ଆମ ଜିଲା ଖବର

ଆଜି ବନକଲାଗି ନୀତି: ଶ୍ରୀମନ୍ଦିରରେ ୪ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ,୯।୩ : ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା…

ପ୍ରାର୍ଥୀ, ନେତାଙ୍କ ଚରିତ୍ରସଂହାର ମନା

ଜଗତ୍‌ସିଂହପୁର ଅଫିସ, ୯ା୩: ପୌର ନିର୍ବାଚନ ନିମନ୍ତେ ଫେବୃୟାରୀ ୨୫ରୁ ମାର୍ଚ୍ଚ ୨୬ ପର୍ଯ୍ୟନ୍ତ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ଏହି ସମୟ ମଧ୍ୟରେ କୌଣସି ଧର୍ମାନୁଷ୍ଠାନ, ସରକାରୀ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନରେ ନିର୍ବାଚନୀ ବୈଠକ, ମତ ପ୍ରଚାର କିମ୍ବା କର୍ମୀ…

୭ ଦିନର ଯାତ୍ରା ପରେ ୟୁକ୍ରେନ୍‌ରୁ ଆସିଲେ ସିଦ୍ଧାର୍ଥ

ଧାମନଗର, ୯।୩: ରୁଷିଆ ଲଗାତାର ଭାବେ ୟୁକ୍ରେନ ଉପରେ ଆକ୍ରମଣ ଜାରି ରଖିଛି। ସେଠାରେ ରହୁଥିବା ଓଡ଼ିଶାର ଛାତ୍ରୀଛାତ୍ର ଭୟ ଓ ଆଶଙ୍କା ଭିତରେ ଥିବା ବେଳେ ସେମାନଙ୍କ ସୁରକ୍ଷିତ ପ୍ରତ୍ୟାବର୍ତ୍ତନ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଚେଷ୍ଟା…

ଶସ୍ତାରୁ ହୀନସ୍ତା ହେଲେଣି ଟମାଟୋ ଚାଷୀ

କେନ୍ଦ୍ରାପଡ଼ା ଅଫିସ, ୯ା୩: କେନ୍ଦ୍ରାପଡ଼ା ଜିଲାରେ ଦୁଇ ମାସ ପୂର୍ବେ ଟମାଟୋ ଦର ଆକାଶଛୁଆଁ ଥିଲା। ବଜାରରେ କେଜି ପ୍ରତି ୫୦ରୁ ୬୦ ଟଙ୍କା ପର୍ଯ୍ୟନ୍ତ ବିକ୍ରି ହେଉଥିଲା। ଏବେ କେଜି ପ୍ରତି ମାତ୍ର ୩ ଟଙ୍କାରେ ଚାଷୀ କ୍ଷେତରେ ବେପାରୀଙ୍କୁ…

ଏଏସ୍‌ପି ତ୍ରିନାଥ ମିଶ୍ରଙ୍କ ସ୍ତ୍ରୀଙ୍କୁ ଆଗୁଆ ଜାମିନ

କଟକ ଅଫିସ,୯।୩: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ପୋଲିସ କମ୍ୟୁନିକେଶନ ସେଲ୍‌ର ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ରଙ୍କ ସ୍ତ୍ରୀ ଦୀପ୍ତିମୟୀ ମିଶ୍ରଙ୍କୁ ହାଇକୋର୍ଟ ମଙ୍ଗଳବାର ଆଗୁଆ ଜାମିନ ପ୍ରଦାନ କରିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି…

ନରସିଂହପୁର ତତ୍କାଳୀନ ରେଞ୍ଜର ନିଲମ୍ବିତ

ଭୁବନେଶ୍ୱର, ୯।୩(ବ୍ୟୁରୋ): ଆଠଗଡ଼ ବନଖଣ୍ଡ ଅଧୀନସ୍ଥ ନରସିଂହପୁର ୱେଷ୍ଟ ରେଞ୍ଜରୁ ହାତୀ କଙ୍କାଳ ଉଦ୍ଧାର ଘଟଣାରେ ତତ୍କାଳୀନ ରେଞ୍ଜ ଅଫିସର ଅଶୋକ କୁମାର ବେହେରାଙ୍କୁ ମଙ୍ଗଳବାର ଚାକିରିରୁ ନିଲମ୍ବନ କରାଯାଇଛି। ଦୀର୍ଘ ମାସେ ପରେ ଏହି କାର୍ଯ୍ୟାନୁଷ୍ଠାନ କିନ୍ତୁ ଅନେକ ସନ୍ଦେହ…

