ପେଟ୍ରୋଲ ପମ୍ପ କର୍ମଚାରୀଙ୍କଠାରୁ ୮.୩୮ଲକ୍ଷ ଲୁଟ୍
ରାଉରକେଲା ଅଫିସ୍,୧୫।୩: ରାଉରକେଲା ସହରର ସେକ୍ଟର-୧୯ ଥାନା ନିକଟରୁ ଦିନଦ୍ୱିପ୍ରହରରେ ୨ଜଣ ଦୁର୍ବୃତ୍ତ ଜଣେ ପେଟ୍ରୋଲ ପମ୍ପ କର୍ମଚାରୀଙ୍କଠାରୁ ୮ଲକ୍ଷ ୩୮ହଜାର ୫୦୦ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ସହରର ସେକ୍ଟର-୫ ଗୁଣ୍ଡିଚା ମନ୍ଦିର ନିକଟସ୍ଥ ଧନରାଜ ପେଟ୍ରୋଲ ପମ୍ପର ଜୁନିୟର…
ପୋଲିସ ଭୟରେ ନାବାଳିକାଙ୍କ ଆତ୍ମହତ୍ୟା
ଜଗତ୍ସିଂହପୁର ଅଫିସ, ୧୫ା୩:ପଞ୍ଚାୟତ ନିର୍ବାଚନର ପୂର୍ବଦିନ ହୋଇଥିବା ମାମଲାରେ ପୋଲିସ ଭୟଭୀତ କରୁଥିବାରୁ ରବିବାର ଜଣେ ଯୁବତୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଜଗତ୍ସିଂହପୁର ଥାନା ଅନ୍ତର୍ଗତ ହାବେଳିନାଥ ସାହିରେ ଏହି ଘଟଣା ଘଟିଛି। ଗତ ଫେବୃୟାରୀ ୧୭ ରାତିରେ ଏହି…
ଘରେ ପଶିଲେ କଳାମୁଖା ପିନ୍ଧା ଦୁର୍ବୃତ୍ତ, ଗୋଡ଼ ହାତ ବାନ୍ଧି ବୁଲାଇଲେ କଳାକନା
ଦିଗପହଣ୍ଡି,୧୪।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ନବରଙ୍ଗପୁର ଗାଁର ରଘୁନାଥ ଗୌଡଙ୍କ ଘରେ ଶସସ୍ତ୍ର ଡକାୟତି ହୋଇଛି। ରବିବାର ବିଳମ୍ବିତ ରାତିରେ ପରିବାର ଲୋକେ ଘରେ ଶୋଇଥିବା ବେଳେ କଳାମୁଖା ପିନ୍ଧିଥିବା ୫ ଜଣ ଦୁର୍ବୃତ୍ତ ଘର ଛାତ…
ସ୍ତ୍ରୀଙ୍କ ପରାଜୟ ପରେ ଥଟ୍ଟା ସହିପାରିଲେନି ସ୍ବାମୀ, ନେଲେ ଏଭଳି ନିଷ୍ପତ୍ତି…
ପଦ୍ମପୁର,୧୪।୩(ଡି.ଏନ୍.ଏ.): ପଞ୍ଚାୟତ ନିର୍ବାଚନରେ ହାରିଯିବା ପରେ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା ଭଳି ଚରମ ନିଷ୍ପତି ନେଇଛନ୍ତି ଦମ୍ପତି। ସ୍ବାମୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଗୁରୁତର ଅଛନ୍ତି। ଏଭଳି ଏକ ଘଟଣା ଘଟିଛି ଭଦ୍ରକ ଜିଲା ବାସୁଦେବପୁର ପଦ୍ମପୁର ପଞ୍ଚାୟତରେ।…
ନାମାଙ୍କନ ପ୍ରତ୍ୟାହାର କରିନେଲେ ସ୍ବାଧୀନ ପ୍ରାର୍ଥୀ
ଗୁଡ଼ଭେଲା,୧୪।୩(ଡି.ଏନ୍.ଏ.): ତୁଷୁରା ଏନ୍ଏସି କାର୍ଯ୍ୟାଳୟ ପରିସରରେ ସୋମବାର ପୌରପରିଷଦ ନିର୍ବାଚନର ନାମାଙ୍କନ ପତ୍ର ପ୍ରତ୍ୟାହାର କରାଯାଇଥିଲା। ୧୦ ନମ୍ବର ୱାର୍ଡର ସ୍ବାଧୀନ ପ୍ରାର୍ଥୀ ଓମ ପ୍ରକାଶ ରଣା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିନେଇଥିବା ନିର୍ବାଚନ ଅଧିକାରୀ ତଥା ତୁଷୁରା ତହସିଲଦାର ରବିନ୍ଦ୍ର ପଟେଲ…
ପୋଲ ତଳକୁ ଖସିଲା କାର: ଜଣେ ମୃତ, ୬ ଗୁରୁତର
ଗଜପତି,୧୪।୩(ଡିଏନ୍.ଏ.): ଗଜପତି ଜିଲା ଅଡ଼ବା ଥାନା ଅଧୀନ ଖାରିଗୁଡ଼ାଠାରେ ସୋମବାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୋଟିଏ ପରିବାରର ୭ ଜଣଙ୍କୁ ଧରି ଯାଉଥିବା ଏକ କାର ଭାରସାମ୍ୟ ହରାଇ ବ୍ରିଜ୍ ତଳକୁ ଖସିପଡ଼ିଛି। ଏଥିରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ…
