ଆମ ଜିଲା ଖବର

ବୃଷଭ ବାହାନରେ ବୁଲିଲେ ଚନ୍ଦ୍ରଶେଖର

ଖଲ୍ଲିକୋଟ,୧୮।୩(ଡି.ଏନ୍‌,ଏ.):ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ଶ୍ରୀକୃଷ୍ଣ ଶରଣପୁର ଗ୍ରାମରେ ଦୋଳ ପୂର୍ଣ୍ଣିମା ପାଳିତ ହୋଇଯାଇଛି। ଏହି ଅବସରରେ ସକଳେଶ୍ୱର ମହାଦେବଙ୍କ ବିଜେ ପ୍ରତିମା ଚନ୍ଦ୍ରଶେଖର ଠାକୁର ବୃଷଭ ବାହାନରେ ସାହି ପରିକ୍ରମା କରିଥିଲେ। ଉତ୍ସବରେ ରାଜଅଗ୍ନୀ ସଂଯୋଗ ପରେ ଶକଳେଶ୍ୱର…

ମହିଳା ବୋହିଲେ ଦୋଳ ବିମାନ

ବଲାଙ୍ଗୀର ଅଫିସ,୧୮।୩: ବଲାଙ୍ଗୀର ଜିଲା ଯାଦବ ମହାସଭା ପକ୍ଷରୁ ମହାସମାରୋହରେ ଦୋଳ ମହୋତ୍ସବ ପାଳିତ ହୋଇଯାଇଛି। ୩ ଦିନ ଧରି ଆୟୋଜିତ ଏହି ମହୋତ୍ସବର ଶୁକ୍ରବାର ଦ୍ୱିତୀୟ ଦିନ। ଏହି ଅବସରରେ ସୁସଜ୍ଜିତ ବିମାନରେ ରାଧାକୃଷ୍ଣଙ୍କ ଯୁଗଳ ମୂର୍ତ୍ତିକୁ ସହର ପରିକ୍ରମା…

ଚାଲାଣ କରୁଥିଲେ ଗଞ୍ଜେଇ, ଧରାପକାଇ ଦେଲା ଦୁର୍ଘଟଣା

ପାପଡାହାଣ୍ଡି,୧୮।୪(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମଇଦଲପୁର ଫାଣ୍ଡି ଅଧୀନ ଆମପାଣି ଘାଟି ଭାଲୁଝର ନିକଟରୁ ଜଣେ ଗଞ୍ଜେଇ ଚାଲାଣକାରୀଙ୍କୁ ଶୁକ୍ରବାର ପୋଲିସ ଧରିବାରେ ସଫଳ ହୋଇଛି। ସେ ହେଲେ କଳାହାଣ୍ଡି ଜିଲା ବଡ଼ପୋଡାଗୁଡା ଅଞ୍ଚଳର ନବ ନାୟକ। ମିଳିଥିବା ସୂଚନା…

କୂଅରେ ପଡ଼ିଗଲେ ବୃଦ୍ଧା

ପାଟଣା, ୧୮।୩(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମରେ ଶୁକ୍ରବାର କୂଅରେ ପଡ଼ି ଜଣେ ବୃଦ୍ଧା ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ପ୍ରଭାସ ବାରିକ(୭୫)। ମିଳିଥିବା ସୂଚନା ମୁତାବକ, ପ୍ରଭାସ ବାଡ଼ିକୁ ଶୌଚ ପାଇଁ…

ଏପ୍ରିଲ ୨୯ରେ ହାଜର ହେବାକୁ ଜିଲାପାଳ,ତହସିଲଦାରଙ୍କୁ ନିର୍ଦ୍ଦେଶ

କେନ୍ଦୁଝର,୧୮ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ତହସିଲ ଅଧୀନ ମଦନପୁର ମାଙ୍କଡ଼ାପଥର ଖଣିରୁ ବେଆଇନ ଖନନ ଓ ଚୋରା ଚାଲାଣ ମାମଲାର ବିଚାର କରି ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି) କେନ୍ଦୁଝର ଜିଲାପାଳ ଓ ଘଷିପୁରା ତହସିଲଦାରଙ୍କୁ ଏପ୍ରିଲ ୨୯ରେ ବ୍ୟକ୍ତିଗତ ହାଜର ପାଇଁ…

ଅନୈତିକ ସମ୍ପର୍କ ପାଇଁ ପ୍ରଥମ ସ୍ବାମୀଙ୍କୁ ହାଣି ଦେଲେ

ରିଆମାଳ,୧୮।୩(ଡି.ଏନ୍‌.ଏ.): ଦେବଗଡ଼ ଜିଲା ରିଆମାଳ ଥାନା ଅଧୀନ ଛତାବର ଗାଁ ନିକଟସ୍ଥ ବଡ଼ଖୋଲ ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହା ଏକ ହତ୍ୟାକାଣ୍ଡ ବୋଲି ଜଣାପଡ଼ିଛି। ଅନୈତିକ ସମ୍ପର୍କ ଲାଗି ବାରମ୍ବାର ବାଧ୍ୟ କରିବାରୁ…

