ଆମ ଜିଲା ଖବର

ଭକ୍ତମୟ ଆଖଣ୍ଡଳମଣି ପୀଠ

ଆରଡି, ୨।୩(ଡି.ଏନ.ଏ.) ଭଦ୍ରକ ଜିଲାର ଆରଡ଼ି ଆଖଣ୍ଡଳମଣି ପୀଠରେ ମହାଶିବରାତ୍ରି ଉପଲକ୍ଷେ ଭକ୍ତଙ୍କ ଭିଡ଼ ହୋଇଥିଲା। ମଙ୍ଗଳବାର ଭୋର ୪ଟାରେ ମନ୍ଦିର ପହଡ ଖୋଲାଯାଇ ମଙ୍ଗଳ ଆଳତୀ କରାଯାଇଥିଲା ା ସାଢେ ୪ଟାରେ ବାବାଙ୍କ ସ୍ନାନକୃତ୍ୟ ସମ୍ପନ୍ନ ପରେ କନିକା ରାଜାଙ୍କ…

ଆଶାୟୀଙ୍କ ସଂଖ୍ୟା ବଢ଼ୁଛ

ବାରିପଦା ଅଫିସ,୨।୩ ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ମୟୂରଭଞ୍ଜ ଜିଲା ପରିଷଦ ଗଠନକୁ ନେଇ ଚର୍ଚ୍ଚା ଜୋର ଧାରିଲାଣି। ଏହି ଜିଲାରେ ବିଜେଡି ଏକ ତରଫା ବିଜୟ ହାସଲ କରିଛି। ମୋଟ ୫୬ ଆସନ…

ସୁନା ବେଶରେ ଦର୍ଶନ ଦେଲେ ବାବା ଆଖଣ୍ଡଳମଣି

ଆରଡ଼ି,୨।୩(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ମହାଶିବରାତ୍ରିରେ ବାବା ଆଖଣ୍ଡଳମଣିଙ୍କର ଅପୂର୍ବ ସୁନାବେଶକୁ ଶ୍ରଦ୍ଧାଳୁ ଦର୍ଶନ କରିଥିଲେ । ବିଧି ମୁତାବକ ରାତି ୧୨ଟାରେ ଏହା ଆରମ୍ଭ ହୋଇଥିଲା । ରାତି ଗୋଟେରୁ ୩ଟା ପର୍ଯ୍ୟନ୍ତ ଭକ୍ତମାନେ ଏହି ଅପରୂପ…

ସୁଷମାଙ୍କ ହ୍ୟାଟ୍ରିକ, ସଂଘର୍ଷରେ ମାନସ ବିଜୟୀ

ଖଇରା, ୨।୩(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକର ୬ନଂ. ଗର୍ସଙ୍ଗ ଜୋନ ଓ ୫ନଂ. ତୁଡିଗଡିଆ ଜିଲାପରିଷଦ ଜୋନ ବିଜେଡି ସପକ୍ଷରେ ଯାଇଛି ା ୬ନଂ. ଜୋନର ବିଜେଡି ପ୍ରାର୍ଥତ୍ନୀ ସୁଷମା ମହାପାତ୍ର ତାଙ୍କର ନିକଟତମ ପ୍ରାର୍ଥତ୍ନୀ ଭାଜପାର ମିନାକ୍ଷୀ ମହାପାତ୍ରଙ୍କ…

ଦୀପରେ ଝଲସିଲା କପିଳାସ

ଢେଙ୍କାନାଳ ଅଫିସ,୨।୩ ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସରେ ଶ୍ରୀଚନ୍ଦ୍ରଶେଖର ମହାଦେବଙ୍କ ଜାଗରଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଦୀର୍ଘ ଦୁଇବର୍ଷ ପରେ ମହାଶିବରାତ୍ରିରେ ଜିଲାବାସୀଙ୍କୁ ଠାକୁରଙ୍କ ଦର୍ଶନ କରିବାର ସୁଯୋଗ ମିଳିଥିବାରୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ବ୍ୟାପକ ଉତ୍ସାହ ପରିଲକ୍ଷିତ ହୋଇଛି। କୋଭିଡ୍‌…

ବିଜେଡି ଲହରରେ ବିରୋଧୀ ଧରାଶାୟୀ

ଢେଙ୍କାନାଳ ଅଫିସ୍‌, ୨।୩ ଢେଙ୍କାନାଳ ଜିଲାରେ ବିଜେଡି ସପକ୍ଷରେ ଯାଇଛି ପଞ୍ଚାୟତ ନିର୍ବାଚନ ଜନାଦେଶ। ଜିଲା ପରିଷଦ ନିର୍ବାଚନରେ ଧରାଶାୟୀ ହୋଇଯାଇଛନ୍ତି ପ୍ରମୁଖ ବିରୋଧୀ ଭାଜପା ଏବଂ କଂଗ୍ରେସ। ମୋଟ ୨୭ ଜୋନ୍‌ ମଧ୍ୟରୁ ୨୬ଟିରେ ଶାସକ ଦଳ ଏକତରଫା ବିଜୟ…