ନିର୍ବାଚନ ନେଇ ରାଜନୀତି ସରଗରମ: ପ୍ରାର୍ଥିପତ୍ର ପ୍ରତ୍ୟାହାର କଲେ ୨ ସ୍ବାଧୀନ ପ୍ରାର୍ଥୀ
ଗଞ୍ଜାମ,୧୪।୩(ଡି.ଏନ୍.ଏ.): ଆଗାମୀ ୨୪ ତାରିଖରେ ପୌରନିର୍ବାଚନ ହେବ। ଏ ନେଇ ଗଞ୍ଜାମ ଏନ୍ଏସିରେ ଚୂଡାନ୍ତ ପାର୍ଥୀ ତାଲିକା ସୋମବାର ପ୍ରକାଶ ପାଇଛି। ସୋମବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଶେଷ ଦିନରେ ୱାର୍ଡ ନଂ. ୧ ର ଦୁଇଜଣ ସ୍ବାଧୀନ ପ୍ରାର୍ଥୀ ସନ୍ୟାସୀ ଜେନା…
ନିରାଶ ହେଲେ ଆଶାୟୀ
ଫୁଲବାଣୀ ଅଫିସ, ୧୪ା୩: କନ୍ଧମାଳ ଜିଲା ପରିଷଦ ଅଧ୍ୟକ୍ଷ ପଦବୀ କିଏ ହାତେଇବେ ଏହାକୁ ନେଇ ଆଲୋଚନା ଜୋର ଧରିଥିଲା। ଶେଷରେ ବାଲିଗଡ଼ା ୧୫ ନମ୍ବର ଜୋନ ବିଜେଡି ପ୍ରାର୍ଥୀ ନନ୍ଦିନୀ ମଳିକ ଏହି ପଦବୀ ହାତେଇବାରେ ସକ୍ଷମ ହୋଇଛନ୍ତି। ଆଗରୁ…
ଭିଡିଓ କ୍ଲିପ ପାଇଁ କ୍ୟାମେରା ମ୍ୟାନ୍ଙ୍କୁ ଅପହରଣ ପରେ ହତ୍ୟା
ଚାନ୍ଦବାଲି,୧୪।୩(ଡି.ଏନ୍.ଏ.): ଭଦ୍ରକ ଜିଲା ଚାନ୍ଦବାଲି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅପହରଣ ପରେ ହତ୍ୟା ମାମଲାର ତଦନ୍ତ କରି ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ୩ଜଣଙ୍କୁ ଗିରଫ କରିଛି। ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ଅନ୍ୟ କିଛି ଅଭିଯୁକ୍ତ ଫେରାର ଅଛନ୍ତି।…
ମାଲକାନଗିରି ଜିଲାରେ ବଢୁଛି ସାଇବର ଅପରାଧ
ମାଲକାନଗିରି,୧୪ା୩(ଡିଏନ.ଏ.): ରାଜ୍ୟରେ ସାଇବର ଠକେଇ ବଢିବାରେ ଲାଗିଛି। ନିରୀହ ଲୋକଙ୍କୁ ବିଭିନ୍ନ ବାହାନାରେ ଅର୍ଥ ଲୋଭ ଦେଖାଇ ସାଇବର ଅପରାଧୀମାନେ ଅର୍ଥ ଲୁଟ କରୁଛନ୍ତି। ମାଲକାନଗିରି ଭଳି ଆଦିବାସୀ ଅଧ୍ୟୁଷିତ ଜିଲାରେ ମଧ୍ୟ ଏହି ଅପରାଧ ଧୀରେଧୀରେ ବଢିବାରେ ଲାଗିଛି। ଜିଲାରେ…
ଦାମନଯୋଡିରେ ଦୋଳଉତ୍ସବ ଆରମ୍ଭ
ଦାମନଯୋଡି,୧୪ା୩(ଡି.ଏନ.ଏ.): ରବିବାର ପବିତ୍ର ଫଗୁ ଦଶମୀଠାରୁ ଶ୍ରୀ ରାଧାମାଧବଙ୍କ ଚାଚେରୀ ଯାତ୍ରା ଆରମ୍ଭ ହୋଇଛି। ସନ୍ଧ୍ୟାରେ ସେକ୍ଟର -୧ ଶ୍ରୀ ଜଗନ୍ନାଥ ମନ୍ଦିରରୁ ଶ୍ରୀ ରାଧାମାଧବଙ୍କୁ ଏକ ସୁସଜ୍ଜିତ ବିମାନରେ ନଗର ପରିକ୍ରମାରେ ନିଆଯାଇଥିଲା। ପ୍ରଥମ ଦିବସରେ ଶ୍ରୀଜୀଉ ସେକ୍ଟର-୨ ପରିକ୍ରମା…
ଦଳମତ ନିର୍ବିଶେଷରେ ଉତ୍ତମ ବ୍ୟକ୍ତିତ୍ୱ ବାଛିବୁ
ଉମରକୋଟ,୧୪ା୩(ସ୍ବ.ପ୍ର.): ପୌର ନିର୍ବାଚନକୁ ନେଇ ଏବେ ଉମରକୋଟ ପୌରାଞ୍ଚଳ ଚଳଚଞ୍ଚଳ ରହିଛି। କାଉନ୍ସିଲର ପ୍ରାର୍ଥୀମାନେ ଘରକୁ ଘର ଯାଇ ଭୋଟରଙ୍କୁ କୋଳେଇ ନେଉଛନ୍ତି। କିନ୍ତୁ ଭୋଟର ଠିକ୍ ସମୟରେ ଆମେ ଉପଯୁକ୍ତ ପ୍ରାର୍ଥୀଙ୍କୁ ଭୋଟ ଦେବୁ ବୋଲି କହୁଛନ୍ତି। ଯିଏ ଓ୍ବାର୍ଡର…

