ଆମ ଜିଲା ଖବର

ପୂର୍ବତନ ବିଧାୟକଙ୍କ ପରଲୋକ

ବାଲିଗୁଡ଼ା,୨୩ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ାର ପୂର୍ବତନ ଭାଜପା ବିଧାୟକ ସୁରେନ୍ଦ୍ର କହଁରଙ୍କ ଶନିବାର ପରଲୋକ ହୋଇଯାଇଛି। ଦେହାନ୍ତ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା । ସେ ଶିକ୍ଷକରୁ ଅବସର ଗ୍ରହଣ କରିବା ପରେ ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ବାଲିଗୁଡ଼ା ବିଧାୟକ…

ଘର ସାମ୍ନାରୁ ଯୁବକ ଚୋରି କରିଥିଲେ ବାଇକ୍‌, ଆଜି ପଡ଼ିଲେ ଧରା

କେନ୍ଦୁଝର,୨୩ା୪(ସ୍ବ.ପ୍ର.): କେନ୍ଦୁଝର ଟାଉନ ପୋଲିସ ମୋଟର ସାଇକେଲ ଚୋରି ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରି ଆଜି କୋର୍ଟ ଚାଲାଣ କରିଛି। କେନ୍ଦୁଝର ସହର ଗାୟତ୍ରୀ ମନ୍ଦିର ଲେନ୍‌ରେ ରହୁଥିବା ସନ୍ତୋଷ ବେହେରାଙ୍କ ଏକ ମୋଟରସାଇକେଲ ଓଡି-୦୯ ଏଫ୍‌ ୧୩୯୯ ତାଙ୍କ…

ଅପ୍ରମୟୀଙ୍କ ଗୋଟିଏ ଫୋନ୍‌ କଲ୍‌ ଧରାଇଲା ବଡ଼ ଡକାୟତ ଗ୍ୟାଙ୍ଗ

କେନ୍ଦ୍ରାପଡା ଅଫିସ,୨୩ା୪: କେନ୍ଦ୍ରାପଡ଼ା ଜିଲା ତନ୍ତିଆପାଳ ଥାନା କାକଟପୁର ଗ୍ରାମର ଅପ୍ରମୟୀ ସ୍ବାଇଁଙ୍କ ଗୋଟିଏ ଫୋନ୍‌ କଲ୍‌ ଏକ ଆନ୍ତଃରାଜ୍ୟ ଡକାୟତ ଦଳର ପର୍ଦ୍ଦାଫାଶ କରିଛି। ଏହି ଡକାୟତ ଦଳର ୧୮ ଅଭିଯୁକ୍ତଙ୍କୁ କେନ୍ଦ୍ରାପଡ଼ା ଜିଲା ପୋଲିସ ଗିରଫ କରିଛି। ନିକିରାଇ…

ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ରଙ୍ଗୀନ ଅଣ୍ଡା

କେନ୍ଦୁଝର,୨୩ା୪(ସ୍ବ.ପ୍ର.): ସଦର ବ୍ଲକ ଅନ୍ତର୍ଗତ ରାଇସୁଆଁ ମୁସ୍‌ଲିମ ବସ୍ତିର ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ପିଲାଙ୍କୁ ମିଳିଥିବା ରଙ୍ଗୀନ ଅଣ୍ଡାକୁ ନେଇ ଚର୍ଚ୍ଚା ଚାଲିଛି। ଏହି ରଙ୍ଗୀନ ଅଣ୍ଡାର ଫଟୋ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ପିଲାମାନଙ୍କୁ ଦିଆଯାଇଥିବା ଅଣ୍ଡା ମଧ୍ୟରୁ ଜଣେ…

ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁକୁ ନେଇ ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ ଆରମ୍ଭ

ବଲାଙ୍ଗୀର ଅଫିସ, ୨୩।୪: ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଛାତ୍ରାବାସର ୫ ମହଲା ଛାତ ଉପରୁ ଖସିପଡ଼ି ପ୍ରଥମ ବର୍ଷ ଡାକ୍ତରୀ ଛାତ୍ର ନିଶାନ୍ତ କୁମାରଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ନିଶାନ୍ତଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନ ଥିଲେ…

ପତ୍ନୀହନ୍ତା ସ୍ବାମୀ ଗିରଫ

ପାଟଣା,୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଉପାନ୍ତ ଅଞ୍ଚଳ ପଲାଣିଘାଟି ପଞ୍ଚାୟତ ଜାମୁଳେଇ ବେଡା ଗ୍ରାମର ପତ୍ନୀହନ୍ତା ସ୍ବାମୀଙ୍କୁ ଘଟଗାଁ ପୋଲିସ ଗିରଫ କରିଛି। ଏହାପରେ ଉକ୍ତ ଅଭିଯୁକ୍ତଙ୍କୁ ପୋଲିସ କୋର୍ଟ ଚାଲାଣ କରିଛି। ସୂଚନା ମୁତାବକ, ଜାମୁଳେଇ ବେଡା ଗ୍ରାମରେ…

