ଆମ ଜିଲା ଖବର

ସଞ୍ଜ ହେଲେ ତାଟିକବାଟ ବନ୍ଦ

ଯୋଡ଼ା/ଚମ୍ପୁଆ,୨୯ ।୪(ଡି.ଏନ.ଏ.) କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଅଞ୍ଚଳରେ ମୟୂରଭଞ୍ଜ ଜିଲାରୁ ଆସିଥିବା ହାତୀପଲ ଆତଙ୍କ ଖେଳାଇଛନ୍ତି। ଦୁଇ ଦିନ ହେଲା ଏହି ହାତୀପଲ ଚମ୍ପୁଆ ରେଞ୍ଜର ରଜିଆ, ପତଳା,ବର୍ଦ୍ଧନା ପ୍ରଭୃତି ଅଞ୍ଚଳରେ ଉତ୍ପାତ କରୁଛନ୍ତି। ଯାହା ଫଳରେ ଗ୍ରାମବାସୀ ସା…

ଛାତ୍ରୀଛାତ୍ରଙ୍କ ମନରେ ଉତ୍କଣ୍ଠା

ଆରଡ଼ି, ୨୯ ।୪ (ଡି.ଏନ.ଏ.) ଶୁକ୍ରବାରଠାରୁ ଆରମ୍ଭ ହେବ ମାଟ୍ରିକ୍‌ ପରୀକ୍ଷା। ଏଥର ନିଜ ବିଦ୍ୟାଳୟ କିମ୍ବା ପାଖ ସ୍କୁଲରେ ଛାତ୍ରୀଛାତ୍ର ପରୀକ୍ଷା ଦେବେ। କରୋନାରେ ପ୍ରଭାବିତ ଛାତ୍ରୀଛାତ୍ର ପରୀକ୍ଷା ପାଇଁ ପ୍ରସ୍ତୁତ ହୋଇଥିଲେ ବି ଯେହେତୁ ବର୍ଷାଧିକ ସମୟ ସ୍କୁଲ…

ଅସହ୍ୟ ତାତି, ଖାଁ ଖାଁ ଭଦ୍ରକ ସହର

ଭଦ୍ରକ ଅଫିସ, ୨୯ ।୪ ଏବେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି। ସକାଳ ୧୦ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଅସହ୍ୟ ତାତି ଯୋଗୁ ମଧ୍ୟାହ୍ନରେ ଭଦ୍ରକ ସହର ଖଁା…

ଏପ୍ରିଲ ସୁଦ୍ଧା ପୂର୍ଣ୍ଣାଙ୍ଗ ହେବ ୫୫ନଂ. ଏନ୍‌ଏଚ୍‌

ଢେଙ୍କାନାଳ ଅଫିସ, ୨୯ ।୪ ଢେଙ୍କାନାଳ ଜିଲାର ଜୀବନରେଖା କୁହାଯାଉଥିବା ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ଆସନ୍ତା ବର୍ଷ ଏପ୍ରିଲ୍‌ ସୁଦ୍ଧା ଶେଷ ହେବ। ପ୍ରଥମ ପର୍ଯ୍ୟାୟରେ କଟକରୁ ଢେଙ୍କାନାଳ ଯାଏ ୨ଲେନ୍‌ ବିଶିଷ୍ଟ ରାସ୍ତା କାମକୁ ଜୁନ୍‌ ସୁଦ୍ଧା…

ପିଲାଙ୍କ ଭିତରେ ଉତ୍ସାହ

ଢେଙ୍କାନାଳ ଅଫିସ୍‌, ୨୯ ।୪ ରାଜ୍ୟରେ ଆରମ୍ଭ ହୋଇଛି ଯୁକ୍ତ ୨ ପରୀକ୍ଷା। ଦୀର୍ଘ ୨ବର୍ଷ ପରେ କରୋନା ପରିସ୍ଥିତି ସ୍ବାଭାବିକ ହୋଇଥିବାବେଳେ ଅଫ୍‌ଲାଇନ୍‌ରେ ପରୀକ୍ଷା ଦେଇଛନ୍ତି ଛାତ୍ରୀଛାତ୍ର। ପ୍ରଥମ ଦିନ କଳା ଏବଂ ବାଣିଜ୍ୟ ବିଭାଗରେ ମାତୃଭାଷା ଓଡ଼ିଆ ପରୀକ୍ଷା…

ବାର୍ଷିକ ଉତ୍ପାଦନ କ୍ଷମତା ୧୪ ଲକ୍ଷ ଟନ୍‌

ଅନୁଗୋଳ ଅଫିସ୍‌, ୨୯ ।୪ ଅନୁଗୋଳ ଗସ୍ତରେ ଆସିଥିବା କେନ୍ଦ୍ର ଇସ୍ପାତ ମନ୍ତ୍ରୀ ରାମଚନ୍ଦ୍ର ପ୍ରସାଦ ସିଂ ଗୁରୁବାର ଜିନ୍ଦଲ୍‌ ଷ୍ଟିଲ୍‌ ଆଣ୍ଡ୍‌ ପାଓ୍ବାର (ଜେଏସ୍‌ପି) ପ୍ଲାଣ୍ଟ ପରିସରରେ ବାର୍ଷିକ ୧୪ ଲକ୍ଷ ଟନ୍‌ କ୍ଷମତା ବିଶିଷ୍ଟ ଟିଏମ୍‌ଟି ରିବାର୍‌ ମିଲ୍‌…

