ଖରା ସାଙ୍ଗକୁ ବଢୁଛି ଅଘୋଷିତ ବିଦ୍ୟୁତ୍କାଟ, ଲୋକେ ଅତିଷ୍ଠ
ଉମରକୋଟ, ୨୫।୪(ସ୍ବ.ପ୍ର.): ବଢ଼ିଲାଣି ତାତି। ନବରଙ୍ଗପୁର ଜିଲା ଉମରକୋଟରେ ଏବେ ତାପମାତ୍ରା ୩୫ରୁ ୪୨ ଡିଗ୍ରୀ ରହୁଛି। ଏହା ମଧ୍ୟରେ ବୋଝ ଉପରେ ନଳିତା ବିଡା ଭଳି କାର୍ଯ୍ୟ କରୁଛି ବିଦ୍ୟୁତ୍ ବିଭାଗ। ଅଘୋଷିତ ବିଦ୍ୟୁତ୍ କାଟ ଯୋଗୁ ଲୋକେ ଅତିଷ୍ଠ…
ଭାବି ସ୍ବାମୀଙ୍କ ମୃତ୍ୟୁ ସହି ନ ପାରି ଆତ୍ମହତ୍ୟା କଲେ ଯୁବତୀ
ଛତ୍ରପୁର,୨୫ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ହଂସପୁରରେ ସିମେଣ୍ଟ ବ୍ୟବସାୟୀ କୃଷ୍ଣଚନ୍ଦ୍ର ପରିଡ଼ାଙ୍କୁ ଗତ ୨୨ ତାରିଖ ରାତିରେ ପିଟିପିଟି ହତ୍ୟା କରାଯାଇଥିଲା। ତେବେ ଏହି ମାମଲା ସୋମବାର ଭିନ୍ନମୋଡ଼ ନେଇଛି। ଉକ୍ତ ବ୍ୟବସାୟୀଙ୍କ ସହ ବିବାହ କରିବାକୁ ଥିବା ଯୁବତୀ…
ପ୍ରଧାନ ଶିକ୍ଷକଙ୍କ ଭରସାରେ ବୁଡ଼ିବାଲି ସେବାଶ୍ରମ ବିଦ୍ୟାଳୟ
ଚନ୍ଦ୍ରପୁର,୨୫।୪(ଡି.ଏନ୍.ଏ.): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ ବୁଡ଼ିବାଲି ପଞ୍ଚାୟତ ସଦରସ୍ଥିତ ମଙ୍ଗଳ ବିଭାଗ ସେବାଶ୍ରମ ବିଦ୍ୟାଳୟ ପରିସରରେ ନବ ନିର୍ମିତ ବହୁଭାଷୀ ଶିକ୍ଷଣ ପ୍ରକୋଷ୍ଠ ଶୁକ୍ରବାର ଉଦ୍ଘାଟିତ ହୋଇଯାଇଛି। ଜିଲା ମଙ୍ଗଳ ଅଧିକାରୀ ଅଶୋକ କୁମାର ଶତପଥୀ ଯୋଗଦେଇ ଏହାର ଶୁଭାରମ୍ଭ…
ଚାବି ପଏଣ୍ଟ ଉପରେ ପ୍ଲେଟ ଦେବାକୁ ଦାବି
ରାଇଘର,୨୫।୪(ଡି.ଏନ୍.ଏ.)-ନବରଙ୍ଗପୁର ଜିଲା ରାଇଘର ବ୍ଲକ ସଦର ମହକୁମାରେ ପାନୀୟ ଜଳ ଯୋଗାଣ ତରଫରୁ ସପ୍ଲାଇ କରାଯାଉଥିବା ପାଣି ଚାବି ପଏଣ୍ଟ ଉପରେ ପ୍ଲେଟ ଦେବାକୁ ଦାବି ହୋଇଛି। ପାଇପ୍ ଲାଇନ କନେକ୍ସନ କରାଯାଇ ପାଣି ଦିଆଯାଉଛି। କୋଦଭାଟା ରାସ୍ତା ପାର୍ଶ୍ୱରେ ଗୋଟାଏ…
