ଆମ ଜିଲା ଖବର

ଟଙ୍କା ପାଇବା ପାଇଁ ଶଶ୍ମାନରୁ ଭଉଣୀଙ୍କ କଙ୍କାଳ ଖୋଳି ନେଇଥିଲେ ବ୍ୟାଙ୍କ, ଘଟଣା ପରେ ତତ୍ପରତା ଦେଖାଇଲା ପ୍ରଶାସନ, ଜିତୁଙ୍କ ଘରେ ପହଞ୍ଚି…

ପାଟଣା,୨୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଡିଆନାଳି ଗ୍ରାମରେ ଭଉଣୀ କାଲାରା ମୁଣ୍ଡାଙ୍କ ମୃତ୍ୟୁ ପରେ ତାଙ୍କ ଜମା ଖାତାରେ ଥିବା ୧୯ହଜାର ୫ଶହ ଟଙ୍କା ଉଠାଇବାକୁ ଭାଇ ଜିତୁ ବାରମ୍ବାର ବ୍ୟାଙ୍କ ଯାଇ ନିରାଶ ହୋଇଥିଲେ। ଫଳରେ…

ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିବାକୁ ଠିଆ ହୋଇଥିଲେ ବିଧାୟକଙ୍କ ସହ ଲୋକେ, ହେଲା ଅଦିନିଆ ଧୂଳି ଝଡ, ତା’ପରେ…

କେନ୍ଦୁଝର,୨୮।୪ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଉଚ୍ଚବାଲି ଠାରେ ୧୬୪୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ୪୨୦/୨୨୦ କେଭି…

ମଧୁବାବୁଙ୍କ ଜୟନ୍ତୀରେ କେନ୍ଦୁଝରକୁ ମୁଖ୍ୟମନ୍ତ୍ରୀଙ୍କ ଉପହାର: ଉପକୃତ ହେବେ ଏମାନେ…

କେନ୍ଦୁଝର,୨୭।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଉଚ୍ଚବାଲି ଠାରେ ୧୬୪୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ୪୨୦/୨୨୦ କେଭି ଗ୍ରୀଡ…

ପୁଅର ନୃଶଂସ କାଣ୍ଡ: ବାପାଙ୍କୁ ଠେଙ୍ଗାରେ ପିଟିପିଟି କଲେ ହତ୍ୟା, ଅଳ୍ପକେ ବଞ୍ଚିଲେ ମାଆ, ଅଞ୍ଚଳରେ ଚାଞ୍ଚଲ୍ୟ

ଟେନ୍‌ସା,୨୮।୪(ସମୀର କୁମାର ପାଢୀ): ବାପାଙ୍କୁ ଠେଙ୍ଗାରେ ପିଟି ହତ୍ୟା କଲେ ପୁଅ, ଅଳ୍ପକେ ବଞ୍ଚିଲେ ମାଆ। ଏଭଳି ଏକ ନୃଶଂସ କାଣ୍ଡ ଘଟିଛି ସୁନ୍ଦରଗଡ଼ ଜିଲା କୋଇଡା ବ୍ଳକ କଦମଡ଼ିହି ଗ୍ରାମରେ। ଏହି ଖବର ସମଗ୍ର ଅଞ୍ଚଳକୁ ସ୍ତବ୍ଧ କରିଛି ।…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମଧୁବାବୁଙ୍କ ଆଦର୍ଶରେ ଗଢ଼ାହେବ…

କେନ୍ଦୁଝର,୨୭।୪ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଓଡ଼ିଆ ଜାତିର ଅସ୍ମିତା, ସ୍ବାଭିମାନ ଓ ସଂକଳ୍ପର ମୂର୍ତ୍ତିମନ୍ତ ପ୍ରତୀକ ‘ଉତ୍କଳ ଗୌରବ’ ମଧୁସୂଦନ ଦାସଙ୍କ ୧୭୮ ତମ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝରଠାରେ ଆୟୋଜିତ ଏକ ସ୍ବତନ୍ତ୍ର…

ଦିଗପହଣ୍ଡିରେ ଆଇନଜୀବୀ ଦିବସ ପାଳିତ, ସାମୁହିକ ସମସ୍ଯାର ସମାଧାନ…

ଦିଗପହଣ୍ଡି,୨୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ମଙ୍ଗଳବାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୮ ତମ ଜନ୍ମ ଜୟନ୍ତୀ ଏବଂ ଆଇନଜୀବୀ ଦିବସ ପାଳିତ ହୋଇଯାଇଛି। ଓକିଲ ସଂଘ ସଭାଗୃହରେ ପ୍ରଥମେ ମଧୁବାବୁଙ୍କ ଫଟୋ ଚିତ୍ରରେ…

ସ୍ବାମୀଙ୍କ ମୃତ୍ୟୁକୁ ୧୫ବର୍ଷ ପୂରିଲେବି ମହିଳାଙ୍କୁ ମିଳୁନି ଭତ୍ତା

ମୋରଡ଼ା,୨୮ା୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ପଳାସମୁଣ୍ଡୁଳି ପଞ୍ଚାୟତର କୁସୁମକୁଟି ଗ୍ରାମ ୧୪ ନମ୍ବର ୱାର୍ଡର ବିଧବା ମହିଳା ବୁଧୁ ହେମ୍ବ୍ରମ ଭତ୍ତା ପାଇବାରୁ ବଞ୍ଚତ୍ତ ରହିଛନ୍ତି। ତାଙ୍କ ସ୍ବାମୀ ୧୫ ବର୍ଷ ପୂର୍ବରୁ ମୃତ୍ୟୁବରଣ କରିଥିଲେ ସୁଦ୍ଧା…

