ଜିଲାସ୍ତରୀୟ ଆଚାର୍ଯ୍ୟ କାର୍ଯ୍ୟଶାଳା ଉଦଘାଟିତ: ନୂଆ ଶିକ୍ଷାନୀତି ସମ୍ପର୍କରେ ଦିଆଯିବ ତାଲିମ
ଦିଗପହଣ୍ଡି,୩୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଜିଲାସ୍ତରୀୟ ଆଚାର୍ଯ୍ୟାଆଚାର୍ଯ୍ୟ କାର୍ଯ୍ୟଶାଳା ଉଦଘାଟିତ ହୋଇଯାଇଛି। ପ୍ରଧାନାଚାର୍ଯ୍ୟ ଭଗବତୀ ପ୍ରସାଦ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୩ ଦିନ ବ୍ୟାପୀ ଅନୁଷ୍ଠିତ ଏହି କାର୍ଯ୍ୟଶାଳା ଶୁକ୍ରବାର ଉଦଯାପିତ ହେବା…
ମହିଳା ସିଆରସିସିଙ୍କ ଏତଲା ପରେ ବଢ଼ିଲା ଅଡୁଆ: ଥାନାରେ ଶିକ୍ଷା ବିଭାଗର ୨ ଅଧିକାରୀ
ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନାରେ ଜିଲା ଶିକ୍ଷା ବିଭାଗରେ କାର୍ଯ୍ୟରତ ୩ ଅଧିକାରୀ ଏବଂ କର୍ମଚାରୀଙ୍କ ଉପସ୍ଥିତି ବୁଧବାର ଚର୍ଚ୍ଚାର ବିଷୟ ହୋଇଛି। ସେମାନଙ୍କ ମଧ୍ୟରେ ୨ ପଦସ୍ଥ ଅଧିକାରୀ ଏବଂ ଅନ୍ୟ ଜଣେ କର୍ମଚାରୀ ରହିଥିବା ସୂଚନା ମିଳିଛି।…
କାଳବୈଶାଖୀର ତାଣ୍ଡବ: କେଉଁଠି ଘର ଭାଙ୍ଗିଲା ତ ଆଉ କେଉଁଠି…
ମୋହନା,୨୯ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ବିଭିନ୍ନ ଅଞ୍ଚଳରେ ପବନ ଘଡ଼ଘଡ଼ି ସହ କୁଆପଥର ଏବଂ ପ୍ରବଳ ବର୍ଷା ହୋଇଛି। ଫଳରେ ଲୋକେ ତାତିରୁ ସାମାନ୍ୟ ଆଶ୍ୱସ୍ତି ଅନୁଭବ କରିଛନ୍ତି। ଗଜପତି ଜିଲା ମୋହନା ସମେତ ଅଡ଼ବା,…
ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨ ଓପିଟିସିଏଲ୍ କର୍ମଚାରୀ ଗୁରୁତର
ଦେବଗଡ଼,୨୯ା୪(ଶଶାଙ୍କ ଶେଖର ଝାଙ୍କର): ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ ସଂସ୍ପର୍ଶରେ ଆସି ୨ ଜଣ ଓପିଟିସିଏଲ ଆଉଟସୋର୍ସିଂ କର୍ମଚାରୀ ଗୁରୁତର ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ ଥାନା ଆମ୍ବକଟାସ୍ଥିତ ୨୨୦/୩୩ କେଭି ଗ୍ରୀଡ୍ ସବ୍ଷ୍ଟେଶନରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗୁରୁତର…
କିପରି ହେଲା ମୁନା ମୁଣ୍ଡାଙ୍କ ମୃତ୍ୟୁ, ହଠାତ୍ ଅସୁସ୍ଥ ହେବା ପରେ….
