ଆମ ଜିଲା ଖବର

ନ୍ୟାୟ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଗୁହାରି କଲେ ମା’

ଭୁବନେଶ୍ୱର,(ବ୍ୟୁରୋ)/ ଧର୍ମଶାଳା, (ଡି.ଏନ.ଏ.)୨୧।୩: ନୟାଗଡ଼ ଜିଲା ରଣପୁର ଥାନା ମଝିଆଖଣ୍ଡ ଗୋଡ଼ିପୋଖରୀ ଗ୍ରାମର କ୍ୟାମେରାମ୍ୟାନ ମାନସ ସ୍ବାଇଁଙ୍କୁ ଅପହରଣ ଓ ନିର୍ଯାତନା ପରେ ହତ୍ୟା କରି ପୋତି ଦିଆଯିବା ଘଟଣାରେ ପୋଲିସର ତଦନ୍ତକୁ ନେଇ ନାନା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ମୁଖ୍ୟ…

ଅଜଣା ଜନ୍ତୁର ପାଦଚିହ୍ନକୁ ନେଇ ଆତଙ୍କ

ମହାକାଳପଡ଼ା ,୨୧ା୩ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ଅଞ୍ଚଳ କାଜୁ ଜଙ୍ଗଲ ମଧ୍ୟ ନଳଗୋଠ ଫାର୍ମ ରାସ୍ତାରେ ଏକ କିମି ପର୍ଯ୍ୟନ୍ତ ଏକ ଅଜଣା ଜନ୍ତୁର ପାଦଚିହ୍ନ ପଡିଛି। ଜଙ୍ଗଲ ବାଲି ରାସ୍ତାରେ ଏହି ଅଜଣା ଜନ୍ତୁ ଚାଲିକି…

ପୌର ନିର୍ବାଚନ ପୂର୍ବରୁ ଜୟପୁରରେ ଫୁଟିଲା ଗୁଳି

ଜୟପୁର, ୨୧ା୩ (ନି.ପ୍ର.): ଜୟପୁର ସହରରେ ପୌର ନିର୍ବାଚନ ପୂର୍ବରୁ ଗୁଳି ଫୁଟିଛି। କେତେକ ଦୁର୍ବୃତ୍ତ ଗୋପବନ୍ଧୁ ନଗରର କାର୍ତ୍ତିକ ନାଗଙ୍କୁ ଅପହରଣ କରି ଗୁଳିକରି ହତ୍ୟା ଉଦ୍ୟମ କରିଛନ୍ତି। ଏହାକୁ ନେଇ ଜୟପୁରରେ ରାଜନୀତି ସରଗରମ ହୋଇଛି। ଘଟଣା ପଛରେ…

ସମିତି ସଭ୍ୟାଙ୍କ ଘର ପୋଡ଼ି, ବିରୋଧୀଙ୍କୁ ଆକ୍ରମଣ

ବାଙ୍କୀ,୨୧ା୩(ସ୍ବ.ପ୍ର.): ପଞ୍ଚାୟତ ନିର୍ବାଚନ ସରିଥିଲେ ମଧ୍ୟ ରାଜନୈତିକ ହିଂସା ଥମିବାର ନଁା ନେଉନାହିଁ। ଶନିବାର କଟକ ଜିଲା ବୈଦେଶ୍ୱର ଥାନା ଅନ୍ତର୍ଗତ କାଳିପୋଇ ପଞ୍ଚାୟତର ୨ ଗ୍ରାମରେ ହୋଲି ଖେଳ ପରେ ରାଜନୈତିକ ହିଂସାକାଣ୍ଡ ଘଟିଛି। ନବନିର୍ବାଚିତ ସମିତି ସଭ୍ୟାଙ୍କ ଘର…

ଚାଷ ଜମି ନିଆଁ ବ୍ୟାପିଲା

କୋକସରା,୨୦।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ପଞ୍ଚାୟତ ବୋବରିଆ ଗ୍ରାମରେ ରବିବାର ରାତିରେ ଏକ ଅଗ୍ନିକାଣ୍ଡ ଘଟିଛି। କେହି ଜଣେ ଚାଷ ଜମିରେ ନିଆଁ ଲଗାଇ ଦେଇଥିଲେ। ଫଳରେ ଜମିରେ ରହିଥିବା ଶୁଖାଲା ପାଳରେ ନିଆଁ ଲାଗି ଚାରିଆଡେ ବ୍ୟାପି…

କଏଦ ହେଲା ବାଇକ୍‌ ଚୋରିର ଦୃଶ୍ୟ

କୋକସରା,୨୦।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅଞ୍ଚଳରେ ବାଇକ୍‌ ଚୋରି ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। କୋକସରା ସହର ୨୬ ନମ୍ବର ଜାତୀୟ ରାଜପଥ ଚିଲିଗୁଡା ନିକଟରେ ଥିବା ଏକ ହାର୍ଡୱେର ଦୋକାନ ସମ୍ମୁଖରୁ ଶୁକ୍ରବାର ସନ୍ଧ୍ୟାରେ ଏକ ବାଇକ୍‌…

