ନିଲମ୍ବିତ ହେଲେ ବିଜେଡି ଛାତ୍ର ସଭାପତି
ଝାରସୁଗୁଡ଼ା ଅଫିସ/ବଜରାଜନଗର(ଡି.ଏନ.ଏ.),୪ା୩: ବିଶୃଙ୍ଖଳିତ କାର୍ଯ୍ୟ ପାଇଁ ବ୍ରଜରାଜନଗର ପୌରାଞ୍ଚଳ ବିଜୁ ଛାତ୍ର ଜନତା ଦଳ ସଭାପତି ସରୋଜ କୁମାର ଶାହଙ୍କୁ ଦଳରୁ ନିଳମ୍ବିତ କରାଯାଇଛି। ଏ ନେଇ ବିଜୁ ଛାତ୍ର ଜନତା ଦଳ ଜିଲା ସଭାପତି ପଳାସ କର୍ମକାର ଏକ ପ୍ରେସ୍…
ପୁନଃ ଭୋଟଗଣତି ଦାବିରେ ଗଣଧାରଣା
ସିମୁଳିଆ, ୪।୩(ଡି.ଏନ.ଏ.) – ବାଲେଶ୍ୱର ଜିଲା ସିମୁଳିଆ-ଖଇରା ନିର୍ବାଚନମଣ୍ଡଳୀ ଅଧୀନ ସିମୁଳିଆ ବ୍ଲକ ୪୦ନଂ. ଜୋନ୍ ମାର୍କୋଣା ପଞ୍ଚାୟତରେ ପୁନଃ ଭୋଟଗଣନା ଦାବିରେ ଗୁରୁବାର ସରପଞ୍ଚ ପ୍ରାର୍ଥୀ ପ୍ରଦୀପ କୁମାର ବେହେରା ଓ ସମିତିସଭ୍ୟା ପ୍ରାର୍ଥତ୍ନୀ ଦୀପାଲି ସାହୁ ନିଜର ଶତାଧିକ…
ମନ୍ଥର ଗତିରେ ଚାଲିଛି ଧାନକିଣା
ଖୋର୍ଦ୍ଧା ଅଫିସ,୪ା୩: ଖୋର୍ଦ୍ଧା ଜିଲାରେ ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ଲାଗି ରହିଛି। ମଣ୍ଡିରେ ଧାନବସ୍ତା ରଖି ଚାଷୀ ଜଗି ବସିଥିବା ବେଳେ ମିଲର୍ସ ବିଭିନ୍ନ ଆଳ ଦେଖାଇ ଧାନ ଉଠାଉ ନାହାନ୍ତି। ଫଳରେ ଚାଷୀ ନାହିଁ ନ ଥିବା ହଇରାଣ ହେଉଛନ୍ତି।…
ଲୋକାୟୁକ୍ତରେ ଆରୁହା ପାହାଡ଼ କଳାପଥର ଲୁଟ୍ ମାମଲା: ମତାମତ ରଖିବାକୁ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ
ଯାଜପୁର ଅଫିସ,୪।୩: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ଆରୁହା ପାହାଡ଼ରୁ କଳାପଥର ଲୁଟ୍, ଜାଲିଆତି ଅଭିଯୋଗ ମାମଲାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କୁ ମତାମତ ରଖିବାକୁ ଲୋକାୟୁକ୍ତ ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଛନ୍ତି। ୮।୪।୨୦୨୨ରେ ମାମଲାର ପରବର୍ତ୍ତୀ ଶୁଣାଣି…
ବିକାଶ ପାଇଁ ମଝିଘରିଆଣୀଙ୍କ ନାଁରେ ଶପଥ
ରାୟଗଡ଼ା ଅଫିସ,୪ା୩: ରାୟଗଡ଼ା ମୋର ମାତୃଭୂମି। ନିଜ ମାଟି ପାଇଁ କାମ କରିପାରିଲେ ନିଜକୁ ଧନ୍ୟ ମନେ କରିବି। ମାଁ ମଝିଘରିଆଣୀଙ୍କ ନାଁରେ ଶପଥ କରି କହୁଛି, ଜିତିଲେ ସହରର ସର୍ବାଙ୍ଗୀନ ବିକାଶ କରିବି। ରାୟଗଡ଼ା ପୌରାଧ୍ୟକ୍ଷ ପଦ ପାଇଁ ଗୁରୁବାର…
୨ ବର୍ଷ ହେଲା ମୃତଦେହ ସାଇତି ରଖିଛନ୍ତି
ମାଲକାନଗିରି,୪ା୩ (ଡ.ଏନ.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ର ଦାନ୍ତେୱାଡା ଜିଲାର କିରନଡୁଲ ଅଞ୍ଚଳରେ ନ୍ୟାୟ ପାଇଁ ବଦରୁ ମାଡବିଙ୍କ ମୃତଦେହକୁ ୨ବର୍ଷ ହେଲା ସାଇତି ରଖିଛନ୍ତି ଗ୍ରାମବାସୀ ଓ ପରିବାର ଲୋକେ। ଏହି ଘଟଣା ସାଧାରଣରେ କୌତୂହଳ ସୃଷ୍ଟି କରିଛି। ଖବରରୁ ଜଣାପଡିଛି…
