ପ୍ରାଥମିକ ସ୍ବାସ୍ଥ୍ୟସେବାରୁ ବଞ୍ଚିତ ଗ୍ରାମବାସୀ
ପଟ୍ଟାମୁଣ୍ଡାଇ,୧୨।୩(ସ୍ବ.ପ୍ର.): ସରକାର ଗ୍ରାମପଞ୍ଚାୟତ ଲୋକମାନଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ଏଏନ୍ଏମ୍ କେନ୍ଦ୍ର ସ୍ଥାପନ କରିଛନ୍ତି। ଲୋକଙ୍କୁ ନିଜ ଘର ପାଖରେ ଉପଯୁକ୍ତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଏହି ବ୍ୟବସ୍ଥା କରାଯାଇଛି। ହେଲେ ଦାୟିତ୍ୱରେ ଥିବା…
କେନ୍ଦ୍ର, ରାଜ୍ୟ ସରକାରଙ୍କୁ ଜବାବ ଦାଖଲ ନିର୍ଦ୍ଦେଶ
କଟକ ଅଫିସ,୧୨ା୩: ମୟୂରଭଞ୍ଜ ଜିଲା ବାଦାମପାହାଡ଼ରୁ ବେଆଇନ ଲୁହାପଥର ଉତ୍ତୋଳନ କରାଯିବା ଘଟଣାରେ ହାଇକୋର୍ଟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଜବାବ ଦାଖଲ ଲାଗି ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ବାଦାମପାହାଡ଼ ଗ୍ରାମର ଏସ୍.କେ. ସାଜିଦ୍ ଅଲ୍ଲୀ ଏବଂ ଅନ୍ୟମାନଙ୍କ ପକ୍ଷରୁ ଆଗତ…
ବୁଲା ବାବାଙ୍କ ଲଡୁ ଖାଇ ୬ ଅସୁସ୍ଥ
ଦଶମନ୍ତପୁର, ୧୧।୩(ଡି.ଏନ୍.ଏ.): ହାତ ଦେଖିବାକୁ ଗାଁକୁ ଆସିଥିଲେ ବୁଲା ବାବା। ଲୋକମାନଙ୍କୁ ଖାଇବାକୁ ଦେଲେ ଲଡୁ। ବୁଲା ବାବାଙ୍କଠାରୁ ଲଡୁ ଖାଇଥିବା ୬ଜଣ ଏବେ ଅସୁସ୍ଥ। ସେମାନଙ୍କ ମଧ୍ୟରୁ ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଅଛି। ଗୁରୁତରଙ୍କୁ କୋରାପୁଟ ଜିଲା ମୁଖ୍ୟ ଚିକିତ୍ସାଳୟରେ…
ଟଙ୍କା ନ ଦେଲେ ଫାଇଲ ଘୁଞ୍ଚୁ ନାହିଁ
ଯାଜପୁର ଅଫିସ,୧୨ା୩: ଯାଜପୁର ଜିଲା ଯୋଗାଣ ବିଭାଗରେ ଲାଞ୍ଚ ନ ଦେଲେ ଟେବୁଲରୁ ଫାଇଲ ଘୁଞ୍ଚେ ନାହିଁ। ପ୍ରତ୍ୟେକ କାର୍ଯ୍ୟରେ ଏହି ବିଭାଗର ଜୁନିୟର ଆସିଷ୍ଟାଣ୍ଟ ରୁଦ୍ରପ୍ରସନ୍ନ ବେହେରା ଅର୍ଥ ଦାବି କରୁଥିବା ଅଭିଯୋଗ ଆସିଛି। ଏପରି କି କର୍ମଚାରୀଙ୍କ ୩୦%…
ଅଧ୍ୟକ୍ଷ ପଦ ପାଇଁ ଜୋରଦାର କସରତ
ଜଗତ୍ସିଂହପୁର ଅଫିସ, ୧୨ା୩: ଆଗାମୀ ପୌର ନିର୍ବାଚନ ନେଇ ପ୍ରକ୍ରିୟା ଜୋରଦାର ଚାଲିଛି। ଏଥିମଧ୍ୟରେ ପ୍ରାର୍ଥତ୍ପତ୍ର ଦାଖଲ, ଯାଞ୍ଚ ପରେ ପ୍ରାର୍ଥୀ ତାଲିକା ପ୍ରକାଶ ପାଇସାରିଛି। ଆସନ୍ତା ୧୪ ତାରିଖରେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ପରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ।…
‘୫ ଫୁଟ୍ କହି ଖୋଳିଛନ୍ତି ୩୫’
ପୁରୀ ଅଫିସ,୧୨ା୩: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟକୁ ନେଇ ବିବାଦ ଥମୁନାହିଁ। ଗୋଟିଏ ପଟେ ଏନେଇ ଜାତୀୟ ସ୍ମାରକୀ ପ୍ରାଧିକରଣ (ଏନ୍ଏମ୍ଏ) ଏବଂ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ)ର ଅନୁମତି ରହିଛି ବୋଲି ଜିଲା ପ୍ରଶାସନ କହୁଥିବାବେଳେ ଅନ୍ୟ…
