ଆମ ଜିଲା ଖବର

ବରଗଡ଼ରେ କଳ୍ପନା ମାଝି ପୌରାଧ୍ୟକ୍ଷା

ବରଗଡ଼ ଅଫିସ,୨୬।୩: ବରଗଡ଼ ପୌର ପରିଷଦରେ ବିଜେଡିର କଳ୍ପନା ମାଝି ପୌରାଧ୍ୟକ୍ଷା ନିର୍ବାଚିତ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ଭାଜପାର ଅନୁରାଧା ଅଗ୍ରୱାଲଙ୍କୁ ୬୪୪୨ ଖଣ୍ଡ ଭୋଟରେ ହରାଇଛନ୍ତି। କ୍ରମାଗତ ବିଜୟଧାରାକୁ ବଜାୟ ରଖି ବିଜେଡି ନେତା, କର୍ମୀ ଆନନ୍ଦ…

ବରପାଲି ଏନଏସିରେ ଅଧ୍ୟକ୍ଷ ପଦବୀ ହାତେଇଲେ ସ୍ବାଧିନ ପ୍ରାର୍ଥୀ

ବରଗଡ଼ ଅଫିସ,୨୬।୩: ବରଗଡ଼ ଜିଲା ବରପାଲି ଏନ୍‌ଏସି ଅଧ୍ୟକ୍ଷ ପଦବୀରେ ସ୍ବାଧୀନ ପ୍ରାର୍ଥୀ ଦିନେଶ ଗହୀର ବିଜୟୀ ହୋଇଛନ୍ତି । ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡିର ପ୍ରଦ୍ୟୁମ୍ନ୍ନ କୁମାର ତ୍ରିପାଠୀଙ୍କୁ ୧୫୭୩ ଭୋଟ ବ୍ୟବଧାନରେ ହରାଇଛନ୍ତି। ଦିନେଶଙ୍କୁ ୬୦୦୦ ଭୋଟ…

ବିଜେଡି ଦଖଲ କଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ପଦ

କେସିଙ୍ଗା,୨୬।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିରେ ପୌର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ଭାବେ ବିଜେଡି ପ୍ରାର୍ଥୀ ନୃପରାଜ ଯାଦବ ବିଜୟୀ ହୋଇଛନ୍ତି। ନୃପରାଜ ୫୧୦୩ ଖଣ୍ଡ ଭୋଟ ପାଇ ଥିବାବେଳେ କଂଗ୍ରେସର ରାମ କୁମାର ଜୈନ…

ରାଜନୈତିକ ହିଂସା: ଭୋଟ ଗଣତି ପୂର୍ବରୁ ଜାଳିଦେଲେ କାର

ବ୍ରହ୍ମପୁର ଅଫିସ,୨୬।୩: ପୁଣିଥରେ ପୌର ନର୍ବାଚନକୁ ନେଇ ବ୍ରହ୍ମପୁରରେ ରାଜନୈତିକ ହିଂସା ଦେଖିବାକୁ ମିଳିଛି। ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଲାଞ୍ଜିପଲିରେ ଭାଜପା ପ୍ରାର୍ଥୀଙ୍କ ଘର ସମ୍ମୁଖରେ ଥିବା ଏକ କାରରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଥିଲେ। ଶୁକ୍ରବାର ବିଳମ୍ବିତ ରାତିରେ ଲାଞ୍ଜିପଲି…

ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଗଡ଼ରେ ଫୁଟିଲା ପଦ୍ମ

ଜୁନାଗଡ଼,୨୬।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଏନ୍‌ଏସି ଅଧ୍ୟକ୍ଷ ଭାବେ ଭାଜପା ପ୍ରାର୍ଥୀ ମୁକେଶ ଅଗ୍ରୱାଲ ବିଜୟୀ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡିର ମହେଶ ସାହୁଙ୍କୁ ୧୧୬୪ ଭୋଟରେ ପରାସ୍ତ କରି ବିଜୟ ମୁକୁଟ ପିନ୍ଧିଛନ୍ତି। ବିଜୟୀ ପରେ ମହେଶ…

ନୟାଗଡ଼ରେ ୧୬ରୁ ୧୬ ହାତେଇଲା ବିଜେଡ଼ି

ନୟାଗଡ଼ ଅଫିସ,୨୬।୩: ନୟାଗଡ଼ରେ ପୌର ନିର୍ବାଚନ ଫଳାଫଳ ଆସିଥିବା ବେଳେ ୧୬ରୁ ୧୬ଟି ଆସନ ହାତେଇଛି ବିଜେଡି। ନୟାଗଡ଼ ମ୍ୟୁନିସିପାଲଟିର ୧୬ଟି ଓ୍ବାର୍ଡରେ ବିଜେଡି କାଉନସିଲର ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ପୂର୍ବରୁ ୫ ନମ୍ବର ଓ୍ବାର୍ଡ କାଉନସିଲର ପ୍ରାର୍ଥୀ ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ…

