ଆମ ଜିଲା ଖବର

ଭାଲୁ ସହ କଲେ ଲଢେଇ

ବାଉଁଶୁଣୀ/ବୌଦ୍ଧ,୧୫ା୪(ଡି.ଏନ.ଏ./ସ୍ବ.ପ୍ର.): ବୌଦ୍ଧ ବ୍ଲକ ମନମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖଲିଆପାଲି ପଞ୍ଚାୟତର କୁମରକାନି ଗ୍ରାମରେ ଭାଲୁ ସହ ଲଢେଇ କରି ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି । ସେ ହେଲେ କୁମରକାନୀ ଗ୍ରାମର ଦେହେରିବୁଢା ମଲ୍ଲିକ । ମିଳିଥିବା ସୂଚନା ଅନୁଯାୟୀ,…

ନୟାଗଡ଼ରେ ଭୂକମ୍ପ ଝଟକା

ନୟାଗଡ଼ ଅଫିସ,୧୫।୪: ନୟାଗଡ଼ ଜିଲା ଦଶପଲ୍ଲା ଏବଂ ଆଖପାଖ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ପୂର୍ବାହ୍ନ ୧୧ଟାରୁ ୧୧ଟା ୫ ମିନିଟ ମଧ୍ୟରେ ୬ ସେକେଣ୍ଟ ଲେଖାଏ ୨ ଥର ଭୂକମ୍ପ ଝଟକା ଲାଗିଥିବା ସ୍ଥାନୀୟ ଲୋକେ…

ଯୋଡାରେ ୧୪୪ ଧାରା କୋହଳ

ଯୋଡା,୧୫।୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ଘଟଣାରେ ସହରରେ ଲାଗିଥିବା ୧୪୪ ଧାରା ଶୁକ୍ରବାର କୋହଳ କରାଯାଇଛି। ତେବେ ଅତ୍ୟାବଶ୍ୟୟ ସାମଗ୍ରୀ କିଣାକିଣି ପାଇଁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ କୋହଳ କରିବାକୁ ନିଷ୍ପତ୍ତି ନେଇଛି ପ୍ରଶାସନ। ସନ୍ଧ୍ୟା…

ମାହାଙ୍ଗା ଗଣହତ୍ୟାର ଡେମୋ ଦେଖାଇଲେ ଅଭିଯୁକ୍ତ

ନିଶ୍ଚିନ୍ତକୋଇଲି/ମାହାଙ୍ଗା,୧୫।୪(ସ୍ବ.ପ୍ର.) : କଟକ ଜିଲା ମାହାଙ୍ଗା ଥାନା କୁସୁପୁର ଗ୍ରାମରେ ସମ୍ପତ୍ତି ବିବାଦରୁ ବଡ଼ ଭାଇଙ୍କ ପରିବାରର ସମସ୍ତ ୫ଜଣଙ୍କୁ ହତ୍ୟା କରିବା ଘଟଣାର ଅଭିଯୁକ୍ତ ତଥା ସାନଭାଇ ଶିବ ପ୍ରସାଦ ସାହୁଙ୍କୁ ମାହାଙ୍ଗା ପୋଲିସ ଗୁରୁବାର ୩ ଦିନିଆ ରିମାଣ୍ଡରେ…

ଆଜିଠାରୁ ହିଙ୍ଗୁଳା ଯାତ୍ରା

ତାଳଚେର,୧୫।୪(ନି.ପ୍ର.) ଅନୁଗୋଳ ଜିଲା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ପ୍ରସିଦ୍ଧ ବାର୍ଷିକ ଯାତ୍ରା ୧୫ ତାରିଖ ଶୁକ୍ରବାରଠାରୁ ଆରମ୍ଭ ହେବ। ମହାମାରୀ କରୋନା ଯୋଗୁ ଗତ ୨ ବର୍ଷ ହେଲା ମା’ଙ୍କ ବାର୍ଷିକ ଯାତ୍ରା କେବଳ ରୀତିନୀତି…

‘ପ୍ରୟାସ ପ୍ରଶଂସନୀୟ’

ରାସୋଳ, ୧୫।୪(ଡି.ଏନ୍‌.ଏ.) କଳା, ସଂସ୍କୃତିର ମାଟି ହେଉଛି ଢେଙ୍କାନାଳ। ଲୋକକଳା, ଲୋକନୃତ୍ୟକୁ ବଞ୍ଚାଇ ରଖିବାରେ ଏହି ଜିଲାର କଳାକାରମାନେ ଅହରହ ଉଦ୍ୟମ କରି ଆସୁଛନ୍ତି। ପୁରାତନ ପରମ୍ପରାକୁ ବଞ୍ଚାଇବାରେ ଏଭଳି ପ୍ରୟାସ ପ୍ରଶଂସନୀୟ ବୋଲି ୧୭ତମ ‘ରାସୋଳ ମହୋତ୍ସବ’ରେ ଯୋଗଦେଇଥିବା ଅତିଥିମାନେ…