ଦେବଗଡ,୨୯ା୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଥାନା ଅନ୍ତର୍ଗତ କଳାମାଟି ଗ୍ରାମର ଜଣେ ଯୁବକଙ୍କର ସନ୍ଦେହ ଜନକ ମୃତ୍ୟୁ ଘଟିଛି । ମୃତ ଯୁବକ ଜଣକ କଳାମାଟି ଗ୍ରାମର ତପନ ମୁଣ୍ଡାଙ୍କ ପୁଅ ମୁନା ମୁଣ୍ଡା (୨୧) ବୋଲି ଜଣାପଡିଛି । ସୂଚନା…
କୋକସରାରେ ମୃଦୁ ଭୂମିକମ୍ପ, ଛାନିଆ ଲୋକେ
କୋକସରା,୨୯ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବୁଧବାର ସନ୍ଧ୍ୟା ୭ଟା ୪୨ରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଥିବା ଜଣାପଡିଛି । କିଛି ସେକେଣ୍ଡ ପାଇଁ ଥରିଥିଲା ମାଟି । ଫଳରେ ଅଞ୍ଚଳର ଲୋକେ ଆତଙ୍କିତ ହୋଇ ଘରୁ…
ଓଡ଼ିଆ ଓ ଇଂରାଜୀରେ ମିଳିବ ମାଟ୍ରିକ ସାର୍ଟିଫିକେଟ୍, ଏହି ଦିନ ବାହାରିବ ରେଜଲ୍ଟ
କଟକ,୨୯ା୪(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତ ବର୍ଷର ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ପ୍ରକାଶ ପାଇଁ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି। ତେବେ ଗଣଶିକ୍ଷା ବିଭାଗର ମନ୍ତ୍ରୀ ଓ ସଚିବଙ୍କ ଅନୁମତିକୁ ଅପେକ୍ଷା କରାଯାଇଛି।…
ନଡ଼ିଆ ଗଛରେ ପଡ଼ିଲା ବିଜୁଳି, ଭୟଙ୍କର ଶବ୍ଦ ସହ ହୁତୁହୁତୁ ହୋଇ ଜଳିଲା, ଲୋକେ ଆତଙ୍କିତ
ଗୁଣପୁର,୨୯ା୪(ସଙ୍କେତ ପାତ୍ର): ବୁଧବାର ସନ୍ଧ୍ୟାରେ ରାୟଗଡ଼ା ଜିଲା ଗୁଣପୁର ଶିବାନନ୍ଦ ମନ୍ଦିର ନିକଟସ୍ଥ ଏକ ନଡ଼ିଆ ଗଛରେ ବିଜୁଳି ପଡ଼ିଥିବା ଦେଖିବାକୁ ମିଳିଛି। ଘଟଣାଟି ଦେଖି ଆଖପାଖ ଅଞ୍ଚଳରେ ଭୟ ଓ ଆତଙ୍କର ପରିବେଶ ସୃଷ୍ଟି ହୋଇଛି। ବିଜୁଳି ପଡ଼ିବାର କିଛି…
କୁଆପଥର ବର୍ଷା ପରେ ଝରିଗାଁରେ ମୃଦୁ ଭୂମିକମ୍ପ
ଝରିଗାଁ,୨୯।୪(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ମୃଦୁ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ସନ୍ଧ୍ୟା ୭ଟା ୪୨ ମିନିଟ୍ ୨୧ ସେକେଣ୍ଡରେ ଭୂକମ୍ପ ହୋଇଥିବା ଜଣାପଡିଛି । ତେବେ କେବଳ ଝରିଗାଁ ନୁହେଁ, ଚନ୍ଦାହାଣ୍ଡିରେ ମଧ୍ୟ ଭୂମିକମ୍ପ…
ଘଡ଼ଘଡ଼ି, ବର୍ଷା ପରେ ଥରିଲା ଥୁଆମୂଳ ରାମପୁର, ଲୋକେ ଆତଙ୍କିତ
ଥୁଆମୂଳ ରାମପୁର,୨୯ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ବୁଧବାର ସନ୍ଧ୍ୟାରେ ପ୍ରକୃତିର ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି। ପ୍ରବଳ ପବନ, ଘଡ଼ଘଡ଼ି ଏବଂ ସାମାନ୍ୟ ବର୍ଷା ପରେ ଠିକ୍ ୭.୪୦ ମିନିଟ୍ରେ ଅଞ୍ଚଳରେ ଏକ ମୃଦୁ ଭୂକମ୍ପ…
ବର୍ଷା ପରେ ରାତିରେ ଥରିଲା ମାଟି; କଳାହାଣ୍ଡିରେ ଭୂକମ୍ପ ଝଟକା, ଘରୁ ବାହାରି ଆସିଲେ ଲୋକେ
ଭବାନୀପାଟଣା,୨୯।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ବ୍ଲକରେ ବୁଧବାର ରାତି ୭ ଟା ୪୨ ରେ ମୃଦୁ ଭୂମିକମ୍ପ ହୋଇଛି । ପ୍ରାୟ ୧୦ରୁ ୧୫ ସେକେଣ୍ଡ ପର୍ଯ୍ୟନ୍ତ ଏହାର ପ୍ରଭାବରେ ପ୍ରଚଣ୍ଡ ଶବ୍ଦ ହୋଇଥିଲା। ଯାହାକୁ ନେଇ ସ୍ଥାନୀୟ…
ବର୍ଷା ସାଙ୍ଗକୁ କୁଆପଥର ମାଡ଼, ରାସ୍ତାଘାଟ ଶୂନ୍ଶାନ୍
ରାୟଗଡ଼ା,୨୯ା୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ସକାଳୁ ଅତ୍ୟଧିକ ଉତ୍ତାପ ରହିଥିବା ବେଳେ ସନ୍ଧ୍ୟାରେ ଆରମ୍ଭ ହୋଇଥିଲା ବର୍ଷା। ତେବେ ବର୍ଷା ସାଙ୍ଗକୁ ତୀବ୍ର ଭାବରେ କୁଆପଥର ମାଡ଼ ହୋଇଥିଲା। ଫଳରେ ସହରର ରାସ୍ତା ଏକପ୍ରକାର ପ୍ରାୟ ଶୂନ୍ଶାନ୍ ହୋଇଯାଇଥିଲା। ବର୍ଷା…

