ଆମ ଜିଲା ଖବର

ଭଉଣୀଙ୍କ କଙ୍କାଳ ଧରି ବ୍ୟାଙ୍କକୁ ଯିବା ଘଟଣା: ତ୍ୱରିତ ନ୍ୟାୟିକ ତଦନ୍ତ ସହ ଏତେ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କଲା କଂଗ୍ରେସ

ପାଟଣା,୩୦।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳି ଗ୍ରାମ ଚତୁରୀ ସାହିର ଜିତୁ ମୁଣ୍ଡା ମୃତ ଭଉଣୀଙ୍କ କଙ୍କାଳ ଖୋଳି ମଲ୍ଲିପୋଷି ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ସମ୍ମୁଖରେ ରଖିବା ଘଟଣା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।…

ମୋହନାରୁ ବ୍ରହ୍ମପୁରକୁ ଚାଲାଣ ହେଉଥିଲା ଭାଙ୍ଗ, ବାଟରେ ମାଡ଼ିବସିଲେ ଅବକାରୀ କର୍ମଚାରୀ

ମୋହନା,୩୦ା୪(ମନ୍ମଥ ମିଶ୍ର): ଗଜପତି ଜିଲା ଅବକାରୀ ଅଧୀକ୍ଷକ ପ୍ରଦୀପ କୁମାର ସାହୁଙ୍କ ନିର୍ଦ୍ଦେଶ କ୍ରମେ ବିଶେଷ ସୂତ୍ରରୁ ଖବର ପାଇ ରା.ଉଦୟଗିରି ଅବକାରୀ ଓଆଇସି ଏନ୍‌. ତ୍ରିପତି ରାଓ, ମୋହନା ଅବକାରୀ କର୍ମଚାରୀ ଓ ଜିଲା ଭ୍ରାମ୍ୟମାଣ ଦଳ ସଦଳବଳ ଚଢ଼ାଉ…

ଛତୁଆ ୟୁନିଟରେ ନିଆଁ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ: ନିଆଁ ଲିଭାଇବାବେଳେ ଘଟିଲା…

ଦାରିଙ୍ଗବାଡି, ୩୦।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ନୀଳକନ୍ଦର ସାହିରେ ରହିଥିବା ଛତୁଆ ୟୁନିଟରେ ବିଳମ୍ବିତ ରାତିରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି। ଏହି ନିଆଁ ଲାଗିଥିବା ସମୟରେ ଛତୁଆ ୟୁନିଟର ଦିତୀୟ ମହଲାରେ ଫସିଥିବା…

‘ବନ୍ୟପ୍ରାଣୀ ଓ ଜଙ୍ଗଲ ସୁରକ୍ଷାରେ ସ୍ଥାନୀୟ ଲୋକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ’

ଥୁଆମୂଳ ରାମପୁର, ୩୦ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଛକସ୍ଥିତ ଫରେଷ୍ଟ ଚେକ ଗେଟ ପରିସରରେ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ତଥା ତାଲୁକ ଆଇନ ସେବା ପ୍ରାଧିକରଣ ଏବଂ…

କଙ୍କାଳ ଧରି ଜିତୁ ମୁଣ୍ଡା ବ୍ୟାଙ୍କ ଯିବା ଘଟଣା, ପ୍ରାଥମିକ ତଦନ୍ତ ପରେ ଏଭଳି କହିଲେ ଉତ୍ତରାଞ୍ଚଳ RDC

ପାଟଣା,୩୦।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଂଚାୟତ ଡିଆନାଳି ଗ୍ରାମ ଚତୁରୀ ସାହିର ଜିତୁ ମୁଣ୍ଡା ଗତ ସୋମବାର ମୃତ ଭଉଣୀ କାଲାରା ମୁଣ୍ଡାଙ୍କ କଙ୍କାଳ ଖୋଳି ବ୍ୟାଙ୍କକୁ ନେଇ ଯିବା ଘଟଣା କେବଳ ରାଜ୍ୟ ନୁହେଁ…

୨୦୧୬ରୁ ରାଶନ ଚାଉଳରୁ ବଞ୍ଚିତ ଘନଶ୍ୟାମ, ଧାମନଗର ବ୍ଲକ କାର୍ଯ୍ୟାଳୟ ଆଗରେ ଆମରଣ ଅନଶନ…

ଧାମନଗର,୩୦।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଅସୁରାଳି ପଞ୍ଚାୟତ ତୋରବନ୍ତିଆ ଗ୍ରାମର ଘନଶ୍ୟାମ ଖଟୁଆ ଦୀର୍ଘ ୧୦ ବର୍ଷରୁ ଉର୍ଦ୍ଧ ହେବ ରାଶନ ସାମଗ୍ରୀରୁ ବଞ୍ଚିତ ରହିଛନ୍ତି । ଏନେଇ ବାରମ୍ବାର ବିଡ଼ିଓ , ଯୋଗାଣ ନିରୀକ୍ଷକ ଆଦି ବିଭିନ୍ନ…

