ଗୋପୀନାଥପୁର ରେଳଷ୍ଟେଶନ ପାଇଁ ୪୮.୩୬ କୋଟି ମଞ୍ଜୁର
ସଜନାଗଡ, ୧୭ା୩(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରିବାସୀଙ୍କ ବହୁ ଦିନର ସପ୍ନ ସାକାର ହେବlକୁ ଯାଉଛି l ଯାତ୍ରୀବାହୀ ଟ୍ରେନ ଚଳାଚଳ ପାଇଁ ଦୀର୍ଘବର୍ଷ ଧରି ଦାବି ହୋଇଆସୁଥିଲା। ନୀଳଗିରିରେ ଭିତ୍ତିଭୂମି ଥାଇ ମଧ୍ୟ ରେଳ ଚଳାଚଳ ହେଉ ନ ଥିବା କଥା…
ଅଧ୍ୟକ୍ଷା ପଦବୀ ହାତେଇବାକୁ ସବୁ ଦଳର ପ୍ରୟାସ
ଫୁଲବାଣୀ ଅଫିସ, ୧୭ା୩: ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷା ପଦବୀ ହାତେଇବା ଲାଗି ତିନି ପ୍ରମୁଖ ଦଳ ବିଜେଡି, କଂଗ୍ରେସ ଓ ଭାଜପା ପକ୍ଷରୁ ଜୋରଦାର ପ୍ରୟାସ ଚାଲିଛି। ହେଲେ ଏଠାରେ ତ୍ରିମୁଖୀ ନୁହେଁ ଦ୍ୱିମୁଖୀ ଶାସକ ବିଜେଡି ଏବଂ କଂଗ୍ରେସ…
ମୁଖ୍ୟ ରାସ୍ତାରୁ ଉଠିଲା ପିଚୁ
କେନ୍ଦୁଝର, ୧୭ା୩ (ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟାଳୟ ରାସ୍ତାର ମରାମତି ପାଇଁ ବହୁ ଅର୍ଥ ଖର୍ଚ୍ଚ କରାଯାଉଥିଲେ ହେଁ ଉପଯୁକ୍ତ ତଦାରଖ ଅଭାବରୁ ନିମ୍ନମାନର କାମ ଯୋଗୁ କିଛି ଦିନ ମଧ୍ୟରେ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡିଛି। ବର୍ଷା ଓ ରାତିରେ…
ପ୍ରାର୍ଥୀଙ୍କ ପ୍ରତିଶ୍ରୁତି ଉପରେ ଭୋଟରଙ୍କ ଭରସା ପାଉନିି
ବାଲେଶ୍ୱର ଅଫିସ, ୧୭ା୩: ବାଲେଶ୍ୱର ପୌର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଚୂଡାନ୍ତ ହେବା ପରେ ଅଧ୍ୟକ୍ଷ ଓ କାଉନ୍ସିଲର ପ୍ରାର୍ଥୀମାନେ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ପ୍ରାର୍ଥୀମାନେ ୱାର୍ଡ଼ର ଘରକୁ ଘର ବୁଲି ଲୋକମାନଙ୍କୁ ସାକ୍ଷାତ୍ କରି ବ୍ୟକ୍ତିଗତ ଓ ୱାର୍ଡ଼ର ସମସ୍ୟା…
୧୦ ଗାଡ଼ି ଜବତ, ୨.୮୦ ଲକ୍ଷ ଜରିମାନା
ଜଳେଶ୍ୱର, ୧୭ା୩(ଡି.ଏନ.ଏ.): ସୁବର୍ଣ୍ଣରେଖା ନଦୀରୁ ବ୍ୟାପକ ବାଲି ଚୋରାଚାଲାଣ ହେଉଥିବା ବାରମ୍ବାର ଅଭିଯୋଗ ପରେ ପ୍ରଶାସନର ଚେତା ପଶିଛି। ଜଳେଶ୍ୱର ତହସିଲଦାର ଓ ଏସ୍ଡିପିଓ ମିଳିତ ଭାବେ ୮ ଟ୍ରାକ୍ଟର, ୧ ଡମ୍ପର ଓ ଅନ୍ୟ ଏକ ଜେସିବି ଜବତ କରିବା…
ତଦନ୍ତ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ
ହାଟଡ଼ିହୀ,୧୭ା୩(ଡିି.ଏନ.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ଶଢା ପଞ୍ଚାୟତ ସରପଞ୍ଚ ପଦବୀ ଲାଗି ହୋଇଥିବା ନିର୍ବାଚନରେ ଭୋଟ ଗଣତିକୁ ନେଇ ବିବାଦ ଦେଖାଦେଇଛି। ଏନେଇ ପରାଜିତ ସରପଞ୍ଚ ପ୍ରାର୍ଥନୀ ରାଜ୍ୟ ନିର୍ବାଚନ କମିଶନଙ୍କଠାରେ ଅଭିଯୋଗ କରିଛନ୍ତି। କମିଶନ ତାଙ୍କ ଆବେଦନକୁ…
