ନିର୍ବାଚନୀ ହିଂସା: ଗୁଳିମାଡ଼ରେ ଯୁବକ ଗୁରୁତର
ନୂଆପଡ଼ା ଅଫିସ,୧୬।୩: ନୂଆପଡ଼ା ଜିଲା କୋମନା ବ୍ଲକ ଲଖନା ଥାନା ଅଧୀନ କୁରୁମପୁରି ପଞ୍ଚାୟତ ଲିମଡିହି ଗାଁରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଜଣେ ଗୁଳିମାଡ଼ରେ ଗୁରୁତର ହୋଇଥିବା ଅଭିଯୋଗ ହୋଇଛି। ଗୁରୁତର ଯୁବକ ହେଲେ ବଲାଙ୍ଗୀର ଜିଲା ଚିତ୍ରାମୁଣ୍ଡା ଗାଁର…
ଦିଆସିଲି ବୋଝେଇ ଟ୍ରକରେ ଲାଗିଲା ନିଆଁ
ବାରିପଦା ଅଫିସ,୧୬।୩: ମୟୂରଭଞ୍ଜ ଜିଲା ବାରିପଦା ସହର ସ୍ଥିତ ଷ୍ଟେସନ ବଜାର ଅଏଲ ମିଲ ସମ୍ମୁଖରେ ଏକ ଦିଆସିଲି ବୋଝେଇ ଟ୍ରକଟିରେ ହଠାତ ନିଆଁ ଲାଗିଯାଇଛି। କୌଣସି ଅଘଟଣ ଘଟିବା ଆଗରୁ ସ୍ଥାନୀୟ ଲୋକ ଏବଂ ଟ୍ରକ ଡ୍ରାଇଭରର ଉପସ୍ଥିତ ବୁଦ୍ଧି…
ପୁରୀରେ ସେବାୟତଙ୍କୁ ହତ୍ୟା
ପୁରୀ ଅଫିସ, ୧୬।୩ : ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କୁ ଗୁଳି କରି ହତ୍ୟା କରାଯାଇଛି। ପୁରୀ ବାରବାଟୀ ନିକଟରେ ଗୁଳି କରାଯାଇଥିବା ଜଣାପଡିଛି। ଗୁଳି କରିବା ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ ଦୁବୃର୍ତ୍ତ। ତେବେ ଗୁରୁତର…
କଲରାପତରିଆ ବାଘ ଆକ୍ରମଣରେ ଦିଅର ଭାଉଜ ଗୁରୁତର
ବାରିପଦା ଅଫିସ,୧୬।୩: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳରେ କଲରାପତରିଆ ବାଘ ଆକ୍ରମଣରେ ଦିଅର ଭାଉଜ ଗୁରୁତର ହୋଇଛନ୍ତି । ସେମାନେ ହେଲେ ଖଡମବେଡ଼ା ପଞ୍ଚାୟତ ତାରଣା ଗ୍ରାମର ଦଶରଥ ହାଁସଦା ଓ ମାଇନ ହାଁସଦା। ପରିବାର ଲୋକେ ତାଙ୍କୁ ଉଦ୍ଧାର…
‘ଶକ୍ତିର ସୃଷ୍ଟି ନାହିଁ କି ବିନାଶ ନାହିଁ’
ଢେଙ୍କାନାଳ ଅଫିସ,୧୬।୩ – ଢେଙ୍କାନାଳ ବ୍ରଜନାଥ ବଡ଼ଜେନା ସରକାରୀ ଉଚ୍ଚ ବିଦ୍ୟାଳୟ ସ୍ମାର୍ଟ ଶ୍ରେଣୀଗୃହରେ ମଙ୍ଗଳବାର ନୂତନ ଇଣ୍ଟରାକ୍ଟିଭ୍ ପ୍ୟାନେଲ ସାହାଯ୍ୟରେ ନବଗଠିତ ଶକ୍ତି କ୍ଲବ ପକ୍ଷରୁ ବିଭିନ୍ନ ପ୍ରକାର ଶକ୍ତି ସଂରକ୍ଷଣ ସମ୍ପର୍କରେ ପ୍ରଥମ ସେମିନାର-୨୦୨୨ ଅନୁଷ୍ଠିତ ହୋଇଯାଇଛି। ଏଥିରେ…
ନାବାଳିକା ଛାତ୍ରୀଙ୍କୁ ଧରି ଫେରାର ହୋଇଥିଲେ ଟିଉସନ ସାର: ବାନ୍ଧିଲା ପୋଲିସ
ରାଉରକେଲା ଅଫିସ,୧୬।୩: ନାବାଳିକା ଛାତ୍ରୀଙ୍କୁ ନେଇ ଫେରାର ହୋଇଥିବା ଟିଉସନ ସାର ଧରାପଡ଼ିଛନ୍ତି। ଟିଉସନ ସାର୍ ଯୋଗେଶ ଶର୍ମୀଙ୍କୁ ସୁନ୍ଦରଗଡ଼ କୁତ୍ରା ଥାନା ପୋଲିସ ଗିରଫ କରିଛି । ସୂଚନାଯୋଗ୍ୟ, ଗତ ୫ ତାରିଖ ଦିନ ନାବାଳିକାଙ୍କୁ ନେଇ ଯୋଗେଶ କେଉଁଆଡେ…
କମରେଇ ଜଙ୍ଗଲ ଜଳୁଛି
