ଆମ ଜିଲା ଖବର

ନିର୍ମାଣ ହେଉନି ପ୍ରାଣୀ ଚିକିତ୍ସାକେନ୍ଦ୍ର

ବଇଣ୍ଡା,୧୭ା୩(ଡି.ଏନ.ଏ.): କିଶୋରନଗର ବ୍ଲକ ବଇଣ୍ଡାଠାରେ ନୂତନ ପ୍ରାଣୀ ଚିକିତ୍ସାକେନ୍ଦ୍ର ନିର୍ମାଣ ହେଉନାହିଁ। ଫଳରେ ରୋଗରେ ପଡ଼ୁଥିବା ବହୁ ସଂଖ୍ୟକ ଗୃହପାଳିତ ପ୍ରାଣୀଙ୍କ ଚିକିତ୍ସା ହୋଇପାରୁ ନାହିଁ। ଏ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ୁଥିବାବେଳେ ବଇଣ୍ଡାଠାରେ ଏକ ପ୍ରାଣୀ ଚିକିତ୍ସାଳୟ…

ଶିମିଳିପାଳରେ ବାଘ ସଂଖ୍ୟା ବୃଦ୍ଧି ଆଶା

ବାରିପଦା ଅଫିସ,୧୭ା୩: ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ବାଘ ସଂଖ୍ୟା ବୃଦ୍ଧି ପାଇବା ନେଇ ଆଶା ପ୍ରକଟ କରାଯାଇଛି। ଦୀର୍ଘ ଏକ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଧରି ବାଘ ସଂଖ୍ୟା ହ୍ରାସ ପାଇଥିବା ବେଳେ ଚଳିତ ବର୍ଷ ୫ମ…

ଆଖିଦୃଶିଆ ଉନ୍ନୟନ ହେଉ

ଅନୁଗୋଳ ଅଫିସ,୧୭ା୩: ପୌର ନିର୍ବାଚନ ପାଇଁ ପ୍ରଚାରରେ କମ୍ପୁଛି ଅନୁଗୋଳ ସହର। ଓ୍ବାର୍ଡର ଘର ଘର ବୁଲି ଭୋଟରଙ୍କୁ ଭେଟୁଛନ୍ତି ନଗରପାଳ ଓ କାଉନସିଲର ପ୍ରାର୍ଥୀ। ଏଥିସହ ବର୍ଷ ବର୍ଷ ଧରି ଥିବା ସମସ୍ୟାର ସମାଧାନ ନେଇ ପ୍ରତିଶ୍ରୁତି ମଧ୍ୟ ଦେଉଛନ୍ତି।…

ଲେମ୍ବୁ ଓ ପାଟ ଯୋଗୁ ଶେରଗଡ଼ର ଥିଲା ସ୍ବତନ୍ତ୍ର ପରିଚୟ

ଶେରଗଡ଼,୧୭ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ର ଲେମ୍ବୁ ଓ ପିତଳର ହାତବୁଣା ପାଟର ଏକ ସ୍ବତନ୍ତ୍ର ପରିଚୟ ଥିଲା। ୧୯୫୦-୧୯୯୯ ପର୍ଯ୍ୟନ୍ତ ଏହି ଦୁଇଟି ବ୍ୟବସାୟ କୋଲକାତା ଓ ଦିଲ୍ଲୀ ପର୍ଯ୍ୟନ୍ତ ଲମ୍ବିଥିଲା। ବ୍ୟବସାୟକୁ ନେଇ ଶେରଗଡ଼ ପାଢୀ ସାହିର ବହୁ ପରିବାର…

ପୂରଣ ହେଉନି ଋଣ ଲକ୍ଷ୍ୟ

ଢେଙ୍କାନାଳ ଅଫିସ,୧୭ା୩: ଢେଙ୍କାନାଳ ଜିଲାରେ ଚାଷୀଙ୍କୁ ଋଣ ପ୍ରଦାନ ଲକ୍ଷ୍ୟ ପୂରଣ ହୋଇପାରୁନାହିଁ। ୨୦୨୧-୨୨ ଆର୍ଥତ୍କ ୧୭୦୫.୫୧ କୋଟି ଟଙ୍କା କୃଷିଋଣ ପ୍ରଦାନ କରିବା ଲାଗି ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବାବେଳେ ମାତ୍ର ୬୧୦.୬୫ କୋଟି ଟଙ୍କା ଋଣ ପ୍ରଦାନ କରାଯାଇଛି, ଯାହା…

୨୭ ବର୍ଷର ଜବରଦଖଲ ହଟିଲା

ଢେଙ୍କାନାଳ ଅଫିସ୍‌,୧୭ା୩: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କାଣ୍ଡବିନ୍ଧା ଗ୍ରାମରେ ଖେଳପଡ଼ିଆ ପାଇଁ ଉଦ୍ଦିଷ୍ଟ ସରକାରୀ ଜାଗା ଜବରଦଖଲ ମୁକ୍ତ ହୋଇଛି। ଦୀର୍ଘ ୨୭ବର୍ଷ ଧରି ସେହି ଜମିକୁ କେତେଜଣ ବେଆଇନ ଭାବେ ମାଡ଼ିବସିଥିବାବେଳେ ବୁଧବାର ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଜିଲା ପ୍ରଶାସନ…