ଶ୍ରୀମନ୍ଦିରକୁ ଧସେଇ ପଶିଲେ ଭକ୍ତ

ପୁରୀ ଅଫିସ, ୧୮।୩: ଆଜି ପବିତ୍ର ଦୋଳପୂର୍ଣ୍ଣିମା। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ। ଦୋଳରେ ଦୋଳଗୋବିନ୍ଦ, ଚାପରେ ମଧୁସୁଦନ ଓ ରଥରେ ବାମନ ରୂପରେ ମହାପ୍ରଭୁଙ୍କ ଦର୍ଶନ ଭକ୍ତଙ୍କ ଭାଗ୍ୟରେ ଥିଲେ ମିଳିଥାଏ ବୋଲି ବିଶାସ ରହିଛି।…

ଜମି ବିକ୍ରି ଟଙ୍କା ନ ଦେବାରୁ ବାପାଙ୍କୁ ହତ୍ୟା

କୁଚିଣ୍ଡା,୧୮ା୩(ଡି.ଏନ.ଏ.): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଅଧୀନ ଶର୍ଗିଡିହି ଗ୍ରାମରେ ପୁଅର ଆକ୍ରମଣରେ ବାପାଙ୍କ ମୃତ୍ୟୁ ଘଟିଛି। ଗୋବିନ୍ଦପୁର ପୋଲିସ ଅଭିଯୁକ୍ତ ପୁଅଙ୍କୁ ଗିରଫ କରି ଅଧିକ ତଦନ୍ତ ଚଳାଇଛି। ମିଳିଥିବା ସୂଚନା ଅନୁଯାୟୀ, ବାମରା ବ୍ଲକ ବାଉଁଶଲଗା ପଞ୍ଚାୟତ ଶର୍ଗିଡିହି…

ଦ୍ୱିତୀୟ ଥର ପାଇଁ ମା ହେଲା ସିଂହ ବିଜଲୀ

ବାରଙ୍ଗ ଅଫିସ,୧୮।୩ : ନନ୍ଦନକାନନରେ ଦ୍ୱିତୀୟ ଥର ପାଇଁ ମା ହେଲା ସିଂହ ବିଜଲୀ। ଆଜି ଭୋର ସମୟରେ ବିଜଲୀ ଏକ ଶାବକ ଜନ୍ମ ଦେଇଛି । ପ୍ରସବ ପ୍ରକ୍ରିୟା ଜାରି ଏବେ ରହିଛି। ଆସନ୍ତା ୫ ରୁ ୭ ଘଣ୍ଟା…

ଭାଇ ବିପକ୍ଷରେ ଭାଇ

ନବରଙ୍ଗପୁର,୧୮।୩(ବି.ପ୍ର.): ନବରଙ୍ଗପୁର ପୌର ପରିଷଦର ଓ୍ବାର୍ଡ ନଂ.୫ରେ ଦୁଇ ଭାଇ ପରସ୍ପର ବିପକ୍ଷରେ କାଉନ୍‌ସିଲର ପ୍ରାର୍ଥୀ ହୋଇଛନ୍ତି। ଭାଜପା ପ୍ରାର୍ଥୀ ସପନ କୁମାର ତ୍ରିପାଠୀ (ବୁଲୁ), ବିଜେଡି ପ୍ରାର୍ଥୀ ଉତ୍ତମ ତ୍ରିପାଠୀ ସମ୍ପର୍କୀୟ ଭାଇ। ସୂଚନାନୁଯାୟୀ ଉତ୍ତମ ପୂର୍ବତନ ଏମ୍‌ପି ପ୍ରଦୀପ…

ଯାଜପୁର ପୌର ପରିଷଦ: କଂଗ୍ରେସ ଅଧ୍ୟକ୍ଷା ପ୍ରାର୍ଥିନୀଙ୍କ ବ୍ୟାନର ପୋଡ଼ି ଅଭିଯୋଗ

ଯାଜପୁର ଟାଉନ,୧୮ା୩(ଡି.ଏନ.ଏ.): ଯାଜପୁର ପୌର ପରିଷଦର କଂଗ୍ରେସ ଅଧ୍ୟକ୍ଷା ପ୍ରାର୍ଥିନୀ ପ୍ରିୟଦର୍ଶିନୀ ସାମନ୍ତଙ୍କ ଏକ ବ୍ୟାନର ଯାଜପୁର ଟ୍ୟାକ୍ସି ଷ୍ଟାଣ୍ଡ ନିକଟରେ ଲଗାଯାଇଥିଲା। ତେବେ ଉକ୍ତ ବ୍ୟାନରକୁ କେହି ଅସାମାଜିକ ବ୍ୟକ୍ତି ପୋଡ଼ି ଦେଇଥିବା ଗୁରୁବାର ସକାଳେ ଜଣାପଡ଼ିଛି। ଏହାପରେ ଯାଜପୁର…

ଧାନ-ପାନ-ମୀନ ପ୍ରକଳ୍ପର ରୂପାୟନରେ ହେବ ସହାୟକ

ବାଲେଶ୍ୱର ଅଫିସ,୧୮ା୩ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ (ଏଫ୍‌ଏମ୍‌ୟୁ) ଓ ଇଣ୍ଡିଆନ୍‌ କାଉନ୍‌ସିଲ୍‌ ଅଫ୍‌ ଏଗ୍ରିକଲଚର ରିସର୍ଚ୍ଚ (ଆଇସିଏଆର୍‌) ଓ ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଫ୍ରେସ୍‌ୱାଟର ଆକ୍ୱାକଲଚର (ସିଆଇଏଫ୍‌ଏ) ଭୁବନେଶ୍ୱର ମଧ୍ୟରେ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଯାଇଛି। ଶିକ୍ଷାଦାନ ଓ ଗବେଷଣା କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?