ଆମ ଜିଲା ଖବର

୭ ଓ୍ବାର୍ଡ କଂଗ୍ରେସ ଶୂନ୍ୟ

ଢେଙ୍କାନାଳ ଅଫିସ, ୮ା୩ ଢେଙ୍କାନାଳ ପୌର ପରିଷଦ ନିର୍ବାଚନରେ ହାତ ଟେକିଦେଲା କଂଗ୍ରେସ। ୨୦୧୩ରେ ମ୍ୟୁନିସିପାଲିଟିର ମୋଟ ୨୩ ଓ୍ବାର୍ଡ ମଧ୍ୟରୁ ୧୧ ଆସନରେ ବିଜୟୀ ହୋଇ ସର୍ବବୃହତ୍‌ ଦଳ ପାଲଟିଥିବା ବେଳେ ଚଳିତ ନିର୍ବାଚନରେ କଂଗ୍ରେସକୁ ପ୍ରାର୍ଥୀ ମିଳିଲେ ନାହିଁ।…

ଅଧ୍ୟକ୍ଷ ପଦ ଲାଗି ୧୭ ପ୍ରାର୍ଥୀ

ବାରିପଦା ଅଫିସ,୮ା୩ ମୟୂରଭଞ୍ଜ ଜିଲା ବାରିପଦା ପୌରାଧ୍ୟକ୍ଷ ପଦବୀ ଲାଗି ମୋଟ ୧୭ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି। ବିଜେଡିି, କଂଗ୍ରେସ, ଭାଜପା, ଜେଏମ୍‌ଏମ୍‌ ଓ ସ୍ବାଧୀନ ପ୍ରାର୍ଥୀମାନେ ଅଧ୍ୟକ୍ଷ ପଦ ନିମନ୍ତେ ସମର୍ଥକଙ୍କ ସହ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ୱାର୍ଡ…

ଏଥର ତ୍ରିମୁଖୀ ଲଢ଼େଇ

କେନ୍ଦୁଝର, ୮ା୩ (ସ୍ବ.ପ୍ର.) ପାୈରନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲର ସୋମବାର ଥିଲା ଶେଷ ଦିନ। ଚଳିତ ନିର୍ବାଚନରେ ପାୈରାଧ୍ୟକ୍ଷ ନିର୍ବାଚନ ବହୁ ବର୍ଷ ପରେ ସିଧାସଳଖ ହେବାକୁ ଯାଉଛି। ଏଣୁ ଏନେଇ ଉତ୍କଣ୍ଠା ପ୍ରକାଶ ପାଇଛି। କେନ୍ଦୁଝରଗଡ଼ ପାୈରପାଳିକାର ଅଧ୍ୟକ୍ଷ ପଦବୀ…

ବିଜେଡିକୁ ଭୟ କ୍ରସ୍‌ ଭୋଟିଂ

ବାହାନଗା, ୮ା୩(ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସରିବା ପରେ ଏବେ ଆରମ୍ଭ ହୋଇଛି ବ୍ଲକ ଅଧ୍ୟକ୍ଷ ନିର୍ବାଚନ ଲାଗି ପ୍ରସ୍ତୁତି। ଆସନ୍ତା ୧୨ ତାରିଖରେ ହେବ ବ୍ଲକ ଅଧ୍ୟକ୍ଷ ନିର୍ବାଚନ। ଏହି ନିର୍ବାଚନରେ ବିଜେଡିକୁ କ୍ରସଭୋଟିଂ ଭୟ ଦେଖାଦେଇଛି। ସେଥିପାଇଁ ଘୋଡା…

ଧ୍ୱଂସସ୍ତୂପରୁ ଜୀବନ ବଞ୍ଚେଇ ଫେରିଛନ୍ତି ଶାଶ୍ୱତ

ସୋର, ୮ା୩(ଡି.ଏନ.ଏ) ରୁଷିଆ ବୋମାମାଡ଼ରେ ଧ୍ୱଂସବିଧ୍ୱଂସ୍ତ ହୋଇପଡିଥିବା ୟୁକ୍ରେନର ପ୍ରମୁଖ ସହର ଖର୍କିଭରୁ ଜୀବନ ବଞ୍ଚେଇ ୭ ଦିନ ପରେ ଘରେ ପହଞ୍ଚିଛନ୍ତି ବାଲେଶ୍ୱର ଜିଲା ସୋରର ଶାଶ୍ୱତ। ୧୧ଦିନ ହେଲା ପୁଅର ଫେରିବା ବାଟକୁ ଚାହଁି ରହିଥିବା ପରିବାର ଲୋକେ…

‘ଖାଦ୍ୟାଭାବରୁ ଛାତ୍ରୀଛାତ୍ରଙ୍କୁ ବରଫ ଖାଇବାକୁ ପଡୁଛି’

ସିମୁଳିଆ,୮ା୩(ଡି.ଏନ.ଏ.) ୟୁକ୍ରେନର ମିକୋଲାଇଭରୁ ମୁଲଡାବା ଓ ସେଠାରୁ ରୋମାନିଆ ଆଦି ୩ଟି ଦେଶ ପାରିହୋଇ ଡାକ୍ତରୀ ଛାତ୍ରୀ ଭାରତୀ ମହାନ୍ତି(୨୩) ଗାଁରେ ପହଞ୍ଚିଛନ୍ତି। ଭାରତୀଙ୍କ ଘର ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଈଶ୍ୱରପୁର ଅଞ୍ଚଳରେ। ଦୀର୍ଘ ୪ବର୍ଷ ପରେ ସେ ଗାଁକୁ…

