ଜଳ ଯୋଗାଣ କେନ୍ଦ୍ରର ବିଦ୍ୟୁତ୍ ସଂଯୋଗ କାଟିଦେଉଛି ବିଭାଗ
ନନ୍ଦାହାଣ୍ଡି, ୧୦ା୩(ଡି.ଏନ୍.ଏ.): ବିଦ୍ୟୁତ୍ ବିଲ୍ ପଇଠ ହୋଇ ନ ଥିବାରୁ ବିଦ୍ୟୁତ୍ ବିଭାଗ ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ପଡାଲଗୁଡ଼ା ଗାଁରେ ଥିବା ଜଳ ଯୋଗାଣ କେନ୍ଦ୍ରରୁ ସଂଯୋଗ କାଟି ଦେଇଥିଲା। ଫଳରେ ଲୋକମାନେ ପାନୀୟ ଜଳ ନ ପାଇ ହନ୍ତସନ୍ତ…
ସମସ୍ୟାରେ ୭,୮ ନଂ. ଓ୍ବାର୍ଡବାସୀ
ସୁନାବେଡ଼ା, ୧୦ା୩(ସ୍ବ. ପ୍ର.) ସରକାର ଗରିବ ଲୋକଙ୍କ ପାଇଁ ବିଭିନ୍ନ ଯୋଜନା କରୁଛନ୍ତି। ମାତ୍ର ଏଥିରୁ ଲୋକେ ଉପକୃତ ହେଉ ନ ଥିବା ଅଭିଯୋଗ ହେଉଛି। ସୁନାବେଡ଼ା ୮ନଂ. ୱାର୍ଡ ଏଇଏଫ୍ ମାର୍କେଟ ନିକଟସ୍ଥ ଡ୍ରାଇଭର କଲୋନିରେ ସୁଧୁରୁନି ସମସ୍ୟା। କଲୋନିର…
ପୌରାଧ୍ୟକ୍ଷ ୩, କାଉନସିଲରରୁ ୫ ପ୍ରାର୍ଥୀ କଟିଲେ
ଜୟପୁର,୧୦ା୩ (ନି.ପ୍ର .): ଜୟପୁର ପୌରପାଳିକା ନିର୍ବାଚନ ପାଇଁ ବୁଧବାର ଯାଞ୍ଚ ଶେଷ ହୋଇଛି। ପୌର ଅଧ୍ୟକ୍ଷ ପାଇଁ ୨୨ଟି ନାମାଙ୍କନ ହୋଇଥିବା ବେଳେ ଯାଞ୍ଚ ପରେ ୩ଟି କଟି ୧୯ଟି କାଏମ ରହିଛି। ସେହିପରି ୨୮ଟି ୱାର୍ଡ ପାଇଁ କାଉନସିଲର…
ବିଶ୍ୱାସର ପର୍ବ ଝାମିଯାତ୍ରା
ଜୟପୁର,୧୦ା୩(ନି.ପ୍ର.): ଝାମିଯାତ୍ରା ପାଇଁ ଉତ୍ସବମୁଖର ହୋଇଉଠିଛି ଜୟପୁର। ଏହି ଯାତ୍ରାରେ ସିରଲୀ ଦେବୀଙ୍କୁ ପୂଜା କରାଯାଇଥାଏ। ଶିବରାତ୍ରିଠାରୁ ଆରମ୍ଭ ହୋଇଥାଏ ଏହି ଯାତ୍ରାର ପ୍ରସ୍ତୁତି। ଶିବରାତ୍ରି ଦିନ ଶିବମନ୍ଦିରରେ ପୂଜା କରାଯାଇଥାଏ ା ପରେ ଝାମିଦେବୀଙ୍କ ଆଜ୍ଞାମାଳ ଅଣାଯାଇ ଜଣେ ବାଳକକୁ…
ଅଧ୍ୟକ୍ଷ ପଦରେ ୯, କାଉନସିଲର ପାଇଁ ରହିଲେ ୫୫ ପ୍ରାର୍ଥୀ
ମାଲକାନଗିରି,୧୦ା୩(ଡି.ଏନ୍.ଏ.): ମାଲକାନଗିରି ଜିଲାରେ ଗତ ୨ତାରିଖରୁ ମାଲକାନଗିରି ପୌର ପରିଷଦ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଗତ ୭ ତାରିଖ ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିବସରେ ଅଧ୍ୟକ୍ଷ ପଦ ପାଇଁ ୯ ଜଣ ଓ ୧୯ଟି ଓ୍ବାର୍ଡ…
ବିଦ୍ୟୁତ୍ ନାହିଁ, କ୍ରୀଡ଼ା ଛାତ୍ରାବାସ ଛାଡ଼ିଲେ ୨୫ ଛାତ୍ର
ମାଲକାନଗିରି,୧୦ା୩(ଡି.ଏନ୍.ଏ.): ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ଷ୍ଟାଡିୟମ ପରିସରରେ ଥିବା କ୍ରୀଡ଼ା ଛାତ୍ରାବାସରେ ବିଦ୍ୟୁତ୍ ସମସ୍ୟା ଯୋଗୁ ୨୫ ଜଣ ଅନ୍ତେବାସୀ ବୁଧବାର ଛାତ୍ରାବାସ ଛାଡିଛନ୍ତି। ଟାଟା ପାଓ୍ବାର ପକ୍ଷରୁ ଗତ ୧୦ ଦିନ ତଳେ ଏହି କ୍ରୀଡ଼ା ଛାତ୍ରାବାସରୁ ବିଦ୍ୟୁତ୍…
