ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓ କଟକ ବଡ଼ ମେଡିକାଲରେ ଭର୍ତ୍ତି
କଟକ ଅଫିସ,୨୫।୧୨: ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓ ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି। ଶୁକ୍ରବାର ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଥିବା ସୂଚନା ମିଳିଛି। ଡି. ପ୍ରକାଶ ରାଓ ଗୁରୁବାରଠାରୁ...
ଥରିଲା ବାଲେଶ୍ୱର
ବାଲେଶ୍ୱର ଅଫିସ, ୨୫।୧୨: ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାରେ ଶୁକ୍ରବାର ଅପରାହ୍ନରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରର ଖେଳିଯାଇଛି। ଭୂକମ୍ପର ତିବ୍ରତା କେତେ ରହିଥିଲା, ତାହା ସ୍ପଷ୍ଟ ହୋଇନାହିଁ। ସେହିପରି କେତେ...
ଫାସିବନ୍ଧ ଗାଁରେ ଅଗ୍ନିକାଣ୍ଡ: ଜଳିଗଲା ୩ ବଖରା
ଦିଗପହଣ୍ଡି,୨୫।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗାଁରେ ଗୁରୁବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗାଁର ରମେଶ ଗୌଡଙ୍କ ୩ ବଖରା ସମ୍ପୂର୍ଣ୍ଣ ଜଳିଯାଇଛି। ରମେଶଙ୍କ ସମେତ ପରିବାରର ସମସ୍ତ ସଦସ୍ୟ ଅଳ୍ପକେ ବର୍ତ୍ତି...
୨୯ରୁ ଖୋଲିବ ବିରଜା ମନ୍ଦିର: ଜିଲାପାଳ
ଯାଜପୁର ଅଫିସ,୨୫ା୧୨: ଆସନ୍ତା ୨୯ ତାରିଖରେ ଖୋଲିବ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର। ଏନେଇ ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ଆଜି ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ସକାଳ ୬ଟାରୁ ସନ୍ଧ୍ୟା ୫ ମଧ୍ୟରେ...
ଜରାଜୀର୍ଣ୍ଣ ଅବସ୍ଥାରେ ଅଲେଖ ମଠ
ବ୍ରହ୍ମପୁର ଅଫିସ,୨୫।୧୨: ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକର ପଲ୍ଲୀଗୁମୁଳା ଗ୍ରାମରେ ଥିବା ମହିମା ଅଲେଖ ମଠ ରକ୍ଷଣାବେକ୍ଷଣ ଅଭାବରୁ ଜରାଜୀର୍ଣ୍ଣ ହୋଇପଡ଼ିଛି। ଦିନ ଥିଲା ଏହି ମଠରେ ବହୁ ସନ୍ନ୍ୟାସୀଙ୍କ ଭିଡ଼ ଜମୁଥିଲା। ଶୂନ୍ୟବ୍ରହ୍ମଙ୍କ ଉପାସନା ଓ ଅଲେଖ ଧର୍ମର ପ୍ରଚାରପ୍ରସାର...
ଖୋଲା ଆକାଶ ତଳେ ପଡ଼ି ରହିଛି ଧାନ
ଖପ୍ରାଖୋଲ,୨୫।୧୨(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲୁହାସିଂହା କୃଷି ସମବାୟ ସମିତି ଜୁରିଆ ଧାନମଣ୍ଡିରେ ଖୋଲା ଆକାଶ ତଳେ ପଡିରହିଛି ଶହଶହ ବସ୍ତା ଧାନ। ଏହି ମଣ୍ଡିରେ ଚଳିତ ବର୍ଷ ୮୦୯ ଜଣ ଚାଷୀ ଧାନ ବିକ୍ରି ପାଇଁ ନାମ...
ହାଟ ଖୋଜୁଛି ବାଟ
କାମାକ୍ଷାନଗର, ୨୫।୧୨: ହାଟ କେବଳ ବ୍ୟବସାୟିକ କେନ୍ଦ୍ରସ୍ଥଳ ନୁହେଁ, ଅଧିକନ୍ତୁ ଏହା ସାମାଜିକ, ସାଂସ୍କୃତିକ ଭାବଧାରାର ପ୍ରତୀକ। ଦ୍ରୁତ ସହରୀକରଣ, ମଲ୍ କଲ୍ଚର, ଅନ୍ଲାଇନ୍ ମାର୍କେଟିଂ ସତ୍ତ୍ୱେ ହାଟ ନିଜର ଅସ୍ତିତ୍ୱ ବଜାୟ ରଖିଛି। ତେବେ ଶତାଧିକ ବ୍ୟବସାୟୀ ଏବଂ...