ସମୟ ଗଡ଼ୁଛି, ଅନିଶ୍ଚିତତା ବଢ଼ୁଛି

ତାଳଚେର,୨୯ ।୪(ମନୋଜ ନନ୍ଦ) ପ୍ରଦୂଷଣ ଜର୍ଜରିତ ତାଳଚେରରେ ମେଡିକାଲ କଲେଜ ପ୍ରତିଷ୍ଠା ହେବ। ଦୀର୍ଘ ୧୪ ବର୍ଷ ତଳେ ଏମ୍‌ସିଏଲ୍‌ର ଏପରି ଏକ ଯୋଜନା ପଦାକୁ ଆସିବା ପରେ ୫୦ ହଜାରରୁ ଅଧିକ ଠିକା ଶ୍ରମିକଙ୍କ ମନରେ ଉନ୍ନତ ଚିକିତ୍ସାର ନୂଆ…

ଯାଜପୁରରେ ୨୭,୯୨୯ ମାଟ୍ରିକ ପରୀକ୍ଷାର୍ଥୀ

ଯାଜପୁର ଟାଉନ,୨୯ା୪(ଡି.ଏନ.ଏ.): ମାଟ୍ରିକ ପରୀକ୍ଷାରେ ଯାଜପୁର ଜିଲାର ୧୯୨ଟି କେନ୍ଦ୍ରରେ ମୋଟ୍‌ ୨୭,୯୨୯ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏହି ପରୀକ୍ଷା ୨୯ ତାରିଖ ଶୁକ୍ରବାରଠାରୁ ଆରମ୍ଭ ହୋଇ ମେ’ ୭ ତାରିଖ ପର୍ଯ୍ୟନ୍ତ ଚାଲିବ। ପରୀକ୍ଷା କେନ୍ଦ୍ରରେ କୋଭିଡ୍‌ ନିୟମ ଅନୁସାରେ…

ଟମକା-ମଙ୍ଗଳପୁର ରାସ୍ତା କାର୍ଯ୍ୟ ନିମ୍ନମାନର

କାଳିଆପାଣି,୨୯ା୪(ଡି.ଏନ.ଏ.): ଟମକା-ମଙ୍ଗଳପୁର ରାସ୍ତା ନିର୍ମାଣ କାର୍ଯ୍ୟ ନିମ୍ନମାନର କରାଯାଉଛି। ଠିକାଦାର ଅଧିକାରୀଙ୍କ ଛତ୍ରଛାୟା ତଳେ ରହି ଏପରି କାର୍ଯ୍ୟ କରୁଛନ୍ତି ବୋଲି ଅଭିଯୋଗ ହୋଇଛି। ଉକ୍ତ ରାସ୍ତା ପାଇଁ ପ୍ରତିବର୍ଷ କୋଟିକୋଟି ଟଙ୍କା ବ୍ୟୟ ବରାଦ କରାଯାଉଛି। ହେଲେ ବିଭାଗୀୟ ଅଧିକାରୀ…

ଝଲସିବ ବିରଜା ମନ୍ଦିର ପରିସର

ଯାଜପୁର ଅଫିସ,୨୯ା୪: ପୁରୀ ଜଗନ୍ନାଥ ଓ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ଭଳି ଯାଜପୁର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜା ମନ୍ଦିରର ବାହ୍ୟ ପରିସର ଝଲସିବ। ଏଥିପାଇଁ ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ ହୋଇ ସାରିଛି। ଏହା ସହ ବେସରକାରୀ ଜମି କିଣିବାକୁ…

ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗ

ଫୁଲବାଣୀ ଅଫିସ, ୨୯ା୪: କନ୍ଧମାଳ ଜିଲା ଫୁଲବାଣୀ ପୌର ପରିଷଦରେ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ହୋଇଛି। ଗୋଟିଏ ଗୋଟିଏ ପରିବାର ୪ରୁ ୫ଟି ଆବାସ ହାତେଇଛନ୍ତି। ଏପରିକି ଜଣେ ପୂର୍ବତନ କାଉନସିଲର ୪ଟି ଆବାସ ନେଇଛନ୍ତି। ମାତ୍ର ସ୍ଥଳ ବିଶେଷରେ…

ପାଣି ପାଇଁ ଚୁଆ ଖୋଳିଲେ ଗାଁ ଲୋକେ

ପାରଳାଖେମୁଣ୍ଡିି,୨୯ା୪(ଡି.ଏନ.ଏ.): ବସୁଧା ଯୋଜନାରେ ସରକାର ସମସ୍ତଙ୍କୁ ପାଣି ଯୋଗାଇ ଦେବା ବ୍ୟବସ୍ଥା କରିଛନ୍ତି। ହେଲେ ମୋହନା ବ୍ଲକ ପ୍ରଶାସନ ପାନୀୟ ଜଳ ସମସ୍ୟା ଦୂର କରି ନ ପାରିବାରୁ ଗ୍ରାମବାସୀ ଚୁଆ ଖୋଳି ପାଇବା ପାଣି ସଂଗ୍ରହ କରିବାକୁ ବାଧ୍ୟ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?