ସିପସରୁବାଲିରେ ସ୍ଥିତି ପରଖିଲେ ୭ଜଣିଆ ଟିମ୍‌

ପୁରୀ ଅଫିସ,୯।୩: ପୁରୀରେ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ ପାଇଁ ଯୋଜନା ଚାଲିଛି। ଏଥିଲାଗି ବାରମ୍ବାର ବିଭିନ୍ନ ବୈଷୟିକ ଅଧିକାରୀ ଟିମ୍‌ ଆସି ବିଭିନ୍ନ ସ୍ଥିତି ଅନୁଧ୍ୟାନ କରୁଥିବା ବେଳେ ମଙ୍ଗଳବାର ଆଉ ଏକ ୭ଜଣିଆ ଟିମ୍‌ ପୁରୀ ଗସ୍ତରେ…

କୁକୁର ସହ ଶିଶୁକନ୍ୟାଙ୍କ ବିବାହ

ଢେଙ୍କାନାଳ ଅଫିସ, ୯।୩: ସାରା ବିଶ୍ୱରେ ମଙ୍ଗଳବାର ପାଳିତ ହୋଇଛି ଅନ୍ତର୍ଜାତୀୟ ମହିଳା ଦିବସ। ମହିଳାଙ୍କ ଯଶଗାନ କରୁଛନ୍ତି ସଭିଏଁ। ବାଲ୍ୟବିବାହ ରୋକିବା, ମହିଳା ବିରୋଧୀ ନିର୍ଯାତନା ବିରୋଧରେ ସ୍ବର ଉଠାଇବାକୁ ସଭାସମିତି କରି ସଚେତନ କରାଯାଉଛି। ହେଲେ ଢେଙ୍କାନାଳ ଜିଲାର…

‘୨ଠ୨୪ ମଧ୍ୟରେ ମାଲକାନଗିରି ବିମାନବନ୍ଦର କାର୍ଯ୍ୟକ୍ଷମ କର’

ଭୁବନେଶ୍ୱର, ୯ା୩(ବ୍ୟୁରୋ): ମାଲକାନଗିରିଠାରେ ନୂଆ ବିମାନବନ୍ଦର ନିର୍ମାଣ କାର୍ଯ୍ୟ ଶେଷ କରି ୨ଠ୨୪ ଜାନୁୟାରୀ ସୁଦ୍ଧା କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ଲୋକସେବା ଭବନରୁ ଡିଜିଟାଲ୍‌ ମୋଡ୍‌ରେ…

ରାଜ୍ୟ ଟେନିସ୍‌ ବଲ୍‌ ଦଳରେ ଭଦ୍ରକରୁ ୫

ଭଦ୍ରକ ଅଫିସ, ୯।୩: ଜାତୀୟ ସ୍ତରୀୟ କନିଷ୍ଠ ଟେନିସ୍‌ ବଲ୍‌ ପ୍ରତିଯୋଗିତା ନିମନ୍ତେ ରାଜ୍ୟ ପକ୍ଷରୁ ଚୟନ ହୋଇଥିବା ଦଳରେ ଭଦ୍ରକ ଜିଲାରୁ ୫ଜଣ ଖେଳାଳି ସାମିଲ ହୋଇଛନ୍ତି। ଏହି ଖେଳାଳିମାନେ ବିହାର ଅଭିମୁଖେ ଯାତ୍ରା କରିଛନ୍ତି। ଏହି ପ୍ରତିଯୋଗିତା ବିହାରର…

ଗ୍ୟାସ୍‌ ଟ୍ରାଜେଡି ମୁକାବିଲା ଯୋଜନାକୁ ଅଣଦେଖା

ଯାଜପୁର ଅଫିସ,୯ା୩: ୧୯୮୪ର ଭୋପାଳ ଗ୍ୟାସ୍‌ ଟ୍ରାଜେଡି କଥା ମନେପଡ଼ିଲେ ଏବେ ବି ଦେହ ଶିହରି ଉଠେ। ଏଥିରେ ପ୍ରାୟ ୩,୭୮୭ଜଣଙ୍କ ମୃତ୍ୟୁ ଘଟିଥିଲା। ଆହତଙ୍କ ସଂଖ୍ୟା ବି କମ୍‌ ନ ଥିଲା। ୨୦୦୮ରେ ସମ୍ବଲପୁର ଜିଲା ଠେଲକୋଲୋଏସ୍ଥିତ ଭୂଷଣ ଷ୍ଟିଲର…

ଅପହରଣକୁ ପ୍ରତିରୋଧ କରିବାରୁ ହତ୍ୟା

ରାଜନଗର, ୯ା୩(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା କୁରୁଣ୍ଟି ପଞ୍ଚାୟତ ଚନ୍ଦ୍ରଶିଖର ଗଁାରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଝିଆରୀଙ୍କ ଅପହରଣକୁ ପ୍ରତିରୋଧ କରିବାକୁ ଯାଇ ବଳି ପଡିଛନ୍ତି ଦାଦା। ଝିଆରୀଙ୍କୁ ପ୍ରେମ କରୁଥିବା ଜଣେ ଯୁବକ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?