ମେମୋରୀ ଚିପ୍ରେ ରହିଛି ମାନସଙ୍କ ହତ୍ୟା ରହସ୍ୟ
ଚାନ୍ଦବାଲି,୨୧।୩(ଡି.ଏନ୍.ଏ.): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠା ରାଉତ ଓ ତାଙ୍କର ଜଣେ ସହଯୋଗୀ ଏବେ ବି ଫେରାର ଅଛନ୍ତି। ଏକ ଭିଡିଓ କ୍ଲିପ୍ ପାଇଁ ମାନସଙ୍କୁ ଅପହରଣ ପରେ ହତ୍ୟା କରାଯାଇଥିବା ପୋଲିସ ଜାଣିବାକୁ…
କ୍ୟାମେରାମ୍ୟାନ ମାନସ ହତ୍ୟାମାମଲା: ପୂର୍ବତନ ପ୍ରଶାସନିକ ଅଧିକାରୀ ଗିରଫ
ଚାନ୍ଦବାଲି,୨୧।୩(ଡି.ଏନ୍.ଏ.): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଗୁମର ଦିନକୁ ଦିନ ଫିଟିବାରେ ଲାଗିଛି। ସୋମବାର ହତ୍ୟାକାଣ୍ଡରେ ସମ୍ପୃକ୍ତ ଜଣେ ଅବସର ପ୍ରାପ୍ତ ପ୍ରଶାସନିକ ଅଧିକାରୀଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଅବସର ପ୍ରାପ୍ତ…
କୋରାପୁଟ ଗସ୍ତରେ ପୋଲିସ ଡିଜି
କୋରାପୁଟ,୨୧।୩(ଡି.ଏନ୍.ଏ.) : କୋରାପୁଟ ଗସ୍ତରେ ପୋଲିସ ଡିଜି ସୁନିଲ କୁମାର ବଂଶଲ। ଡିଜିଙ୍କ ସହ ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀ, ଗୁଇନ୍ଦା ବିଭାଗ, ଆଇଜି ଅପରେସନ ଓ ଆଇଜି ଇଣ୍ଟିଲେଜେନସି ଅଧିକାରୀ ମଧ୍ୟ କୋରାପୁଟ ଗସ୍ତରେ ଅଛନ୍ତି। ପୋଲିସ ଡିଜି ଦକ୍ଷିଣ…
ଦଳୀୟ ପ୍ରାର୍ଥୀଙ୍କୁ ଟକ୍କର ଦେଉଛନ୍ତି ସ୍ବାଧୀନ
ସୁନ୍ଦରଗଡ଼,୨୧।୩(ଡି.ଏନ୍.ଏ.): ଚଳିତ ପୌର ନିର୍ବାଚନରେ ସୁନ୍ଦରଗଡ଼ରେ କାହାର ହେବ ବାଜିମାତ। ଚା’ ଖଟି ଠାରୁ ଆରମ୍ଭ କରି ପାନ ଦୋକାନ, ବଜାର, ରାସ୍ତାଘାଟ ସବୁଠି ଏହି ଗୋଟିଏ କଥା। ସୁନ୍ଦରଗଡ଼ ପୌରାଧ୍ୟକ୍ଷ ପଦବୀ ଏଥର ମହିଳାଙ୍କ ପାଇଁ ସଂରକ୍ଷିତ ଥିବା ବେଳେ…
ଏ ବର୍ଷ ବି ହେବନି ପ୍ରସିଦ୍ଧ ଚଡକ ମେଳା
ବାଲେଶ୍ୱର ଅଫିସ,୨୧।୩: ଚଳିତ ବର୍ଷ ବି ହେବନି ବାଲେଶ୍ୱରର ପ୍ରସିଦ୍ଧ ଚଡକ ମେଳା। କୋଭିଡ୍ କଟକଣା ପାଇଁ ଏଥର ଚଡକ ମେଳା ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି। କେବଳ ନୀତିକାନ୍ତି ପାଳନ ହେବା ନେଇ ପ୍ରଶାସନ ପକ୍ଷରୁ କୁହାଯାଇଛି।
ପଟ୍ଟାଙ୍ଗୀ: ମାସକରେ ୫ ନବଜାତ ଶିଶୁ ମୃତ
ପଟ୍ଟାଙ୍ଗୀ, ୨୧।୩(ଡି.ଏନ.ଏ.): ମା’ ଓ ଶିଶୁ ମୃତ୍ୟୁ ରୋକିବାକୁ ପ୍ରଶାସନ ଓ ବିଭିନ୍ନ ବେସରକାରୀ ଅନୁଷ୍ଠାନ ପକ୍ଷରୁ ଗ୍ରାମାଞ୍ଚଳ ଲୋକଙ୍କୁ ସଚେତନ କରାଯାଉଥିଲେ ମଧ୍ୟ ଏହାର ପ୍ରଭାବ ଲୋକଙ୍କ ଉପରେ ପଡୁନାହିଁ । ଫଳରେ ଶିଶୁମୃତ୍ୟୁକୁ ରୋକି ହେଉନାହିଁ। ଗୋଟିଏ ମାସରେ…
ରାୟଗଡ଼ାରେ ନିର୍ମାଣ ହେବ ନୂତନ ଜିଲା ଅଦାଲତ କୋଠା
