ପରୀକ୍ଷାରୁ ବଞ୍ଚତ୍ତ ଛାତ୍ରୀଛାତ୍ରଙ୍କ ଧାରଣା
ଯୋଡ଼ା,୧୮ା୩(ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ବଡ଼କାଳିମାଟି ପଞ୍ଚାୟତର ଦୁବୁନା ଠାରେ ଥିବା ଆସେର୍ର୍ଲର୍ ମିତ୍ତଲ ନିପନ ଷ୍ଟିଲ କମ୍ପାନୀ ଖଣିରୁ ଟ୍ରକ ଯୋଗେ ଖଣିଜ ପଦାର୍ଥ ପରିବହନ ଯୋଗୁଁ ନୟାଗଡ଼ରୁ କାଳିମାଟି ପର୍ଯ୍ୟନ୍ତ ରାସ୍ତା ଜାମ ହୋଇଥିଲା। ଏଥିରେ ସ୍କୁଲ…
‘ସହରବାସୀଙ୍କ ସମସ୍ୟାକୁ ପ୍ରାଧାନ୍ୟ ଦିଆଯିବ’
କେନ୍ଦୁଝର,୧୮ା୩ (ସ୍ବ.ପ୍ର.) କେନ୍ଦୁଝରଗଡ ପାୈରପରିଷଦ ନିର୍ବାଚନ ପରିପ୍ରେକ୍ଷୀରେ ପୌରାଞ୍ଚଳର ସାମୂହିକ ବିକାଶ ପାଇଁ ଭାଜପା ପକ୍ଷରୁ ବିଂଶସୂତ୍ରୀ ଘୋଷଣାନାମା ଗୁରୁବାର ଜାରି କରାଯାଇଛି। ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ସଭାରେ ସଦର ବିଧାୟକ ତଥା ବିରୋଧୀ ଦଳ ମୁଖ୍ୟ…
ଆନ୍ଧ୍ର ସହ ରହିବାକୁ ୩ ସରପଞ୍ଚ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ, ୨୧ରେ ଶୁଣାଣି
ପଟ୍ଟାଙ୍ଗୀ,୧୮ା୩(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ତଥା ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତକୁ ନେଇ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ମଧ୍ୟରେ କୌଣସି ସମାଧାନର ବାଟ ଏଯାଏ ବାହାରିପାରିନାହିଁ। ଏଭଳି ସ୍ଥିତିରେ ଆନ୍ଧ୍ର ସହ ରହିବାକୁ ଫାଟୁସିନେରି ସରପଞ୍ଚ କୁନେଟି କୁସଆମାଁଙ୍କ…
ସମ୍ମାନ ରଖିବାକୁ ସମରସଜ୍ଜା
ଢେଙ୍କାନାଳ ଅଫିସ, ୧୮ା୩-ପାଖେଇ ଆସୁଛି ପୌର ନିର୍ବାଚନ। କମ୍ପୁଛି ପ୍ରଚାର ମଇଦାନ। ପ୍ରତିପକ୍ଷଙ୍କୁ ପରାସ୍ତ କରିବାକୁ ପ୍ରମୁଖ ରାଜନୈତିକ ଦଳ ରଣନୀତି ପ୍ରସ୍ତୁତି ଚଳାଇଥିବାବେଳେ ସରଗରମ ହୋଇଉଠିଛି ଢେଙ୍କାନାଳ ସହରାଞ୍ଚଳ ରାଜନୈତିକ ବାତାବରଣ। ଏସବୁ ମଧ୍ୟରେ ସମସ୍ତଙ୍କ ନଜର ଅଟକିଛି ୪,…
ଗଛରେ ପିଟିହେଲା କାର୍: ଚାଲିଗଲା ୨ ସାଙ୍ଗଙ୍କ ଜୀବନ
ନବରଙ୍ଗପୁର,୧୮।୩(ବି.ପ୍ର.): ନବରଙ୍ଗପୁର ଜିଲା କୁର୍ଲୁ ଘାଟିରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱ ଏକ ଗଛରେ ପିଟି ହୋଇଯାଇଥିଲା। ଫଳରେ କାରରେ ଥିବା ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ…
ଡ୍ରେନ୍ ସମସ୍ୟାର ସମାଧାନ ନାହିଁ
ଅନୁଗୋଳ ଅଫିସ,୧୮ା୩- ଅନେକଥର ପୌର ନିର୍ବାଚନ ହେଲାଣି। କେତେ କାଉନସିଲରଙ୍କ କାର୍ଯ୍ୟକାଳ ସରିଲାଣି। ହେଲେ ଅନୁଗୋଳ ପୌର ପରିଷଦର ୧୯ନଂ. ଓ୍ବାର୍ଡ ଏବେ ବି ଅବହେଳିତ ଅବସ୍ଥାରେ ପଡ଼ିଛି। ପ୍ରମୁଖ ସମସ୍ୟା କୁହାଯାଉଥିବା ଡ୍ରେନ୍ ବ୍ୟବସ୍ଥାକୁ ଆଦୌ ଗୁରୁତ୍ୱ ଦିଆଯାଉ ନାହିଁ।…
