ଆମ ଜିଲା ଖବର

ଭଦ୍ରକ କଲେଜରେ ଛାତ୍ର ଅଶାନ୍ତି

ଭଦ୍ରକ ଅଫିସ, ୫ ।୩ ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ପରୀକ୍ଷା ଅଫ୍‌ଲାଇନ ପରିବର୍ତ୍ତେ ଅନ୍‌ଲାଇନ କରିବା ଦାବିରେ ଶୁକ୍ରବାର ଛାତ୍ର ଅଶାନ୍ତି ଦେଖାଦେଇଛି। ଛାତ୍ରୀଛାତ୍ର କଲେଜ ଫାଟକରେ ତାଲା ପକାଇ ହୋହାଲ୍ଲା କରି ଆନ୍ଦୋଳନ କରିଥିଲେ। ଟାଉନ ଥାନା…

ବଡ଼ ଭାଇଙ୍କ ମୁଥମାଡ଼ରେ ଚାଲିଗଲା ଜୀବନ

ବଲାଙ୍ଗୀର ଅଫିସ, ୫।୩: ବଡ଼ ଭାଇଙ୍କ ମୁଥମାଡ଼ରେ ସାନ ଭାଇଙ୍କ ମୃତ୍ୟୁ। ଏଭଳିଏକ ଘଟଣା ଘଟିଛି ବଲାଙ୍ଗୀର ସହର ରବିଦାସ ନଗରରେ । ଭାଇଭାଇ ମଧ୍ୟରେ କଳହ ହୋଇ ବଡ଼ ଭାଇ ସାନ ଭାଇକୁ ହତ୍ୟା କରିଛନ୍ତି। ମୃତକ ହେଲେ ରବିଦାସ…

ବଲାଙ୍ଗୀର ପୌର ନିର୍ବାଚନ: ଅଧ୍ୟକ୍ଷା ପ୍ରାର୍ଥୀଙ୍କ ଉପରେ ନଜର

ବଲାଙ୍ଗୀର ଅଫିସ,୫ା୩: ବଲାଙ୍ଗୀର ପୌର ନିର୍ବାଚନ ପାଇଁ ଉତ୍ସାହ ଧୀରେ ଧୀରେ ବଢ଼ିବାରେ ଲାଗିଛି। ନାମାଙ୍କନ ପତ୍ର ଦାଖଲ ସମୟ ପାଖେଇ ଆସୁଥିବା ବେଳେ ତିନି ପ୍ରମୁଖ ଦଳର ଅଧ୍ୟକ୍ଷା ପ୍ରାର୍ଥୀଙ୍କ ଉପରେ ସମସ୍ତଙ୍କ ନଜର କେନ୍ଦ୍ରୀଭୂତ ହୋଇଛି। ସଦ୍ୟ ସମାପ୍ତ…

ଆଜିଠୁ ଯାଞ୍ଚ କଡାକଡ଼ି

ସୋନପୁର,୫।୩(ନି.ପ୍ର.): ସୁବର୍ଣ୍ଣପୁର ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟିର ବୈଠକ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଜିଲାପାଳ ଅବୋଲି ସୁନିଲ ନରଓ୍ବଣେ ବୈଠକରେ ଅଧ୍ୟକ୍ଷତା କରିଥିଲେ। ସଡକ ଦୁର୍ଘଟଣା ହ୍ରାସ ପାଇଁ ଆଞ୍ଚଳିକ ପରିବହନ ବିଭାଗ ଓ ଜିଲା ପୋଲିସ…

ଚା ଦୋକାନୀରୁ ହେଲେ ସରପଞ୍ଚ

ଡୁଙ୍ଗୁରିପାଲି,୫ା୩(ଡି.ଏନ୍‌.ଏ.): ଚଳିତ ପଞ୍ଚାୟତ ନିର୍ବାଚନରେ ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକର ପଣ୍ଡକିଟାଲ, ନାଇକେନପାଲି ପଞ୍ଚାୟତରେ ଜଣେ ଚା ଦୋକାନୀ ବିଜୟୀ ହୋଇ ସରପଞ୍ଚ ହୋଇଛନ୍ତି। ସେ ହେଲେ ପଣ୍ଡକିଟାଲ ଗ୍ରାମର ଗୋବିନ୍ଦ ସେଠ। ଲୋକସମ୍ପର୍କ ଯୋଗୁ ସେ ଆଜି ସରପଞ୍ଚ ହୋଇ…