ଡ୍ରିଲ୍‌ ସମୟରେ ହଠାତ୍‌ ଅଚେତ ହୋଇପଡ଼ିଲେ ୩ଛାତ୍ରୀ

ସଜନାଗଡ,୨୩।୪(ଡି.ଏନ୍‌.ଏ.): ବାଲେଶର ଜିଲା ନୀଳଗିରି ବ୍ଲକ ଅଧିନ ଜାମୁଢିଆ ଆଦର୍ଶ ବିଦ୍ୟାଳୟରେ ଶନିବାର ସକାଳେ ଏକ ଅଘଟଣ ଘଟିଛି। ସକାଳେ ଡ୍ରିଲ୍‌ ସମୟରେ ୨୦୦ ପିଲା ଭାଗ ନେଇଥିବା ବେଳେ ୧୫ଜଣ ଛାତ୍ରୀହଠାତ୍‌ ଅସୁସ୍ଥ ହୋଇପଡ଼ିଥିଲେ। ଅସୁସ୍ଥଙ୍କ ମଧ୍ୟରୁ ୩ଜଣ ଛାତ୍ରୀ…

ନାବାଳିକାଙ୍କୁ ବଳାତ୍କାର କରି ପୂର୍ବତନ ସରପଞ୍ଚ ଗିରଫ

ନାକଟିଦେଉଳ,୨୩ା୪(ଡି.ଏନ.ଏ.): ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ନାକଟିଦେଉଳ ପୋଲିସ ଏହି ବ୍ଲକ ଅନ୍ତର୍ଗତ ସାହେବୀ ପଞ୍ଚାୟତର ପୂର୍ବତନ ସରପଞ୍ଚ ବିରଞ୍ଚି ବେହେରା(୫୪)ଙ୍କୁ ଗିରଫ କରିଛି। ସୂଚନା ଅନୁସାରେ, ଗତବର୍ଷ ବିରଞ୍ଚିଙ୍କ ସ୍ତ୍ରୀ ପୁରୀରୁ ଫେରୁଥିବା ବେଳେ ଦୁର୍ଘଟଣାରେ ଆହତ ହୋଇଥିଲେ।…

ବ୍ୟବସାୟୀଙ୍କୁ ପିଟି ପିଟି ମାରିଦେଲେ

ଛତ୍ରପୁର,୨୩।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ହଂସପୁରରେ ଶୁକ୍ରବାର ରାତିରେ ଜଣେ ସିମେଣ୍ଟ ବ୍ୟବସାୟୀଙ୍କୁ ପିଟି ପିଟି ହତ୍ୟା କରାଯାଇଛି। ସେ ହେଲେ ହଂସପୁର ଗ୍ରାମର ଯୁବ ବ୍ୟବସାୟୀ କୃଷ୍ଣଚନ୍ଦ୍ର ପରିଡ଼ା। ସୂଚନାଯୋଗ୍ୟ, ଶୁକ୍ରବାର ରାତି ପ୍ରାୟ ୧୧ଟାରେ କୃଷ୍ଣଚନ୍ଦ୍ର ସବୁଦିନ…

ରାଧାମାଧବଙ୍କ ପ୍ରତିଷ୍ଠା ଉତ୍ସବରେ ଶ୍ରଦ୍ଧାଳୁଙ୍କ ସମାଗମ

ଝାରସୁଗୁଡ଼ା ଅଫିସ୍‌,୨୩।୪: ଝାରସୁଗୁଡ଼ା ସହର ବେହେରାମାଲସ୍ଥିତ ରାଧାମାଧବଙ୍କ ମନ୍ଦିର ପ୍ରତିଷ୍ଠା ଏବଂ ବିଗ୍ରହ ସ୍ଥାପନ ମହୋତ୍ସବ ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ମହୋତ୍ସବ ରାଧାମାଧବ ସଂଘ ତରଫରୁ ଆୟୋଜିତ ହୋଇଥିଲା। ପ୍ରଥମ ଦିନ ସ୍ଥାନୀୟ ପୋଖରୀରୁ ମହିଳାମାନେ ୧୦୮ କଳସରେ ଜଳ ଆଣି…

ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ

ବଡବିଲ,୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଞ୍ଚଳରେ ଏକ ଲଜ୍ଜାକର ଘଟଣା ଘଟିଛି। ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷେ ନାବାଳିକାଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ କେନ୍ଦୁଝର ପଠାଯାଇଛି। ଏନେଇ ଥାନାରେ କୌଣସି…

୬ ସ୍କୁଲ ବସକୁ ଜରିମାନା

ପାଟଣା,୨୩।୪(ସ୍ବ.ପ୍ର.): ପରିବହନ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟରେ ସ୍କୁଲ ବସ୍‌ଗୁଡ଼ିକର ଯାଞ୍ଚ କରାଯାଉଛି। କେନ୍ଦୁଝର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ପାଟଣାରେ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଓ ଜାଭିୟର ପବ୍ଲିକ ସ୍କୁଲର ୬ଟି ବସ୍‌ରୁ ୭୬ ହଜାର ୫୬୩ ଟଙ୍କାର ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?