ଆମ ଜିଲା ଖବର

ଆର୍‌ଡିସି, ଜିଲାପାଳଙ୍କ ତଦନ୍ତ

ଧାମନଗର, ୧୬।୩ – ଭଦ୍ରକ ଜିଲା ଧାମନଗର ତହସିଲରେ ଆର୍ଥିକ ଅନିୟମିତତାକୁ ନେଇ ପ୍ରଶାସନିକ ତଦନ୍ତ ଆରମ୍ଭ ହୋଇଛି। ମଙ୍ଗଳବାର ପୂର୍ବାହ୍ନରେ ଧାମନଗର ତହସିଲ କାର୍ଯ୍ୟାଳୟରେ କେନ୍ଦ୍ରାଞ୍ଚଳ ଆର୍‌ଡିସି ସୁରେଶ ଚନ୍ଦ୍ର ଦଳେଇ, ଜିଲାପାଳ ତ୍ରିଲୋଚନ ମାଝି ଅଚାନକ ପହଞ୍ଚି ତଦନ୍ତ…

ଲୁଣାବନ୍ଧ ବାନ୍ଧିଲେ ଗ୍ରାମବାସୀ

ବାଲିଆପାଳ,୧୬ ।୩(ସ୍ବ.ପ୍ର.) – ସରକାର ଗୁହାରୀ ଶୁଣିଲେନି। ଶେଷରେ ଗ୍ରାମବାସୀ ନିଜ ଅଞ୍ଚଳର ସୁରକ୍ଷା ପାଇଁ ଏକାଠି ହୋଇ ଅଣ୍ଟା ଭିଡ଼ିଲେ। ସମସ୍ତେ ମିଶି ଲୁଣା ବନ୍ଧ ବାନ୍ଧି ଗାଁ ଭିତରକୁ ପଶିଯାଉଥିବା ଉଚ୍ଚ ଲୁଣି ଜୁଆରକୁ ଅଟକାଇବାରେ ସଫଳ ହୋଇ…

ନନ୍ଦନକାନନରେ ପୁଣି ପଶିଲେ ଜଙ୍ଗଲୀ ହାତୀ

ବାରଙ୍ଗ,୧୬।୩(ଡି.ଏନ୍‌.ଏ.): ନନ୍ଦନକାନନରେ ପୁଣି ଦୁଇ ଜଙ୍ଗଲୀ ହାତୀ ପଶି ଲୁଚି ରହିଛନ୍ତି । ମଙ୍ଗଳବାର ରାତିରେ ଦୁଇ ହାତୀ ନନ୍ଦନାକନନନ ପଛପଟ ପାଚେରି ଭିତରକୁ ପ୍ରବେଶ କରିଥିଲେ । ସେମାନେ ବାଘ ସଫାରୀ ପଛପଟେ ଥିବା ଘଞ୍ଚ ଜଙ୍ଗଲରେ ଏବେ ପର୍ଯ୍ୟନ୍ତ…

ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ

କଟକ ଅଫିସ,୧୬।୩: ଭିଜିଲାନ୍ସ ଜାଲରେ କଟକ ଡ୍ରେନେଜ୍‌ ଡିଭିଜନ ନିର୍ବାହୀ ଯନ୍ତ୍ରୀ ମନୋଜ ବେହେରା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ବାସଭବନ ସହ ୪ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି। କଟକ, ଭୁବନେଶ୍ୱରର ୪ଟି ସ୍ଥାନରେ ଚଢାଉ ଚାଲିଛି।…

୨ ବର୍ଷ ହେଲା ବନ୍ଦ ପାସେଞ୍ଜର ଟ୍ରେନ୍‌

ଯାଜପୁର ଅଫିସ,୧୬।୩: ରାଜ୍ୟରେ ପାସେଞ୍ଜର ଟ୍ରେନ ଚଳାଚଳ ଗତ ୨ ବର୍ଷ ପରେ ବି ସ୍ବାଭାବିକ ହୋଇପାରିନାହିଁ। ଫଳରେ ଯାତ୍ରୀମାନଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି। ଏହି ପରିପ୍ରେକ୍ଷୀରେ ସମସ୍ତ ପାସେଞ୍ଜର ଟ୍ରେନ ଚଳାଚଳ କରିବାକୁ ଦାବି ହୋଇଛି। ଇତିମଧ୍ୟରେ କରୋନା…

ରାମ୍‌କୋ ସିମେଣ୍ଟ ପାଇଁ ନିୟମ ଭିନ୍ନ

ଯାଜପୁର ଅଫିସ,୧୬।୩: ପ୍ରଭାବିତ ଓ କ୍ଷତିଗ୍ରସ୍ତ ଲୋକଙ୍କ ସହିତ ଜନଶୁଣାଣି ନ କରି ସିମେଣ୍ଟ ପ୍ରସ୍ତୁତକାରୀ କମ୍ପାନୀ ରାମ୍‌କୋକୁ ରାଜ୍ୟ ସରକାର ସମସ୍ତ ପ୍ରକାର ଅନୁମତି ପ୍ରଦାନ କରିଛନ୍ତି। କଞ୍ଚାମାଲ ଓ ଉପତ୍ାଦିତ ସାମଗ୍ରୀର ପରିବହନ ରେଳପଥରେ କରାଯିବ ବୋଲି ଦର୍ଶାଇ…

