ଆମ ଜିଲା ଖବର

ଘୁମୁସର ବନଖଣ୍ଡରେ ୮୫ ହାତୀ

ଭଞ୍ଜନଗର,୨୩।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଏବଂ ଦକ୍ଷିଣ ଘୁମୁସର ବନଖଣ୍ଡରେ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ୮୫ ହାତୀ ଥିବା ଜଣାପଡ଼ିଛି। ସେଥିମଧ୍ୟରେ ଉତ୍ତର ଘୁମୁସର ବନଖଣ୍ଡରେ ୪୫ ଏବଂ ୪୦ ଟି ହାତୀ ଦକ୍ଷିଣ ଘୁମୁସର ବନଖଣ୍ଡରେ...

ଗାଁ ମୁହଁରେ ଆଣ୍ଠୁଏ କାଦୁଅ

ଢେଙ୍କିକୋଟ,୨୩ା୯(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟ ପଞ୍ଚାୟତ ଢେଙ୍କିକୋଟ ଗ୍ରାମର ଦଳେଇସାହିସ୍ଥିତ ହାଇସ୍କୁଲ ପୋଖରୀହୁଡ଼ା ସାହି ଏବଂ ଢେଙ୍କିକୋଟ ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଆଣ୍ଠୁଏ କାଦୁଅ ହୋଇଛି। ଅସରାଏ ବର୍ଷା ହେଲେ ରାସ୍ତାରେ ଯାତାୟାତ ସମ୍ଭବ ହେଉନାହିଁ।...

୨ ମାସରେ ଧରିଲେଣି ୨୦୦ ସାପ

କେନ୍ଦୁଝର,୨୩ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗାଁ ବ୍ଲକ୍‌ ଢେଙ୍କିକୋଟ ମୁସଲିମ ସାହିର ସାପ ଧରାଳି ଅବଦୁଲ ନାଦିର ଅନ୍‌ସାରୀ(୨୪)। ଅଞ୍ଚଳରେ ସାପ ମଣିଷ ଭାବେ ପରିଚୟ ଲାଭ କରିଥିବା ଏହି ଯୁବକ ଗତ ୨ ମାସ ମଧ୍ୟରେ ୨...

ଶୋଷ ମେଣ୍ଟାଉଛି ଚୁଆପାଣି

ଯୋଡ଼ା,୨୩ା୯(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଖଣି କ୍ଷେତ୍ରରେ ବିଭିନ୍ନ ଖଣି ଓ ଶିଳ୍ପ ସଂସ୍ଥା ରହିଛି। ଏଠାରେ ଥିବା ଖଣିରୁ ରାଜ୍ୟ ସରକାର ଅନେକ କୋଟି ଟଙ୍କା ରାଜସ୍ବ ପାଉଛନ୍ତି। ଏହା ସହ ଜିଲା ଖଣିଜ ପାଣ୍ଠିରେ ଅଜସ୍ର...

ଡୁବୁରୀ-ଟାଟା ଷ୍ଟିଲ୍‌ ୟାର୍ଡକୁ ନୂତନ ରେଳ ଲାଇନ ପ୍ରସ୍ତାବ

ଯାଜପୁର,୨୩ା୯(ହର୍ଷବର୍ଦ୍ଧନ ବେହେରା): କଳିଙ୍ଗନଗର ଟାଟା ଷ୍ଟିଲ୍‌ର ଦ୍ୱିତୀୟ ପର୍ଯ୍ୟାୟ ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି। ଏଥିରେ ଅତିରିକ୍ତ ୨୩ ହଜାର ୫୦୦ କୋଟି ଟଙ୍କା ବିନିଯୋଗ କରି ବାର୍ଷିକ ୩ ନିୟୁତ ମେଟ୍ରିକ ଟନ୍‌ରୁ ୮ ନିୟୁତ ମେଟ୍ରିକ ଟନ୍‌(ଏମ୍‌ଟିପିଏ) ପର୍ଯ୍ୟନ୍ତ...

ରାସ୍ତା ମଝିରେ ଗର୍ତ୍ତ, ଦୁର୍ଘଟଣା ବଢୁଛି

ଯାଜପୁରରୋଡ୍‌,୨୩ା୯ (ପବିତ୍ର ରଞ୍ଜନ ମହାନ୍ତି): ଯାଜପୁର-କେନ୍ଦୁଝର ରେଳଷ୍ଟେଶନ ସହ ବସଷ୍ଟାଣ୍ଡକୁ ସଂଯୋଗ କରୁଥିବା ରେଲ୍‌ଓ୍ବେ ରାସ୍ତାଟି ସହରର ଏକ ପ୍ରମୁଖ ରାସ୍ତା। ଏହି ରାସ୍ତା ଗୋପବନ୍ଧୁ ଛକଠାରୁ ଆରମ୍ଭ ହୋଇ ଷ୍ଟେଶନବଜାର, ବସ୍‌ଷ୍ଟାଣ୍ଡ, ବ୍ୟାସନଗର ପୌର ପରିଷଦ ଓ ତହସିଲ...