୫ ଯୁବକଙ୍କୁ ହରାଇ ଗାଁ ସ୍ତବ୍ଧ

ଖମାର,୨।୩(ଡି.ଏନ.ଏ.) ପାଲଲହଡା ବ୍ଲକ ଖମାର ଥାନା କଣ୍ଟିଆପସି ଛକ ନିକଟରେ ସୋମବାର ବିଳମ୍ବିତ ରାତିରେ ଘଟିଥିବା ଦୁର୍ଘଟଣାରେ ୫ ଯୁବକଙ୍କ ଅକାଳ ବିୟୋଗ ଇଞ୍ଜିଡ଼ ଗାଁକୁ ସ୍ତବ୍ଧ କରିଦେଇଛି। ଦୁର୍ଘଟଣା ଖବର ପହଞ୍ଚିବା ପରଠାରୁ ମୃତକଙ୍କ ପରିବାର ଲୋକଙ୍କ ଆଖିରୁ ଲୁହ…

ଅନୁଗୋଳରେ ଇତିହାସ ରଚିଲା ବିଜେଡି

ଅନୁଗୋଳ ଅଫିସ,୨।୩(ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଚଳିତବର୍ଷ ଅନୁଗୋଳ ଜିଲାରେ ବିଜୁ ଜନତା ଦଳ (ବିଜେଡି) ନୂଆ ଇତିହାସ ରଚିଛି। ଜିଲାର ମୋଟ୍‌ ୨୮ ଜିଲା ପରିଷଦ ଆସନ ମଧ୍ୟରୁ ଦଳ ୨୭ଟି ଦଖଲ କରିଛି। ଏପରି ରେକର୍ଡ ସଫଳତାକୁ ନେଇ…

ନନ୍ଦନକାନନରେ ଅଫଲାଇନ ଟିକଟ

ବାରଙ୍ଗ,୨।୩(ଡି.ଏନ୍‌.ଏ.): ନନ୍ଦନକାନନରେ ଅଫଲାଇନ ଟିକଟ ଓ ବଣଭୋଜିକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତିା ନନ୍ଦନକାନନ ଉପନିର୍ଦ୍ଦେଶକ ଏ ନେଇ ସୂଚନା ଦେଇଛନ୍ତି । ଜାନୁୟାରୀ ୭ରୁ କରୋନା କଟକଣା ପାଇଁ ଅଫଲାଇନ ଟିକେଟ ବନ୍ଦ ଥିବାବେଳେ ଭୋଜି କରିବାକୁ ମଧ୍ୟ ବାରଣ…

କଂଗ୍ରେସର ପୌରାଧ୍ୟକ୍ଷା ପ୍ରାର୍ଥୀ ନାମ ଘୋଷଣା

ଜଗତ୍‌ସିଂହପୁର ଅଫିସ,୨।୩: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପରେ ଏବେ ପୌର ନିର୍ବାଚନ ନେଇ ବିଜେଡି, କଂଗ୍ରେସ ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଚୟନକୁ ନେଇ ପ୍ରକ୍ରିୟା ଜୋରଦାର କରାଯାଇଛି। ଯେହେତୁ ପୌରାଧ୍ୟକ୍ଷ ପଦବୀ ପାଇଁ ସିଧାସଳଖ ନିର୍ବାଚନ ହେଉଛି, ତେଣୁ କାହାକୁ…

ଅଧ୍ୟକ୍ଷା ଟିକେଟ ଲବିରେ ରେଣୁବାଳା, ସରିତା, ପୁଷ୍ପାଞ୍ଜଳି

କେନ୍ଦ୍ରାପଡା ଅଫିସ, ୨।୩: ପୌର ନିର୍ବାଚନ ପାଇଁ ବୁଧବାରଠାରୁ ନାମାଙ୍କନ ପତ୍ର ଦାଖଲ ହେବ। ଏହି ପ୍ରକ୍ରିୟା ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଚାଲିବ। ମାର୍ଚ୍ଚ ୨୪ରେ ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ କମିଶନର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। କେନ୍ଦ୍ରାପଡ଼ା…

ବସ୍ତାରୁ ଯୁବକଙ୍କ ମୃତଦେହ ଜବତ

ଜେନାପୁର,୨।୩(ଡି.ଏନ.ଏ.): ଜେନାପୁର ଥାନା ଏରଷଣ୍ଢା ଗ୍ରାମ ନିକଟସ୍ଥ ହାଇଲେଭଲ କେନାଲ କୂଳ ଏକ ଗଛମୂଳରୁ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତଦେହ ବସ୍ତାରେ ବନ୍ଧାହୋଇ ପଡ଼ିଥିଲା। ଯାଜପୁର ରୋଡ୍‌ ଓ କୁଆଖିଆ ପୋଲିସ ପହଞ୍ଚତ୍ ମୃତଦେହ ଜବତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?