ସମସ୍ତ ପ୍ରାର୍ଥିତ୍ୱ କାଏମ
କାମାକ୍ଷାନଗର, ୧୦ା୩(ଡି.ଏନ୍.ଏ.): ପୌର ନିର୍ବାଚନ ପାଇଁ ବୁଧବାର ନାମାଙ୍କନ ପତ୍ର ଯାଞ୍ଚ ସରିଛି। କାମାକ୍ଷାନଗର ଏନ୍ଏସିର ୧୫ଟି ଓ୍ବାର୍ଡରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସମସ୍ତ ୩୦ କାଉନ୍ସିଲର ପ୍ରାର୍ଥୀ ଏବଂ ୫ ନଗରପାଳ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ ରହିଥିବା ରିଟର୍ନିଂ ଅଫିସରଙ୍କ ପକ୍ଷରୁ…
ବ୍ଲକ ଅଧ୍ୟକ୍ଷ ନିର୍ବାଚନ ନେଇ ଉତ୍କଣ୍ଠା
କଣିହାଁ,୧୦ା୩(ଡି.ଏନ.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ଅଧ୍ୟକ୍ଷ ନିର୍ବାଚନକୁ ନେଇ ବିଜେଡି ଓ ଭାଜପା ମଧ୍ୟରେ ବଳ କଷାକଷି ଆରମ୍ଭ ହୋଇଛି। ଆସନ୍ତା ୧୨ ତାରିଖ ଭୋଟଗ୍ରହଣ ପୂର୍ବରୁ କିପରି ୧୪ ସମିତି ସଭ୍ୟଙ୍କ ସମର୍ଥନ ଯୋଗାଡ଼ କରାଯିବ ସେ ନେଇ…
ବଦଳିପାରେ ୨୦ ବର୍ଷର ସମୀକରଣ
ପରଜଙ୍ଗ, ୧୦ା୩(ଡି.ଏନ୍.ଏ.): ଢେଙ୍କାନାଳ ଜିଲାର ୨୭ ଜିଲା ପରିଷଦ ଜୋନ୍ରୁ ୨୬ଟି କବ୍ଜା କରିଛି ବିଜେଡି। ଦଳକୁ ବିପୁଳ ଜନସମର୍ଥନ ମିଳିଛି ସତ, ହେଲେ ପରଜଙ୍ଗ ବ୍ଲକ ସମିତି ଗଠନକୁ ନେଇ ଯେଉଁ ଚିତ୍ର ଆସିଛି, ତାହା ଶାସକ ଦଳକୁ ଚିନ୍ତାରେ…
ଛାତ୍ରଙ୍କ କଟାମୁଣ୍ଡ ରଖି ରାସ୍ତାରୋକୋ କଲେ ଗ୍ରାମବାସୀ
ପିପିଲି,୧୦ା୩(ଡି.ଏନ୍.ଏ.): ରାଜରାସ୍ତାରେ କଟାମୁଣ୍ଡ ରଖି ଗ୍ରାମବାସୀ ପୁରୀ ଭୁବନେଶ୍ୱର ୩୧୬ ନମ୍ବର ଜାତୀୟ ରାଜପଥ ପିପିଲି ଟୋଲ ଗେଟ୍ ନିକଟରେ ରାସ୍ତାରୋକୋ କରିଛନ୍ତି। ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ କଟାମୁଣ୍ଡ ରଖି ନ୍ୟାୟ ଭିକ୍ଷା କରିଛନ୍ତି ଅଞ୍ଚଳବାସୀ। ଫଳରେ ରାସ୍ତାର ଉଭୟ…
ରହିଲେ ୮୫ କାଉନ୍ସିଲର, ୭ ନଗରପାଳ ପ୍ରାର୍ଥୀ
ଢେଙ୍କାନାଳ ଅଫିସ, ୧୦ା୩: ଢେଙ୍କାନାଳ ପୌର ନିର୍ବାଚନ ଲାଗି ପ୍ରାର୍ଥିପତ୍ର ଯାଞ୍ଚ ପ୍ରକ୍ରିୟା ବୁଧବାର ଶେଷ ହୋଇଛି। ଯାଞ୍ଚ ପରେ ୨୩ ୱାର୍ଡର ୮୫ କାଉନ୍ଲସିଲର ଏବଂ ୭ ନଗରପାଳ ପ୍ରାର୍ଥୀଙ୍କ ନାମାଙ୍କନ କାଏମ ରହିଛି। ସେହିପରି ୧୮ନଂ. ଓ୍ବାର୍ଡର କଂଗ୍ରେସ…
ବୁଗୁଡ଼ା ଏନ୍ଏସି: ସରିଲା ଯାଞ୍ଚ, ରହିଲେ ୩୩ ପ୍ରାର୍ଥୀ
ବୁଗୁଡ଼ା,୧୦ା୩(ଡି.ଏନ.ଏ.):ବୁଗୁଡ଼ା ଏନଏସି ଅଧ୍ୟକ୍ଷ ପଦବୀ ପାଇଁ ୭ ଜଣ ଏବଂ ୧୩ ୱାର୍ଡର କାଉନଶିଲର ପଦବୀ ପାଇଁ ୨୬ ଜଣ ଏପରି ମୋଟ ୩୩ ଜଣ ପ୍ରାର୍ଥୀ ବୁଧବାର ଯାଞ୍ଚ ପରେ ରହିଥିବା ନେଇ ନିର୍ବାଚନ ଅଧିକାରୀ ସଂଗ୍ରାମ କେଶରୀ ଜେନା…