ପ୍ରଚାର କରୁଛନ୍ତି ପ୍ରଶାସନିକ ଅଧିକାରୀ

ଢେଙ୍କାନାଳ ଅଫିସ୍‌,୧୭ା୩: କୌଣସି ପକ୍ଷପାତିତା ନ କରି ପୌର ନିର୍ବାଚନ ପରିଚାଳନା କରିବାକୁ ରାଜ୍ୟ ନିର୍ବାଚନ କମିଶନର ପ୍ରଶାସନିକ ଅଧିକାରୀଙ୍କୁ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ତେବେ ଢେଙ୍କାନାଳ ମ୍ୟୁନିସିପାଲିଟିରେ ଏହାକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଥିବା ଭାଜପା ଅଭିଯୋଗ କରିଛି। ପ୍ରଶାସନିକ…

‘କାର୍ଯ୍ୟ ସମୟରେ ଅନୁପସ୍ଥିତ ରହିଲେ ନିଆଁ ଲଗାଇଦେବି’

କୋରାପୁଟ,୧୭ା୩(ସ୍ବ.ପ୍ର.): କୋରାପୁଟ ପୌରପାଳିକାକୁ ବୁଧବାର ପଟ୍ଟା ପାଇଁ କେତେକ ହିତାଧିକାରୀ ଆସିଥିଲେ। ଦୀର୍ଘ ସମୟ ଅପେକ୍ଷା କରିବା ପରେ ଦାୟିତ୍ୱରେ ଥିବା ଅଧିକାରୀ ଆସି ନ ଥିଲେ। ଏହି ଖବର ପାଇ କୋରାପୁଟରେ ଥିବା ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ପୌର…

ପଥରରେ ଛେଚି ମହିଳାଙ୍କୁ ହତ୍ୟା

ଖଲ୍ଲିକୋଟ,୧୭ା୩(ଡି.ଏନ.ଏ.): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ବଡ଼ ଘାଟିରେ ବୁଧବାର ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ପୋଲିସ ଜବତ କରିଛି। ମହିଳାଙ୍କ ବୟସ ୨୫ରୁ ୩୦ ବର୍ଷ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଥିବା ବେଳେ ତାଙ୍କ ବେକକୁ ଏକ…

କାଷ୍ଠ ଅର୍କକ୍ଷେତ୍ର: ବିରଞ୍ଚି ନାରାୟଣ ମନ୍ଦିର

ବୁଗୁଡ଼ା,୧୭ା୩(ଡି.ଏନ.ଏ.): ପ୍ରସ୍ତରର କାରୁକାର୍ଯ୍ୟରେ ନିର୍ମିତ ବିଶ୍ୱପ୍ରସିଦ୍ଧ କୋଣାର୍କର ସୂର୍ଯ୍ୟମନ୍ଦିର ପ୍ରଥମ ଅର୍କକ୍ଷେତ୍ର ହୋଇଥିବା ବେଳେ ଗଞ୍ଜାମ ଜିଲା ବୁଗୁଡ଼ାରେ କାଷ୍ଠ କାରୁକାର୍ଯ୍ୟରେ ନିର୍ମିତ ସୂର୍ଯ୍ୟ ଅର୍ଥାତ୍‌ ଶ୍ରୀବିରଞ୍ଚି ନାରାୟଣଙ୍କ ମନ୍ଦିର ଦ୍ୱିତୀୟ ଅର୍କକ୍ଷେତ୍ର ରୂପେ ପ୍ରସିଦ୍ଧି ଲାଭ କରିଛି। କୋଣାର୍କ ଭଳି…

ବିନା ମାସ୍କରେ ତାରାତାରିଣୀ ମନ୍ଦିର ପ୍ରବେଶ ମନା

ଛତ୍ରପୁର,୧୭ା୩ (ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ପର୍ବ ଲାଗି ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୁଧବାର ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରି…

ଛାତ୍ରୀଙ୍କ ଉପରେ ଚଢ଼ିଗଲା ପଥରବୋଝେଇ ଟ୍ରାକ୍ଟର

ଖୋର୍ଦ୍ଧା ଅଫିସ,୧୭ା୩: ଟ୍ରାକ୍ଟର ଧକ୍କାରେ ଜଣେ ସପ୍ତମ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଏପରି ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଡିହଖଳାରେ। ମୃତ ଛାତ୍ରୀ ଜଣଙ୍କ ହେଲେ ସସ୍ମିତା ସ୍ବାଇଁ। ଗୁରୁବାର ସକାଳେ ସସ୍ମିତା ସାଇକେଲ ଯୋଗେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?