କେନ୍ଦ୍ରାପଡ଼ା ପାଇଁ ଜଳ ହେବ ମହରଗ
କେନ୍ଦ୍ରାପଡ଼ା ଅଫିସ, ୧୨ା୩: ମହାନଦୀ ପରେ ଏବେ ବ୍ରାହ୍ମଣୀରେ ଜଳ ସଙ୍କଟ ଦେଖାଦେଇଛି। ବୈତରଣୀ ନଦୀର ଜୋକଡିଆଠାରେ ଦ୍ୱିତୀୟ ବ୍ୟାରେଜ କାର୍ଯ୍ୟକାରୀ ପରେ ଏହି ଜଳସଙ୍କଟ କେନ୍ଦ୍ରାପଡ଼ା ଜିଲା ପାଇଁ ମହରଗ ହେବ। ଖରା ଆରମ୍ଭରୁ ମହାନଦୀ ଓ ବ୍ରାହ୍ମଣୀ ସିଷ୍ଟମରେ…
ପୌର ନିର୍ବାଚନ ପାଇଁ ଜମୁଛି ପ୍ରଚାର
କଟକ ଅଫିସ, ୧୨ା୩: ପୌର ନିର୍ବାଚନ ପାଇଁ ସରଗରମ ହୋଇଛି କଟକ ସହର। ଆସନ୍ତା ୨୪ ତାରିଖରେ ଭୋଟ ଗ୍ରହଣ। ହାତରେ ଆଉ ଅଳ୍ପଦିନ ବାକି ଥିବାବେଳେ ପ୍ରାର୍ଥୀମାନେ ପ୍ରଚାରକୁ ଜୋର୍ଦାର କରିଛନ୍ତି। ବିଶେଷକରି ଘର ଘର ବୁଲି ଭୋଟରଙ୍କ ପାଖରେ…
ନାକଚ ଭୋଟକୁ ନେଇ ଦ୍ୱନ୍ଦ୍ୱ: ପ୍ରିଜାଇଡିଂ ଅଫିସର, ବିଡିଓ ଅଟକ
କଣ୍ଟାପଡା,୧୨ା୩(ଡି.ଏନ୍.ଏ.): କଟକ ଜିଲା କଣ୍ଟାପଡା ବ୍ଲକ ଅନ୍ତର୍ଗତ ପାଟସୁନ୍ଦରପୁର ପଞ୍ଚାୟତର ନାଏବ ସରପଞ୍ଚ ନିର୍ବାଚନରେ ଏକ ନାକଚ ଭୋଟକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ଏହାକୁ କେନ୍ଦ୍ରକରି ଗୋଟିଏ ଗୋଷ୍ଠୀ ଭୋଟ ପୁନଃଗଣତି ଦାବିକରି ପ୍ରିଜାଇଡିଂ ଅଫିସର ଓ କଣ୍ଟାପଡା ବିଡିଓଙ୍କୁ…
ଏନ୍ଓସି ଦେଇଛି ଏନ୍ଏମ୍ଏ: ରାଜ୍ୟ ସରକାର
ପୁରୀ ଅଫିସ,୧୨।୩: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ଜାତୀୟ ସ୍ମାରକୀ ପ୍ରାଧିକରଣ (ଏନ୍ଏମ୍ଏ) ନୋ ଅବ୍ଜେକ୍ସ ସାର୍ଟିଫିକେଟ (ଏନ୍ଓସି) ଦେଇଥିବାବେଳେ ଆଇନସମ୍ମତ ଭାବେ କାର୍ଯ୍ୟ ଚାଲିଛି ବୋଲି ରାଜ୍ୟ ସରକାର ଶୁକ୍ରବାର ଏକ ପ୍ରେସ୍ ବିଜ୍ଞପ୍ତିରେ ସ୍ପଷ୍ଟ କରିଛନ୍ତି। ରାଜ୍ୟ ସରକାରଙ୍କ…
ମେଗା ଷ୍ଟିଲ୍ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ସର୍ଭେ ଆରମ୍ଭ
ମହାକାଳପଡ଼ା, ୧୨ା୩ (ଡିଏନ୍ଏ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ଆରସେଲର ମିତ୍ତଲ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ସରକାରଙ୍କ ସହ ଚୁକ୍ତି କରିଥିଲା। ପରେ ସରକାରଙ୍କ ପକ୍ଷରୁ ବ୍ଲକର ଉପକୂଳ ଅଞ୍ଚଳରେ ପ୍ରକଳ୍ପ ପାଇଁ ସ୍ଥାନ ଚିହ୍ନଟ କରାଯାଇଥିଲା। ଶୁକ୍ରବାର…
ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଲେ
ଝରିଗାଁ, ୧୨ା୩(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବଡ଼ଟେମରା ପଞ୍ଚାୟତରେ ଶୁକ୍ରବାର ହେବାକୁ ଥିବା ନାଏବ ସରପଞ୍ଚ ନିର୍ବାଚନକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଝରିଗାଁ ବ୍ଲକର ଧମନାଗୁଡ଼ା, ଧୋଡ୍ରା, ଭାଲୁକୁନାଡି ଏବଂ ଫୁପୁଗାଁ ପଞ୍ଚାୟତରେ କୋରମ ଅଭାବ ଯୋଗୁ ନାଏବ ସରପଞ୍ଚ…