ଆଦିବାସୀଙ୍କୁ ତାଳସଜ ଦେଉଛି ରୋଜଗାର
ମାଲକାନଗିରି,୨୫।୪ (ଡି.ଏନ.ଏ.): ଖରାଦିନେ ଥଣ୍ଡା ପାନୀୟର ରହିଛି ଅନେକ ଚାହିଦା। ପ୍ରଚଣ୍ଡ ଗ୍ରୀଷ୍ମତାପରୁ ଟିକେ ଆଶ୍ୱସ୍ଥ ପାଇବା ଲାଗି ଲୋକେ ପଇଡ, ବିଭିନ୍ନ କମ୍ପାନୀର ଥଣ୍ଡା ପାନୀୟକୁ ଆଦରି ନେଇଥାନ୍ତି। ମାତ୍ର ଖରାଦିନେ ମିଳୁଥିବା ତାଳସଜ ଗ୍ରୀଷ୍ମତାପରୁ ଶରୀରକୁ ଆଶ୍ୱସ୍ଥି ଦେଇ…
୨୧ ଗିରଫ, ୭ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହାଜର
ଦାମନଯୋଡି,୨୫।୪(ଡିଏନ ଏ): ନାଲକୋ ବିସ୍ଥାପିତ କଲୋନୀ ଝଡିଗୁଡ଼ା ସାହିରେ ଗୁରୁବାର ଘଟିଥିବା ଡବଲ ମର୍ଡର ଘଟଣାରେ ୨ଦିନ ଧରି ଅଟକ ଥିବା ୨୮ ଜଣଙ୍କ ମଧ୍ୟରୁ ରବିବାର ପୋଲିସ ୨୧ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଏଥିରେ ସମ୍ପୃକ୍ତ ଅନ୍ୟ…
ନିର୍ମାଣକୁ ବିତିଲାଣି ୪ ବର୍ଷ, ଖୋଲୁନି କଲ୍ୟାଣ ମଣ୍ଡପରୁ ତାଲା
ସୁନାବେଡା,୨୫।୪(ସ୍ବ.ପ୍ର.): ସାଧାରଣ ଲୋକଙ୍କ ସୁବିଧା ପାଇଁ ହାଲ ପ୍ରଶାସନ ବହୁ ଅର୍ଥ ଖର୍ଚ୍ଚ କରୁଛି। ମାତ୍ର ଲୋକେ ସେଥିରୁ ବିଶେଷ ଉପକୃତ ହେଉନାହାନ୍ତି। ଲୋକଙ୍କ ପାଇଁ ହାଲ ନିର୍ମାଣ କରିଥିବା ଏକ କଲ୍ୟାଣମଣ୍ଡପ ଲୋକଙ୍କ କାର୍ଯ୍ୟରେ ଲାଗି ନ ପାରି ଏବେ…
ବିପଦ ମୁଣ୍ଡାଇ ବିଦ୍ୟୁତ୍ କାମ
କଣିହାଁ, ୨୫।୪(ଡି.ଏନ.ଏ.): କଣିହାଁ ବ୍ଲକ ଅନ୍ତର୍ଗତ ରେଙ୍ଗାଲିସ୍ଥିତ ଓଡ଼ିଶା ଜଳ ବିଦ୍ୟୁତ୍ ନିଗମ (ଓଏଚ୍ପିସି) ପ୍ରକଳ୍ପରେ କାର୍ଯ୍ୟରତ ଠିକା ଶ୍ରମିକମାନେ ବିନା ସୁରକ୍ଷା ଉପକରଣରେ ଜୀବନକୁ ବାଜି ଲଗାଇ କାମ କରୁଛନ୍ତି। ରାଜ୍ୟ ସରକାରଙ୍କ ନିୟମ ଉଲ୍ଲଂଘନ କରି ବିଭାଗୀୟ କର୍ତ୍ତୃପକ୍ଷ…
କ୍ରଶର ବିରୋଧରେ ମେଳି
