ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…
ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୋଇରାଷି ପଞ୍ଚାୟତର ତାରିଣୀପଲ୍ଲୀ ଗ୍ରାମବାସୀ ଓ ପ୍ରାକ୍ତନ ଛାତ୍ରଛାତ୍ରୀ।…
ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ
ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ ପକ୍ଷରୁ ଗୁରୁ ଦିବସ ଅବସରରେ ‘ଶିକ୍ଷା, ଶିକ୍ଷକ ଓ ଶିକ୍ଷାୟତନ’ ସମ୍ପର୍କିତ ଆଲୋଚନା…
ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ ଗିରଫ ଅଭିଯୁକ୍ତଙ୍କ ନିକଟରୁ ୧୦ଟି ଚୋରା ମୋବାଇଲ ଫୋନ୍, ୨ଟି ଦାମୀ ବ୍ୟାଗ…
୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ
ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ ଆଳ ଦେଖାଇ ‘ଆଜି ନୁହେଁ, କାଲି ଦିଆଯିବ’ ବୋଲି କହି ଗ୍ରାହକଙ୍କୁ ଗ୍ୟାସ…
ଗୋଛାବାଡ଼ି ଆଶ୍ରମରେ ନନ୍ଦୋତ୍ସବ: ବିଧାୟକ ପ୍ରଦ୍ୟୁମ୍ନ ନାୟକ ଯୋଗଦେଇ ଶ୍ରଦ୍ଧାଳୁଙ୍କୁ…
ଜଗନ୍ନାଥପ୍ରସାଦ,୫ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ଗୋଛାବାଡ଼ି ଗ୍ରାମସ୍ଥିତ ଶ୍ରୀ ଗୌରାଙ୍ଗ ରାଧାକୃଷ୍ଣ ଆଶ୍ରମ ପରିସରରେ ପବିତ୍ର ଜନ୍ମାଷ୍ଟମୀ ଓ ନନ୍ଦ ଉତ୍ସବ ବେଶ ଆଡମ୍ବର ସହକାରେ ପାଳିତ ହୋଇଯାଇଛି। ଏହି ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି…
କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ
ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ ସ୍ଥାନୀୟ ପୋଲିସ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଥିଲା। ଏହି ସମୟରେ ପୋଲିସ ଜଙ୍ଗଲ…
ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …
ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ ପ୍ରାଥମିକ ଶିକ୍ଷକ ସଂଘର ସଭାପତି ଯାମିନୀକାନ୍ତ ପଡ୍ରାଙ୍କ ଅଧ୍ୟକ୍ଷତାରେ ଏବଂ ବରିଷ୍ଠ ଶିକ୍ଷକ…
ସତ୍ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ
ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର ହୋଇଛି। ଏହି ଘଟଣାରେ ଖଣ୍ଡା ଓ ଭୁଜାଲିରେ ଆକ୍ରମଣ ଯୋଗୁ ଦୁଇ ଜଣ…
୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…
ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। ହେଲେ ସାମୁଦ୍ରିକ ଜୁଆର ମାଡ଼ ଓ ଚିଙ୍ଗୁଡ଼ି ଘେରି ବର୍ଜ୍ୟବସ୍ତୁ (କଙ୍କଡ଼ା କୋଚିଆ…
କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ
କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି ଭାବେ କାର୍ଯ୍ୟ କରୁଥିଲେ। ଓଆଇସି ପଦବୀକୁ ପଦୋନ୍ନତି ହେଲା ପରେ କେସିଙ୍ଗା ଅବକାରୀ…
ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…
ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର ଲୋକେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ଶନିବାର ମୃତଦେହ ନେଇ ପହଞ୍ଚିଛନ୍ତି। ସୂଚନା ମୁତାବକ,…
‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’
ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ ହୋଇଯାଇଛି। ପ୍ରଥମେ ସ୍କୁଲରେ ଗୁରୁଦିବସ ପାଳନ ପରେ ସ୍କୁଲ ମଣ୍ଡପରେ ନାଟକ ମଞ୍ଚସ୍ଥ…

