ଆମ ଜିଲା ଖବର

କାର୍ଯ୍ୟକ୍ଷମ ହେବ ପାଟବୁଣା ତାଲିମ ଓ ବିକ୍ରୟ କେନ୍ଦ୍ର

ବ୍ରହ୍ମପୁର ଅଫିସ,୩ା୩: ବ୍ରହ୍ମପୁର ବ୍ରହ୍ମପୁର ମହାନଗର ନିଗମ (ବିଏମସି) ପକ୍ଷରୁ ବାଲୁଙ୍କେଶ୍ୱର ମନ୍ଦିର ସମ୍ମୁଖରେ ନବନିର୍ମିତ ପାଟବୁଣା ତାଲିମ ଓ ବିକ୍ରୟ କେନ୍ଦ୍ର ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ। ଏ ନେଇ ବିଏମ୍‌ସି କମିଶନର ସିଦ୍ଧେଶ୍ୱର ବଳିରାମ ବୋନ୍ଦାର ସୂଚନା ଦେଇଛନ୍ତି। ଏଥିରେ…

ବ୍ରହ୍ମପୁର ପୌର ନିର୍ବାଚନ ପାଇଁ ହୋଇନି ପ୍ରାର୍ଥୀ ଚୟନ

ବ୍ରହ୍ମପୁର ଅଫିସ,୩ା୩: ବ୍ରହ୍ମପୁର ମହାନଗର ନିଗମ ପୌର ନିର୍ବାଚନ ପାଇଁ ନାମାଙ୍କନ ପ୍ରକ୍ରିୟା ବୁଧବାର ଆରମ୍ଭ ହୋଇଛି। ଉପଜିଲାପାଳଙ୍କୁ ନିର୍ବାଚନ ଅଧିକାରୀ ଭାବେ ଦାୟିତ୍ୱ ଦିଆଯାଇଛି। ପ୍ରଥମ ଦିନ ଜଣେ ବି ପ୍ରାର୍ଥତ୍ପତ୍ର ଦାଖଲ କରି ନ ଥିବା ଜଣାପଡ଼ିଛି। ତେବେ…

ଅଭିଯୁକ୍ତଙ୍କୁ ଧରିବାରେ ପୋଲିସ ନୀରବଦ୍ରଷ୍ଟା

ବ୍ରହ୍ମପୁର ଅଫିସ,୩ା୩: ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ପୋଲିସ ଗୋଦାବରୀଶ ନଗରର ଚତୁର୍ଥ ଗଳିରେ ଥିବା ଏକ ଅର୍ଦ୍ଧନିର୍ମିତ ଘରୁ ଜଣେ ମହିଳାଙ୍କୁ ଉଦ୍ଧାର କରିଥିଲା। ଦୀର୍ଘବର୍ଷ ଧରି ସମ୍ପୃକ୍ତ ମହିଳାଙ୍କୁ ବଳାକତ୍ାର କରାଯାଇଥିବା ନେଇ ସେ କାହ୍ନୁ ଚରଣ ପାଣିଗ୍ରାହୀଙ୍କ ବିରୋଧରେ…

୭ ବର୍ଷରୁ ଚିହ୍ନୁଥିଲେ ଜଡ଼ିବୁଟି

କେନ୍ଦୁଝର, ୩ା୩ (ସ୍ବ.ପ୍ର.): ପିଲା ଦିନରୁ ମାତ୍ର ୭ ବର୍ଷ ବୟସରୁ ବାପାଙ୍କ ସହିତ ଜଡିବୁଟି ଚିକିତ୍ସା କରି ଆଜି ନିଜକୁ ପ୍ରତିଷ୍ଠିତ କରିଛନ୍ତି ବୈଦ୍ୟ ପୁରୁଷୋତ୍ତମ ମହାନ୍ତ। ତାଙ୍କ ଘର ଚମ୍ପୁଆ ବ୍ଲକ ସିଲିପୁଞ୍ଜ ଗ୍ରାମରେ। ୧୯୯୦ ମସିହା ପୂର୍ବରୁ…

ପ୍ରାର୍ଥୀ ଚୟନକୁ ନେଇ ଛକାପଞ୍ଝା

ବାରିପଦା ଅଫିସ,୩ା୩: ମୟୂରଭଞ୍ଜ ଜିଲାରେ ପୌର ନିର୍ବାଚନ ଲାଗି ଉଷ୍ମତା ବଢ଼ି ଚାଲିଛି। ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ପ୍ରାର୍ଥୀ ଚୟନ ନେଇ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ଛକାପଞ୍ଝା ଲାଗି ରହିଛି। ବାରିପଦା, ରାଇରଙ୍ଗପୁର ମ୍ୟୁନିସିପାଲିଟି ଏବଂ…

୩୦ ଓ୍ବାର୍ଡରେ ୮୭,୩୭୭ ଭୋଟର

ଭଦ୍ରକ ଅଫିସ, ୩ା୩: ଭଦ୍ରକ ପୌର ପରିଷଦ ନିର୍ବାଚନ ଲାଗି ରାଜନୈତିକ ବାତାବରଣ ସରଗରମ ହେବାରେ ଲାଗିଛି। ୩୦ଟି ୱାର୍ଡ ବିଶିଷ୍ଟ ଏହି ପୌର ପରିଷଦର ମୋଟ ଭୋଟର ସଂଖ୍ୟା ୮୭ ହଜାର ୩୭୭। ସେଥି ମଧ୍ୟରେ ୪୪, ୫୭୭ ପୁରୁଷ,…

