ପରପାରିରେ ପୂର୍ବତନ ଶିକ୍ଷାମନ୍ତ୍ରୀ ରିପୁନାଥ ସେଠ୍
ବରଗଡ଼ ଅଫିସ,୨୭।୩: ପୂର୍ବତନ ଶିକ୍ଷାମନ୍ତ୍ରୀ ରିପୁନାଥ ସେଠ୍ଙ୍କ ରବିବାର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ହୋଇଥିଲା। ବରଗଡ଼ ଜିଲା ବରପାଲି ନିବାସୀ ସ୍ବର୍ଗତ ସେଠ୍ କଂଗ୍ରେସରୁ ରାଜନୀତି କ୍ୟାରିୟର ଆରମ୍ଭ କରିଥିଲେ ଏବଂ ୧୯୯୫ ବିଧାନସଭା ନିର୍ବାଚନରେ…
କ୍ଷେପଣାସ୍ତ୍ର ଏସ୍ଆର୍ଏସ୍ଏଏମ୍ର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ,୨୭ା୩: ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ସ୍ଥଳଭାଗରୁ ଆକାଶକୁ ଲକ୍ଷ୍ୟଭେଦ କରିପାରୁଥିବା ପେକ୍ଷଣାସ୍ତ୍ର ଏସ୍ଆରଏସ୍ଏମ୍ ସଫଳ ଉତ୍କ୍ଷେପଣ ହୋଇଛି। ରବିବାର ପୂର୍ବାହ୍ନରେ ଚାନ୍ଦିପୁର କ୍ଷେପଣାସ୍ତ୍ର କେନ୍ଦ୍ରର ୩ ନମ୍ବର ଲଞ୍ଚପ୍ୟାଡରୁ ଏହି ପରୀକ୍ଷଣ ହୋଇଛି। ତେବେ ସୁରକ୍ଷା ଦୃଷ୍ଟିରୁ ଏହି…
ସରୁନି ସାବେରି ବ୍ରିଜ୍ ନିର୍ମାଣ
ଏମ୍ଭି-୭୯,୨୭ା୩(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ମୋଟୁଠାରେ ସାବେରୀ ନଦୀ ଉପରେ ଚାଲିଥିବା ବ୍ରିଜ୍ ନିର୍ମାଣ କାର୍ଯ୍ୟ ସରୁନାହିଁ। ନଦୀର ଉପର ମୁଣ୍ଡରେ ଚାଲିଥିବା ଏହି ବ୍ରିଜ୍ ନିର୍ମାଣକୁ ଇତିମଧ୍ୟରେ ୫ବର୍ଷ ବିତିଯାଇଛି। ବିଭାଗୀୟ ଅଧିକାରୀଙ୍କ ଅବହେଳା ଏବଂ ଠିକା କମ୍ପାନୀର ମନମୁଖି…
ନିଆଁ ଦାଉରୁ ରକ୍ଷା ପାଇଲା ସଂରକ୍ଷିତ ଜଙ୍ଗଲ
ମୁନିଗୁଡ଼ା,୨୭ା୩(ଡି.ଏନ୍.ଏ.)- ରାୟଗଡ଼ା ଜିଲା ମୁନିଗୁଡ଼ା ବନାଞ୍ଚଳ ଓ ବନଖଣ୍ଡ ଅଧୀନ ପାତ୍ରଗୁଡ଼ା ଗାଁ ନିକଟ ସଂରକ୍ଷିତ ଶାଗୁଆନ ଜଙ୍ଗଲରେ ଶନିବାର ନିଆଁ ଲାଗିଯାଇଥିଲା। ସ୍ଥାନୀୟ ଯୁବଗୋଷ୍ଠୀ ଏବଂ ବନ ବିଭାଗର ମିଳିତ ପ୍ରୟାସରେ ବନାଗ୍ନିକୁ ଆୟତ୍ତ କରାଯାଇ ପାରିଛି। ପାତ୍ରଗୁଡ଼ା ଗାଁ…
ନିଜ ଗଡ଼ ସୁରକ୍ଷିତ ରଖିପାରିଲେନି ପିସିସି ସଭାପତି
ଆନନ୍ଦପୁର,୨୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରାପାଳିକାରେ କଂଗ୍ରେସ ଶୋଚନୀୟ ପରାଜୟ ବରଣ କରିଛି। ଖୋଦ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ୭ନଂ ଓ୍ବାର୍ଡରେ କଂଗ୍ରେସର ଶୋଚନୀୟ ପରାଜୟ ହେବା ସହିତ କଂଗ୍ରେସ ଗଡ ଭାବେ ପରିଚିତ ଅନ୍ୟ ଦୁଇ ଓ୍ବାର୍ଡ ୬…
ପୌର ବ୍ୟାଙ୍କ ଖାତାରୁ ଟଙ୍କା ଗାଏବ ଘଟଣା: ଜଣେ ଅଭିଯୁକ୍ତ ଗିରଫ
ବଡ଼ବିଲ,୨୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ପୌରକାର୍ଯ୍ୟାଳୟର ବ୍ୟାଙ୍କ ଖାତାରୁ ୨ କୋଟି ୪୫ ଲକ୍ଷ ୬୦ ହଜାର ୮୫୦ ଟଙ୍କା ଗାଏବ ଘଟଣାରେ ଇଓଡବ୍ଲ୍ୟୁ ଶନିବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ବଡବିଲ ଜେଏମଏଫସି କୋର୍ଟରେ ହାଜର କରିଛି। ଗିରଫ ଅଭିଯୁକ୍ତ…