ଝାରସୁଗୁଡ଼ାରେ ୟୁକ୍ରେନ୍‌ ଫେରନ୍ତା ଛାତ୍ରୀଛାତ୍ରଙ୍କୁ ସ୍ବାଗତ

ଝାରସୁଗୁଡ଼ା ଅଫିସ,୫ା୩: ରୁଷିଆ-ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧ ଲାଗ ରହିଛି। ଏଥିରେ ୟୁକ୍ରେନ୍‌ ଧ୍ୱସ୍ତବିଧ୍ୱସ୍ତ ହେବାରେ ଲାଗିଛି। ୟୁକ୍ରେନ୍‌ରେ ଅଧ୍ୟୟନ କରୁଥିବା ଭାରତର ଡାକ୍ତରୀ ଓ ଇଞ୍ଜିନିୟରିଂ ଛାତ୍ରୀଛାତ୍ର ନିଜ ଦେଶକୁ ଫେରି ନ ପାରି ଫସି ରହିଛନ୍ତି। ଅଭିଭାବକମାନେ ନିଜ ଝିଅପୁଅଙ୍କୁ…

ପ୍ରବାଦ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ ଅଫିସ, ୫।୩: ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଆଜି ହେଉଛି ୧୦୬ତମ ଜନ୍ମ ଜୟନ୍ତୀ। ଏହି ଅବସରରେ ପ୍ରବାଦ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତୀ କରିଛନ୍ତି ଶିଳ୍ପୀ…

ଚର୍ଚ୍ଚାରେ ଗଞ୍ଜାମ ଜିଲା ପରିଷଦ ଅଧ୍ୟକ୍ଷା ପଦ

ବ୍ରହ୍ମପୁର ଅଫିସ,୫ା୩: ଗଞ୍ଜାମ ଜିଲା ପରିଷଦ ନିର୍ବାଚନରେ ବିଜେଡି ନିରଙ୍କୁଶ ସଂଖ୍ୟା ଗରିଷ୍ଠ ହୋଇଛି। ୬୯ ଜୋନ୍‌ରୁ ୬୭ଟିରେ ବିଜେଡି ପ୍ରାର୍ଥୀମାନେ ନିର୍ବାଚିତ ହୋଇ ରେକର୍ଡ ସୃଷ୍ଟି କରିଛନ୍ତି। ଅର୍ଦ୍ଧେକ ଜୋନ୍‌ ନିୟମ ପ୍ରକାରେ ମହିଳାଙ୍କ ପାଇଁ ସଂରକ୍ଷିତ ଥିବା ସ୍ଥଳେ…

ଗାଡ଼ି ସହ ୯,୬୦୦ ବୋତଲ କଫ ସିରପ୍‌ ଜବତ

ନୟାଗଡ଼ ଅଫିସ/ନୂଆଗାଁ, ୫ା୩(ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ଥାନା ପୋଲିସ ବେଆଇନ ଭାବେ ଚାଲାଣ ହେଉଥିବା ୯,୬୦୦ କଫ ସିରପ୍‌ ବୋତଲକୁ ଜବତ କରିଛି। ସେହିଭଳି ୪ ଷ୍ଟ୍ରିଫ ଆଲପ୍ରା ଜୋଲମ, ୫ ମୋବାଇଲ ଫୋନ, ୧୬ ଶହ ଟଙ୍କା ଅନୁରୂପ…

ଅଧ୍ୟକ୍ଷ ପଦକୁ ନେଇ ଉତ୍କଣ୍ଠା

ଯୋଡ଼ା,୫ା୩(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ପୌର ପରିଷଦ ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ସଙ୍ଗଠନକୁ ସୁଦୃଢ଼ କରି କିପରି ଅଧିକ ଆସନ ଅକ୍ତିଆର କରାଯାଇ ପାରିବ ଏ ନେଇ ରଣକୌଶଳ ପ୍ରସ୍ତୁତ କରୁଛନ୍ତି। ୧୪ଟି…

ନୂଆ ମୁହଁକୁ ଭରସା କରିପାରେ ଖୋର୍ଦ୍ଧା ବିଜେଡି

ଖୋର୍ଦ୍ଧା ଅଫିସ,୫ା୩: ପୌର ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଛି। ପଞ୍ଚାୟତ ନିର୍ବାଚନର ସଫଳତା ପରେ ଶାସକ ଦଳ ବିଜେଡି ପୌର ନିର୍ବାଚନରେ କ୍ଲିନ ସୁଇପ ଯୋଜନାରେ ରହିଛି। ଅନ୍ୟପଟେ ବିରୋଧୀ ଭାଜପା ଓ କଂଗ୍ରେସ ଭଲ ପ୍ରଦର୍ଶନ କରିବେ ବୋଲି ଆଶା…

ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ

ଆସିକା,୫ା୩(ଡି.ଏନ.ଏ.): ଗଞ୍ଜାମ ଜିଲା ଆସିକା ବିଦ୍ୟୁତ ବିଭାଗର ସହକାରୀ ନିର୍ବାହୀଯନ୍ତ୍ରୀ ଏନ.ଭି ରାମଦାସଙ୍କୁ ବିଭାଗୀୟ ଅର୍ଥ ଆତ୍ମସାତ ଅଭିଯୋଗରେ ପୋଲିସ ଶୁକ୍ରବାର ଗିରଫ କରିଛି। ଏ ନେଇ ଆସିକା ଥାନାରେ ନଂ.୧୧୬/୨୨ରେ ମାମଲା ରୁଜୁ ହୋଇଛି। ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?