ୟୁକ୍ରେନ୍ରୁ ଫେରିଲେ ଡାକ୍ତରୀ ଛାତ୍ର ବିକାଶ
ଆଳି,୪ା୩(ଡି.ଏନ.ଏ.): ଯୁଦ୍ଧଭୂମି ୟୁକ୍ରେନ୍ରୁ ଓଡ଼ିଶା ଫେରିଛନ୍ତି କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ତେଲିପାଟଣା ଗଁାର ଡାକ୍ତରୀ ଛାତ୍ର ବିକାଶ ବେହେରା। ବିକାଶ ବୁଧବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ବା ପରେ କଟକସ୍ଥିତ ତାଙ୍କ ଭାଇଙ୍କ ଘରେ ଅଛନ୍ତି। ନାନା ଆଶା ଆଶଙ୍କା ମଧ୍ୟରେ…
ମତଦାନକୁ ପ୍ରଭାବିତ କରିବ ଦୁର୍ନୀତି
ଯାଜପୁର ରୋଡ,୪ା୩(ଡି.ଏନ.ଏ.): ଯାଜପୁର ଜିଲା ବ୍ୟାସନଗର ପୌର ପରିଷଦର ନିର୍ବାଚନ ପରିପ୍ରେକ୍ଷୀରେ ୨୬ ନମ୍ବର ୱାର୍ଡ ଗୁରୁତ୍ୱ ବହନ କରୁଛି। ଜିଲାର ରସୁଲପୁର ଓ ଦାନଗଦି ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ଖରସ୍ରୋତା ନଦୀ ପଟୁ ବ୍ୟାସନଗର ସହରକୁ ଏହି ୱାର୍ଡର…
ନ୍ୟାୟ ପାଇଁ ୨ ବର୍ଷ ହେଲା ରଖିଛନ୍ତି ମୃତଦେହ
ମାଲକାନଗିରି,୩।୩(ଡି.ଏନ୍.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ର ଦାନ୍ତେୱାଡା ଜିଲାର କିରନଡୁଲ ଅଞ୍ଚଳରେ ନ୍ୟାୟ ପାଇଁ ବଦରୁ ମାଡବିଙ୍କ ମୃତଦେହକୁ ୨ବର୍ଷ ହେଲା ସାଇତି ରଖିଛନ୍ତି ଗ୍ରାମବାସୀ ଓ ପରିବାର ଲୋକେ। ଏହି ଘଟଣା ସାଧାରଣରେ କୌତୁହଳ ସୃଷ୍ଟି କରିଛି। ଖବରରୁ ଜଣାପଡିଛି ୨୦୨୦…
ବାରବାଟୀରେ ମ୍ୟାଚ୍ ନେଇ ୧୨ରେ ହୋଇପାରେ ଆଲୋଚନା
କଟକ ଅଫିସ,୩।୩: ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ଜୁନ ମାସରେ ହେବା ନେଇ କଳ୍ପନା ଜଳ୍ପନା ଜାରି ରହିଛି । ତେବେ ମ୍ୟାଚ ହେବା ନେଇ ଏ ପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ଆସି ନାହିଁ । ଏ ନେଇ…
ମା’, ପୁଅ ହେଲେ ସମିତି ସଭ୍ୟ
ସଇଁତଳା, ୩ା୩(ଡି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଳା ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଫଳ ପ୍ରକାଶ ପାଇଛି। ଘୋଷିତ ତାଲିକାରେ ସମିତି ସଭ୍ୟଭାବେ ମା’ ଓ ପୁଅ ନିର୍ବାଚିତ ହୋଇଛନ୍ତି। ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇଙ୍କ ସ୍ତ୍ରୀ ତଥା ପ୍ରାକ୍ତନ ପଞ୍ଚାୟତ…
ଗଜପତିରେ କଂଗ୍ରେସଠାରୁ ପଛରେ ଭାଜପା
ପାରଳାଖେମୁଣ୍ଡି,୩।୩(ଡି.ଏନ.ଏ): ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଜେଡି ଗଜପତି ଜିଲାରେ ନୂଆ ଇତିହାସ ରଚିଛି। ଜିଲାର ମୋଟ ୧୪ଟି ଜିଲା ପରିଷଦ ଆସନରୁ ଦଳ୧୧ଟିରେ ବିଜୟ ଲାଭ କରିଛି । ଅନ୍ୟ ୩ଟି ଆସନ ମଧ୍ୟରୁ ୨ଟିରେ କଂଗ୍ରେସ ଓ ଗୋଟିଏ…

