ଆମ ଜିଲା ଖବର

ଯାଞ୍ଚରେ କଟିବେ ବିଜେଡିର ଅସନ୍ତୁଷ୍ଟ ପ୍ରାର୍ଥୀ

କେନ୍ଦ୍ରାପଡ଼ା ଅଫିସ, ୮ା୩:କେନ୍ଦ୍ରାପଡ଼ା ପୌର ନିର୍ବାଚନ ବିଜେଡି ପାଇଁ ଏକ ଆହ୍ବାନ ସାଜିଛି। ପୌରାଞ୍ଚଳର ୨୧ ୱାର୍ଡ ମଧ୍ୟରୁ ୨ ନଂ., ୬ ନଂ., ୮ ନଂ., ୧୨ ନଂ., ୧୮ ନଂ., ୧୯ ନଂ. ଓ ୨୧ ନଂ. ୱାର୍ଡରେ…

ଶେଷଦିନରେ ରମ୍ଭା ଏନ୍‌ଏସିର ୨ଅଧ୍ୟକ୍ଷା-୨୧ କାଉନସିଲରଙ୍କ ନାମାଙ୍କନ ପତ୍ର ଦାଖଲ

ରମ୍ଭା,୭।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭାରେ ସ୍ଥାନୀୟ ନିର୍ବାଚନ କାର୍ଯ୍ୟାଳୟ ପରିସରରେ ଶେଷଦିନରେ ୨ ଅଧ୍ୟକ୍ଷା ଓ ୨୧ଜଣ କାଉନସିଲର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏନେଇ ସୋମବାର ନିର୍ବାଚନ ଅଧିକାରୀ ଜ୍ୟୋର୍ତିମୟ ଦାସ ସୂଚନା ଦେଇଛନ୍ତି। ଭାଜପା ପକ୍ଷରୁ ଆଖଣ୍ଡଳମଣି ମନ୍ଦିରଠାରୁ…

ବାଘଛାଲ ଜବତ: ୩ ଶିକାରୀ ଗିରଫ

ଦେବଗଡ଼, ୭।୩ (ଡି.ଏନ୍‌.ଏ.): ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ ଟୁହିଳାମାଲ ଜଙ୍ଗଲ ନିକଟରୁ ଦେବଗଡ଼ ପୋଲିସର ସ୍ପେଶାଲ ସ୍କ୍ବାଡ୍‌ ସୋମବାର ଏକ ବାଘଛାଲ ଜବତ କରିବା ସହ ୩ ବ୍ୟକ୍ତିଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ବାଘଛାଲ ସହ ଏକ…

ଶେଷ ଦିନରେ ନାମାଙ୍କନ ଦାଖଲ କଲେ ଭାଜପା, କଂଗ୍ରେସ

ଗଞ୍ଜାମ,୭।୩(ଡି.ଏନ୍‌.ଏ.) : ଆସନ୍ତା ୨୪ରେ ହେବାକୁ ଥିବା ପୌର ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ସୋମବାର ଶେଷ ହୋଇଛି l ଏହି ପ୍ରକ୍ରିୟା ୨ତାରିଖରୁ ଆରମ୍ଭ ହୋଇଥିଲା। ଶେଷ ଦିନରେ ଅଧକ୍ଷା ପଦ ପାଇଁ ଭାଜପାରୁ ଡି.ସାଇ ପ୍ରମିଳା, କଂଗ୍ରେସରୁ…

ଅଧ୍ୟକ୍ଷା ପାଇଁ ୩, କାଉନ୍‌ସିଲର ଲାଗି ୭୨ ନାମାଙ୍କନ

ପାରଳାଖେମୁଣ୍ଡି,୭ା୩(ଡି.ଏନ୍‌.ଏ.): ପାରଳାଖେମୁଣ୍ଡି ପୌର ପରିଷଦ ଅଧ୍ୟକ୍ଷା ପଦବୀ ପାଇଁ ରବିବାର ବିଜେଡିରୁ ନିର୍ମଳା ସେଠୀ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ସୋମବାର ଶେଷ ଦିନରେ ଭାଜପା ପକ୍ଷରୁ ଏମ. ରାଜେଶ୍ୱରୀ ଓ କଂଗ୍ରେସ ପକ୍ଷରୁ ଖଗେଶ୍ୱରୀ ବେହେରା ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସେହିପରି…

ପୌର ନିର୍ବାଚନ: ରାସ୍ତାରେ ମଦ ପିଇଲେ ଜରିମାନା

ବ୍ରହ୍ମପୁର ଅଫିସ,୭।୩: ରାସ୍ତାରେ କିମ୍ବା ସର୍ବସାଧାରଣ ସ୍ଥାନରେ ମଦ ପିଇବା ଉପରେ ବ୍ରହ୍ମପୁର ପୋଲିସ ପକ୍ଷରୁ କଟକଣା କରାଯାଇଛି। ଏହି କଟକଣା ସୋମବାରଠାରୁ ଲାଗୁ କରାଯାଇଛି। ପୌର ନିର୍ବାଚନକୁ ଶୃଙ୍ଖିଳିତ କରିବା ପାଇଁ ପୋଲିସ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିବା ବ୍ରହ୍ମପୁର…

