ଆମ ଜିଲା ଖବର

ଜିଲାରେ ୧୨୫୧ ଯକ୍ଷ୍ମା ରୋଗୀ

ଖୋର୍ଦ୍ଧା ଅଫିସ,୧୧ା୩: ଖୋର୍ଦ୍ଧା ଜିଲା ଯକ୍ଷ୍ମା ଫୋରମ ଏବଂ ଜିଲା ଯକ୍ଷ୍ମା କୋମରବିଡିଟି କମିଟିର ଏକ ବୈଠକ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଅଧ୍ୟକ୍ଷତା କରିଥିଲେ। ସିଡିଏମ୍‌ଓ ଡା. ଆର୍ତ୍ତବନ୍ଧୁ ନାୟକ, ଏଡିଏମ୍‌ଓ(ପରିବାର…

ଏନ୍‌ଜିଟିରେ ଅନୁଗୋଳ-ସୁକିନ୍ଦା ରେଳ ପ୍ରକଳ୍ପ ମାମଲା: ୨୦ କୋଟି ଟଙ୍କା ଦାଖଲ ନିର୍ଦ୍ଦେଶ

ଯାଜପୁର ଅଫିସ,୧୧ା୩: ଯାଜପୁର ଜିଲା ଦେଇ ଯାଇଥିବା ଡୁବୁରୀ-ସୁକିନ୍ଦା-ଅନୁଗୋଳ ରେଳପଥ ନିର୍ମାଣରେ ବିପୁଳ ପରିମାଣର ଲଘୁ ଖଣିଜ ଦ୍ରବ୍ୟ ମୋରମ ଓ ମାଟି ବେଆଇନ ଭାବେ ଉତ୍ତୋଳନ କରାଯାଇଛି। ଏନ୍‌ଭାରକ୍‌ମେଣ୍ଟ ଇମ୍ପାକ୍ଟ ଅଥରିଟି(ଇଆଇଏ) ଓ ଜଙ୍ଗଲ ସଂରକ୍ଷଣ ଆଇନ-୧୯୮୦ର ଅନୁମତି ବିନା…

୨୭ରେ ଓଜେଏସ୍‌ ପ୍ରିଲିମିନାରି ପରୀକ୍ଷା

କଟକ ଅଫିସ,୧୧ା୩: ଆସନ୍ତା ୨୭ ତାରିଖରେ ଓଡ଼ିଶା ଜୁଡିସିଆଲ ସର୍ଭିସ(ଓଜେଏସ୍‌) ୨୦୨୧ର ପ୍ରିଲିମିନାରି ପରୀକ୍ଷା ଅନୁଷ୍ଠିତ ହେବ। ୫ଟି ଜୋନ୍‌ର ୧୦ଟି ପରୀକ୍ଷା କେନ୍ଦ୍ରରେ ମୋଟ୍‌ ୩୨୦୨ ଜଣ ପରୀକ୍ଷାର୍ଥୀ ଏହି ପରୀକ୍ଷା ଦେବେ। ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦ ମିନିଟ୍‌…

ପୁଅର ଗୋଇଠା ମାଡ଼ରେ ଚାଲିଗଲା ଜୀବନ

ଝାରସୁଗଡ଼ା ଅଫିସ୍‌,୧୦।୩: ଝାରସୁଗୁଡା ସଦର ଥାନା ଅଧୀନ ଏକାତାଳି ଗ୍ରାମରେ ପୁଅର ଗୋଇଠା ମାଡ଼ରେ ବାପା ସୁକୁରୁ ରୋହିଦାସ (୫୧)ଙ୍କ ମୃତ୍ୟୁ ଘଟିଛି। ଖବରପାଇ ପୋଲିସ ସୁକୁରୁଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ…

ମୃତ୍ୟୁ ପୂର୍ବରୁ ବାଣ୍ଟିଥିଲେ କେକ୍‌, ମିଠା

କୁଆଁରମୁଣ୍ଡା,୧୦।୩(ଡି.ଏନ୍‌.ଏ.): ମୃତ୍ୟୁର କିଛି ଘଣ୍ଟା ଆଗରୁ ସାଙ୍ଗସାଥୀ, ସମ୍ପର୍କୀୟଙ୍କୁ ମିଠା, କେକ୍‌, ଆଇସ୍‌କ୍ରିମ ଆଦି ବାଣ୍ଟିବା ଘଟଣା ସାଧାରଣତଃ ବିରଳ। ହେଲେ ଏଭଳି ଏକ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଞ୍ଚଳରେ। ମୃତ୍ୟୁର କିଛି ଘଣ୍ଟା ଆଗରୁ ବୀରମିତ୍ରପୁର…

ଶାଗ ତୋଳିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୧୦।୩(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଛକ ନିକଟ ଚାଷ ଜମିରେ ଥିବା ଏକ ବହଳ ଗଛରୁ ପଡି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କାଉଡୋଳା ଗ୍ରାମର ଜଣେ ତ୍ରିନାଥ ବେମାଲ(୬୦)। ସୂଚନା ଅନୁସାରେ କାଉଡୋଳା ଗ୍ରାମର…

ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରି ବନ୍ଧା ହେଲେ ସ୍କୁଲ ଅଧ୍ୟକ୍ଷ

ଭବାନୀପାଟଣା,୧୦।୩(ସ୍ବ.ପ୍ର.): ଛାତ୍ରୀଙ୍କୁ ଅସଦାଚରଣ କରିବା ସ୍କୁଲ ଅଧ୍ୟକ୍ଷଙ୍କୁ ମହଙ୍ଗା ପଡ଼ିଛି। କଳାହାଣ୍ଡି ଜିଲା ଭବାନୀପାଟଣାର ଏକ ବିଦ୍ୟାଳୟରେ ଏଭଳି ଘଟଣା ଘଟିଛି। ସ୍କୁଲରେ କାର୍ଯ୍ୟରତ ଅଧ୍ୟକ୍ଷ ରାଜୀବ ଦତ୍ତା ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିବା ସହ ଅଶ୍ଳିଳ ମେସେଜ…

ପୌର ନିର୍ବାଚନ: ଘରକୁ ଘର ବୁଲି ଭୋଟ ଭିକ୍ଷା

ଗଞ୍ଜାମ,୧୦।୩(ଡି.ଏନ.ଏ.): ପୌର ନିର୍ବାଚନ ପାଇଁ ରାଜନୀତି ସରଗରମ ରହିଛି। ପାର୍ଥୀପତ୍ର ଯାଞ୍ଚ ସରିବା ପରେ ବିଜେଡି ପ୍ରଚାରରେ ଆଗୁଆ ରହିଥିବା ଜଣାପଡିଛିl ଗୁରୁବାର ପୁଇଁତୋଳା ୱାର୍ଡ ନଂ-୮ ଓ୯ ରେ ବିଜେଡି ଚେୟାରମ୍ୟାନ ପାର୍ଥିନୀ ଝୁଲି ପାତ୍ର ଓ ୱାର୍ଡ ନଂ-୮…

ବିଜେଡିରେ ମିଶିଲେ ବିଧାୟକ ସୁର ରାଉତରାୟଙ୍କ ପ୍ରତିନିଧି

ଖୋର୍ଦ୍ଧା ଅଫିସ,୧୦।୩: ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପ୍ରତିନିଧି ଲକ୍ଷ୍ମୀଧର ବିଶ୍ବାଳ ବିଧିବଦ୍ଧ ଭାବେ କଂଗ୍ରେସ ଦଳ ଛାଡ଼ି ବିଜୁ ଜନତା ଦଳରେ ଗୁରୁବାର ଯୋଗ ଦେଇଛନ୍ତି। ଜଟଣୀ ପାଖରେ ଥିବା ପାତ୍ରପଡ଼ା ନାଗେଶର ମନ୍ଦିର ପରିସରରେ ବିଜେଡିର ଏହି ମିଶ୍ରଣ…

ମେଳା ଦେଖିବାକୁ ଯାଇ ନଦୀରେ ବୁଡିଗଲେ

ଆନନ୍ଦପୁର,୧୦।୩(ସ୍ବ.ପ୍ର.): ବାଲିଘାଟ ପାଇଁ ନଦୀଗର୍ଭରେ ସୃଷ୍ଟି ହୋଇଥିବା ଗର୍ତ୍ତରେ ଜଣେ ବ୍ୟକ୍ତି ବୁଡି ପ୍ରାଣ ହରାଇଛନ୍ତି। ଏଭଳି ଘଟଣା ଘସିପୁରା ଥାନା ଦେଓଗାଁ ସ୍ଥିତ କୁଶେଇ ନଦୀରେ ଦେଖିବାକୁ ମିଳିଛି। ମୃତକ ହେଉଛନ୍ତି ଦେଓଗାଁ ସୀମାନ୍ତ ଯାଜପୁର ଜିଲା ଟମକା ଥାନା…

କଲେଜରୁ ଫେରୁଥିଲେ, ଛାତ୍ରୀଙ୍କୁ ଚାପିଦେଲା ଟ୍ୟାଙ୍କର

ବରଗଡ଼ ଅଫିସ,୧୦ା୩: ବରଗଡ଼ ଜିଲା ଗାଇସିଲେଟ ଥାନା ଶରଧାପାଲି କଲେଜ ସମ୍ମୁଖରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ୟାଙ୍କର (ନଂ-ଓଡି ୧୫ଏଫ ୨୯୭୭) ଚାପାରେ ଜଣେ କଲେଜ ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ବଲାଙ୍ଗୀର ଜିଲା ଲୋଇସିଂହା…

ଯୁଦ୍ଧ ବିଭୀଷିକା ବଖାଣିଲେ ୟୁକ୍ରେନ୍‌ ଫେରନ୍ତା ଡାକ୍ତରୀ ଛାତ୍ର

ନବରଙ୍ଗପୁର,୧୦ା୩(ବି.ପ୍ର.) ୟୁକ୍ରେନ୍‌ରେ ଫସିଥିବା ନବରଙ୍ଗପୁରର ଡାକ୍ତରୀ ଛାତ୍ର ନୃସିଂହ ନାଥ ପାତ୍ର ଓ ସୌରଭ ସାହୁ ଘରକୁ ଫେରିଛନ୍ତି। ସେଠାକାର ଯୁଦ୍ଧ ବିଭୀଷିକା ଓ ବଞ୍ଚତ୍ବା ପାଇଁ ସେମାନେ କରିଥିବା ସଂଗ୍ରାମ ସମ୍ପର୍କିତ ଅନୁଭୂତି ବଖାଣିଥିଲେ। ନବରଙ୍ଗପୁର ସହର କେଉଟ ସାହିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?