ଋଷିକୂଲ୍ୟାରେ ବୁଡ଼ି ଛତିଶଗଡ଼ ଯୁବକ ନିଖୋଜ
ଛତ୍ରପୁର,୨୬।୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଗଙ୍ଗାପୁର ଗାଁରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗାଁ ନିକଟ ଋଷିକୁଲ୍ୟା କଂସାରୀ ଗଣ୍ଡରେ ଗାଧୋଇାକୁ ଯାଇ ଛତିଶିଗଡ଼ର ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ଜଣକ ହେଉଛନ୍ତି ଆଶିଷ କୁମାର…
ପାରଦ ସହ ପାଣି ସମସ୍ୟା
ବଇଣ୍ଡା,୨୬।୪ (ପରିକ୍ଷିତ ସାହୁ) କିଛି ଦିନ ହେବ ଅନୁଗୋଳ ଜିଲାରେ ଜାରି ରହିଛି ଅଗ୍ନିବର୍ଷା। ୪୦ ଡିଗ୍ରୀ ତଳକୁ ଖସୁନି ପାରଦ। ଦେହ ଜଳାଇଦେବା ଭଳି ଖରା ସାଙ୍ଗକୁ ମଧ୍ୟାହ୍ନର ତତଲା ପବନରେ ସନ୍ତୁଳି ହେଉଛି ଜନଜୀବନ। ବଢ଼ୁଥିବା ତାତିକୁ ନେଇ…
୪୧,୮୭୫ ନମୁନାରୁ ଜଣେ ଚିହ୍ନଟ
ଢେଙ୍କାନାଳ ଅଫିସ, ୨୬।୪ ଏକଦା ମ୍ୟାଲେରିଆପ୍ରବଣ ଭାବେ ଦୁର୍ନାମ ମୁଣ୍ଡାଇଥିଲା ଶିଳ୍ପ ଜିଲା ଢେଙ୍କାନାଳ। ତେବେ ରାଜ୍ୟ ସରକାର ଏବଂ ସ୍ବାସ୍ଥ୍ୟ ବିଭାଗର ଅନବରତ ପ୍ରୟାସ ପରେ ଏହି ମାରାତ୍ମକ ଜ୍ୱର ଏବେ ନିୟନ୍ତ୍ରଣକୁ ଆସିପାରିଛି। ଚଳିତବର୍ଷ ମାର୍ଚ୍ଚ ସୁଦ୍ଧା ୪୧,୮୭୫…
ପାଣି ପାଇଁ ରାସ୍ତାରେ ମହିଳା
ପରଜଙ୍ଗ, ୨୬।୪(ଡି.ଏନ୍.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଆମ୍ବପଳାସ ଗ୍ରାମ ଗଙ୍ଗାଧରପୁର ଦଳିତ ସାହିରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। ପାଣି ମୁନ୍ଦାଏ ପାଇଁ ସାହିବାସୀ ଡହଳବିକଳ ହେଉଥିବାବେଳେ ଏହାକୁ ନେଇ ଲାଗି ରହିଥିବା ପୁଞ୍ଜୀଭୂତ ଅସନ୍ତୋଷ…
ଟ୍ରକ୍କୁ ପିଟିଲା ଚୋରା ଡିଜେଲ୍ ବୋଝେଇ ବୋଲେରୋ
ଝାରସୁଗୁଡ଼ା ଅଫିସ୍,୨୬।୪: ଝାରସୁଗୁଡା ଜିଲା କୋଲାବିରା ଥାନା ଅଧୀନ ୪୯ନମ୍ବର ଜାତୀୟ ରାଜପଥ ସିରିଆପାଲି ଛକ ନିକଟରେ ଏକ ଦୁର୍ଘଟଣା ଘଟିଛି। ଏକ ଚୋରା ଡିଜେଲ ବୋଝେଇ ବୋଲେରୋ ଏକ ଟ୍ରକ୍କୁ ଧକ୍କା ଦେଇଥିଲା। ଏଥିରେ ବୋଲେରୋ ଚାଳକଙ୍କ ମୃତ୍ୟୁ ଘଟିଛି।…
ବିଦ୍ୟୁତ୍ ବିଭ୍ରାଟରୁ ସ୍ଥିତି ବିଷମ
ଢେଙ୍କାନାଳ ଅଫିସ, ୨୬।୪ ଖରାରେ ସିଝୁଛି ଗାଁଠାରୁ ସହର। ଆକାଶରୁ ହେଉଛି ଅଗ୍ନିବର୍ଷା। ପ୍ରଚଣ୍ଡ ତାତିରେ ଜଳିପୋଡ଼ିଯାଉଛି ଦେହମୁଣ୍ଡ। ସକାଳ ୮ଟାରୁ ଆରମ୍ଭ ହୋଇଯାଉଛି ଗ୍ରୀଷ୍ମପ୍ରବାହ। ଅପରାହ୍ନ ୫ଟା ଯାଏ ଏଥିରୁ ମିଳୁନି ନିସ୍ତାର। ଆଭ୍ୟନ୍ତରୀଣ ଓଡ଼ିଶାରୁ ଉପକୂଳ। ଦକ୍ଷିଣରୁ ଉତ୍ତର…