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ
ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ,୧୭।୩: ଭିଜିଲାନ୍ସ ଜାଲରେ ଫସିଛନ୍ତି ବାଲେଶ୍ୱର ଜିଲା ସୋରୋ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ପ୍ରମୋଦ ବେହୁରିଆ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ତାଙ୍କ ଘର, ଅଫିସ, ଶ୍ୱଶୁର ଘର ସମେତ ୫ଟି ସ୍ଥାନରେ…
ଦାୟିତ୍ୱ ଗ୍ରହଣ କଲେ କିଶୋର
କେସିଙ୍ଗା,୧୭।୩(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିକିଆ ଗ୍ରାମ ପଞ୍ଚାୟତର ନବ ନିର୍ବାଚିତ ସରପଞ୍ଚ କିଶୋର କୁମାର ପଧାନ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ସେ କିକିଆ ସମସ୍ତ ଜନସାଧାରଣଙ୍କୁ କୃତଜ୍ଞତା ଅର୍ପଣ କରିବା ସହ ଆଗାମୀ ଦିନରେ…
ଭାଜପାରୁ ପିଙ୍କି ଓ ହରି, ବିଜେଡିରୁ କୁନା
କଟକ ଅଫିସ, ୧୭ା୩: କଟକ ମହାନଗର ନିଗମ(ସିଏମ୍ସି) ନିର୍ବାଚନ ପାଇଁ ବିଭିନ୍ନ ଓ୍ବାର୍ଡରେ ପ୍ରାର୍ଥୀମାନେ ଜୋର୍ଦାର୍ ପ୍ରଚାର ଚଳାଇଛନ୍ତି। ଏବେ ପ୍ରାର୍ଥୀଙ୍କ ସହିତ ଷ୍ଟାର ପ୍ରଚାରକମାନେ ବୁଲି ଭୋଟ ଭିକ୍ଷା କରୁଥିବା ଦେଖିବାକୁ ମିଳିଛି। ବିଶେଷକରି ପ୍ରାର୍ଥୀମାନେ ସହରବାସୀଙ୍କ ସମସ୍ୟା ଓ…
ଷଣ୍ଢକୁଦର ୩ ୱାର୍ଡରେ ତ୍ରିଶଙ୍କୁ ସ୍ଥିତି
ପାରାଦୀପ,୧୭ା୩(ସ୍ବ.ପ୍ର.): ପାରାଦୀପ ପୌରାଞ୍ଚଳର ସବୁଠାରୁ ବଡ଼ ବସ୍ତି ହେଲା ଷଣ୍ଢକୁଦ। ଏଠାରେ ୧୭, ୧୮ ଓ ୧୯ନଂ. ଏପରି ୩ଟି ୱାର୍ଡ କରାଯାଇଛି। ୫୮୪୫ ଭୋଟର ଥିବା ଏହି ୩ ୱାର୍ଡରେ ନିର୍ବାଚନ ପାଇଁ ପ୍ରଚାର ଜୋର୍ ଧରିଛି। ସମୁଦ୍ର ବେଳାଭୂମିରେ…
ହତାଦର କଲେ ଦୁଇ ପୁଅବୋହୂ: ଶେଷରେ ଜରାଶ୍ରମ ସାଜିଲା ନୂଆ ଠିକଣା…
ରାହାମା,୧୭ା୩(ଡି.ଏନ.ଏ.): ବାର୍ଦ୍ଧକ୍ୟ ଆସିଲେ ବୋହୂ ପୁଅଙ୍କ ସାହାରା ଲୋଡ଼ା ପଡ଼େ। ନାତି, ନାତୁଣୀଙ୍କ କୋଳାହଳ ଭିତରେ ସମୟ କାଟିବାକୁ ଇଚ୍ଛା ହୁଏ। ପାଟିକୁ ରୁଚୁ ନ ଥିଲେ ବି ବୋହୂ ହାତ ପରଷାରେ ମନ ପୂରିଯାଏ। ସେଥିପାଇଁ ମା’ବାପା ପୁଅଟିଏ ପାଇଁ…
ନିର୍ଣ୍ଣାୟକ ହେବେ ବସ୍ତି ଭୋଟର
ଯାଜପୁର ଅଫିସ,୧୭ା୩: ଯାଜପୁର ଜିଲାରେ ଥିବା ଦୁଇ ମ୍ୟୁନିସିପାଲିଟି ମଧ୍ୟରୁ ବ୍ୟାସନଗର ନିର୍ବାଚନ ଉପରେ ଅନେକଙ୍କ ନଜର ରହିଛି। ଏଠାରେ ବିରୋଧୀ ଭାଜପା ଓ କଂଗ୍ରେସରେ ବହୁ ଦକ୍ଷ ନେତ୍ରୀ/ନେତା ସହ ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ ବିଜେଡି ପାଇଁ କଣ୍ଟା ହୋଇପାରେ…