ବୌଦ୍ଧ,ଯାଜପୁରରେ ଏନ୍‌ଏସି ଅଧ୍ୟକ୍ଷ ପଦ ହାତେଇଲା ବିଜେଡି

ବୌଦ୍ଧ/ଯାଜପୁର ଅଫିସ,୨୬।୩: ଚାଲିଛି ପୌର ନିର୍ବାଚନ ଭୋଟ ଗଣତି । ରାଜ୍ୟର ବିଭିନ୍ନ ଏନଏସି, ମ୍ୟୁନିସିପାଲ ଅଞ୍ଚଳରେ ବିଜେଡି ଆଗରେ ଥିବା ବେଳେ ଯାଜପୁର ଓ ବୌଦ୍ଧରେ ଏନ୍‌ଏସି ଅଧ୍ୟକ୍ଷ ପଦ ହାତେଇଛି ବିଜେଡି। ଯାଜପୁରରେ ବିଜେଡିର ରଂଜୁଲତା ହୋତା ବିଜୟୀ…

ଆଜି ବାର ଆସୋସିଏଶନର ନିର୍ବାଚନ, ଅପରାହ୍ନରେ ଫଳାଫଳ

କଟକ ଅଫିସ, ୨୬।୩: ଆଜି ହାଇକୋର୍ଟ ବାର ସମେତ ରାଜ୍ୟର ସମସ୍ତ ବାର ଆସୋସିଏସନର ନିର୍ବାଚନ ହେବ । ରାଜ୍ୟର ୧୫୧ଟି ବାର ଆସୋସିଏଶନରେ ୱାନ ବାର୍‌ ୱାନ ଭୋଟ ପଦ୍ଧତିରେ ଗ୍ରହଣ କରାଯିବ । ଏଥିରେ ପ୍ରାୟ ୩୩ ହଜାର…

୩ ବୁଥ୍‌ରେ ସାନି ମତଦାନ

ଭଦ୍ରକ ଅଫିସ,୨୬।୩: ଭଦ୍ରକ ପୌରପାଳିକାର ୨୪ ନଂ ୱାର୍ଡର ୬୫, ୬୬ ଏବଂ ୬୭ ନମ୍ବର ବୁଥ୍‌ରେ ଶୁକ୍ରବାର ସାନି ମତଦାନ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଏହି ୩ ବୁଥ୍‌ରେ ଭୋଟଗ୍ରହଣ ଚାଲିଥିଲା।…

ଆଜି ୧୦ଟି ଟେବୁଲରେ ଗଣତି

ପଟ୍ଟାମୁଣ୍ଡାଇ ୨୬ା୩(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ବିଜ୍ଞାପିତ ଅଞ୍ଚଳ ପରିଷଦକୁ ମ୍ୟୁନିସିପାଲିଟିର ମାନ୍ୟତା ମିଳିବା ପରେ ପ୍ରଥମଥର ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଛି। ଏହାର ଫଳାଫଳକୁ ନେଇ ବିଭିନ୍ନ ରାଜନୈତିକ ଦଳ ଓ ପ୍ରାର୍ଥୀଙ୍କ ମଧ୍ୟରେ ଉକତ୍ଣ୍ଠା ବଢିବାରେ ଲାଗିଛି। ଏଥର ଅଧ୍ୟକ୍ଷ ପଦବୀ…

ବାଧୁଛି ଖରା: ଗଛ କାଟିଦେଲେ, ଲଗାଇଲେନି

କେନ୍ଦ୍ରାପଡ଼ା ଅଫିସ, ୨୬ା୩: କେନ୍ଦ୍ରାପଡ଼ା ଜିଲାରେ ଖରାର ତାପମାତ୍ରା ୪୦ ଡିଗ୍ରୀ ସେଲସିୟସରେ ପହଞ୍ଚତ୍ବା ଏକ ସାଧାରଣ ଘଟଣା। ଏହା ଜାଣିବା ସତ୍ତ୍ୱେ କଟକ-ଚାନ୍ଦବାଲି ରାଜ୍ୟ ରାଜପଥରେ ବନୀକରଣ ପାଇଁ ପଦକ୍ଷେପ ନିଆଯାଉନାହିଁ। ୧୫ ବର୍ଷ ପୂର୍ବେ ଏହି ରାସ୍ତାର ନବୀକରଣ…

୧୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଅବକାରୀ ସାମଗ୍ରୀ ଜବତ

କଟକ ଅଫିସ,୨୬ା୩: ରାଜ୍ୟର ୧୦୬ ପୌର ପରିଷଦ ଓ ୩ ମହାନଗର ନିଗମ ଅଞ୍ଚଳରେ ନିର୍ବାଚନକୁ ଅବାଧ, ନିରପେକ୍ଷ, ଶୃଙ୍ଖଳିତ କରାଇବା ପାଇଁ ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ଏଥିପାଇଁ ବିଭାଗ ପକ୍ଷରୁ ଫେବୃୟାରୀ ୨୫ରୁ ମାର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?