ଭାରତୀଙ୍କ ଉପରେ ଭରସା ରଖିଲା ବିଜେଡି
ବାରିପଦା ଅଫିସ,୧୪ା୩: ମୟୂରଭଞ୍ଜ ଜିଲା ପରିଷଦ ସଭାପତି ନିର୍ବାଚନ ରବିବାର ବାରିପଦାସ୍ଥିତ ମୁର୍ଗାବାଡ଼ି ପ୍ରୟାସ ହଲ୍ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଶାମାଖୁଣ୍ଟା ବ୍ଲକ ୫୦ନଂ. ଜୋନ୍ ଜିଲା ପରିଷଦ ସଭ୍ୟା ଭାରତୀ ହାଁସଦା ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସେ ତାଙ୍କ…
କେନ୍ଦୁଝରରେ ମହିଳାଙ୍କୁ ପ୍ରାଧାନ୍ୟ
କେନ୍ଦୁଝର,୧୪ା୩ (ସ୍ବ.ପ୍ର/ଡି.ଏନ.ଏ.): କେନ୍ଦୁଝର ଜିଲା ପରିଷଦ ସଭାପତି ନିର୍ବାଚନ ରବିବାର ଶାନ୍ତିଶୃଙ୍ଖଳାରେ ଶେଷ ହୋଇଛି। ୩୧ ନଂ. ଜୋନ୍ରୁ ନିର୍ବାଚିତ ଜିଲା ପରିଷଦ ସଭ୍ୟା ତଥା ବିଜେଡି ପ୍ରାର୍ଥୀ ସାଗରିକା ସାହୁ ସଭାପତି ଭାବେ ବିଜୟଲାଭ କରିଛନ୍ତି। ୩୭ ଜିଲା ପରିଷଦ…
ଜିତିଲେ ଅପ୍ରତିଦ୍ୱନ୍ଦ୍ୱୀ ପ୍ରଫୁଲ୍ଲ
ଭଦ୍ରକ ଅଫିସ/ ବନ୍ତ,୧୪ା୩ (ଡି.ଏନ୍.ଏ./ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ୧୫ ନଂ. ଜୋନ୍ର ଜିଲା ପରିଷଦ ସଭ୍ୟ ତଥା ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ ଜେନା ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସେ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ…
ନିର୍ଦ୍ୱନ୍ଦ୍ୱରେ ବିଜୟୀ ହେଲେ ନାରାୟଣ
ବାଲେଶ୍ୱର ଅଫିସ,୧୪ା୩: ବାଲେଶ୍ୱର ଜିଲାରେ ୨୯ନଂ. ଜୋନ୍ରୁ ନିର୍ବାଚିତ ଜିଲା ପରିଷଦ ସଦସ୍ୟ ତଥା ବିଜେଡି ପ୍ରାର୍ଥୀ ନାରାୟଣ ପ୍ରଧାନ ନିର୍ଦ୍ୱନ୍ଦ୍ୱରେ ଜିଲାପରିଷଦ ସଭାପତି ଭାବେ ବିଜୟଲାଭ କରିଛନ୍ତି। ସଭାପତିଙ୍କ ସମେତ ସମସ୍ତ ଜିଲାପରିଷଦ ସଦସ୍ୟାସଦସ୍ୟଙ୍କୁ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ…
ରୋଗୀଙ୍କୁ ଡାକ୍ତର ମାଡ଼ ମାରିବା ଘଟଣା: କଡ଼ା କାର୍ଯ୍ୟାନୁଷ୍ଠାନ ଦାବିରେ ରାସ୍ତାରୋକୋ
ଭବାନୀପାଟଣା,୧୪ା୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡ ଡାକ୍ତରଖାନାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଚିକତ୍ସା ପାଇଁ ଆସିଥିବା ଜଣେ ରୋଗୀଙ୍କୁ କାର୍ଯ୍ୟରତ ଡାକ୍ତର ନିସ୍ତୁକ ମାଡ଼ ମାରୁଥିବା ଭିଡିଓ ଭାଇରାଲ ହେବା ପରେ ରୋଗୀଙ୍କ ସମ୍ପର୍କୀୟ ଏବଂ ସ୍ଥାନୀୟ ଲୋକେ…
ଭେଜାଲ ଖାଦ୍ୟ ସାମଗ୍ରୀ ଉପରେ ଅଙ୍କୁଶ ନାହିଁ
ଯାଜପୁର ଅଫିସ,୧୪ା୩: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ବ୍ୟାସନଗର ସହର। ଏଠାରେ ଓଏମ୍ସି, ଶ୍ରମ ଯୁଗ୍ମ ଉପନିର୍ଦ୍ଦେଶକ, ଖଣି ଉପନିର୍ଦ୍ଦେଶକ, ଜିଲା ଉଠା ଜଳସେଚନ କାର୍ଯ୍ୟାଳୟ, ଓଡ଼ିଶା ମାଇନିଂ କର୍ପୋରେଶନ ଆଦି ସରକାରୀ କାର୍ଯ୍ୟାଳୟ ରହିଛି। ଯାଜପୁର ରୋଡ ରେଳଷ୍ଟେଶନ…
