ସେବାୟତ କୃଷ୍ଣ ପ୍ରତିହାରୀ ହତ୍ୟା ମାମଲା: ୬ ଗିରଫ
ପୁରୀ ଅଫିସ,୨୧ା୩: ସେବାୟତ କୃଷ୍ଣ ପ୍ରତିହାରୀ ହତ୍ୟା ମାମଲାର ପର୍ଦ୍ଦାଫାଶ କରିଛି ପୁରୀ ପୋଲିସ। ହତ୍ୟା ଅଭିଯୋଗରେ ସୋମବାର ୬ ଜଣଙ୍କୁ ଗିରଫ କରାଯାଇଥିବା ପ୍ରେସ୍ମିଟ୍ରେ ସୂଚନା ଦେଇଛନ୍ତି ପୁରୀ ଏସ୍ପି। ଅଭିଯୁକ୍ତମାନଙ୍କ ମଧ୍ୟରୁ ମୁଖ୍ୟ ଷଡ଼ଯନ୍ତ୍ରକାରୀ କାଳିଆ ସିଂହାରୀ ଏବଂ…
ପେଟ୍ରୋଲ ପମ୍ପ୍ରୁ ୨୦ ଲକ୍ଷ ଲୁଟ୍
କେନ୍ଦୁଝର,୨୧ା୩(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ପଦ୍ମପୁର ଅନ୍ତର୍ଗତ ଏକ ପେଟ୍ରୋଲ ପମ୍ପ ମ୍ୟାନେଜରଙ୍କୁ ବନ୍ଧୁକ ଦେଖାଇ ସୋମବାର ୨୦ ଲକ୍ଷ ଲୁଟି ନେଇଛନ୍ତି ଦୁର୍ବୃତ୍ତ। ତେଲ ପକାଇବା ବାହାନାରେ ଆସି ୬ ଦୁର୍ବୃତ୍ତ ଏହି ଲୁଟ୍ କରିଛନ୍ତି। ସୂଚନାନୁସାରେ, ସକାଳୁ ପଦ୍ମପୁର…
ମାଙ୍କଡ଼ା ପଥର ଚୋରାଚାଲାଣ
ଖୋର୍ଦ୍ଧା ଅଫିସ,୨୧ା୩: ଖୋର୍ଦ୍ଧାରେ ବେଆଇନ ଲଘୁ ଖଣିଜ ଚୋରାଚାଲାଣ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ଧରପଗଡ ଜୋରଦାର କରାଯାଇଛି। ପ୍ରଶାସନ ଏବଂ ପୋଲିସ ପକ୍ଷରୁ ଗଠିତ ମିଳିତ ସ୍କ୍ବାଡ୍ ବିଭିନ୍ନ ସ୍ଥାନରେ ଚଢଉ ଜାରି ରଖିଛି। ଶୁକ୍ରବାର କୁମାରବସ୍ତରେ ବେଆଇନ ଭାବେ…
ଘର, ପାଚେରି ଭାଙ୍ଗିଲା: ଲୋକେ ଭୟଭୀତ
ନିରାକାରପୁର,୨୧।୩(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳରେ ହାତୀ ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି। ସନ୍ଧ୍ୟା ହେଲେ ଖାଦ୍ୟ ଅନ୍ବେଷଣରେ ହାତୀପଲ ଗାଁ ମୁହାଁ ହେଉଛନ୍ତି। ଲୋକଙ୍କ ବାରି ଓ କ୍ଷେତରେ ପଶି ଫସଲ ଖାଇବା ସହ ଦଳଚକଟି ନଷ୍ଟ କରୁଛନ୍ତି।…
୭ ବର୍ଷୀୟା ଝିଅକୁ ମା’ର ନିର୍ଯାତନା
ଖୋର୍ଦ୍ଧା ଅଫିସ,୨୧ା୩: ଖୋର୍ଦ୍ଧା ମଧୁସୂଦନ ନଗର ଅଞ୍ଚଳରେ ଜଣେ ୭ବର୍ଷୀୟା ଝିଅକୁ ମା’ ଅକଥନୀୟ ନିର୍ଯାତନା ଦେଉଥିବା ଘଟଣା ସାମ୍ନାକୁ ଆସିଛି। ଦୀର୍ଘଦିନ ହେଲା ଦ୍ୱିତୀୟ ସ୍ବାମୀଙ୍କ ସହ ମା’ ମିଶି ଶିଶୁକନ୍ୟାକୁ ବିଭିନ୍ନ ପ୍ରକାର ନିର୍ଯାତନା ଦେଇଆସୁଥିଲେ। ରବିବାର ସ୍ଥାନୀୟ…
ପାରାଦୀପ ବନ୍ଦରରେ ପୁଣି ଏକ ବୃହତ୍ ଜାହାଜ ଲାଗିଲା
ପାରାଦୀପ,୨୧ା୩(ସ୍ବ.ପ୍ର.): ପାରାଦୀପ ବନ୍ଦରରେ ରବିବାର ରାତିରେ ପୁଣି ଏକ ବୃହତ ଜାହାଜ ଏମ୍.ଭି ଲିଲା ଲିସବନ୍ ଲାଗିଛି। ଏଥିରେ ୧ ଲକ୍ଷ ୩୪ ହଜାର ୩୭୫ ମେଟ୍ରିକ ଟନ୍ ଜିପସମ ଆମଦାନୀ ହୋଇ ଆସିଛି। ଏତେ ପରିମାଣର ପଣ୍ୟ ଆସିବା ବନ୍ଦର…
ଅଧ୍ୟକ୍ଷ ପାଇଁ ବିଜେଡି-କଂଗ୍ରେସ କଡ୍ଡା ଟକ୍କର