ପଲିଥିନ ନ ଘୋଡ଼ାଇ ପରିବହନ
ଚମ୍ପୁଆ, ୨୬।୪(ଡି.ଏନ୍.ଏ.) କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ ଖଣି ଖାଦାନ ଅଞ୍ଚଳ ଭାବେ ବେଶ ପରିଚିତ। ଉକ୍ତ ଖଣି ଖାଦାନରୁ ଦୈନିକ ହଜାର ହଜାର ଟ୍ରକ ଏବଂ ଟ୍ରେଲର୍ରେ ଲୁହା ପଥର ଓ ଗୁଣ୍ଡ(ଫାଇନ୍ସ) ବାହାର ରାଜ୍ୟକୁ ଚାଲାଣ କରାଯାଉଛି। ମାତ୍ର…
ଲିଜ୍ଧାରୀଙ୍କୁ ୧୭ କୋଟିରୁ ଊର୍ଦ୍ଧ୍ୱ ଜରିମାନା
ବାରିପଦା ଅଫିସ,୨୬।୪ ମୟୂରଭଞ୍ଜ ଜିଲା ବୁଢ଼ାବଳଙ୍ଗ ନଦୀରୁ ବେଆଇନ ବାଲି ଉତ୍ତୋଳନ ଓ ପରିବହନକୁ ନେଇ ବଡ଼ସାହି ତହସିଲ ଅଧୀନ ଦୁଇଟି ବାଲି ସଇରାତ ମାମଲାର ଜାତୀୟ ଗ୍ରୀନ୍ ଟ୍ରିବ୍ୟୁନାଲ(ଏନ୍ଜିଟି) ଇଷ୍ଟର୍ଣ୍ଣ ବେଞ୍ଚ କୋଲକାତା ପକ୍ଷରୁ ଶୁଣାଣି କରାଯାଇଛି। ମାମଲାରେ ପ୍ରଦାନ…
ପ୍ରଶିକ୍ଷଣ ଦେଇ ପୁରସ୍କୃତ କଲା ଟିପିଏନ୍ଓଡିଏଲ୍
କେନ୍ଦୁଝର, ୨୬।୪(ସ୍ବ.ପ୍ର.) ଟାଟାପାୱାର ନର୍ଦ୍ଦନ ଓଡ଼ିଶା ଡିଷ୍ଟିବ୍ୟୁଶନ୍ ଲିମିଟେଡ୍ (ଟିପିଏନଓଡିଏଲ୍) ପକ୍ଷରୁ ଚଳିତମାସ ୬ତାରିଖରେ ବାରିପଦା ଓ ୨୦ ତାରିଖରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ନେଇ କେନ୍ଦୁଝର ସଂସ୍କୃତି ଭବନ ଅଡିଟୋରିୟମ୍ରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଓ ପୁରସ୍କାର ବିତରଣ ଅନୁଷ୍ଠିତ…
୩ ପରିବାର ବାସହରା
ଭଦ୍ରକ ଅଫିସ, ୨୬।୪ ଭଦ୍ରକ ଜିଲା ରାହାଞ୍ଜସାହିରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୭ ବଖରା ଘର ଜଳିଯାଇଛି। ୩ ପରିବାର ବାସହରା ହୋଇପଡ଼ିଛନ୍ତି। ଉକ୍ତ ସାହିର ୩ ଭାଇ ପ୍ରହ୍ଲାଦ ସାହୁ, ଭରତ ସାହୁ ଓ ଶରତ ସାହୁଙ୍କ…
ଅଧା ରାସ୍ତାରେ ନାତିଙ୍କୁ ହାଣିଲେ ଅଜା
ନୂଆପଡ଼ା ଅଫିସ,୨୬।୪: ନୂଆପଡ଼ା ଜିଲା ବୋଡେନ ଥାନା ଫରସରା ପଞ୍ଚୟତ ଶର୍ଗିଗୁଡା ଗାଁରେ ଅଜାଙ୍କ କଟୁରି ଚୋଟରେ ନାତି ଗୁରୁତର ହୋଇଛନ୍ତି। ଆହତ ନାତିହେଲେ ପବିତ୍ର ରାଉତ(୨୫)। ଅଜା ଓ ନାତି ଗାଁ ଯାତ୍ରାକୁ ଭୋଜି ଖାଇବା ପାଇଁ ଯାଉଥିଲେ। ସେତିକିବେଳେ…
‘୭ ଦିନ ମଧ୍ୟରେ ରିପୋର୍ଟ ଦିଅ’
ଭୋଗରାଇ, ୨୬।୪(ଡି.ଏନ.ଏ.) ବାଲେଶ୍ୱର ଜିଲା ଭୋଗରାଇ ବ୍ଲକରେ ଗତ ରବିବାର ଅପରାହ୍ନରେ ହୋଇଥିବା କାଳବୈଶାଖୀରେ କ୍ଷତି ହୋଇଥିବା ଧାନ, ପାନ, ଘର, ରବିଫସଲ ଓ ତୈଳବୀଜର ରିପୋର୍ଟ ୭ଦିନ ମଧ୍ୟରେ ଦେବାକୁ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ରାଜସ୍ବ ଓ କୃଷି…