ରାୟଗଡ଼ା ଅଫିସ,୨୧।୩: ରାୟଗଡ଼ା ଜିଲା ଓ ଦୌରାଜଜ୍ଙ୍କ ଅଦାଲତ ପରିସରରେ ନୂତନ ଜିଲା ଅଦାଲତ କୋଠା ନିର୍ମାଣ ନିମନ୍ତେ ରବିବାର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ହାଇକୋର୍ଟର ମୁଖ୍ୟ ବିଚାରପତି ଏସ୍.ମୁରଲିଧର ମୁଖ୍ୟ ଅତିଥି ଏବଂ ହାଇକୋର୍ଟ ବିଚାରପତି ବି. ଆର୍. ଷଡଙ୍ଗୀ…
ଅନୁମତି ମିଳିଲେ ଲୋକ ମହୋତ୍ସବ ନିଷ୍ପତ୍ତି
ତାଳଚେର,୨୧।୩(ନି.ପ୍ର.): ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଓ ୨୦ ତମ ଲୋକ ମହୋତ୍ସବ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ଗୋପାଳପ୍ରସାଦସ୍ଥିତ ପୀଠ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପଜିଲାପାଳ ତଥା ଟ୍ରଷ୍ଟବୋର୍ଡ ମ୍ୟାନେଜିଂ ଟ୍ରଷ୍ଟି ବିଶ୍ୱରଞ୍ଜନ…
ହମ୍ପସ୍ ବଢ଼ାଉଛି ରାଜପଥରେ ଦୁର୍ଘଟଣା
କଣିହାଁ,୨୧।୩(ଡି.ଏନ.ଏ.): ୫୩ନଂ. ଜାତୀୟ ରାଜପଥର କଣିହାଁ ବ୍ଲକ ସଦର ମହକୁମା ଠାରେ ଏକ ନୂଆ ହମ୍ପସ୍ ନିର୍ମାଣ କରାଯାଇଛି। ହେଲେ ନିୟମ ଅନୁସାରେ ଗାଡ଼ି ଚାଳକଙ୍କ ଅବଗତି ନିମନ୍ତେ ସେଠାରେ କୌଣସି ସଂକେତ ଦିଆଯାଇ ନାହିଁ। ଫଳରେ ଗତ ୫ ଦିନ…
ଆଠମଲ୍ଲିକରେ ସମ୍ମାନର ଲଢ଼େଇ
ବଇଣ୍ଡା,୨୧।୩(ଡି.ଏନ.ଏ.): ଆଠମଲ୍ଲିକ ଏନ୍ଏସି ସ୍ଥାପନ ପରଠାରୁ ୪ଥର ପୌର ନିର୍ବାଚନ ହୋଇଛି। ସେଥିରୁ ୩ଥର କଂଗ୍ରେସ ଓ ଥରଟିଏ ବିଜେଡି ଏନ୍ଏସି ଦଖଲ କରିବାରେ ସଫଳ ହୋଇଛି। ତେବେ ଶେଷ ଦୁଇଥର ଏଠାରେ କଂଗ୍ରେସ ବିଜୟୀ ହୋଇଥିବାରୁ ଚଳିତ ପୌର ନିର୍ବାଚନରେ…
ଟାଏକୋଣ୍ଡୋରେ ୧୮ ସ୍ବର୍ଣ୍ଣ, ୭ ରୌପ୍ୟ, ୫ ବ୍ରୋଞ୍ଜ ପଦକ ହାସଲ
ଛତ୍ରପୁର,୨୧।୩(ଡି.ଏନ୍.ଏ.): ଗଞ୍ଜାମ ଜିଲାର ଟାଏକୋଣ୍ଡୋ କ୍ରୀଡାବିତ୍ମାନେ ଆନ୍ତର୍ଜାତିକ ସ୍ତରରେ ପ୍ରଭାବଶାଳୀ ପ୍ରଦର୍ଶନ କରିଛନ୍ତି। ଛତ୍ରପୁରସ୍ଥିତ କେଏମ୍ପି ସ୍ପୋଟର୍ସ ଏକାଡେମୀର ମୁଖ୍ୟ ପ୍ରଶିକ୍ଷକ ତଥା ୫ମ ଡାନ୍ ବ୍ଲାକ ବେଲ୍ଟଧାରୀ ଆନ୍ତର୍ଜାତିକ କୋଚ ତଥା ରେଫରୀ କେ. ମନୋଜ ପ୍ରଧାନଙ୍କ ପ୍ରତ୍ୟକ୍ଷ ମାର୍ଗଦର୍ଶନ…
ପ୍ରଚାରରେ ଷ୍ଟାର ପ୍ରଚାରକ ଜିନା, ଶୁଭାଶିଷ
ଗଞ୍ଜାମ,୨୧।୩(ଡି.ଏନ.ଏ.): ପୌର ନିର୍ବାଚନ ପାଇଁ ବିଜେଡି ପକ୍ଷରୁ ଗଞ୍ଜାମ ସହାରାଞ୍ଚଳରେ ଶକ୍ତି ପ୍ରଦର୍ଶନ କରାଯାଇଛି। ଷ୍ଟାର ପ୍ରଚାରକ ତଥା ଓଡ଼ିଆ ଚଳଚ୍ଚିତ୍ର ଅଭିନେତ୍ରୀ ଜିନା ଓ ସିରିଏଲ ଅଭିନେତା ଶୁଭାଶିଷ ଶର୍ମା ପ୍ରମୁଖଙ୍କୁ ନେଇ ବିଜେଡି ଏନ୍ଏସି ଯୁବ ସଭାପତି ସୁଧୀର…