ଜଗତ୍ସିଂହପୁର ଅଫିସ, ୨୧ା୩: ଜଗତ୍ସିଂହପୁର ପୌର ନିର୍ବାଚନରେ ବିଜେଡି, କଂଗ୍ରେସ ଓ ଭାଜପା ନେତୃତ୍ୱ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ପୁରା ଦମ୍ ଲଗାଇ ଦେଇଛନ୍ତି। ଏକାଧିକ ଓ୍ବାର୍ଡରେ କେଉଁ ଦଳ ଆଗରେ ରହିଛି ସେଚିତ୍ର ଅସ୍ପଷ୍ଟ ରହିଛି। ତେବେ ଅଧ୍ୟକ୍ଷ…
ପ୍ରଚାରରେ ପୂରା ଦମ୍ ଲଗାଇଛନ୍ତି ଦଳ
ଯାଜପୁର ଅଫିସ,୨୧ା୩: ଯାଜପୁର ଜିଲାର ୨ ପୌର ପରିଷଦର ୪୪ଟି ୱାର୍ଡ ପାଇଁ ଭୋଟକୁ ଆଉ ମାତ୍ର ୩ ଦିନ ବାକି। ସେଥିପାଇଁ ତିନି ମୁଖ୍ୟ ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀ ବିଜେଡି, ଭାଜପା ଓ କଂଗ୍ରେସ ନେତୃବୃନ୍ଦ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ଅଭିଯାନର…
କେୱାଇସି ଅପଡେଟ୍ ଆଳରେ ଠକେଇ ଘଟଣା, ଆଉ ଜଣେ ଗିରଫ
କଟକ ଅଫିସ,୨୧ା୩: କେୱାଇସି ଅପଡେଟ୍ ଆଳରେ ରେଭେନ୍ଶା ବିଶ୍ୱବିଦ୍ୟାଳୟର ପ୍ରଫେସର ଜୟଦେବ ଜେନାଙ୍କଠାରୁ ୩ ଲକ୍ଷ ୯୯ ହଜାର ୯୯୬ ଟଙ୍କା ଠକି ନେବା ଅଭିଯୋଗରେ କଟକ ସାଇବର ଥାନା ପୋଲିସ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟଚାଲାଣ…
ଶ୍ରୀମନ୍ଦିର ଦର୍ଶନ ନେଇ ଅବ୍ୟବସ୍ଥା
ପୁରୀ ଅଫିସ,୨୧।୩: ଶ୍ରୀମନ୍ଦିରକୁ ଦର୍ଶନ ପାଇଁ ଆସୁଥିବା ଲୋକେ ଖରାରେ ସିଝିବା ସହ ପିଇବାପାଣି ପାଇଁ ଡହଳବିକଳ ହେଉଛନ୍ତି। ଏପରି କି ପ୍ରବଳ ଗହଳି ସାଙ୍ଗକୁ ଲମ୍ବାଧାଡ଼ିରେ ଦୀର୍ଘ ସମୟ ଛିଡ଼ା ହୋଇରହୁଥିବାରୁ ଅଧୈର୍ଯ୍ୟ ହୋଇ ଠେଲାପେଲା ଲାଗୁଛନ୍ତି। ଏଥିଯୋଗୁ ବେଳେବେଳେ…
ପୁଅର ମୃତଦେହ ବୋହିନେଲେ ବାପା
ରାୟଗଡ଼ା ଅଫିସ,୨୧ା୩: ମୃତଦେହକୁ ମିଳିଲାନି ମହାପ୍ରୟାଣ ଗାଡ଼ି। ରାୟଗଡ଼ା ସହରରେ ୯ବର୍ଷର ପୁଅ ଆକାଶର ମୃତଦେହକୁ ବାପା ସୁରଧର ବେନିଆ କାନ୍ଧରେ ଦେଢ଼ କ.ମି. ବୋହି ନେଉଥିବାର ଦୃଶ୍ୟ ରବିବାର ଦେଖିବାକୁ ମିଳିଛି। ପରିବାର ଓ ସମ୍ପର୍କୀୟମାନେ କାନ୍ଦି କାନ୍ଦି ମୃତଦେହ…
କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କୁ ଗୁଳି କରି ହତ୍ୟା ମାମଲା: ୨ ମୁଖ୍ୟ ଷଡ଼ଯନ୍ତ୍ରକାରୀଙ୍କ ସମେତ ୪ ଅଟକ
ପୁରୀ ଅଫିସ,୨୧।୩: ଶ୍ରୀମନ୍ଦିର ସେବାୟତ ତଥା ସୁଆର ମହାସୁଆର ନିଯୋଗର ସମ୍ପାଦକ କୃଷ୍ଣଚନ୍ଦ୍ର ପ୍ରତିହାରୀ (କାଳିଆ)ଙ୍କୁ ଗୁଳିକରି ହତ୍ୟା ମାମଲାରେ ରବିବାର ପୁରୀ ପୋଲିସ ୪ଜଣଙ୍କୁ ଅଟକ ରଖିଛି। ଏମାନଙ୍କ ମଧ୍ୟରେ ୨ଜଣ ମୁଖ୍ୟ ଷଡ଼ଯନ୍ତ୍ରକାରୀ ଓ ୨ଜଣ ସହଯୋଗୀ ରହିଛନ୍ତି।…