ଦୌଡ଼ରେ ଗତିକୃଷ୍ଣ, ନାରାୟଣ

ବାଲେଶ୍ୱର ଅଫିସ, ୩ା୩: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଜେଡି ବାଲେଶ୍ୱର ଜିଲାରେ ଏକକ ସଂଖ୍ୟାଗରିଷ୍ଠତା ହାସଲ କରିଥିବା ବେଳେ ଆଗାମୀ ୧୪ତାରିଖରେ ହେବାକୁ ଥିବା ଜିଲାପରିଷଦ ଅଧ୍ୟକ୍ଷ ପଦ ପାଇଁ ଅଙ୍କକଷା ଆରମ୍ଭ ହୋଇଛି। ଚଳିତ ନିର୍ବାଚନରେ ଜିଲାପରିଷଦ ଅଧ୍ୟକ୍ଷ ପଦ…

ଶାଳ ବନୀକରଣ ପ୍ରକଳ୍ପ ଅବହେଳିତ

କେନ୍ଦୁଝର,୩ା୩ (ସ୍ବ.ପ୍ର.): କେନ୍ଦୁଝର ବନଖଣ୍ଡ ସଦର ରେଞ୍ଜ ଅଧୀନ ପଦ୍ମପୁର ଗ୍ରାମରେ ବନ ବିଭାଗ ପକ୍ଷରୁ ପ୍ରଥମ ଥର ପାଇଁ କରାଯାଇଥିବା ଶାଳ ଜଙ୍ଗଲ ବନୀକରଣ ପ୍ରକଳ୍ପ ଅବହେଳିତ ହୋଇ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ସମଗ୍ର ଅଞ୍ଚଳ ଘାସ ଓ ଅନାବନା…

ଦିବଙ୍ଗତ ଖବରଦାତା ଅରିନ୍ଦମଙ୍କ ଘରୁ ଲୁଟ୍‌; ଗ୍ରୀଲ ତାଡ଼ି ସୁନାଗହଣା ନେଇଗଲେ

ପାଟଣା,୩।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ରାଇକଳା ଗ୍ରାମର ଦିବଙ୍ଗତ ଖବରଦାତା ଅରିନ୍ଦମ ଦାସଙ୍କ ପୈତୃକ ଘରୁ ବୁଧବାର ବିଳମ୍ବିତ ରାତିରେ ଲୁଟ୍‌ ହୋଇଛି। ଘରର ଗ୍ରୀଲ ତାଡି ଲକ୍ଷାଧିକ ଟଙ୍କା ସହ ସୁନା ଗହଣା ଲୁଟି ନେଇଛନ୍ତି ଦୁର୍ବୁତ୍ତ। ଏନେଇ…

ବେଲପାହାଡ଼ ଟିଆର୍‌ଏଲ୍‌ କ୍ରୋସାକୀ ଡୋଲୋମାଇଟ୍‌ ପ୍ଲାଣ୍ଟରେ ଅଗ୍ନିକାଣ୍ଡ, ବ୍ୟାପକ କ୍ଷୟକ୍ଷତି

ଝାରସୁଗୁଡ଼ା ଅଫିସ,୩।୩: ଝାରସୁଗୁଡ଼ା ଜିଲା ବେଲପାହାଡ ଟିଆର୍‌ଏଲ୍‌ କ୍ରୋସାକୀ ଡୋଲୋମାଇଟ ପ୍ଲାଣ୍ଟରେ ଗୁରୁବାର ଅଗ୍ନିକାଣ୍ଡ ଘଟି ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି। ସକାଳ ୭ଟାରେ ପ୍ଲାଣ୍ଟରେ ନିଆଁ ଲାଗିଥିବା ବେଳେ ସାଢେ ୯ଟାରେ ଆୟତ୍ତ ହୋଇଥିଲା। ଟିଆରଏଲ୍‌ କ୍ରୋସାକୀ, ଓପିଜିସି, ବେଦାନ୍ତ,…

ପରିଚାଳନାରେ ବ୍ୟତିକ୍ରମ, ମଧୁର ଜଳ ନଷ୍ଟ

ପାରାଦୀପ, ୩ା୩(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ପାରାଦୀପର ମୂଷାଡିଆଠାରେ ଥିବା ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ (ଏଏମ୍‌ଏନ୍‌ଏସ୍‌) କମ୍ପାନୀ ଉପରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ କେତେକ କଠୋର କଟକଣା ଜାରି କରିଛି। ମୁଖ୍ୟତଃ ପାଣି ପରିଚାଳନାରେ ବ୍ୟତିକ୍ରମ ଯୋଗୁ ମଧୁର ଜଳ…

ଖୋର୍ଦ୍ଧା ପୌରାଧ୍ୟକ୍ଷା ଆସନ ଦୌଡ଼ରେ ୨ ବିଧାୟକଙ୍କ ସମ୍ପର୍କୀୟ

ଖୋର୍ଦ୍ଧା ଅଫିସ,୩ା୩: ପୌର ନିର୍ବାଚନ ପାଇଁ ବୁଧବାରଠାରୁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ୩ବର୍ଷ ପରେ ପୌର ନିର୍ବାଚନ ହେବାକୁ ଯାଉଥିବାରୁ ଦଳୀୟ କର୍ମୀଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ପ୍ରକାଶ ପାଇଛି। ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ବୁଧବାରଠାରୁ ଆରମ୍ଭ ହୋଇଯାଇଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?