ପ୍ରଦୂଷିତ ହେଉଛି ଖଣି ଅଞ୍ଚଳ

କାଳିଆପାଣି,୨୩ା୯(ଅସିତ ମହାନ୍ତ): ଯାଜପୁର ଜିଲାର ଖଣି ଅଞ୍ଚଳ ପ୍ରଦୂଷିତ ହେବାରେ ଲାଗିଛି। ଜଳବାୟୁ ପରିବର୍ତ୍ତନ ଯୋଗୁ ତାପମାତ୍ରା ବଢ଼ିବାରେ ଲାଗିଛି। ଫଳରେ ଅଦିନିଆ ବର୍ଷା ସହ ଗୁଳୁଗୁଳି ଓ ରୌଦ୍ରତାପ ଅନୁଭୂତ ହେଉଛି। ସେହିପରି ଋ଼ତୁ ପରିବର୍ତ୍ତନ ଯୋଗୁ ପାଣିର...

ବିଞ୍ଝାରପୁରରେ ବରୀ ଗୋଟି ଖେଳିପାରେ ବିଜେଡି

ଯାଜପୁର,୨୩ା୯(ହର୍ଷବର୍ଦ୍ଧନ ବେହେରା): ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ବାଚସ୍ପତି ଭାବେ ମନୋନୀତ ହେବା ପରେ ଯାଜପୁର ଜିଲା ବିଞ୍ଝାରପୁର ବିଧାନସଭା ନିର୍ବାଚନମଣ୍ଡଳୀକୁ ନେଇ ଚର୍ଚ୍ଚା ଜୋର ଧରିଛି। ପ୍ରମିଳା ୬ଥର ଏହି ଆସନରୁ ବିଜୟୀ ହୋଇଛନ୍ତି।...

ଏଟିଏମ୍‌ କାଟି ୨୩.୩୯ ଲକ୍ଷ ନେଇଗଲେ

ଜଟଣୀ,୨୩ା୯(ରବୀନ୍ଦ୍ର ନାଥ ମହାକୁଡ଼): ଜଟଣୀ ଥାନା ଅଧୀନ ଗଜପତିନଗର ରେତଙ୍ଗ କଲୋନୀ ବଜାରରେ ଥିବା ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ଏଟିଏମ୍‌ କାଟି ଦୁର୍ବୃତ୍ତମାନେ ୨୩ ଲକ୍ଷ ୩୯ ହଜାର ଟଙ୍କା ଲୁଟି ନେଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ଏଫ୍‌ଏସ୍‌ଏସ୍‌ ପିଏନ୍‌ବି...

ବିର୍ଲା ଟାୟାର୍ସ ଖୋଲିବା ନେଇ ଆଶା ସଞ୍ଚାର

ବାଲେଶ୍ୱର,୨୩।୯(ମାନସ ବିଶ୍ୱାଳ): ଦୀର୍ଘ ଦିନ ହେବ ବନ୍ଦ ପଡ଼ିଥିବା ବାଲେଶ୍ୱର ଜିଲାର ବୃହତ୍‌ ଶିଳ୍ପ ବିର୍ଲା ଟାୟାର୍ସ ଚାଲୁହେବା ନେଇ ଆଶା ସଞ୍ଚାର ହୋଇଛି। ଆସନ୍ତା ଅକ୍ଟୋବର ୪ ତାରିଖରେ ନ୍ୟାଶନାଲ କମ୍ପାନୀ ଲ’ ଟ୍ରିବ୍ୟୁନାଲ (ଏନ୍‌ସିଏଲ୍‌ଟି) କୋଲକାତା ଶାଖାରେ...

ଚିତ୍ରଶିଳ୍ପୀ ପଦ୍ମନାଭଙ୍କ ପରଲୋକ

ସମ୍ବଲପୁର,୨୩ା୯(ବି.ଶଙ୍କର): ସାରଳା ପୁରସ୍କାରପ୍ରାପ୍ତ ବିଶିଷ୍ଟ ଚିତ୍ରଶିଳ୍ପୀ ପଦ୍ମନାଭ ମିଶ୍ରଙ୍କ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଚିକିତ୍ସାଳୟରେ ଶୁକ୍ରବାର ସକାଳେ ପରଲୋକ ହୋଇଛି। ତାଙ୍କୁ ୮୩ ବର୍ଷ ହୋଇଥିଲା। ପୁରୀ ସ୍ବର୍ଗଦ୍ୱାରରେ ତାଙ୍କର ଅନ୍ତ୍ୟେଷ୍ଟି କ୍ରିୟା ସମ୍ପନ୍ନ ହୋଇଛି। ପୁତ୍ର ସିଦ୍ଧାର୍ଥ ମୁଖାଗ୍ନି...

ପାଇପ ଲାଇନ ବିଛା ଯୋଗୁ ରାସ୍ତା କାଦୁଅ

ନାଉଗାଁ ,୨୩ା୯ (ସୁଧା ବେହୁରା): ସରକାରଙ୍କ ବସୁଧା ଯୋଜନାରେ ନାଉଗାଁ ବ୍ଲକରେ ପ୍ରକଳ୍ପ ନିର୍ମାଣଠାରୁ ଆରମ୍ଭ କରି ପାଇପ ବିଛା କାର୍ଯ୍ୟ ଜାରି ରହିଛି। ପ୍ରତ୍ୟେକ ଗୃହକୁ ପାନୀୟ ଜଳ ଯୋଗାଇବା ପାଇଁ ପାଇପ ଲାଇନ ସଂଯୋଗ କରାଯାଉଛି। ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri