ଆମ ଜିଲା ଖବର

ଭବାନୀପାଟଣା ପୌରଧ୍ୟକ୍ଷା ହେଲେ ସଂଯୁକ୍ତା ବେହେରା

ଭବାନୀପାଟଣା,୨୬।୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ପୌର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ପୌରଧ୍ୟକ୍ଷା ଭାବେ ବିଜେଡିର ସଂଯୁକ୍ତା ବେହେରା ନିର୍ବାଚିତ ହୋଇଛନ୍ତି। ସେ ତାଙ୍କର ନିକଟତ୍ତମ ପ୍ରତିଦ୍ବନ୍ଦୀ ଭାଜପାର ବିନିତା ଦାଶଙ୍କୁ ୯୧୨ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି। ବିଜୟୀ ହେବା…

୧୪,୫୨୫ ଖଣ୍ଡ ଭୋଟରେ ଜିତିଲେ ଲିକା 

ବଲାଙ୍ଗୀର ଅଫିସ, ୨୬।୩- ଶନିବାର ପୌର ନିର୍ବାଚନ ଫଳାଫଳ ଘୋଷଣା ହୋଇଛି । ବଲାଙ୍ଗୀର ପୌରାଞ୍ଚଳର ପୌରାଧ୍ୟକ୍ଷା ଭାବେ ବିଜେଡି ପ୍ରାର୍ଥୀ ଲିକା ସାହୁ ୧୪,୫୨୫ ଖଣ୍ଡ ଭୋଟ ବ୍ୟବଧାନରେ ବିଜୟୀ ହୋଇଥିବା ଜଣାପଡିଛି। ବିଜୟୀ ହେବା ପରେ ଲିକା ସାହୁ…

ପଦ୍ମପୁରରେ ସାବିତ୍ରୀ ବାଗ୍‌ ପୌରାଧ୍ୟକ୍ଷା

ବରଗଡ଼ ଅଫିସ,୨୬।୩: ବରଗଡ଼ ଜିଲା ପଦ୍ମପୁର ଏନ୍‌ଏସିରେ ବିଜେଡିର ସାବିତ୍ରୀ ବାଗ ପୌରାଧ୍ୟକ୍ଷ ନିର୍ବାଚିତ ହୋଇଛିନ୍ତି। ସେ ନିକଟତମ ପ୍ରତିଦ୍ୱନ୍ଦୀ ଭାଜପାର ରଞ୍ଜୁ ସେଠୀଙ୍କୁ ୬୬୨ ଖଣ୍ଡ ଭୋଟରେ ହରାଇଛନ୍ତି। ସାବିତ୍ରୀଙ୍କୁ ୪୭୩୭ ଭୋଟ ମିଳିଥିବାବେଳେ ରଞ୍ଜୁଙ୍କୁ ୪୦୭୫ ଖଣ୍ଡ ଭୋଟ…

ପୁରୁଷୋତ୍ତମପୁରରେ ସ୍ବାଧୀନ ପ୍ରାର୍ଥୀ ସ୍ବାମୀ,ସ୍ତ୍ରୀଙ୍କ ବାଜିମାତ୍‌

ପୁରୁଷୋତ୍ତମପୁର,୨୬।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ ବିଜେଡିକୁ ପଛରେ ପକାଇ ସ୍ବାଧୀନ ପ୍ରାର୍ଥୀ ସ୍ବାମୀ-ସ୍ତ୍ରୀ ବାଜି ମାରିନେଇଛନ୍ତି। ସ୍ବାଧୀନ ପ୍ରାର୍ଥୀ ପ୍ରିୟଙ୍କା ଗୌଡ ଅଧ୍ୟକ୍ଷା ଭାବେ ନିର୍ବାଚିତ ହୋଇ ଏନ୍‌ଏସିକୁ ଦଖଲ କରିଥିବା ବେଳେ ତାଙ୍କ ସ୍ବାମୀ ଅଶୋକ କୁମାର ମହାକୁୁଡ…

ଦଶପଲା ଦଖଲ କଲା ସ୍ବାଧୀନ

ନୟାଗଡ଼ ଅଫିସ/ଦଶପଲା,୨୬।୩(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଦଶପଲା ଏନ୍‌ଏସିରେ ସ୍ବାଧୀନ ପ୍ରାର୍ଥୀ ବାଜି ମାରିନେଇଛି। ସ୍ବାଧୀନ ପ୍ରାର୍ଥୀ ପୁନମ ପ୍ରିୟଦର୍ଶିନୀ ଚେୟାରମ୍ୟାନ ଭାବେ ନିର୍ବାଚିତ। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀଙ୍କ ଠାରୁ ୩୯୬ ଭୋଟରେ ବିଜୟୀ ହୋଇଛନ୍ତି। ୧୬ ନମ୍ବର ୱାର୍ଡ ବିଶିଷ୍ଟ…

ବେଲପାହାଡ଼ ଦଖଲ କଲା କଂଗ୍ରେସ

ଝାରସୁଗୁଡ଼ା ଅଫିସ,୨୬।୩: ଝାରସୁଗୁଡ଼ା ଜିଲାର ବେଲପାହାଡ଼ ପୌର ପରିଷଦ ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି । ପୌରାଧ୍ୟକ୍ଷ ଭାବେ କଂଗ୍ରେସ ପ୍ରାର୍ଥୀ ନିମାଇଁ ଚରଣ ପଣ୍ଡା ବିଜୟୀ ହୋଇଛନ୍ତି। ନିମାଇଁ ୯ହଜାର ୨୬୬ ଭୋଟ ପାଇଥିବା ବେଳେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ…

କୋରାପୁଟରେ ଖାତା ଖୋଲିପାରିଲା ନାହିଁ ଭାଜପା

କୋରାପୁଟ,୨୬।୩(ସ୍ବ.ପ୍ର.): କୋରାପୁଟ ଏନଏସିରେ ବିଜେଡି ପୌରାଧ୍ୟକ୍ଷ ଆସନ ହାତେଇଛି। ବିଜେଡିର ଲଲାଟ ରଞ୍ଜନ ସେଠୀ ପୌରାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତିା ଲଳାଟ କଂଗ୍ରେସର ଦେବାନନ୍ଦ ବେହେରାଙ୍କୁ ୬୩୭୯ ଭୋଟରେ ପରାସ୍ତ କରିଛନ୍ତି । ଲଲାଟଙ୍କୁ ୧୨ ହଜାର ୯୩୦ ଭୋଟ ମିଳିଥିବା…

ଦିଗପହଣ୍ଡିିରେ କଂଗ୍ରେସର ବାଜିମାତ: ଅଧ୍ୟକ୍ଷ ହେଲେ ପ୍ରଫୁଲ୍ଲ ପଣ୍ଡା

ଦିଗପହଣ୍ଡି,୨୬।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। କଂଗ୍ରେସ ପ୍ରାର୍ଥୀ ପ୍ରଫୁଲ୍ଲ ପଣ୍ଡା ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ସେ ତାଙ୍କର ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ ବିଜେଡି ପ୍ରାର୍ଥୀ ଭି.ରବି ନାରାୟଣ ରାଜୁଙ୍କୁ ପରାଜିତ କରିଛନ୍ତି। ସେହିପରି…

ବୀରମିତ୍ରପୁରରେ ବିଜେଡିର ବିଜୟ

ସୁନ୍ଦରଗଡ଼/କୁଆଁରମୁଣ୍ଡା, ୨୬।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ପୌର ନିର୍ବାଚନ ଫଳାଫଳ ଆସିବା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ବୀରମିତ୍ରପୁର ପୌର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ବୀରମିତ୍ରପୁର ପୌରପରିଷଦରେ ବିଜେଡି ପ୍ରାର୍ଥୀ ସନ୍ଦୀପ ମିଶ୍ର ପୌରାଧ୍ୟକ୍ଷ ଭାବେ ନିର୍ବାଚତ ହୋଇଛନ୍ତି। ଏପରି କି ବୀରମିତ୍ରପୁରର…

ରଣପୁର ଦଖଲ କଲା ବିଜେଡି

ନୟାଗଡ଼ ଅଫିସ/ ରଣପୁର୨୬।୩(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଏନ୍‌ଏସିରେ ବିଜେଡିର ଚେୟାରମ୍ୟାନ ପ୍ରାର୍ଥିନୀ ରଙ୍ଗୀନ ମହାନ୍ତି ୩୨୩ ଭୋଟରେ ବିଜୟୀ ହୋଇଛନ୍ତି। ରଙ୍ଗୀନ ମହାନ୍ତି ୪ ହଜାର ୨୧୫ ଭୋଟ ପାଇଥିବା ବେଳେ, ସ୍ବାଧୀନ ପ୍ରାର୍ଥିନୀ ମଧୁସ୍ମିତା ପ୍ରହରାଜ ୩ ହଜାର…

ଫୁଲବାଣୀରେ ଭାଜପା, ବାଲିଗୁଡା-ଜି.ଉଦୟଗିରିରେ ବିଜେଡି ହାତେଇଲା ଅଧ୍ୟକ୍ଷ ପଦ

ଫୁଲବାଣୀ ଅଫିସ୍‌/ଜି.ଉଦୟଗିରି(ଡି.ଏନ୍‌.ଏ.),୨୬ା୩: କନ୍ଧମାଳ ଜିଲାରେ ଫୁଲବାଣୀ ପୌର ପରିଷଦ ନିର୍ବାଚନ ଏବଂ ବାଲିଗୁଡା ଏନ୍‌ଏସି ନିର୍ବାଚନ ଭୋଟ ଗଣତି ଶେଷ ହୋଇଛି। ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷା ପଦକୁ ଭାଜପା ହାତେଇଥିବା ବେଳେ ବାଲିଗୁଡାରେ ବିଜେଡି ଏହାକୁ ନିଜ ପକ୍ଷରେ ରଖିଛି।…

ବିଜେପୁରରେ ବିଜେଡିର ବାଜିମାତ୍‌

ବରଗଡ଼ ଅଫିସ,୨୬।୩: ବରଗଡ଼ ଜିଲା ବିଜେପୁରରେ ବିଜେଡି ବାଜିମାତ କରିଛି। ଦଳୀୟ ଅଧ୍ୟକ୍ଷା ପ୍ରାର୍ଥିନୀ ସୀତା ବାରିକ ବିଜୟୀ ହୋଇଛନ୍ତି। ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ପଦ୍ମାବତୀ ଦେହେରୀଙ୍କୁ ୬୪୧ ଖଣ୍ଡ ଭୋଟ ବ୍ୟବଧାନରେ ହରାଇଛନ୍ତି। ସୀତାଙ୍କୁ ୩୮୧୬ ଭୋଟ ମିଳିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?