ଜେଲ ଗଲେ କୋଟିପତି ନିର୍ବାହୀ ଯନ୍ତ୍ରୀ
ବ୍ରହ୍ମପୁର ଅଫିସ,୧୨ା୩: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବ୍ରହ୍ମପୁର ଗ୍ରାମ୍ୟ ନିର୍ମାଣ (ବୈଦ୍ୟୁତିକ) ବିଭାଗ ଆମ୍ବପୁଆ କାର୍ଯ୍ୟାଳୟର ନିର୍ବାହୀଯନ୍ତ୍ରୀ ଜଗନ୍ନାଥ ସେଠୀଙ୍କୁ ଶୁକ୍ରବାର ଗିରଫ କରିଛି। ଗତ ବୁଧବାର ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥଙ୍କ ବାସଭବନ ସମେତ ୫ଟି ସ୍ଥାନରେ…
‘ଶୁଣାଣିରେ ଭାଗ ନେଇ ନ ଥିଲେ ସତ୍ୟପାଠ ଦାଖଲ କର’
କଟକ ଅଫିସ/କୁଜଙ୍ଗ (ଡି.ଏନ.ଏ.),୧୨ା୩ : ଜଗତ୍ସିଂହପୁର ଜିଲା ଏରସମା ବ୍ଲକ ଢିଙ୍କିଆ ଚାରିଦେଶରେ ପ୍ରସ୍ତାବିତ ଜେଏସ୍ଡବ୍ଲ୍ୟୁ ପ୍ରକଳ୍ପକୁ ନେଇ ବିବାଦ ଜାରି ରହିଛି। ପ୍ରକଳ୍ପକୁ ବିରୋଧ କରୁଥିବା ଢିଙ୍କିଆ ଗ୍ରାମବାସୀଙ୍କ ଉପରେ ଗତ ଜାନୁୟାରୀ ୧୪ରେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ନେଇ…
ନାଏବ ସରପଞ୍ଚ ନିର୍ବାଚନ ବେଳେ ଉତ୍ତେଜନା
ବଲାଙ୍ଗୀର ଅଫିସ/ଦେଓଗାଁ,୧୨ା୩ (ଡି.ଏନ.ଏ.): ଶୁକ୍ରବାର ନାଏବ ସରପଞ୍ଚ ନିର୍ବାଚନ ସମୟରେ ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ସାହାଜବାହାଲ ଏବଂ ବଡ଼ବାହାଲ ଗ୍ରାମ ପଞ୍ଚାୟତରେ ୪ ଜଣ ୱାର୍ଡ ସଭ୍ୟଙ୍କୁ ଅପହରଣ ଅଭିଯୋଗ ହୋଇଛି। ଏହାସହିତ ସାହାଜବାହାଲ ପଞ୍ଚାୟତରେ ଭୋଟବାକ୍ସକୁ କେତେଜଣ…
ସହକାରୀ କୃଷି ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ
ବ୍ରହ୍ମପୁର ଅଫିସ,୧୨ା୩: ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ଲୁନା ମହାନ୍ତି ଶୁକ୍ରବାର ଏକ ଲାଞ୍ଚ ଗ୍ରହଣ ମାମଲାର ଶୁଣାଣି କରି ପ୍ରମାଣ ମିଳିଥିବାରୁ ଅଭିଯୁକ୍ତ ସହକାରୀ କୃଷି ଯନ୍ତ୍ରୀଙ୍କୁ ୨ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହିତ ୫ହଜାର ଟଙ୍କା ଜରିମାନା ଦେବାକୁ…
ଫିନାଇଲ୍ ମିଶା ଡାଲି ଖାଇ ୧୭ ଛାତ୍ରୀ ଅସୁସ୍ଥ
ରୂପସା,୧୧।୩(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ଅଧୀନ ରୂପ୍ସା ସ୍ଥିତ ଯୋଗେନ୍ଦ୍ର ଆଞ୍ଚଳିକ ମହାବିଦ୍ୟାଳୟର ୧୭ ଛାତ୍ରୀ ଶୁକ୍ରବାର ଫିନାଇଲ୍ ମିଶା ଡାଲି ଖାଇ ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କୁ ମହାବିଦ୍ୟାଳୟ କର୍ତ୍ତୃପକ୍ଷ ସଙ୍ଗେ ସଙ୍ଗେ ରୂପ୍ସା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା…
ନାଏବ ସରପଞ୍ଚ ନିର୍ବାଚନ ବେଳେ ଉତ୍ତେଜନା: ପ୍ରିଜାଇଡିଂ ଅଫିସର ଅଟକ
ପୁରୁଷୋତ୍ତମପୁର,୧୧ା୩(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପପୁର ପଞ୍ଚାୟତରେ ଶୁକ୍ରବାର ନାଏବ ସରପଞ୍ଚ ନିର୍ବାଚନ ବେଳେ ଉତ୍ତେଜନା ପରିସ୍ଥିତି ଉପୁଜିଛି। ମୋଟ ୧୧ ୱାର୍ଡ ବିଶିଷ୍ଟ ଏହି ପଞ୍ଚାୟତରେ ନାଏବ ସରପଞ୍ଚ ଲାଗି ୱାର୍ଡ ନଂ ୧ର ସଭ୍ୟା ହରପ୍ରିୟା…