ବଇଣ୍ଡା,୧୬।୩(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଅଧୀନରେ ଥିବା କମରେଇ ଜଙ୍ଗଲ ୨ ଦିନ ହେବ ଜଳୁଛି। ବନ ବିଭାଗ ପକ୍ଷରୁ ନିଆଁ ଲିଭାଯାଉ ନ ଥିବା ଯୋଗୁ ବନ୍ୟଜନ୍ତୁ ଗାଁ ମୁହାଁ ହୋଇଛନ୍ତି। ଗ୍ରାମବାସୀ କହିଛନ୍ତି, ଏହି…
ନେତାଙ୍କ ସହ ଘର ଘର ବୁଲୁଛନ୍ତି ପ୍ରାର୍ଥୀ
ଢେଙ୍କାନାଳ ଅଫିସ,୧୬।୩ – ଆସନ୍ତା ୨୪ ତାରିଖରେ ହେବ ଭୋଟଗ୍ରହଣ। ତେଣୁ ହାତରେ ଆଉ ଅଧିକ ଦିନ ନ ଥିବାରୁ ଢେଙ୍କାନାଳ ପୌରାଞ୍ଚଳରେ ନିର୍ବାଚନ ପ୍ରଚାର କାର୍ଯ୍ୟ ଜୋର୍ଧରିଛି। ନେତାମାନଙ୍କ ସହ ପ୍ରାର୍ଥୀମାନେ ଘର ଘର ବୁଲି ଭୋଟ ମାଗୁଥିବା ଦେଖାଯାଉଛି।…
ଶୃଙ୍ଖଳିତ ନିର୍ବାଚନ ଉପରେ ଗୁରୁତ୍ୱ
ଢେଙ୍କାନାଳ ଅଫିସ,୧୬।୩ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟଠାରେ ମଙ୍ଗଳବାର ଜିଲାପାଳ ସରୋଜ କୁମାର ସେଠୀ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିଙ୍କ ସହିତ ଆଲୋଚନା କରିଛନ୍ତି। ଚଳିତ ପୌର ନିର୍ବାଚନକୁ କିପରି ଶାନ୍ତିଶୃଙ୍ଖଳାର ସହ ସମାପନ କରାଯିବ ତାହା ଉପରେ ଜିଲାପାଳ ଗୁରୁତ୍ୱାରୋପ…
ପ୍ରଦୂଷଣ ବଢ଼ାଉଛି ରାଇସ୍ ମିଲ୍
କେନ୍ଦୁଝର,୧୬।୩(ସ୍ବ.ପ୍ର) – କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ରାଇସ୍ ମିଲ୍ ସ୍ଥାନୀୟ ଅଞ୍ଚଳରେ ପ୍ରଦୂଷଣ ବଢ଼ାଉଥିବାରୁ ଘୋର ଅସନ୍ତୋଷ ଦେଖାଦେଇଛି। ବର୍ତ୍ତମାନ ଗରମ ବଢ଼ୁଥିବା ବେଳେ ରାଇସ୍ ମିଲ୍ ନିକଟ ଦେଇ ବହି ଯାଇଥିବା ନାଳରେ ଲୋକମାନେ ନିତି ଦିନ…
ନିଆଁ ଲଗାଇଲେ କଡ଼ା କାର୍ଯ୍ୟାନୁଷ୍ଠାନ
ବାରିପଦା ଅଫିସ,୧୬।୩ – ଜୈବ ମଣ୍ଡଳ ଶିମିଳିପାଳ ଓ ଆଖପାଖ ସଂରକ୍ଷିତ ଜଙ୍ଗଲକୁ ବନାଗ୍ନିରୁ ସୁରକ୍ଷା ନିମନ୍ତେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଏକ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ବାରିପଦା ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବନ୍ୟପ୍ରାଣୀ ସଂରକ୍ଷକ, ବନ…
ମୁନ୍ସୀ ମେଳଣ ପାଇଁ ପୀଠ ଦେବତାଙ୍କ ପୂଜାର୍ଚ୍ଚନା
ଭଣ୍ଡାରିପୋଖରୀ,୧୬।୩(ଡି.ଏନ.ଏ) – ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ଐତିହାସିକ ଗଣପର୍ବ ମୁନ୍ସୀ ମେଳଣ ପାଇଁ ଥାନା ପରିସର ଶୀତକଣ୍ଠେଶ୍ୱର ଶିବ ମନ୍ଦିରରେ ମଙ୍ଗଳବାର ଘଟ ସ୍ଥାପନା ପରେ ପୀଠ ଦେବତାଙ୍କ ପୂଜାର୍ଚ୍ଚନା କରାଯାଇଛି। ପ୍ରଥମେ ସୂର୍ଯ୍ୟ ପୂଜା, ଦ୍ୱାରପାଳ ପୂଜା, ଇଷ୍ଟ…