ଘରକୁ ଘର ବୁଲି ପ୍ରାର୍ଥୀଙ୍କ ମାରାଥନ ପ୍ରଚାର

ଗଞ୍ଜାମ,୨୦।୩(ଡି.ଏନ୍‌.ଏ.): ପୌର ନିର୍ବାଚନ ଯେତିକି ପାଖେଇ ଆସୁଛି ନିର୍ବାଚନ ତାତି ସେତିକି ବଢୁଛି l ରବିବାର ଏନ୍‌ଏସି ଅଧ୍ୟକ୍ଷା ପାର୍ଥିନୀ ଝୁଲି ପାତ୍ର ଏବଂ ୬ ନମ୍ବର ୱାର୍ଡ କାଉନସିଲର ପ୍ରାର୍ଥୀ ଦଣ୍ଡପାଣି ପରିଡ଼ା ଘରକୁ ଘର ବୁଲି ମାରାଥନ ପ୍ରଚାର…

ପୁଅ ଆଗରେ ବାପାଙ୍କ ଜୀବନ ଗଲା

ଧରାକୋଟ,୨୦ା୩(ଡି.ଏନ.ଏ.): ଗଞ୍ଜାମ ଜିଲା ଧରାକୋଟ ଥାନା ଅଧୀନ ଦସମାଇଲ ନିକଟରେ ରବିବାର ଏକ ଟ୍ରକ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବହାରପୁର ଗ୍ରାମର ନରହରି ମହାରଣା। ନରହରି ତାଙ୍କ ପୁଅ ଦିଲୀପଙ୍କ ସହ ବାଇକ୍‌ରେ ଗ୍ରାମକୁ ଆସୁଥିଲେ।…

ପଞ୍ଚାୟତ ଅଧିକାରୀଙ୍କୁ ଆକ୍ରମଣ କରି ଗିରଫ ହେଲେ ସରପଞ୍ଚଙ୍କ ପୁଅ

ବୁଗୁଡ଼ା,୨୦।୩(ଡି.ଏନ.ଏ.): ଫେବୃୟାରୀ ୨୬ ରାତିରେ ୪୧ ନମ୍ବର ଜୋନ୍‌ର ଭୋଟ ଗଣତି ସାରି ଫେରୁଥିବା ବେଳେ ବୁଗୁଡ଼ା ବ୍ଲକ ଛକରେ ଗୋଲିଆ ପଞ୍ଚାୟତ ନିର୍ବାହୀ ଅଧିକାରୀ ପ୍ରମୋଦ ଚନ୍ଦ୍ର ସେଠୀଙ୍କୁ ଆକ୍ରମଣ ହୋଇଥିଲା। ଏହି ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ବୁଗୁଡା ପୋଲିସ…

ନାବାଳିକାଙ୍କୁ ବଳାତ୍କାର କରି ବନ୍ଧା ହେଲେ

ସୁନ୍ଦରଗଡ଼,୨୦।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଅଞ୍ଚଳରେ ଜଣେ ୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାରେ ସମ୍ପୃକ୍ତ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ…

ଅଧ୍ୟକ୍ଷା ପ୍ରାର୍ଥିନୀଙ୍କ ପାଇଁ ଏମ୍‌ପିଙ୍କ ପ୍ରଚାର

କାଶୀନଗର,୨୦।୩: କାଶୀନଗର ଏନ୍‌ଏସି ନିର୍ବାଚନ ପରିପ୍ରେକ୍ଷୀରେ ବ୍ରହ୍ମପୁର ଏମପି ଚନ୍ଦ୍ରଶେଖର ସାହୁ ୧୩ଟି ୱାର୍ଡ ପରିକ୍ରମା କରି ଅଧ୍ୟକ୍ଷା ପ୍ରାର୍ଥତ୍ନୀ ତଥା ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷା ଏମ.ସୁଧାରାଣୀ ଓ କାଉନସିଲର ପ୍ରାର୍ଥୀମାନଙ୍କ ନିମନ୍ତେ ପ୍ରଚାର କରିଥିଲେ। ବିଜେଡି ପ୍ରାର୍ଥୀମାନଙ୍କୁ ଜୟଯୁକ୍ତ କରିବାକୁ…

ପିଚୁ କଡ଼େଇରେ ପଡ଼ିଗଲେ ୩ ପିଲା

କେନ୍ଦୁଝର,୨୦ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବାମେବାରୀ ଥାନା କନକନା ଗାଁରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। କନକନା ଗାଁ ରାସ୍ତା କାମ ଚାଲୁଥିବା ବେଳେ ପିଚୁ କଡ଼େଇରେ ପଡ଼ିଯାଇଥିଲେ ୩ ପିଲା । ଗୁରୁତର ଅବସ୍ଥାରେ ଗ୍ରାମବାସୀ ପିଲାମାନଙ୍କୁ ଉଦ୍ଧାର କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?