ଆମ ଜିଲା ଖବର

ନିର୍ଦ୍ୱନ୍ଦ୍ୱରେ ଜିତିଲେ ଓସିମ ଏଜଦାନୀ କାଦ୍ରୀ

ଧାମନଗର, ୨୧।୪(ସ୍ବ.ପ୍ର./ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ଏନ୍‌ଏସି (ବିଜ୍ଞାପିତ ଅଞ୍ଚଳ ପରିଷଦ)ର ଉପାଧ୍ୟକ୍ଷ ନିର୍ବାଚନ ବୁଧବାର ଅନୁଷ୍ଠିତ ହୋଇଯାଇଛି। ୬ନଂ. ୱାର୍ଡର କାଉନ୍‌ସିଲର ଓସିମ ଏଜଦାନୀ କାଦ୍ରୀ(ନୁରାନି) ନିର୍ଦ୍ୱନ୍ଦ୍ୱରେ ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ପ୍ରକାଶ ଯେ, ଗତ ମାର୍ଚ୍ଚ ୨୪ରେ…

ଡିପିଆର୍‌ ଅନୁମୋଦନ ବିନା ଚାଲିଛି କାମ

ପୁରୀ ଅଫିସ,୨୧।୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ୭୫ ମିଟର ପର୍ଯ୍ୟନ୍ତ ଉଚ୍ଛେଦ ହୋଇଥିବାବେଳେ ମେଘନାଦ ପାଚେରିଠାରୁ ୫୫ ମିଟର ଦୂରରେ ଏକ ପ୍ରାଚୀର ନିର୍ମାଣ କରାଯିବ। ଏଥିଲାଗି ବୁଧବାର ନମୁନା ଆସି ପହଞ୍ଚିଛି। ଶ୍ରୀମନ୍ଦିର ନିକଟରେ ଏହି ନମୁନାକୁ ରଖାଯାଇଛି।…

ଖୋର୍ଦ୍ଧାରେ ଚାଲିଛି ଶତାଧିକ ବେଆଇନ ଖଣି, କ୍ରଶର

ଖୋର୍ଦ୍ଧା ଅଫିସ,୨୧ା୪: ଖୋର୍ଦ୍ଧା ଜିଲାରେ ବେଆଇନ ଭାବେ ପଥର ଖନନ ଓ ମାଙ୍କଡ଼ା ପଥର ଚୋରା ଚାଲାଣ ବଢିବାରେ ଲାଗିଛି। ଏନ୍‌ଜିଟି ଛାଟ ପରେ ଜିଲା ପ୍ରଶାସନ ପକ୍ଷରୁ ଧରପଗଡ଼ ଜୋରଦାର ଆରମ୍ଭ ହୋଇଥିଲା। ବେଆଇନ ଭାବେ ଚାଲାଣ ହେଉଥିବା ଲଘୁ…

ବିଶ୍ୱ ଐତିହ୍ୟସ୍ଥଳ ପାଲଟିବ ଧବଳେଶ୍ୱର ପୀଠ

ଖୁଣ୍ଟୁଣୀ,୨୧ା୪(ଡି.ଏନ୍‌.ଏ.): ଏକାଦଶ ଶତାବ୍ଦୀରେ ନିର୍ମିତ କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱର ଶୈବପୀଠ ବିଶ୍ୱ ଐତିହ୍ୟ ମାନଚିତ୍ରରେ ସ୍ଥାନ ପାଇବା ପାଇଁ ପ୍ରୟାସ ଆରମ୍ଭ ହୋଇଛି। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଏକ ମ୍ୟାପ୍‌ ଜାରି କରାଯାଇଛି। ବିଶେଷକରି ପର୍ଯ୍ୟଟକଙ୍କୁ…

୨୨୨ ଟଙ୍କା ମଜୁରିରେ କାମ କରୁନାହାନ୍ତି ଶ୍ରମିକ

ବିଞ୍ଝାରପୁର,୨୧ା୪(ଡି.ଏନ.ଏ.): ବିଞ୍ଝାରପୁର ପଞ୍ଚାୟତ ସମିତିର ପ୍ରଥମ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ରଞ୍ଜିତା କୁମାରୀ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ମୁଖ୍ୟଅତିଥି ଭାବେ ବିଞ୍ଝାରପୁର ବିଧାୟିକା ତଥା ଶାସକଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଯୋଗଦେଇ ବ୍ଲକରେ ହୋଇଥିବା…

ବିଜୁ ସେତୁ ନାମରେ ଲକ୍ଷାଧିକ ଟଙ୍କା ଚଳୁ, ସୁଇମିଂ ପୁଲ ଭଳି ଗର୍ତ୍ତ ଖୋଳି ଫେରାର

ରଗଡ଼ି, ୨୧ା୪(ଡି.ଏନ.ଏ.): କୋରେଇ ବ୍ଲକ ରଣପୁର ପଞ୍ଚାୟତ ରଣପୁର ଗ୍ରାମର ଗହନିଆ ନାଳ ଉପରେ ବିଜୁ ସେତୁ ନିର୍ମାଣ ନାମରେ ଲକ୍ଷାଧିକ ଟଙ୍କା ଚଳୁ ହୋଇଥିବା ଅଭିଯୋଗ ହୋଇଛି। ଠିକାଦାର ଏକ ସୁଇମିଂ ପୁଲ ଭଳି ଗର୍ତ୍ତ ଖୋଳି ଅଧାପନ୍ତରିଆ କାମ…