ଆଚରଣବିଧି ଉଲ୍ଲଂଘନ ଅଭିଯୋଗ
ଆସିକା,୧୧ା୩ (ଡି.ଏନ.ଏ.)- ଆସିକା ଏନଏସିରେ ବିଜେଡି ପକ୍ଷରୁ ନିର୍ବାଚନ ଆଚରଣ ବିଧି ଖୋଲାଖୋଲି ଭାବେ ଉଲ୍ଲଂଘନ କରାଯାଉଥିବା ଭାଜପା ଆସିକା ନଗର ମଣ୍ଡଳ ପକ୍ଷରୁ ଅଭିଯୋଗ କରାଯାଇଛି। ଶୁକ୍ରବାର ଭାଜପାର ଏକ ପ୍ରତିନିଧି ଦଳ ଆସିକା ଏନଏସିର ନିର୍ବାଚନ ଅଧିକାରୀ ତଥା…
ମହିଳାଙ୍କୁ ହତ୍ୟା ଉଦ୍ୟମ ମାମଲା, ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୧୧ା୩(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ହତ୍ୟା ଉଦ୍ୟମ ମାମଲାରେ ସମ୍ପୃକ୍ତ ଥିବା ମହୁଡ଼ା ନିକଟ ବରପଲ୍ଲି ଗାଁର କୃଷ୍ଣ ନାୟକଙ୍କୁ ମାମଲା ନଂ.୧୦୮/୨୨ ଅନୁଯାୟୀ ବ୍ରହ୍ମପୁର ସଦର କୋର୍ଟକୁ ଚାଲାଣ କରିଛି। ଜାମିନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର…
ରାସ୍ତାରେ ଅଟକି ଥିଲା ଟ୍ରକ୍, ପଛରୁ ଆସି ପିଟିଲା ବାଇକ୍;ଘରକୁ ଫେରିଲେନି…
କୋକସରା,୧୧।୩(ଡି.ଏନ୍.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଜାତୀୟ ରାଜପଥ ୨୬ ଡଙ୍ଗରିଗୁଡା ଫୁଟବଲ ପଡ଼ିଆ ନିକଟରେ ଶୁକ୍ରବାର ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇ ରହିଥିବା ଏକ ଟ୍ରକ୍କୁ ପଛ ପଟୁ ଦ୍ରୁତଗତିରେ ଆସି ବାଇକ୍ ଧକ୍କା ଦେବାରୁ ବାଇକ୍…
ସହକାରୀ କୃଷି ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ
ବ୍ରହ୍ମପୁର ଅଫିସ,୧୧ା୩: ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ଲୁନା ମହାନ୍ତି ଶୁକ୍ରବାର ଏକ ଲାଞ୍ଚ ମାମଲାର ବିଚାର କରି ଅଭିଯୁକ୍ତ ସହକାରୀ କୃଷି ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥି ସହିତ ୫ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ…
୪ କୁଇଣ୍ଟାଲ ୩୨ କେଜି ଗଞ୍ଜେଇ ଜବତ, ବନ୍ଧା ହେଲେ ୪ ଅଭିଯୁକ୍ତ
ବ୍ରହ୍ମପୁର ଅଫିସ,୧୧ା୩: ଅବକାରୀ କମିଶନର ଆଶିଷ ସିଂ ଓ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶ କ୍ରମେ ବ୍ରହ୍ମପୁର ଅବକାରୀ ଗୋଇନ୍ଦା ଟିମ୍ ଶୁକ୍ରବାର ପୃଥକ ୩ଟି ସ୍ଥାନରୁ ୪ କୁଇଣ୍ଟାଲ ୩୨ କେଜି ଗଞ୍ଜେଇ ସହ ଏକ ଟ୍ରକ…
ନାଏବ ସରପଞ୍ଚ ନିର୍ବାଚନ ବେଳେ ଗୋଷ୍ଠୀ ସଂଘର୍ଷ
କେସିଙ୍ଗା,୧୧।୩: କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ପଞ୍ଚାୟତରେ ଶୁକ୍ରବାର ନାଏବ ସରପଞ୍ଚ ନିର୍ବାଚନ ବେଳେ ୨ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ପରେ ଏହା ଉଗ୍ର ରୂପ ନେଇ ଗୋଷ୍ଠୀ ସଂଘର୍ଷ ହୋଇଥିଲା। ଫଳରେ ଉଭୟ ଗୋଷ୍ଠୀର ଆହତ ହୋଇଥିବା ଜଣାପଡିଛି।…