ଭଞ୍ଜନଗରରେ ପେଟ୍ରୋଲ ଅଭାବ: ଚିନ୍ତାରେ ଲୋକେ

ଭଞ୍ଜନଗର,୩୦।୪(ବାବୁଲା ପ୍ରଧାନ): ୪ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ରାଜ୍ୟର ନିର୍ବାଚନ ବୁଧବାର ସରିଛି। ଏହାପରେ ଦେଶରେ ପେଟ୍ରୋଲ ଦର ବଢ଼ିବ ବୋଲି ଲୋକଙ୍କ ମନରେ ଆଶଙ୍କା ରହିଛି। ଏହିଭଳି ପରିସ୍ଥିତିରେ ଗୁରୁବାର ଭଞ୍ଜନଗର ସହରର ସର୍ବ ପୁରାତନ ଏବଂ…

ବଢୁଛି କିଡନୀ ରୋଗ: ୪ ଦିନରେ ଗଲାଣି ଏତିକି ଜଣଙ୍କ ଜୀବନ

ଅମରପାଲି, ୩୦।୪ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉପାନ୍ତ ବହଳପଦର ଓ ଦୁର୍ଜନତୈଲା ପଞ୍ଚାୟତ ଅଞ୍ଚଳରେ କିଡନୀ ରୋଗ ଏବେ ମହାମାରୀ ଭଳି ବ୍ୟାପି ଚାଲିଛି। ଚଳିତ ସପ୍ତାହରେ ମାତ୍ର ୪ ଦିନ ମଧ୍ୟରେ ବହଳପଦର ପଞ୍ଚାୟତର…

ଦୁଇ ଟ୍ରକ୍‌ ମୁହାଁମୁହିଁ ପରେ ଲାଗିଲା ନିଆଁ: ଜିଅନ୍ତା ଜଳିଗଲେ ଚାଳକ

ହେମଗିର,୩୦ା୪(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାସ୍ଥିତ ଗୋପାଳପୁର ଡିବିଏଲ କମ୍ପାନୀ ସମ୍ମୁଖରେ ଦୁଇଟି ଟ୍ରକ୍‌ ମୁହାଁମୁହିଁ ହେବାରୁ ନିଆଁ ଲାଗିଯାଇଥିଲା। ଫଳରେ ଟ୍ରକ୍‌ ଚାଳକ ନିଆଁରେ ପୋଡ଼ି ହୋଇ ମୃତ୍ୟୁବରଣ କରିଛନ୍ତି। ଏହିପରି ଦୁଃଖଦ ଘଟଣା ଘଟିଛି ଗୋପାଳପୁରରେ। ଗୋଟିଏ ଆଇରନ ବୋଝେଇ…

ଶେଷ ପର୍ଯ୍ୟାୟରେ ମା’ ରାମଚଣ୍ଡୀ ମନ୍ଦିରର ନବୀକରଣ କାର୍ଯ୍ୟ: ଏମ୍‌ପି-ବିଧାୟକ ସମୀକ୍ଷା କରି କହିଲେ…

ମହାକାଳପଡ଼ା,୩୦ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମା’ ରାମଚଣ୍ଡୀ ମନ୍ଦିର ନବୀକରଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର ଏମ୍‌ପି ବୈଜୟନ୍ତ ପଣ୍ଡା ଓ ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ମା’ଙ୍କ ମନ୍ଦିର ପରିଦର୍ଶନ…

କାଜୁ ବଗିଚାରେ ପଡ଼ିଛି ଦନ୍ତାହାତୀର ମୃତଦେହ, ବନବିଭାଗର ତଦନ୍ତ ଆରମ୍ଭ

ବଲାଙ୍ଗୀର,୩୦।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଚାନୁଟମାଲ ଗାଁର ଏକ କାଜୁ ବଗିଚାରେ ଗୋଟିଏ ଦନ୍ତାହାତୀର ମୃତଦେହ ପଡିଥିବାର ଦେଖିବାକୁ ମିଳିଛି। ବନ ବିଭାଗ ହାତୀ ମୃତ୍ୟୁ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଗୁରୁବାର…

ଯୁବତୀ-ଯୁବକଙ୍କ ଭିତରେ ପଶିଲା ପୋଲିସ, ୩କର୍ମୀଙ୍କୁ ପିଟିପିଟି…

କଟକ,୩୦।୪(ପ୍ରଭୁକଲ୍ୟାଣ ପାଲ୍): କଟକ ଓଏମପି ସ୍ଥିତ ଷଷ୍ଠ ବାଟାଲିୟନ ପରିସରରେ ପୋଲିସ କର୍ମଚାରୀଙ୍କୁ ଅସାମାଜିକ ଯୁବକଙ୍କ ଦ୍ୱାରା ଧାରୁଆ ଅସ୍ତ୍ରରେ ସଂଘବଦ୍ଧ ଆକ୍ରମଣ କରାଯାଇଛି । ଏହି ଆକ୍ରମଣରେ ତିନିଜଣ ପୋଲିସ କର୍ମଚାରୀ ଆହତ ହୋଇଥିବା ବେଳେ ତାଙ୍କୁ ଚିକିତ୍ସା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?