ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଛାଡିଲେନି ଠାକୁରଙ୍କ ମୂର୍ତ୍ତି ସହ ମୁକୁଟ
ପୁରୀ ଅଫିସ,୧୨।୩: ପୁରୀ ଜିଲା ବୀରନରସିଂହପୁର ଗାଁରେ ଥିବା ଗୋପିନାଥ ମନ୍ଦିରରୁ ଚୋରି ହୋଇଛି। ଅଷ୍ଟଧାତୁରେ ନିର୍ମିତ ବାବା ଗୋପିନାଥଙ୍କ ସହ, ରାଧା, ଦୁର୍ଗା ଓ ଅନ୍ୟ ପାଶର୍ବ ଦେବାଦେବୀଙ୍କ ମୂର୍ତ୍ତିକୁ ଦୁର୍ବୃତ୍ତ ନେଇଯାଇନ୍ତି । ଏହାସହ ଠାକୁରଙ୍କ ସୁନା ଓ…
ଆସିଲେନି ଓ୍ବାର୍ଡ ସଭ୍ୟ, ହୋଇପାରିଲାନି ନିର୍ବାଚନ
ଅମରପାଲି,୧୨ା୩(ଡି.ଏନ.ଏ.): ରାଜ୍ୟରେ ସମସ୍ତ ପଞ୍ଚାୟତର ନିର୍ବାଚିତ ସରପଞ୍ଚମାନେ କାର୍ଯ୍ୟଭାର ଗ୍ରହଣ କରିବା ପରେ ଶୁକ୍ରବାର ନାଏବ ସରପଞ୍ଚ ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି। ବୀରମହାରାଜପୁର ବ୍ଲକର ୧୫ ଗୋଟି ପଞ୍ଚାୟତରୁ କେବଳ ଖଣ୍ଡହତା ପଞ୍ଚାୟତରେ ନାଏବ ସରପଞ୍ଚ ନିର୍ବାଚନ ହୋଇନାହିଁ ।…
୫୦ ଫୁଟ୍ ତଳକୁ ଖସିଲା ଟ୍ରକ୍
ମାଧପୁର,୧୨।୩(ଡି.ଏନ୍.ଏ.): ଆଠମଲ୍ଲିକ ଥାନା ଅନ୍ତର୍ଗତ ଆଠମଲ୍ଲିକ କିଆକଟା ପୂର୍ତ୍ତ ରାସ୍ତାର ପୁରୁଣା ମାଣତ୍ରି ନାଳ ଉପରେ ଶନିବାରି ଏକ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇ ତଳକୁ ଖସିପଡିଛି । ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ଆଜି ଭୋର ସମୟରେ ଟ୍ରକ୍ଟି ମାଧପୁର ଦିଗରୁ…
ସ୍ତ୍ରୀ ସରପଞ୍ଚ, ସ୍ବାମୀ ହେଲେ ନାଏବ ସରପଞ୍ଚ
ଝାରବନ୍ଧ,୧୨।୩(ଡି.ଏନ.ଏ.): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କୁମୀର ପଞ୍ଚାୟତରେ ସ୍ତ୍ରୀ ସରପଞ୍ଚ ଏବଂ ସ୍ବାମୀ ନାଏବ ସରପଞ୍ଚ ଭାବେ ନିର୍ବାଚିତ ହୋଇଛନ୍ତି। ଉକ୍ତ ପଞ୍ଚାୟତରେ ଯମୁନା ସାହୁ ସରପଞ୍ଚ ନିର୍ବାଚିତ ହୋଇଥିବା ବେଳେ ଶୁକ୍ରବାର ନାଏବ ସରପଞ୍ଚ ନିର୍ବାଚନରେ ତାଙ୍କ…
ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତାରେ ଭାଗ ନେବେ ମହିଳା
ସମ୍ବଲପୁର,୧୨ା୩(ବ୍ୟୁରୋ): ସମ୍ବଲପୁର ଜିଲାରେ ୧୦ବର୍ଷ ବ୍ୟବଧାନରେ ଶନିବାର ଆରମ୍ଭ ହେବାକୁଯାଉଛି ରାଜ୍ୟସ୍ତରୀୟ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା। ପ୍ରତିଯୋଗୀତା ୧୨ ଓ ୧୩ ତାରିଖ ଦୁଇଦିନ ଧରି ଚାଲିବ। କଳିଙ୍ଗ ବଡି ବିଲ୍ଡିଂ ଆଣ୍ଡ ଫିଟ୍ନେସ ଆସୋସିଏଶନ ଓ ଜିଲା ଆସୋସିଏଶନ ମିଳିତ…
ଆଖୁଚାଷ ଉଜାଡିଲେ