ବିଜେଡି ଜିଲା ସଭାପତି ଓ ଧର୍ମଗଡ ବିଧାୟକଙ୍କ କୋକସରା ବ୍ଲକର ବିଭିନ୍ନ ଅଞ୍ଚଳ ଗସ୍ତ: ଇନ୍ଦ୍ରାବତୀ ମେଗା ଲିଫ୍ଟ କେନାଲ ଲୋକାର୍ପଣ ନେଇ ସୂଚନା
କୋକସରା, ୨୫।୧୨ (ଡି.ଏନ.ଏ)- କଳାହାଣ୍ଡି ବିଜେଡି ଜିଲା ସଭାପତି ତଥା ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂଦେଓ ଏବଂ ଧର୍ମଗଡ ବିଧାୟକ ମୌଷଧି ବାଗ ଗୁରୁବାର କୋକସରା ବ୍ଲକର ବିଭିନ୍ନ ପଞ୍ଚାୟତ ଗସ୍ତ କରିଛନ୍ତି। ଅଞ୍ଚଳବାସୀଙ୍କ ବହୁ ପ୍ରତୀକ୍ଷିତ ଇନ୍ଦ୍ରାବତୀ ମେଗା...
କେନ୍ଦୁଗୁଡା ଛକରେ ୪୦୭ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା :୨ ଗୁରୁତର
କୋକସରା, ୨୫।୧୨ (ଡି.ଏନ.ଏ.) -କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ କାଉଡୋଳା ପଞ୍ଚାୟତ ବଡ଼କେନ୍ଦୁଗୁଡା ବିଜୁ ଏକ୍ସପ୍ରେସ ରାସ୍ତା ନିକଟରେ ୪୦୭ ଗାଡି ନମ୍ବର ଓଆର୦୮ ବି ୬୬୪୯ ଓ ବାଇକ ନମ୍ବର ଓଡି୦୮ଏଫ୨୭୯୮ ମଧ୍ୟରେ ମୁହାଁମୁହିଁ ଦୁର୍ଘଟଣା ହୋଇଛି। ବାଇକରେ...
ବ୍ଲକ ସ୍କ୍ରିନିଂ କମିଟି ଚୟନ ବୈଠକ : କୋକସରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ପିସି କାରବାର ଅଭିଯୋଗ
କୋକସରା, ୨୫।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲା କୋକସରା ପଞ୍ଚାୟତ ସମିତି ସଭା ଗୃହଠାରେ ସୋମବାର ବ୍ଲକ ସ୍କ୍ରିନିଂ କମିଟି ଚୟନ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟାସଭ୍ୟ ଅଂଶଗ୍ରହଣ କରିଥିବା...
କୋକସରା ବ୍ଳକରେ ସ୍କ୍ରିନିଂ କମିଟି ଗଠିତ
କୋକସରା, ୨୫।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲା କୋକସରା ବ୍ଳକରେ ସ୍କ୍ରିନିଂ କମିଟି ଚୟନ ପ୍ରକ୍ରିୟା ସୋମବାର ଅନୁଷ୍ଠିତ ହୋଇଯାଇଛି। ସ୍କ୍ରିନିଂ କମିଟିର ସଦସ୍ୟ ରୂପେ ସର୍ବସମ୍ମତି କ୍ରମେ ସ୍କ୍ରିନିଂ କମିଟିର ସଭାପତି ଭାବେ ବ୍ଲକ ଅଧ୍ୟକ୍ଷା ଶବ୍ୟାରାଣୀ ବାଗ, ଉପାଧ୍ୟକ୍ଷା...
ଯୁବତୀ ଚାଲାଣକାରୀ ଗିରଫ
ଲହୁଣୀପଡା, ୨୫।୧୨ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲାରୁ ଯୁବତୀ ଚାଲାଣ କରୁଥିବା ଦଲାଲଙ୍କୁ ପୋଲିସ କରିଛି। ଯୁବତୀ ଚୋରା ଚାଲାଣର ଦଲାଲଙ୍କୁ ଦୀର୍ଘ ୮ମାସ ପରେ ଚାନ୍ଦିପୋଷ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଚାନ୍ଦିପୋଷ ଥାନା ଅନ୍ତର୍ଗତ କୁସୁମ...
Archives