ଅନ୍‌ଲାଇନ ଗେମ୍‌ ଲାଗି ଯୁବ ଇଞ୍ଜିନିୟରଙ୍କ ଜୀବନ ଗଲା

ଜଳେଶ୍ୱର, ୧୬।୩(ଡି.ଏନ.ଏ.): ଅନଲାଇନରେ ଗେମ୍‌ ଖେଳି ସେଥିରୁ ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରିବାର ଲାଳସା ଯୁବପିଢିଙ୍କୁ କବଳିତ କରିଛି। ହେଲେ ଅନେକ ସମୟରେ ତାଙ୍କ ଅଜାଣତରେ ସେମାନେ ଲକ୍ଷ ଲକ୍ଷ ଟଙ୍କା ଠକାମିର ଶୀକାର ହେଉଛନ୍ତି। ଶେଷରେ ଅନ୍ୟ ଉପାୟ…

୬ଖଣ୍ଡ ଭୋଟ ଦେଲେ ନିର୍ବାଚନ ଅଧିକାରୀ

ବରୀ,୧୬।୩(ଡି.ଏନ.ଏ.): ଯାଜପୁର ଜିଲା ବରୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନକୁ ନେଇ ବିବାଦ ଆରମ୍ଭ ହୋଇଛି। ନିର୍ବାଚନ ଦାୟିତ୍ୱରେ ଥିବା ରସୁଲପୁର ବିଡିଓ ତଥା ନିର୍ବାଚନ ଅଧିକାରୀ ନିର୍ବାଚିତ ପ୍ରାର୍ଥୀଙ୍କ ସପକ୍ଷରେ ସର୍ବସମ୍ମୁଖରେ ୬ ସଭ୍ୟାସଭ୍ୟଙ୍କ ପାଇଁ ନିଜେ ଭୋଟ ଦେଇଥିବା…

ବିଧାୟକଙ୍କ ଗାଡ଼ିକୁ ଅଣ୍ଡାମାଡ଼

ପଟ୍ଟାମୁଣ୍ଡାଇ, ୧୬ା୩ (ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଭାବ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ବିଜେଡିରେ ଝଡ ସୃଷ୍ଟି କରିଛି। ବିଜେଡିର ଦୁଇଗୋଷ୍ଠୀ ଏହି ବ୍ଲକ ଓ ଚଉଦକୁଲାଟ ଫାଣ୍ଡି ଅନ୍ତର୍ଗତ ଦାଣ୍ଡିସାହିଠାରେ ମଙ୍ଗଳବାର ମୁହଁାମୁହିଁ ହୋଇଛନ୍ତି। କଳାପତାକା ପ୍ରଦର୍ଶନ, ଗାଳିଗୁଲଜ…

ମାଡ଼ ମାରି ନିଆଁ ଲଗାଇଦେଲେ ବଏ ଫ୍ରେଣ୍ଡ

କାମାକ୍ଷାନଗର,୧୬ା୩(ଡି.ଏନ.ଏ.): ମିସ୍‌ଡକଲ୍‌ରୁ ବିବାହିତା ମହିଳାଙ୍କ ସହ ପ୍ରେମ। ଆଉ ଅନୈତିକ ସମ୍ପର୍କ ପରେ ଚରିତ୍ରକୁ ସନ୍ଦେହ କରି ତାଙ୍କୁ ମାଡ଼ ମାରିବା ସହ ଦେହରେ ନିଆଁ ଲଗାଇଦେଇଛନ୍ତି ବଏଫ୍ରେଣ୍ଡ। ଗୁରୁତର ମହିଳା ଏବେ କଟକ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ଗତ ୧୨…

ଚୈତନ୍ୟଙ୍କ ମୂର୍ତ୍ତି ଅନାବରଣ କଲେ ରାଜ୍ୟପାଳ

ପୁରୀ ଅଫିସ,୧୬।୩: ସ୍ଥାନୀୟ ମାତାମଠସ୍ଥିତ ଶ୍ରୀଚୈତନ୍ୟଙ୍କ ୩୫ ଫୁଟ ମୂର୍ତ୍ତି ଅନାବରଣ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। ଶ୍ରୀଗୌରବିହାର ଚାରିଟେବୁଲ୍‌ ଟ୍ରଷ୍ଟ ପକ୍ଷରୁ ମାତାମଠ ପରିସରରେ ଶ୍ରୀଚୈତନ୍ୟଙ୍କର ମୂର୍ତ୍ତି ନିର୍ମାଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ରାଜ୍ୟପାଳ ପୂର୍ବାହ୍ନ…

କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଭିତ୍ତିଭୂମି ପରଖିଲେ କାୟାକଳ୍ପ ଟିମ୍‌ ସଦସ୍ୟ

କୋକସରା,୧୫ା୩ (ଡି.ଏନ.ଏ.): ମଙ୍ଗଳବାର କଳାହାଣ୍ଡି ଜିଲା କୋକସରା ବ୍ଲକ ଗୋଷ୍ଟି ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ଭିତ୍ତିଭୂମି ସହ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରି ଫେରିଛନ୍ତି କାୟାକଳ୍ପ ଟିମ ସଦସ୍ୟ। ମଧ୍ୟାହ୍ନରେ ସେମାନେ ପହଞ୍ଚିବା ପରେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡାକ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?