ଖୋଳିଲେ ସେତେ ବାହାରୁଛି ମାଲକାନଗିରି ଜିଲା ଅଧୀକ୍ଷଣ ଯନ୍ତ୍ରୀ ଆଶିଷ କୁମାର ଦାସଙ୍କ ସମ୍ପତ୍ତି। ଦୁଇ ଦିନ ହେଲାଣି ଭିଜିଲାନ୍ସର ଖୋଳତାଡ଼ ସରୁନାହିଁ। ଜିଲା ଚିକିତ୍ସାଳୟ ନିକଟରେ ଥିବା ଜଣେ ବଙ୍ଗାଳି ଠିକାଦାର ଏବଂ ମାଥିଲି, ଖଇରପୁଟ ବ୍ଲକ…

ଧର୍ମଘଟକୁ ସମର୍ଥନ ଦେଲା ସିପିଆଇଏମ୍‌

ଲହୁଣୀପଡ଼ା,୨୭।୩(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ବ୍ଲକ ଛକସ୍ଥିତ ସିପିଆଇଏମ୍‌ କାର୍ଯ୍ୟାଳୟଠାରେ ରବିବାର ଲହୁଣୀପଡ଼ା ଆଞ୍ଚଳିକ କମିଟି ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଆଞ୍ଚଳିକ କମିଟି ସମ୍ପାଦକ ଲାଲ ବାହାଦୂର ମାହାନ୍ତ ଅଧ୍ୟକ୍ଷତା କରିଥିବା ବେଳେ ସିପିଆଇଏମ୍‌ ଜିଲା ସମ୍ପାଦକ…

ଆଇଆଇସି ମୃତ୍ୟୁ ଘଟଣାରେ ମୁହଁ ଖୋଲିଲେ ସ୍ତ୍ରୀ

ଗୁଣପୁର/ରାମନାଗୁଡ଼ା,୨୭ା୩(ଡି.ଏନ୍‌.ଏ.): ସର୍ଭିସ ରିଭଲଭରରୁ ଗୁଳି ଫୁଟି ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଆଇଆଇସି ଦେବ୍‌ ଗମାଙ୍ଗଙ୍କ ମୃତ୍ୟୁ ଘଟଣାରେ ଶନିବାର ମୁହଁ ଖୋଲିଛନ୍ତି ସ୍ତ୍ରୀ କିରଣ ମହାନ୍ତି। ସ୍ବାମୀଙ୍କ ଉପରେ କାମର ଚାପ ରହିଥିଲା। ତେଣୁ ଠିକ୍‌ରେ ତଦନ୍ତ କରାଯାଇ ନ୍ୟାୟ…

ଅଳିଆରେ ନିଆଁ ଲଗାଉଥିଲେ ଜଳିଗଲା ଘର

ଧାମନଗର,୨୭।୩(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ଗୋବିନ୍ଦପୁର ପଞ୍ଚାୟତ ଖାରିଜକୋରୁଆ ଗ୍ରାମର ସୂର୍ଯ୍ୟମଣି ମିଶ୍ରଙ୍କ ଘରେ ରବିବାର ନିଆଁ ଲାଗି ଯାଇଥିଲା। ଏଥିରେ ୫ ବଖରା ଘର ଜଳିଯାଇଛି। ଗ୍ରାମବାସୀ ଓ ଧାମନଗର ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ…

ଘରୁ ଡାକି ଛୁରୀ ଭୁସି ଦେଲେ

ଯୋଡ଼ା,୨୭।୩(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ଗଣେଶ ଭବନଠାରେ ଜଣେ ଯୁବକଙ୍କୁ ଦୁର୍ବୃତ୍ତମାନେ ଛୁରୀ ଭୁସି ହତ୍ୟା କରିଛନ୍ତି। ମୃତକ ହେଲେ ନାଜିମ ଶେଖ(୨୨)। ତାଙ୍କ ଘର ପଶ୍ଚିମବଙ୍ଗ ରାଜ୍ୟ ମୁର୍ଶିଦାବାଦରେ। ସେ ଯୋଡ଼ାରେ ରହି ଏକ କମ୍ପାନୀର କଣ୍ଟ୍ରାକ୍ଟର ଅଧୀନରେ…

ଗ୍ରାମଦେବୀଙ୍କ ଅଳଙ୍କାର ଚୋରି କରି ରାସ୍ତାରେ ଫିଙ୍ଗି ଦେଲେ

ରାଜନଗର,୨୭ା୩ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଗଁାର ଆରାଧ୍ୟା ଗ୍ରାମଦେବତୀ ମା’ ଖରାଖାଇଙ୍କୁ ଜଣେ ମଦ୍ୟପ ଆସ୍ଥାନରୁ ଉଠାଇ ରାସ୍ତାରେ ଫିଙ୍ଗି ଦେବା ସହ ସୁନା, ରୁପା ଅଳଙ୍କାର ଲୁଟି ନେଇଥିବା ରବିବାର ଅଭିଯୋଗ ହୋଇଛି। ଏନେଇ ଗଁାରେ ତୀବ୍ର ପ୍ରତିକ୍ରିୟା…

ବିବାହ ଉତ୍ସବରୁ ଫେରୁଥିବା ବେଳେ ଦୁର୍ଘଟଣା

ଲୋଇସିଂହା,୨୭।୩(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ତଲିଉଡାର ତଳିବନ୍ଧ ନିକଟରେ ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡିବାରୁ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ଏଥିରେ ଥିବା ଅନ୍ୟ ୮ ଯାତ୍ରୀ ଗୁରୁତର ହୋଇଛନ୍ତି। ମୃତକ ହେଲେ ରୋଥ ଗ୍ରାମର…

ପୂର୍ବତନ କର୍ପୋରେଟରଙ୍କ ଘରେ ପଶି ହତ୍ୟା ଧମକ

ବ୍ରହ୍ମପୁର ଅଫିସ,୨୭।୩: ଗଞ୍ଜାମ ଜିଲାରେ ପୌର ନିର୍ବାଚନ ଶେଷ ହୋଇଛି। ହେଲେ ନିର୍ବାଚନୀ ହିଂସା ଥମିବାର ନାଁ ନେଉ ନାହିଁ। ଶନିବାର ବିଳମ୍ବିତ ରାତିରେ ଗୋଷାଣୀ ନୂଆଗାଁ ଥାନା ଅଧୀନ ହାଉସିଂବୋର୍ଡ ବ୍ରିଟ କଲୋନୀରେ ରହୁଥିବା ପୂର୍ବତନ କର୍ପୋରେଟର ତଥା ପରାଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?