ଆମ ଜିଲା ଖବର

ନନ୍ଦନକାନନରେ ଭାଲୁ ଆକାଶର ମୃତ୍ୟୁ

ବାରଙ୍ଗ,୨୬।୪(ଡି.ଏନ୍‌.ଏ.): ନନ୍ଦନକାନନରେ ୧୬ ନମ୍ବର ଖୁଆଡରେ ରହୁଥିବା ଅଣ୍ଡିରା ଭାଲୁ ଆକାଶର ମଙ୍ଗଳବାର ସକାଳେ ମୃତ୍ୟୁ ହୋଇଛି। ଆକାଶ ଗତ ଏକ ସପ୍ତାହ ହେଲା ନିମୋନିଆ ରୋଗରେ ଅସୁସ୍ଥ ଥିଲା। ତେବେ ତାକୁ ଖୁଆଡ ଭିତରୁ କାଢି ଆଣି ଭେଟେନାରୀ ବିଭାଗର…

ମା’ଙ୍କୁ ଦର୍ଶନ କଲେ ୫-ଟି ସଚିବ

ଜଗତସିଂହପୁର ଅଫିସ,୨୬।୪: ମା’ ଶାରଳାଙ୍କ ପୀଠ ପରିଦର୍ଶନ କରିଛନ୍ତି ୫-ଟି ସଚିବ ଭି.କେ ପାଣ୍ଡିଆନ । ଶାରଳା ପୀଠରେ ପହଞ୍ଚି ପ୍ରଥମେ ମା’ଙ୍କୁ ଦର୍ଶନ କରିବା ସହ ପୀଠର ଉନ୍ନତିକରଣ କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି । ମା’ଙ୍କ ଦର୍ଶନ କରିବା ସହ…

ଓଡ଼ିିଶାକୁ ସର୍ବୋତ୍କୃଷ୍ଟ ଷ୍ଟାର୍ଟ ଅପ୍‌ ହବ୍‌ କରାଯିବ

କଟକ ଅଫିସ, ୨୬।୪:ଭାରତ ସରକାରଙ୍କ ଏସ୍‌ଟିପିଆଇ ବିଭାଗର ପୂର୍ବତନ ମହାନିର୍ଦ୍ଦେଶକ ଡ. ଓମ୍‌କାର ରାୟ ସୋମବାର ଷ୍ଟାର୍ଟ ଅପ୍‌ ଓଡ଼ିଶାର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଓଡ଼ିଶାକୁ ସମଗ୍ର ଦେଶରେ ସର୍ବୋତ୍କୃଷ୍ଟ ଷ୍ଟାର୍ଟ ଅପ୍‌ ହବ୍‌ କରାଯିବ ବୋଲି…

ଜବରଦଖଲ ସହରକୁ ସଙ୍କୁଚିତ କରୁଛି

କେନ୍ଦ୍ରାପଡ଼ା ଅଫିସ,୨୬ା୪:କେନ୍ଦ୍ରାପଡ଼ା ପୌରାଞ୍ଚଳ ମାତ୍ର ୧୪ଟି ଗାଁକୁ ନେଇ ୧୫୩ ବର୍ଷ ପୂର୍ବେ ଗଠନ ହୋଇଥିଲା। କ୍ରମବର୍ଦ୍ଧିଷ୍ଣୁ ରାଜ୍ୟର ଏହି ସର୍ବପୁରାତନ ପୌରାଞ୍ଚଳ ଇତିମଧ୍ୟରେ ବିକଶିତ ହୋଇଛି। ତେବେ କୌଣସି ମାଷ୍ଟର ପ୍ଲାନ୍‌ ନ ଥିବାରୁ ପ୍ରକଳ୍ପଗୁଡ଼ିକର ଉପଯୋଗିତା ରହୁନାହିଁ। ମନମୁଖି…

ମଠ, ମନ୍ଦିର ଧ୍ୱଂସ ବିକାଶ ନୁହେଁ, ବିନାଶ

ପୁରୀ ଅଫିସ,୨୬।୪:ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦର ଅଧ୍ୟକ୍ଷ ପ୍ରବୀଣ ତୋଗଡ଼ିଆ ସୋମବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଦର୍ଶନ ପରେ ସେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସ୍ଥିତି ସମୀକ୍ଷା କରିଛନ୍ତି। ଶ୍ରୀମନ୍ଦିର ଐତିହ୍ୟ କରିଡ଼ର ସମ୍ପର୍କରେ ତୋଗାଡ଼ିଆ କହିଛନ୍ତି,…

ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ଲୋକାର୍ପିତ

ପାରାଦୀପ,୨୬ା୪(ସ୍ବ.ପ୍ର.):ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ସୋମବାର ପାରାଦୀପର ଇଫକୋ କାରଖାନା ସଲଗ୍ନ ମହାନଦୀରେ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ, ଜଳପଥ ଓ ଆୟୁଷ ମନ୍ତ୍ରୀ ସର୍ବାନନ୍ଦ ସୋନଓ୍ବାଲ ଏହାକୁ ଉଦ୍‌ଘାଟନ କରିଥିଲେ। ମହାନଦୀ କୂଳରେ ହୋଇଥିବା ଭାସମାନ ପୋଣ୍ଟମଠାରେ…