ଜଗତ୍ସିଂହପୁର ପୌର ପରିଷଦ: ୨ନଂ. ୱାର୍ଡରେ ହେବ ଜୋରଦାର ଲଢ଼େଇ
ଜଗତ୍ସିଂହପୁର ଅଫିସ, ୧୪ା୩: ଜଗତ୍ସିଂହପୁର ପୌର ପରିଷଦ ୨ନଂ. ୱାର୍ଡ ଉପରେ ଲୋକଙ୍କ ନଜର। କାରଣ ଏହି ୱାର୍ଡଟି କଂଗ୍ରେସର ଦୁର୍ଗ ଥିଲା। ଜଗତ୍ସିଂହପୁର ଏନ୍ଏସିରୁ ପୌର ପରିଷଦ ହେବା ପର୍ଯ୍ୟନ୍ତ କେବଳ ଥରେ ଅଣ କଂଗ୍ରେସ ପ୍ରାର୍ଥୀ ଜିତିଥିଲେ। ଅବଶିଷ୍ଟ…
ସରୁନି ଗ୍ରାମ୍ୟ ସଂଯୋଗୀକରଣ ରାସ୍ତା କାର୍ଯ୍ୟ
କେନ୍ଦ୍ରାପଡ଼ା ଅଫିସ,୧୪ା୩: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଳପୁଆ ସ୍ବାସ୍ଥ୍ୟକେନ୍ଦ୍ରଠାରୁ ନନ୍ଦଲାଲପାଟଣା ତାରିଣୀ ଛକ ପର୍ଯ୍ୟନ୍ତ ମାଟି ମୋରମ ରାସ୍ତା ଆବଶ୍ୟକ। ଏହି ରାସ୍ତା ପାଇଁ ୨୦୧୬-୧୭ ଆର୍ଥିକ ବର୍ଷରେ ପ୍ରସ୍ତାବ ଆଗତ ହୋଇଛି। ଏହି ପ୍ରସ୍ତାବକୁ ଇତିମଧ୍ୟରେ ୫ ବର୍ଷ…
ରୋଗୀ-ଡାକ୍ତର ହାତାହାତି
ଭବାନୀପାଟଣା,୧୪ା୩(ସ୍ବ.ପ୍ର.): ଚିକିତ୍ସା ପାଇଁ ଆସିଥିବା ରୋଗୀଙ୍କୁ ଡାକ୍ତର ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ ଏପରି ଅଦ୍ଭୁତ କାଣ୍ଡ ଦେଖିବାକୁ ମିଳିଛି। ଯାହାର ଭିଡିଓ ଭାଇରାଲ ହେବାର ଲାଗିଛି। ସୂଚନାନୁଯାୟୀ, ରବିବାର ରାତିରେ…
ସ୍ତ୍ରୀଙ୍କୁ ମାଡ଼ମାରି ଗାତରେ ଫିଙ୍ଗିଦେଲେ ସ୍ବାମୀ
କାମାକ୍ଷାନଗର,୧୪ା୩(ଡି.ଏନ୍.ଏ): ପିଶାଚ ସ୍ବାମୀଙ୍କ ଉନ୍ମୁତ୍ତ କାଣ୍ଡ। ସ୍ତ୍ରୀକୁ ମାଡ଼ ମାରି ବାଡ଼ିପଟ ଗାତରେ ପକାଇ ଦେଇଛନ୍ତି ସ୍ବାମୀ। ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଶୀତଳବସା ଗାଁରେ ଦେଖିବାକୁ ମିଳିଛି ଏଭଳି ଅମାନବୀୟ କାଣ୍ଡ। ବାପଘର ଲୋକେ ଗୁରୁତର ଅବସ୍ଥାରେ ଝିଅଙ୍କୁ ଉଦ୍ଧାର…
ମଣ୍ଡିରୁ ଧାନ ନ ଉଠିଲେ ଆନ୍ଦୋଳନ
ବୋଲଗଡ଼,୧୪।୩(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲାରେ ଧାନ କିଣାରେ ବ୍ୟାପକ ଅବ୍ୟବସ୍ଥା ଲାଗି ରହିଛି। ମଣ୍ଡିରେ ଧାନବସ୍ତା ରଖି ଚାଷୀ ଜଗି ବସିଥିବା ବେଳେ ମିଲର୍ସଙ୍କ ଦେଖା ମିଳୁନାହିଁ। ଫଳରେ ଚାଷୀ ମଣ୍ଡିରେ ଧାନ ଦେଇ ନ ପାରି ଶୋଷଣର ଶିକାର ହେଉଛି। ଟୋକନ…
ବିଜେଡି ପ୍ରାର୍ଥୀଙ୍କୁ ଟକ୍କର ଦେବେ ସ୍ବାଧୀନ
ଖୋର୍ଦ୍ଧା ଅଫିସ,୧୪ା୩: ଖୋର୍ଦ୍ଧା ପୌର ନିର୍ବାଚନ ପାଇଁ ସୋମବାର ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିବସ। ଟିକେଟ ବଣ୍ଟନକୁ କେନ୍ଦ୍ର କରି ଭାଜପା ଓ ବିଜେଡିରୁ ଏକାଧିକ ଅସନ୍ତୁଷ୍ଟ କର୍ମୀ ମଇଦାନକୁ ଓହ୍ଲାଇଛନ୍ତି। ସୋମବାର ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିବା ପରେ ସ୍ପଷ୍ଟ ଚିତ୍ର…