ପରଜଙ୍ଗ, ୧୨ ।୩(ଡି.ଏନ୍.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅଞ୍ଚଳରେ ହାତୀପଲ ଭୟ ଆତଙ୍କର ବାତାବରଣ ସୃଷ୍ଟି କରିଛନ୍ତି। ଜଙ୍ଗଲରେ ଖାଦ୍ୟାଭାବ ହାତୀଙ୍କୁ ଜନବସତି ମୁହଁା କରାଇଥିବାବେଳେ ସେମାନେ ଦଳବଦ୍ଧ ହୋଇ ଚାଷ ଜମିରେ ପଶି ବ୍ୟାପକ କ୍ଷୟକ୍ଷତି କରିବା ସହିତ…
ବିଜୟ ପଥରେ ବିଦ୍ରୋହୀ କଣ୍ଟା
ଢେଙ୍କାନାଳ ଅଫିସ, ୧୨ ।୩ ଶେଷ ପର୍ଯ୍ୟନ୍ତ ଟିକଟ ପାଇଁ ଆଶା ବାନ୍ଧି କରିଥିଲେ ଅପେକ୍ଷା। ତେବେ ଦଳୀୟ ନିଷ୍ପତ୍ତି ଆଗରେ ନିରାଶ ହେବାକୁ ପଡ଼ିଲା। ଏବେ ସବୁ ଦଳରେ ଏଭଳି ମାଳମାଳ ଅସନ୍ତୁଷ୍ଟ। ଦଳରେ ହତାଦର ହେବା ପରେ ସେମାନଙ୍କ…
ପ୍ରଥମ ଥର ବାୟାଣୀ ପୀଠରୁ ବାହାରିବ ମଶାଲଯାତ୍ରା
ଅନୁଗୋଳ ଅଫିସ, ୧୨ ।୩ କଳା, ସଂସ୍କୃତି, ଐତିହ୍ୟ ଏବଂ ଲୋକକଳାର ପ୍ରଚାରପ୍ରସାର ଉଦ୍ଦେଶ୍ୟରେ ଅନୁଗୋଳ ଜିଲାରେ ଆୟୋଜିତ ହେବାକୁ ଯାଉଛି ୯ମ ଜିଲା ମହୋତ୍ସବ। ୫ଦିନ ବ୍ୟାପୀ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ଲାଗି ବିଧିବଦ୍ଧ ଭାବେ ଦିନ ଧାର୍ଯ୍ୟ…
ରାସ୍ତାରେ ବୁଲୁଛି କ୍ଷତାକ୍ତ ଦନ୍ତା
ଢେଙ୍କାନାଳ ଅଫିସ, ୧୨ ।୩ ଢେଙ୍କାନାଳ ସଦର ରେଞ୍ଜ୍ ଗହମଖୁଣ୍ଟି ରାସ୍ତାରେ କ୍ଷତାକ୍ତ ଅବସ୍ଥାରେ ବୁଲୁଥିବା ଏକ ଦନ୍ତାହାତୀ ଆତଙ୍କ ସୃଷ୍ଟି କରିଛି। ହାତୀର ପଛ ଡାହାଣ ଗୋଡ଼ରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ଦନ୍ତା ଗର୍ଜନରେ ଅଞ୍ଚଳର ଥରହର ହେଉଥିବା…
ଚଞ୍ଚକତା କରି ନାଏବ ସରପଞ୍ଚ ଜିତାଇବାକୁ ଉଦ୍ୟମ
ବାଲେଶ୍ୱର ଅଫିସ,୧୨ ।୩ ବାଲେଶ୍ୱର ଜିଲା ରେମୁଣା ବ୍ଲକ ଚଷାଖଣ୍ଡ ପଞ୍ଚାୟତରେ ଶୁକ୍ରବାର ନାଏବ ସରପଞ୍ଚ ପାଇଁ ନିର୍ବାଚନ ହୋଇଥିଲା। ରେମୁଣା ବ୍ଲକର ୱେଲଫେୟାର ଅଫିସର ନିରଞ୍ଜନ ବେହେରା ନିର୍ବାଚନ ଅଧିକାରୀ ଭାବେ ଦାୟିତ୍ୱରେ ଥିଲେ। ତେବେ ଚଞ୍ଚକତା କରି ନାଏବ…
ସମିତି କାର୍ଯ୍ୟାଳୟ ଆଗରେ ଆନ୍ଦୋଳନ
ରୂପ୍ସା,୧୨ ।୩(ଡି.ଏନ.ଏ.) ବାଲେଶ୍ୱର ସଦର ବ୍ଲକ ଅଧୀନ କସିପଦା ସେବା ସମବାୟ ସମିତିରେ ଚାଷୀ ଉତ୍ତେଜନା ଦେଖାଦେଇଛି। ଶତାଧିକ ଚାଷୀ ଏଯାବତ୍ ସମିତିରେ ଖରିଫ ଧାନ ବିକ୍ରି କରିପାରୁ ନାହାନ୍ତି। ଏନେଇ ଗୁରୁବାରଠାରୁ କଂଗ୍ରେସ ପକ୍ଷରୁ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ…
ଚିକିତ୍ସାରେ ଅର୍ଥ ବାଧକ
ଚମ୍ପୁଆ, ୧୨ ।୩(ଡି.ଏନ୍.ଏ.) କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଅନ୍ତର୍ଗତ ଜାମୁଦଲକ ପଞ୍ଚାୟତର ମଙ୍ଗଳପୁର ମୁଣ୍ଡା ସାହିରେ ସୋନୁ ମୁଣ୍ଡା ନାମକ ଜଣେ ବ୍ୟକ୍ତି ଅର୍ଥ ଅଭାବରୁ ଚିକିତ୍ସିତ ହୋଇପାରୁ ନାହାନ୍ତି। ଅସ୍ବାଭାବିକ ଭାବେ ତାଙ୍କର ଦୁଇ ଗୋଡ଼ ଫୁଲିଥିବାରୁ ଦୁଶ୍ଚିନ୍ତାରେ…

