ଆମ ଜିଲା ଖବର

୫ ଓ୍ବାର୍ଡ କଂଗ୍ରେସ ଶୂନ୍ୟ

ଭୁବନ, ୧୦ା୩(ଡି.ଏନ୍‌.ଏ.): ଭୁବନ ଏନ୍‌ଏସିରେ ନାମାଙ୍କନ ପତ୍ର ଯାଞ୍ଚ ପରେ କଂଗ୍ରେସକୁ ଶକ୍ତ ଧକ୍କା ଲାଗିଛି। ପୂର୍ବରୁ ୧୦ନଂ. ଓ୍ବାର୍ଡରେ ଦଳ ପ୍ରାର୍ଥୀ ଦେଇ ନ ଥିବାବେଳେ ଯାଞ୍ଚ ପ୍ରକ୍ରିୟାରେ ୪ ଜଣ ଦଳୀୟ କାଉନ୍‌ସିଲର ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ନାକଚ…

ଶ୍ମଶାନ ନିକଟରେ ଶିଶୁ ଉଦ୍ୟାନକୁ ନେଇ ଅସନ୍ତୋଷ

ବ୍ରହ୍ମପୁର ଅଫିସ,୧୦ା୩: ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଓ ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସହର ବିଭିନ୍ନ ୱାର୍ଡରେ ଥିବା ଖାଲି ସ୍ଥାନ ଗୁଡିକରେ ଶିଶୁ ଉଦ୍ୟାନ ନିର୍ମାଣ କରାଯାଇଛି। ତେବେ ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶିଶୁ ଉଦ୍ୟାନଗୁଡିକର…

ବେଆଇନ ବାଲିଚାଲାଣ: ୧୧ ଗିରଫ

ପରଜଙ୍ଗ, ୧୦ା୩ (ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ବ୍ରିଜ୍‌ ନିକଟ ବାଲିଘାଟରେ ମଙ୍ଗଳବାର ସନ୍ଧ୍ୟାରେ ତହସିଲଦାର ଖଗେଶ୍ବର ପାତ୍ର ଏବଂ ଥାନାଧିକାରୀ ସୌଭାଗ୍ୟ କୁମାର ସ୍ବାଇଁ ସଦଳବଳ ଅତର୍କିତ ଚଢ଼ାଉ କରି ୮ ଭାରିଯାନ ସମେତ ୨ ଚେନ୍‌…

୯ କାଉନସିଲର ପ୍ରାର୍ଥୀପତ୍ର ନାକଚ

ଧାମନଗର,୧୦ା୩: ନୂଆ କରି ଗଠିତ ଧାମନଗର ଏନ୍‌ଏସି ନିର୍ବାଚନ ପାଇଁ ବୁଧବାର ପ୍ରାର୍ଥୀପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି। ଅଧ୍ୟକ୍ଷ ପଦ ପାଇଁ କୌଣସି ନାମାଙ୍କନ ନାକଚ ହୋଇ ନ ଥିବା ବେଳେ ୯ ଜଣ କାଉନସିଲର ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର ନାକଚ…

ଚିକିଟି ଏନ୍‌ଏସି : ୧୯ ନାମାଙ୍କନ ପତ୍ର କାଏମ

ଚିକିଟି,୧୦ା୩(ଡି.ଏନ.ଏ.):ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦର ପୌର ନିର୍ବାଚନ ପାଇଁ ବୁଧବାର ପ୍ରାର୍ଥୀପତ୍ର ଯାଞ୍ଚ ଅନୁଷ୍ଠିତ ହୋଇଥିଲା। ଚିକିଟି ପୌର ପରିଷଦର ବିଭିନ୍ନ ୱାର୍ଡରେ ୧୯ ଜଣ ନାମାଙ୍କନ ପ୍ରାର୍ଥୀ ଦାଖଲ କରିଥିବା ବେଳେ ସମସ୍ତ କାଏମ ରହିଥିବା ନିର୍ବାଚନ ଅଧିକାରୀ ତଥା…

ଆଇଟିଆଇ ସ୍ଥାପନ କରିବ ଦେଶର ସର୍ବବୃହତ୍‌ ଟାୟାର ଆର୍ଟ ପାର୍କ

ବ୍ରହ୍ମପୁର ଅଫିସ,୧୦ା୩: ବ୍ରହ୍ମପୁର ଆଇଟିଆଇ ବିଭିନ୍ନ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସଫଳତା ପରେ ବର୍ତ୍ତମାନ ଦେଶର ବୃହତ୍ତମ ଟାୟାର ଆର୍ଟ ପାର୍କ ସ୍ଥାପନ କରିବାକୁ ଯାଉଛି। ଏ ନେଇ ଅଧ୍ୟକ୍ଷ ଡ. ରଜତ କୁମାର ପାଣିଗ୍ରାହୀ ବୁଧବାର ସୂଚନା ଦେଇଛନ୍ତି। ବର୍ତ୍ତମାନ ଆଇଟିଆଇ…