ପୁଣି ମୁଣ୍ଡ ନେଲା କନାକୁଣ୍ଡ: ଇବ୍‌ ନଦୀରେ ବୁଡ଼ି ଚାଲିଗଲା ଜୀବନ

ସୁନ୍ଦରଗଡ଼,୭।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ଗାଁ ନିକଟ ଇବ୍‌ ନଦୀର କନାକୁଣ୍ଡ ଘାଟରେ ସୋମବାର ପୁଣି ଏକ ଅଘଟଣ ଘଟିଛି। ଜଣେ ଯୁବକ ନଦୀରେ ବୁଡ଼ି ମୃତ୍ୟୁ ଘଟିଛି । ଯୁବକ ଜଣକ ବିହାର ପାଟଣାର ରୁପେଶ…

ଛାତ୍ରୀକୁ ଧରି ଫେରାର ହୋଇଗଲେ ଶିକ୍ଷକ

କୁତ୍ରା,୭।୩ (ଡି.ଏନ.ଏ): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅଞ୍ଚଳରେ ଜଣେ ଶିକ୍ଷକ ଛାତ୍ରୀଙ୍କୁ ଧରି ଫେରାର ହୋଇଯାଇଥିବା ଜଣାପଡିଛି। ଏ ନେଇ ଶିକ୍ଷକଙ୍କ ନାଁରେ କୁତ୍ରା ଥାନାରେ ଏକ ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ, ରାଜଗାଙ୍ଗପୁର ଅଞ୍ଚଳର ଜଣେ ଶିକ୍ଷକ ରାଞ୍ଚିରୋଡ…

ଶେଷ ଦିନରେ ପ୍ରାର୍ଥିପତ୍ର ଦାଖଲ କଲେ ୩ ଦଳ

କେସିଙ୍ଗା,୭।୩: ସୋମବାର ପ୍ରାର୍ଥୀ ପତ୍ର ଦାଖଲର ଶେଷ ଦିନରେ କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ପଦ ପାଇଁ ୩ ପ୍ରମୁଖ ଦଳର ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି। ବିଜେଡିରୁ ନୃପରାଜ ଯାଦବ ନାମାଙ୍କନପତ୍ର ଦାଖଳ କରିଥିବା ବେଳେ କଂଗ୍ରେସର ରାମ…

ରମ୍ଭା ଏନ୍‌ଏସିର ୧୨ଟି ୱାର୍ଡରେ କାଉନସିଲର, ଅଧ୍ୟକ୍ଷା ପାଇଁ ପାର୍ଥିପତ୍ର ଦାଖଲ

ରମ୍ଭା,୭।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭାରେ ଏନ୍‌ଏସି ନିର୍ବାଚନ ପାଇଁ ରବିବାର ନାମାଙ୍କନ ପତ୍ର ଦାଖଲ କରାଯାଇଛି। ପଞ୍ଚମ ଦିନରେ ରମ୍ଭା ଏନ୍‌ଏସି କାର୍ଯ୍ୟାଳୟରେ ବିଜେଡି ପକ୍ଷରୁ ଅଧ୍ୟକ୍ଷା ପାର୍ଥୀନି କୁମାରୀ ବିଶାଳ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେହିପରି ୱାର୍ଡ ନମ୍ବର-୧ରୁ…

ଅଧ୍ୟକ୍ଷା ପଦବୀ ଦୌଡ଼ରେ ପ୍ରତିଦ୍ୱନ୍ଦ୍ୱିତା ନାହିଁ

କର୍ଲାମୁଣ୍ଡା,୭।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଧ୍ୟକ୍ଷା ପଦବୀ ଦୌଡ଼ରେ ଜଣେ ମାତ୍ର ପ୍ରାର୍ଥୀ ରହିଛନ୍ତି। ଫଳରେ ଗଜବାହଲ ପଞ୍ଚାୟତ ସମିତି ସଭ୍ୟା ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷା କୁନି ସାହୁ ପୁଣି ବ୍ଲକ ଅଧ୍ୟକ୍ଷା ହେବା ଗୋଟିଏ ପ୍ରକାର ନିଶ୍ଚିତ…

ବିଜେଡିର ୩ କାଉନସିଲରଙ୍କ ନାମାଙ୍କନପତ୍ର ଦାଖଲ

ଗଞ୍ଜାମ,୭ା୩(ଡି.ଏନ୍‌.ଏ.): ଆସନ୍ତା ୨୪ରେ ହେବାକୁ ଥିବା ପୌର ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲର ଶେଷଦିନରେ ବିଜେଡିର ଓ୍ବାର୍ଡ ନଂ ୧୦ର ସୁଜାତା କୁମାରୀ ମହାନ୍ତି, ଓ୍ବାର୍ଡ ନଂ ୧୧ ପି. ମୋହନ ରେଡ୍ଡି ଏବଂ ଓ୍ବାର୍ଡ ନଂ. ୧୨ ପାଇଁ ପି.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?