ଢେଙ୍କାନାଳ ଅଫିସ, ୨୫।୪: ଢେଙ୍କାନାଳ ଜିଲା ଗଁଦିଆ ତହସିଲ ନିହଲପ୍ରସାଦ ପଞ୍ଚାୟତର କଷ୍ଟିପାଳ ଗ୍ରାମରେ ବେଆଇନ ଖଣି ଏବଂ କ୍ରଶର ବିରୋଧରେ ମେଳି ବାନ୍ଧିଛନ୍ତି ସ୍ଥାନୀୟ ଅଞ୍ଚଳର ଆଦିବାସୀ। ସରକାର ପ୍ରଦାନ କରିଥିବା ଗୁଣ୍ଠିକିଆ ଜମି ହଡ଼ପ କରି ସେଠାରେ ବେଆଇନ…
ତେଲେଙ୍ଗାନାରେ ଓଡ଼ିଆ ଯବାନ ସହିଦ, ଗାଁରେ ପହଞ୍ଚିଲା ମରଶରୀର
ପାରଳାଖେମୁଣ୍ଡି,୨୫ା୪(ଡି.ଏନ୍.ଏ.): ତେଲେଙ୍ଗାନାରେ ଓଡ଼ିଆ ଯବାନ ସହିଦ ହୋଇଛନ୍ତି। ବିଏସ୍ଏଫ୍ରେ କାର୍ଯ୍ୟରତ ଯବାନ ଏମ୍ ରାମରାଜୁଙ୍କ ସିକନ୍ଦରାବାଦର ଏକ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଆଜି ତାଙ୍କ ମରଶରୀର ନିଜ ଗ୍ରାମ ଖରଶଣ୍ଡାରେ ପହଞ୍ଚିବା ପରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି।…
ଆଉ କିଛିଦିନ ପରେ ପଡ଼ିଥାନ୍ତା ହାତଗଣ୍ଠି, ଯୁବକଙ୍କୁ ପିଟିପିଟି ମାରିଦେଲେ ଦୁର୍ବୃତ୍ତ
ଛତ୍ରପୁର,୨୫ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ହଂସପୁରରେ ସିମେଣ୍ଟ ବ୍ୟବସାୟୀ କୃଷ୍ଣଚନ୍ଦ୍ର ପରିଡ଼ାଙ୍କୁ ଗତ ୨୨ ତାରିଖ ରାତିରେ ପିଟିପିଟି ହତ୍ୟା କରାଯାଇଥିଲା। ତେବେ ଏହି ମାମଲା ସୋମବାର ଭିନ୍ନମୋଡ଼ ନେଇଛି। ଉକ୍ତ ବ୍ୟବସାୟୀଙ୍କ ସହ ବିବାହ କରିବାକୁ ଥିବା ଯୁବତୀ…
ବୁଗୁଡ଼ା ଅଞ୍ଚଳରେ ବୁଢୁଛି ଚୋରା ମଦ କାରବାର
ବୁଗୁଡ଼ା,୨୫।୪(ଡି.ଏନ.ଏ.): ବୁଗୁଡ଼ା ସହର ସମେତ ନିକଟବର୍ତ୍ତୀ ଅଞ୍ଚଳରେ ଚୋରା ମଦ କାରାବାର ବୃଦ୍ଧି ପାଉଛି। ବୁଗୁଡା ଅବକାରୀ ବିଭାଗ ଅଧୀନରେ ଥିବା ବିଭିନ୍ନ ସ୍ଥାନରେ ମଧ୍ୟ ଏହି ଚୋରା କାରାବାର ବହୁଳ ଭାବରେ ଚାଲୁଛି। ଏପରିକି ବିଭାଗ ପକ୍ଷରୁ ଅନୁମତି ମିଳିଥିବା…