ଗାଁ ମୁହାଁ ଭାଜପା ନେତା କର୍ମୀ: ଗାଁ ଚାଲ ଅଭିଯାନରେ…

ନନ୍ଦପୁର/ପାଡୁଆ,୨୮ା୪ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଭାଜପା କର୍ମୀଙ୍କ ପକ୍ଷରୁ ଜୋଲାପୁଟ ଜଳଭଣ୍ଡାରର ଜଳଘେରି ପରିବେଷ୍ଟିତ ପରଜାବଡ଼ପଡ଼ା ପଞ୍ଚାୟତ ସଦର ମହକୁମାରେ ଗାଁ ଚାଲ ଅଭିଯାନ ସୋମବାର ଅନୁଷ୍ଠିତ ହୋଇଛି। ପଞ୍ଚାୟତ ଭାଜପା ସଭାପତି ନନ୍ଦ…

ଗାଁରେ ମଦ ବିକ୍ରିକୁ ନେଇ ତୁମୁଳକାଣ୍ଡ, ଧାରୁଆ ଅସ୍ତ୍ରରେ ହାଣିଲେ ମଦ ବ୍ୟବସାୟୀ

ବୌଦ୍ଧ,୨୮।୪( ଅଜିତ କୁମାର ବାରିକ): ବୌଦ୍ଧ ଥାନା ବାଘପଳି ଗ୍ରାମରେ ଚୋରା ମଦ ବିକ୍ରିକୁ ନେଇ ତୁମୁଳକାଣ୍ଡ । ଗଣ୍ଡଗୋଳରେ ଦୁଇଜଣ ଗୁରୁତର ହୋଇଛନ୍ତି । ସୂଚନା ମୁତାବକ, ବାଘପାଲି ଗ୍ରାମର ଦୀନବନ୍ଧୁ ମେହେର ଚୋରାରେ ଗ୍ରାମରେ ମଦ ବିକ୍ରି କରୁଥିବା…

ଅହେତୁକ ବିଦ୍ୟୁତକାଟ ପ୍ରତିବାଦରେ ଏସଡିଓ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା, ପ୍ରତିଶ୍ରୁତି ମିଳିବା ପରେ…

ଧର୍ମଶାଳା,୨୮।୪(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା କୁଆଖିଆ ଅଞ୍ଚଳରେ ଅହେତୁକ ବିଦ୍ୟୁତକାଟ ପ୍ରତିବାଦରେ ସ୍ଥାନୀୟ ବିଦ୍ୟୁତ ଏସଡିଓ କାର୍ଯ୍ୟାଳୟ ସମ୍ମୁଖରେ ସ୍ଥାନୀୟ ଉପଭୋକ୍ତାମାନେ ଗଣଧାରଣା ଦେଇଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ଋତୁ ଚାଲିଥିବା ବେଳେ ଅସହ୍ୟ ଗରମ ଗୁଳଗୁଳି ସହ ଅଘୋଷିତ ବିଦ୍ୟୁତକାଟ…

ରାସ୍ତା ପାର୍‌ ହେଉଥିବାବେଳେ ଧକ୍କା ଦେଲା ଅଜଣା ଗାଡି: ଘଟଣାସ୍ଥଳରେ ଚାଲିଗଲା ଜୀବନ, ଘଣ୍ଟାଏ ରାସ୍ତା ଅବରୋଧ କଲେ…

ନିରାକାରପୁର, ୨୮।୪(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ଜଂକିଆ ଥାନା ଅନ୍ତର୍ଗତ ବଡପୋଖରିଆ ନିକଟ ମା’ ବାଉତୀଙ୍କ ମନ୍ଦିର ସାମ୍ନା ୧୬ ନଂ ଜାତୀୟ ରାଜପଥରେ ସୋମବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ…

ଗୋ ସମ୍ମାନ ଦିବସ: ତହସିଲଦାରଙ୍କ ମାଧ୍ୟମରେ ଦାବିପତ୍ର, ଗୋମାତାଙ୍କୁ ରାଷ୍ଟ୍ରମାତା ମାନ୍ୟତା ….

ବଲାଙ୍ଗୀର,୨୮।୪(ସୁନିଲ କୁମାର ମହାନ୍ତି): ସୋମବାର ବଲାଙ୍ଗୀର ସହରରେ “ଗୋ ସମ୍ମାନ ଆହ୍ୱାନ ଅଭିଯାନ” ଓ “ଗୋ ସମ୍ମାନ ଦିବସ ” କାର୍ଯ୍ୟକ୍ରମ ଅବସରରେ ଏକ ଶୋଭାଯାତ୍ରା ଆୟୋଜିତ ହୋଇଥିଲା। ବଲାଙ୍ଗୀର ସହର ସମଲେଶ୍ୱରୀ ମନ୍ଦିର ଛକ ଠାରୁ ଆରମ୍ଭ ହୋଇଥିବା ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?