ଆଲଟ୍‌ମେଣ୍ଟକୁ ବିଭାଜନ କରି କାର୍ଯ୍ୟ କରୁଛି ପୂର୍ତ୍ତ ବିଭାଗ

ବାଲେଶ୍ୱର ଅଫିସ,୧୫।୪ ବାଲେଶ୍ୱର ପୂର୍ତ୍ତ ବିଭାଗ ଦ୍ୱାରା ଜିଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସରକାରଙ୍କ ଦ୍ୱାରା କରାଯାଉଛି। ନିର୍ମାଣାଧୀନ ପ୍ରକଳ୍ପଗୁଡ଼ିକୁ ଟେଣ୍ଡର କରି କାର୍ଯ୍ୟ କରିବା ବଦଳରେ ସ୍ଥାନୀୟ ଅଧିକାରୀ ପ୍ରକଳ୍ପର ଆଲଟମେଣ୍ଟକୁ ଛୋଟ ଛୋଟ ଭାଗରେ ବିଭାଜନ (ସ୍ପ୍ଲିଟ୍‌ ଅପ୍‌)…

ସଙ୍କଟରେ ପଟିଠାକୁର ପରମ୍ପରା

କେନ୍ଦୁଝର,୧୫।୪ ପଣାସଂକ୍ରାନ୍ତି ଅବସରରେ କେନ୍ଦୁଝର ଜିଲାର ଅନ୍ୟତମ ପୁରାତନ ଓ ଅନନ୍ୟ ପରମ୍ପରା ପଟି ଠାକୁର ପରିକ୍ରମା ଉତ୍ସବ ଆରମ୍ଭ ହୋଇଛି। ଗ୍ରାମବାସୀମାନେ ଏକ ପଟି ବା ମଶିିଣାରେ ବିଭିନ୍ନ ଦେବାଦେବୀ, ପଶୁପକ୍ଷୀ, ଯୋଗୀନୀଙ୍କ ରଙ୍ଗବେରଙ୍ଗ ଚିତ୍ର ଆଙ୍କି ଗଁାଗଁା ଓ…

ତାଲିମ ନେଲେ ୧୦୦ ଚାଷୀ

ବାରିପଦା ଅଫିସ,୧୫।୪ ମୟୂରଭଞ୍ଜ ଜିଲା ପଲ୍ଲୀଶ୍ରୀ ମେଳା ଆନୁକୂଲ୍ୟରେ ଜିଲା କୃଷି ଓ ଆନୁସଙ୍ଗିକ ବିଭାଗ ପକ୍ଷରୁ କୃଷି ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଜିଲାର ୨୬ଟି ବ୍ଲକର ଚାଷୀଙ୍କୁ ଆତ୍ମା ଆନୁକୂଲ୍ୟରେ ତାଲିମ ଦିଆଯାଇଛି। ୧୦୦ ଚାଷୀ, ସ୍ବୟଂ…

ପୋଲିସ ଛାଉଣୀରେ ଲାଗିଲା ଝଣ୍ଡା

ଯୋଡ଼ା,୧୫।୪ (ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡ଼ା ସହରରେ ଗତ ସୋମବାର ରାମନବମୀରେ ଝଣ୍ଡା ଲଗାଇବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ହୋଇଥିବା ସୃଷ୍ଟି ହୋଇଥିବା ବିବାଦ ୩ଦିନ ପରେ ହନୁମାନ ଜୟନ୍ତୀ ତଥା ପଣାସଂକ୍ରାନ୍ତିରେ ଅବସାନ ଘଟିଛି। ଗୁରୁବାର ପଣାସଂକ୍ରାନ୍ତି ଦିନ…

ଚଇତି ଯାତ୍ରାରେ ଲକ୍ଷାଧିକ ଶ୍ରଦ୍ଧାଳୁ

ଢେଙ୍କିକୋଟ, ୧୫।୪ (ଡି.ଏନ.ଏ.) କେନ୍ଦୁଝର ଜିଲା ଘଟଗାଁ ମା’ତାରିଣୀ ପୀଠ ସାରା ଜଗତରେ ଜଣାଶୁଣା। ପ୍ରତିବର୍ଷ ପଣା ସଂକ୍ରାନ୍ତି ଅବସରରେ ମା’ଙ୍କ ପ୍ରସିଦ୍ଧ ଚଇତି ପର୍ବ ଦୀର୍ଘ ସାତ ଦିନ ଧରି ଧୁମଧାମରେ ପାଳନ କରାଯାଇଛି। ଚଳିତ ମାସ ୯ ତାରିଖରୁ…

ମହୁଲଫୁଲ ସଂଗ୍ରହ କରୁଥିବା ବେଳେ ପିଟିଲା ବାଇକ୍‌, ଚାଲିଗଲା ୨ ଜୀବନ

ଠାକୁରମୁଣ୍ଡା,୧୫ା୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ରାଇପଦା ଗ୍ରାମ ନିକଟରେ ଶୁକ୍ରବାର ସକାଳେ ରାସ୍ତା ପାର୍ଶ୍ୱରେ ଜଣେ ବୃଦ୍ଧଙ୍କୁ ଏକ ବାଇକ୍‌ ଧକ୍କା ଦେବାରୁ ଘଟଣାସ୍ଥଳରେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ବେଳେ ବାଇକ୍‌ ଚାଳକଙ୍କ ମଧ୍ୟ ମୃତ୍ୟୁ ଘଟିଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?