ଦୋଳରେ ଦୁଲୁକାଇବ ଦୁଲ୍ଦୁଲ
ଖମାର,୧୮ା୩(ଡି.ଏନ.ଏ.) ୨ବର୍ଷ ହେଲା କୋଭିଡ୍ କାରଣରୁ ଦୋଳ ଓ ହୋଲି ପର୍ବ ଫିକା ପଡ଼ିଯାଇଥିଲା। ହେଲେ ଏବେ ସ୍ଥିତି ନିୟନ୍ତ୍ରଣରେ ଥିବାରୁ ଚଳିତବର୍ଷ ଧୁମ୍ଧାମରେ ଦୋଳ ଉତ୍ସବ ପାଳନ ହେବ। ସମ୍ବଲପୁରୀ ଲୋକବାଦ୍ୟ ଦୁଲ୍ଦୁଲିରେ କମ୍ପିବ ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକର…
ଖଣି ମାଫିଆଙ୍କ ସହ ତହସିଲଦାରଙ୍କ ସମ୍ପୃକ୍ତି ଅଭିଯୋଗ
ଖୋର୍ଦ୍ଧା ଅଫିସ/ଜଟଣୀ, ୧୮ା୩(ଡି.ଏନ୍.ଏ.): ଲଘୁ ଖଣିଜ ସମ୍ପଦ ଚୋରାଚାଲାଣରେ ମାଫିଆଙ୍କ ସହ ଅର୍ଥ କାରବାର ସମ୍ପୃକ୍ତି ନେଇ ଖୋର୍ଦ୍ଧା ଜିଲା ଜଟଣୀ ତହସିଲରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ତଥା ପ୍ରୋଗ୍ରାମ ସର୍ଭରଙ୍କୁ ବୁଧବାର ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ନିଲମ୍ବନ…
ପୂର୍ବ ଅବ୍ୟବସ୍ଥାକୁ ଭୁଲିଛନ୍ତି ଭୋଟର
ଯାଜପୁର ରୋଡ,୧୮ା୩(ଡି.ଏନ.ଏ.): ଭୋଟ ସରିଲେ ବିଜୟୀ ନେତା ଯେମିତି ତାଙ୍କ ପ୍ରତିଶ୍ରୁତି ଭୁଲି ଯାଇଥାନ୍ତି ସେମିତି ଭୋଟ ଆସିଲେ ଭୋଟର ମଧ୍ୟ ସହରର ପୂର୍ବ ଅବ୍ୟବସ୍ଥାକୁ ଭୁଲି ଯାଉଛନ୍ତି ବୋଲି ବ୍ୟାସନଗର ପୌର ନିର୍ବାଚନ ବେଳେ ଚର୍ଚ୍ଚା ଜୋର ଧରିଛି। ଏହି…
ମିଲରଙ୍କ ମାଡ଼ରେ ଚାଷୀ ଗୁରୁତର
ମହାକାଳପଡ଼ା,୧୮ା୩ (ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମଙ୍ଗଳପୁର ସେବା ସମବାୟ ସମିତିରେ ଜଣେ ଚାଷୀ ଗୁରୁବାର ଧାନ ବିକ୍ରି କରିବାକୁ ଯାଇ ମିଲରଙ୍କ ମାଡ଼ର ଶିକାର ହୋଇ ଗୁରୁତର ହୋଇ ପଡିଛନ୍ତି। ସେ ଏବେ କଟକ ବଡ଼ମେଡିକାଲରେ ଚିକିତ୍ସାଧୀନ…
ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ହଡ଼ପ, ଶିକ୍ଷକ ଗିରଫ
ଭବାନୀପାଟଣା/ଲାଞ୍ଜିଗଡ଼,୧୮।୩ (ସ୍ବ.ପ୍ର./ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଗୁଣୁରି ପଞ୍ଚାୟତର ଜଣେ ଶିକ୍ଷକ ଚାକିରି ଦେବା ନାଁରେ ଶିକ୍ଷିତ ଯୁବକମାନଙ୍କଠାରୁ ଲକ୍ଷାଧିକ ଟଙ୍କା ହଡ଼ପ କରିଥିବା ଅଭିଯୋଗ ହୋଇଛି। ଏ ନେଇ ଠକେଇର ଶିକାର ହୋଇଥିବା ଜଣେ ଯୁବକ ଭବାନୀପାଟଣା ଟାଉନ…
ନିଆଁରେ ପୋଡ଼ି ୨ ମୃତ, ୩ ଗୁରୁତର
ରାୟଗଡ଼ା ଅଫିସ,୧୮ା୩: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ପଞ୍ଚାୟତ ସଦର ଅଞ୍ଚଳରେ ଗୁରୁବାର ଘରେ ନିଆଁ ଲାଗି ଗୋଟିଏ ପରିବାରର ୫ ଜଣ ପୋଡ଼ିହୋଇ ଗୁରୁତର ହୋଇଥିଲେ। ସେମାନଙ୍କ ମଧ୍ୟରୁ ଆଜି ପରିବାରର ମୁଖ୍ୟ ଦୟାନିଧି ବେହେରା ଏବଂ ମା’…