ପ୍ରଦୂଷଣ ଯୋଗୁ ହ୍ରାସପାଉଛି କାଜୁବାଦାମ ଉତ୍ପାଦନ

ମହାକାଳପଡ଼ା ,୨୧ା୪ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବତିଘର, ରାମନଗର ଆଦି ଅଞ୍ଚଳରେ ପ୍ରଦୂଷଣ ବଢିବାରେ ଲାଗିଛି। ଫଳରେ ଜଙ୍ଗଲରେ କାଜୁବାଦାମ ଫଳ ଯଥେଷ୍ଟ ପରିମାଣରେ ଉତ୍ପାଦନ ହ୍ରାସ ପାଉଛି ବୋଲି ଚାଷୀମାନେ ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ,…

୭ ନଦୀ,୨୭ ନାଳବନ୍ଧ ଅସୁରକ୍ଷିତ

କେନ୍ଦ୍ରାପଡ଼ା ଅଫିସ,୨୧ା୪: ଗତ ସପ୍ତାହରେ ଜଳସମ୍ପଦ ବିଭାଗ ପକ୍ଷରୁ କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀବନ୍ଧର ସର୍ବେକ୍ଷଣ ହୋଇଛି । ବିଭାଗୀୟ ଉଚ୍ଚ ପଦାଧିକାରୀଙ୍କ ସହିତ ଜିଲା ଅଧିକାରୀ ମିଳିତ ଅନୁଧ୍ୟାନ କରି ଦୁର୍ବଳ ସ୍ଥାନ ଚିହ୍ନଟ କରିଛନ୍ତି । ଲୁଣା ତଟବନ୍ଧର…

ମଦଦୋକାନୀଙ୍କ ଉପରେ ଅଙ୍କୁଶ ରହୁନି, ଦିବାଲୋକରେ ଗ୍ରାହକଙ୍କୁ ଲୁଟୁଛନ୍ତି

ଜଗତ୍‌ସିଂହପୁର ଅଫିସ, ୨୧।୪: ଜଗତ୍‌ସିଂହପୁର ଜିଲାରେ ମଦ ଦୋକାନୀମାନଙ୍କ ଉପରେ ପ୍ରଶାସନର ଅଙ୍କୁଶ ରହୁନି। ଅନେକ ଦୋକାନୀ ଦିବାଲୋକରେ ଗ୍ରାହକଙ୍କୁ ଲୁଟୁଛନ୍ତି। ସରକାରୀ ନିୟମକାନୁନକୁ ଦୋକାନୀମାନେ ଦଳି ମକଚି ଚୋରା ଚାଲଣ ଚଳାଇଛନ୍ତି। ଏ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବାରେ…

ଜଣେ ଏସିପି, ୭ ଇନ୍ସପେକ୍ଟର, ୪୪ ଏସ୍‌ଆଇ, ୪ ଏଏସ୍‌ଆଇଙ୍କ ବଦଳି

କଟକ ଅଫିସ,୨୧ା୪: କମିଶନରେଟ୍‌ ପୋଲିସରେ ବୁଧବାର ଜଣେ ଏସିପିଙ୍କ ସମେତ ୭ ଇନ୍ସପେକ୍ଟର, ୪୪ ସବ୍‌ଇନ୍ସପେକ୍ଟର ଓ ୪ ଜଣ ଆସିଷ୍ଟାଣ୍ଟ ସବ୍‌ଇନ୍ସପେକ୍ଟରଙ୍କ ବଦଳି କମିଶନରେଟ ପୋଲିସ ମଧ୍ୟରେ କରାଯାଇଛି। ବିଭିନ୍ନ ଥାନାରେ ଖାଲି ପଡ଼ିଥିବା ପଦବୀ, ପ୍ରଶାସନିକ ଆବଶ୍ୟକତା ଓ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିରୋଧରେ ମାମଲା ଦାଏର

ପୁରୀ ଅଫିସ,୨୧।୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ବେଆଇନ ଖନନ ଓ ନିର୍ମାଣ ବିରୋଧରେ ବୁଧବାର ପୁରୀ ଓକିଲ ସଂଘ ତରଫରୁ ସିଭିଲ ଜଜ୍‌ ସିନିୟର ଡିଭିଜନ୍‌ଙ୍କ କୋର୍ଟରେ ମକଦ୍ଦମା ଦାଏର ହୋଇଛି। ଆମ୍‌ସାର୍‌ ଆକ୍ଟ-୧୯୫୮ର ଉଲ୍ଲଂଘନ କରି ରାଜ୍ୟ ସରକାର,…

ଲାଞ୍ଚ ନେବା ଘଟଣା: କୋର୍ଟ ଚାଲାଣବେଳେ ଡାକ୍ତରଖାନାରେ ଭର୍ତ୍ତି ହେଲେ ଜନସ୍ବାସ୍ଥ୍ୟ ଅଧିକାରୀ

ବରଗଡ଼ ଅଫିସ,୨୦ା୪: ଲାଞ୍ଚ ନେବାବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଥିବା ବରଗଡ଼ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଚୂଳବତୀ ସାହୁ ଅସୁସ୍ଥ ହୋଇ ପଡ଼ିଛନ୍ତି। ତାଙ୍କୁ ବୁଧବାର ପୂର୍ବାହ୍ନରେ ସମ୍ବଲପୁର ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉଚ୍ଚ ରକ୍ତଚାପ ଯୋଗୁ ଡା.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?