ଆଲୋଚନା ମାଧ୍ୟମରେ ସମାଧାନ କର: ହାଇକୋର୍ଟ

କଟକ ଅଫିସ, ୨୬ା୪:ହାଇକୋର୍ଟରେ ସୋମବାର ନାଲ୍‌କୋ କ୍ୟାପ୍‌ଟିଭ୍‌ ପାୱାର ପ୍ଲାଣ୍ଟରେ କୋଇଲା ସଙ୍କଟ ମାମଲାର ଶୁଣାଣି ହୋଇଛି। ପ୍ଲାଣ୍ଟରେ କୋଇଲା ସଙ୍କଟ କିପରି ଦୂର ହୋଇପାରିବ ଓ ସୁରୁଖୁରୁରେ ପ୍ଲାଣ୍ଟ ପରିଚାଳନା କରାଯାଇପାରିବ ସେନେଇ କେନ୍ଦ୍ର କୋଇଲା ସଚିବ, ଖଣି ସଚିବ,…

ମଧ୍ୟସ୍ଥତା କେନ୍ଦ୍ରରେ ଅଢ଼େଇ ଘଣ୍ଟା କାଉନ୍‌ସେଲିଂ

କଟକ ଅଫିସ, ୨୬ା୪:ସୁମିତ-ତପସ୍ବିନୀ ପାରିବାରିକ ବିବାଦ ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶାନୁଯାୟୀ ସୋମବାର ଉଭୟଙ୍କୁ ମଧ୍ୟସ୍ଥତା କେନ୍ଦ୍ରରେ କାଉନସେଲିଂ କରାଯାଇଛି। ଅପରାହ୍ନ ୩ଟାରୁ ୫ଟା ୩୦ପର୍ଯ୍ୟନ୍ତ ଅଢ଼େଇ ଘଣ୍ଟା କାଳ ଏହି କାଉନସେଲିଂ ଚାଲିଥିଲା। ଆସନ୍ତା ୪ ତାରିଖ ଅପରାହ୍ନ ୩ଟାରେ ପୁନର୍ବାର…

ପୁନରୁଦ୍ଧାର ହେବ ୪୨,୬୫୮ ହେକ୍ଟର ଜଳସେଚିତ ଜମି

ଯାଜପୁର ଅଫିସ,୨୬ା୪:ସରକାର ରାଜ୍ୟ ବ୍ୟାପୀ ଶତପ୍ରତିଶତ ଜମିରେ ଜଳସେଚନର ସୁବିଧା ଯୋଗାଇ ଦେବାକୁ ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ସେଚାଞ୍ଚଳ ଉନ୍ନୟନ କାର୍ଯ୍ୟକ୍ରମ ମାଧ୍ୟମରେ ବିଭିନ୍ନ ଯୋଜନାରେ ପ୍ରକଳ୍ପଗୁଡ଼ିକରେ ଅଧିକରୁ ଅଧିକ ସେଚ ସାମର୍ଥ୍ୟ ବୃଦ୍ଧି କରିବା, କେନାଲର ରକ୍ଷଣାବେକ୍ଷଣ, ଫସଲ ଖସଡ଼ା…

ସୋଲାର ସାଇକେଲ ପାଇଁ ଚର୍ଚ୍ଚାରେ ସୌମ୍ୟ

ରାଜକନିକା,୨୬ା୪(ଡି.ଏନ୍‌.ଏ.):ସୋଲାର ସାଇକେଲ ତିଆରି କରି ଚର୍ଚ୍ଚାକୁ ଆସିଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ପେଗରପଡ଼ା ଗ୍ରାମର ଯୁବକ ସୌମ୍ୟ ରଞ୍ଜନ ପଲାଇ। ତାଙ୍କ ସୋଲାର ସାଇକେଲକୁ ଦେଖିବା ପାଇଁ ଆଖପାଖ ଅଞ୍ଚଳର ଲୋକେ ଆସୁଛନ୍ତି। ସୌମ୍ୟ ଜଣେ ଆଇଟିଆଇ ପଢ଼ନ୍ତା ଇଲେକ୍ଟ୍ରିସିଆନ।…

୨୪୮.୫୧ କୋଟିର ଶ୍ରୀମନ୍ଦିର ବଜେଟ

ପୁରୀ ଅଫିସ,୨୬ା୪:୨୦୨୨-୨୩ ବର୍ଷ ପାଇଁ ଶ୍ରୀମନ୍ଦିର ବଜେଟ୍‌ରେ ୨୪୮ କୋଟି ୫୧ ଲକ୍ଷ ଟଙ୍କା ଅନୁମୋଦିତ ହୋଇଛି। ବଜେଟ୍‌ରେ ବିଭିନ୍ନ ଯାନିଯାତ୍ରା, ପାଳିଆ ସେବାୟତ ପାଉଣା, କର୍ମଚାରୀଙ୍କ ଦରମା, କର୍ପସ ଫଣ୍ଡ ଜମା ଆଦି ସଂକ୍ରାନ୍ତରେ ଖର୍ଚ୍ଚ ରହିଛି। ବିଭିନ୍ନ କର୍ପସ…

ଯୁବକଙ୍କ ଉନ୍ମତ୍ତକାଣ୍ଡ ବିଡିଓଙ୍କ ଗାଡ଼ି ଭାଙ୍ଗି ପୋଲିସକୁ ପିଟିଲେ

ସଜନାଗଡ଼,୨୫।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ବଜାରରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉନ୍ମତ୍ତକାଣ୍ଡ ଘଟାଇଛନ୍ତି। ସେହିବାଟ ଦେଇ ଯାଉଥିବା ବିଡିଓଙ୍କ ସରକାରୀ ଗାଡିକୁ ସେ ଭଙ୍ଗାରୁଜା କରିବା ସହ ଅନେକ ବାଇକ୍‌ ଆରୋହୀଙ୍କୁ ମାର୍‌ପିଟ୍‌ କରି ଗାଡି ଭଙ୍ଗାରୁଜା କରିଛନ୍ତି। ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?