କୋଲକାତା ଚାଲାଣ ହେଉଥିଲା ଗୋରୁ ବୋଝେଇ ଟ୍ରକ୍, ଧରିଲା ପୋଲିସ
ପାଟଣା,୨୭। ୩(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ୪୯ ନଂ. ଜାତୀୟ ରାଜପଥ ହାତୀବାରୀ ନିକଟରୁ ରବିବାର ସକାଳୁ ଟ୍ରକ୍ ବୋଝେଇ ଗୋରୁ ଜବତ ହୋଇଛି । ଖବରପାଇ ତୁରୁମୁଙ୍ଗା ପୋଲିସ ଚଢ଼ାଉ କରି ଟ୍ରକ୍ ବୋଝେଇ…
ଘରକୁ ଫେରୁଥିଲେ ଇଞ୍ଜିନିୟର ପୁଅ, ରାସ୍ତାରେ ଚାହିଁ ବସିଥିଲା ମୃତ୍ୟୁ
ପାଟଣା,୨୭।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇପଶି-କେନ୍ଦୁଝର ରାସ୍ତାର ଶ୍ୟାମସୁନ୍ଦରପୁର ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି । ମୃତ ବାଇକ ଆରୋହୀ ଜଣକ ପାଟଣା ଥାନା ସାହାରପଡା…
୨ କାର୍ ମାଲିକଙ୍କୁ ନୋଟିସ
ଖୋର୍ଦ୍ଧା ଅଫିସ,୨୭।୩: ବାଣପୁର ବ୍ଲକ ସମ୍ମୁଖରେ ଲୋକ ଏବଂ ପୋଲିସ କର୍ମଚାରୀଙ୍କ ଉପରକୁ ଗାଡ଼ି ମଡ଼ାଇବା ଘଟଣାରେ ଗିରଫ ହୋଇ ଜେଲରେ ଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ପାଇଁ ଅଡୁଆ ବଢ଼ିବାରେ ଲାଗିଛି। ଘଟଣା ସମୟରେ ଜଗଦ୍ଦେବ ଚଳାଉଥିବା କାର୍ରେ…
କ୍ରାଇମ ସିନ୍ ରିକ୍ରିଏଶନ୍ କଲା ପୋଲିସ
ପୁରୀ ଅଫିସ,୨୭।୩: ପୁରୀର ବରିଷ୍ଠ ସେବାୟତ କୃଷ୍ଣଚନ୍ଦ୍ର ଓରଫ କାଳିଆ ପ୍ରତିହାରୀ ହତ୍ୟା ମାମଲାରେ ଗିରଫ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣି ପୋଲିସ କ୍ରାଇମସିନ୍ ରିକ୍ରିଏସନ୍ କରିଛି। ହତ୍ୟାକାଣ୍ଡ ଘଟିଥିବା ବାରବାଟୀ ଜାଗାରେ ଅଭିଯୁକ୍ତ ଡେମୋ ଦେଖାଇଛନ୍ତି। ବାରବାଟୀ ଜାଗା ପଛ ରାସ୍ତାଦେଇ…
ଗହୀରମଥାରେ ଅଲିଭରିଡ୍ଲେଙ୍କ ଗଣ ଅଣ୍ଡାଦାନ ଆରମ୍ଭ
ରାଜନଗର,୨୭।୩(ଡି.ଏନ.ଏ.): ବିରଳ ଅଲିଭରିଡ୍ଲେ କଇଁଛଙ୍କ ଏନ୍ତୁଡିଶାଳ କେନ୍ଦ୍ରାପଡ଼ା ଉପକୂଳ ଗହୀରମଥାରେ କଇଁଛଙ୍କ ଗଣ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଗତ ୨୩ ତାରିଖରେ ୧୫, ୨୪ରେ ୧୬୨ ଓ ୨୫ ତାରିଖରେ ୨ ଲକ୍ଷ ୪୫ ହଜାର ୧୮୮ ଅଲିଭରିଡ୍ଲେ କଇଁଛ…
ଟ୍ରେନ୍ରେ କଟି ଯୁବତୀଙ୍କ ମୁଣ୍ଡଗଣ୍ଡି ଅଲଗା
କୁଆଁରମୁଣ୍ଡା,୨୬ା୩(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ରେଳ ଷ୍ଟେଶନ ନିକଟସ୍ଥ କାଲୋସିହିରିଆ ରେଲଓ୍ବେ ବ୍ରିଜ୍ଠାରୁ ଶହେ ମିଟର ଦୂର ବୁଗଦା ପୁଲିଆ ନିକଟରେ ଥିବା ରେଳଧାରଣାର ଶନିବାର ମୁଣ୍ଡଗଣ୍ଡି ଅଲଗା ହୋଇପଡ଼ିଥିବା ଜଣେ ଯୁବତୀଙ୍କର ମୃତଦେହ ଦେଖିବାକୁ ମିଳିଛି। ମୃତ ଯୁବତୀଙ୍କର ପରିଚୟ…