ଭଞ୍ଜନଗର, ବେଲଗୁଣ୍ଠାରେ ୧୧ କାଉନ୍‌ସିଲର ନିର୍ଦ୍ୱନ୍ଦ୍ୱ

ଭଞ୍ଜନଗର,୧୦ା୩(ଡି.ଏନ୍‌.ଏ.) ଭଞ୍ଜନଗର, ଜଗନ୍ନାଥପ୍ରସାଦ ଓ ବେଲଗୁଣ୍ଠା ବ୍ଲକରେ ବିଜେଡି ଅଧ୍ୟକ୍ଷ ଆସନ ଦଖଲ କରିବାକୁ ଯାଉଛି। ବେଲଗୁଣ୍ଠାରେ ବ୍ଲକ ବିଜେଡି ସଭାପତି ପ୍ରଶାନ୍ତ ନାୟକ ଅଧ୍ୟକ୍ଷ ଆସନରେ ବସିବା ସମ୍ଭାବନା ରହିଥିବା ବେଳେ ଭଞ୍ଜନଗର ଓ ଜଗନ୍ନାଥପ୍ରସାଦରେ କିଏ ଅଧ୍ୟକ୍ଷା ହେବେ…

ପୌର ନିର୍ବାଚନ ଲାଗି ୨ ପର୍ଯ୍ୟବେକ୍ଷକ ନିଯୁକ୍ତ

ଛତ୍ରପୁର,୧୦ା୩(ଡି.ଏନ୍‌.ଏ.) ପୌର ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ସରିଛି। ଗଞ୍ଜାମ ଜିଲାର ବ୍ରହ୍ମପୁର ମହାନଗର ନିଗମ, ହିଞ୍ଜିଳିକାଟୁ ମ୍ୟୁନିସିପାଲିଟି ଓ ୧୬ଟି ଏନ୍‌ଏସିରେ ନିର୍ବାଚନ ପରିଚାଳନା ପାଇଁ ୨ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି। ବ୍ରହ୍ମପୁର ମହାନଗର ନିଗମ ନିର୍ବାଚନ ପାଇଁ…

୫୨୭ ବୁଥ୍‌ରେ ମତ ସାବ୍ୟସ୍ତ କରିବେ ୪.୮୧ ଲକ୍ଷ

ଗଞ୍ଜାମ ଜିଲାରେ ହେବାକୁ ଥିବା ପୌର ନିର୍ବାଚନ ଭୋଟ ଗ୍ରହଣ ପାଇଁ ୫୨୭ଟି ବୁଥ୍‌ ପ୍ରସ୍ତୁତ କରାଯାଇଛି ା ଏଥିରେ ସମସ୍ତ ୧୮ ସହରାଞ୍ଚଳର ୪ ଲକ୍ଷ ୮୧ ହଜାର ୭୦ ଜଣ ଭୋଟର ନିଜ ମତ ସାବ୍ୟସ୍ତ କରିବେ ା…

ଲୋକାୟୁକ୍ତ ଟିମ୍‌ର ତଦନ୍ତ

ଚାନ୍ଦବାଲି, ୧୦ା୩(ଡି.ଏନ.ଏ.) ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଖଦାଳପୋଖରୀ ଓ ଭାଟପଡ଼ା ପଞ୍ଚାୟତରେ ବିଭିନ୍ନ ସରକାରୀ ଯୋଜନାରେ ବ୍ୟାପକ ଦୁର୍ନୀତି ହୋଇଥିବା ଗ୍ରାମବାସୀ ଜିଲାପାଳ, ବିଡିଓ ଓ ପଞ୍ଚାୟତିରାଜ ବିଭାଗ ନିକଟରେ ଅଭିଯୋଗ କରିଥିଲେ। ଗ୍ରାମବାସୀଙ୍କ ଅଭିଯୋଗକୁ ଗୁରୁତ୍ୱ ଦିଆ…

ଜଳେଶ୍ୱର ପୌରପାଳିକା: ୧୭ ୱାର୍ଡରେ ୨୦, ୦୫୯ ଭୋଟର

ଜଳେଶ୍ୱର, ୧୦ା୩(ଡି.ଏନ.ଏ.) ଆସନ୍ତା ପୌରପାଳିକା ନିର୍ବାଚନରେ ବାଲେଶ୍ୱର ଜିଲା ଜଳେଶ୍ୱରର ୧୭ଟି ୱାର୍ଡର ୨୦, ୦୫୯ ମତଦାତା ସେମାନଙ୍କ ମତସାବ୍ୟସ୍ତ କରିବେ। ଏଥିରେ ୯୯୯୫ ପୁରୁଷ ଓ ୧୦୦୬୨ ମହିଳା ଭୋଟର ଅଛନ୍ତି ା ୧ନଂ. ୱାର୍ଡର ଭୋଟକେନ୍ଦ୍ର ଝାଡେଶ୍ୱରପୁର ଉପ୍ରା…

ଘରକୁ ଫେରିଲେ ଅର୍ଚ୍ଚନା

ଭଦ୍ରକ ଅଫିସ,୧୦ା୩: ରୁଷ୍‌ ଓ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବା ପରେ ସେମାନେ ଅତ୍ୟନ୍ତ ଭୟଭୀତ ଅବସ୍ଥାରେ ଥିଲେ। ତାଙ୍କ ସହ ଓଡ଼ିଶାରୁ ଶତାଧିକ ଛାତ୍ରୀଛାତ୍ର ଫସି ରହିଥିଲେ। ୭ଦିନ ଧରି ବଙ୍କର ଭିତରେ ବହୁ କଷ୍ଟରେ ରହିଥିଲେ। ଏପରିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?