ସ୍ତ୍ରୀହନ୍ତାଙ୍କୁ ଆଜୀବନ କାରାଦଣ୍ଡ

ଝାରସୁଗୁଡ଼ା ଅଫିସ,୮ା୩: ସ୍ତ୍ରୀ ହତ୍ୟା ମାମଲାର ବିଚାର କରି ଝାରସୁଗୁଡ଼ା ଜିଲା ଦୌରାଜଜ୍‌ ସତ୍ୟବ୍ରତ ମିଶ୍ର ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତ ସ୍ବାମୀ ହେଲେ ଝାରସୁଗୁଡ଼ା ସେଲ୍ସଟ୍ୟାକ୍ସ କାର୍ଯ୍ୟାଳୟର ଅବସରପ୍ରାପ୍ତ ପିଅନ ଗୋବିନ୍ଦ ଖାତି। ତାଙ୍କୁ ୩୦୨…

ସରିଲା ନାମାଙ୍କନ: ଆଗକୁ ପ୍ରଚାର

ବରଗଡ଼ ଅଫିସ୍‌,୮।୩: ବରଗଡ଼ ଜିଲାରେ ପୌର ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ଶେଷ ହୋଇଛି। ଏହାପରେ ପୌର ପରିଷଦ ଦଖଲ ପାଇଁ ସବୁଦଳଙ୍କ କସରତ ଆରମ୍ଭ ହୋଇଛି। ପଞ୍ଚାୟତ ଭୋଟ୍‌ବେଳେ ଗ୍ରାମାଞ୍ଚଳରେ ଯେଭଳି ବିଭିନ୍ନ ରାଜନୈତିକ ଦଳର ନେତାମାନେ ଡେରା ପକାଇଥିଲେ…

ମହିଳାଙ୍କୁ ସ୍ୱାବଲମ୍ବୀ କରାଇଛି ନଡ଼ିଆ କତା ଶିଳ୍ପ

କଟକ ଅଫିସ,୮ା୩:ବର୍ତ୍ତମାନ ସମୟରେ ନାରୀମାନେ ପୁରୁଷଙ୍କ ଭଳି ପ୍ରତି କ୍ଷେତ୍ରରେ କାର୍ଯ୍ୟ କରି ନିଜର ନୂତନ ପରିଚୟ ସୃଷ୍ଟି କରିବା ସହ ସମାଜରେ ଏକ ସ୍ବତନ୍ତ୍ର ଜାଗା କରିସାରିଲେଣି। ଆଗଭଳି ନାରୀ ଆଉ ଅବଳା ନ ହୋଇ ନିଜ ପାଇଁ ନୂଆ…

୧୧ହଜାର ଶିଶୁ, ୨୬୩୧ ଗର୍ଭବତୀ ନେବେ ଟିକା

ଖୋର୍ଦ୍ଧା ଅଫିସ,୮ା୩:କୋଭିଡ୍‌ ମହାମାରୀ ସମୟରେ ନିୟମିତ ଟିକାକରଣରୁ ବଞ୍ଚିତ ପିଲାମାନଙ୍କୁ ଟିକାକରଣ ନିମନ୍ତେ ସୋମବାର ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ କାର୍ଯ୍ୟାଳୟ ମାତୃ ଓ ଶିଶୁ ଯତ୍ନ କେନ୍ଦ୍ର ପରିସରରେ ରାଜ୍ୟସ୍ତରୀୟ ସଘନ ମିଶନ ଇନ୍ଦ୍ରଧନୁଷ ୪.୦ ଟିକାକରଣ କାର୍ଯ୍ୟକ୍ରମ ଶୁଭାରମ୍ଭ…

ପୌର ନିର୍ବାଚନ: ୧୬୨ ପ୍ରାର୍ଥିପତ୍ର ଦାଖଲ

ଯାଜପୁର ଅଫିସ,୮ା୩:ସୋମବାର ପ୍ରାର୍ଥିପତ୍ର ଦାଖଲର ଅନ୍ତିମ ଦିବସରେ ଯାଜପୁର ଓ ବ୍ୟାସନଗର ମ୍ୟୁନିସିପାଲିଟିରେ ଅଧ୍ୟକ୍ଷା/ଅଧ୍ୟକ୍ଷ ଓ କାଉନସିଲର ପଦବୀ ପାଇଁ ୧୧୮ ଜଣ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହାକୁ ମିଶାଇ ଦୁଇ ମ୍ୟୁନିସିପାଲିଟିରେ ମୋଟ ୧୬୨ ଜଣ ପ୍ରାର୍ଥୀପତ୍ର ଦାଖଲ ହୋଇଛି।…

ଈଶ୍ୱରପୁରରେ ରାଶନ, ରିଲିଫ ଚାଉଳ ହଡପ

ରାଜନଗର,୮ା୩(ଡି.ଏନ.ଏ.):ରାଜନଗର ବ୍ଲକ ଈଶ୍ୱରପୁର ପଞ୍ଚାୟତରେ ୬୪୦ ହିତାଧିକାରୀଙ୍କ ରିଲିଫ ଚାଉଳ, ରାଶନ ଚାଉଳ, ଗହମ ଓ କିରୋସିନ ହଡପ କରାଯାଇଛି। ଏ ନେଇ ସୋମବାର ବ୍ଲକ କାର୍ଯ୍ୟାଳୟରେ ଶହେରୁ ଊର୍ଦ୍ଧ୍ୱ ହିତାଧିକାରୀ ପହଞ୍ଚତ୍ ଏବିଡିଓ ଶ୍ରୀକାନ୍ତ କୁମାର ମହାନ୍ତିଙ୍କୁ ଅଭିଯୋଗ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?