ଆମ ଜିଲା ଖବର

ଗୋଟିଏ ପରିବାରରୁ ୪ ବିଜୟୀ

ଆସିକା,୨୮ା୨(ଡି.ଏନ.ଏ.) ଗଞ୍ଜାମ ଜିଲା ଆସିକା ବ୍ଲକରେ ଗତଥର ଅଧ୍ୟକ୍ଷ ଥିବା ହରେକୃଷ୍ଣ ମଲିକ ଓ ତାଙ୍କ ପରିବାରର ଅନ୍ୟ ୩ଜଣ ଚଳିତ ପଞ୍ଚାୟତ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିଥିବା ବେଳେ ସମସ୍ତେ ବିଜୟୀ ହୋଇଛନ୍ତି। ହରେକୃଷ୍ଣ ବେଣାପାଟ ପଞ୍ଚାୟତରୁ ସରପଞ୍ଚ ନିର୍ବାଚିତ ହୋଇଛନ୍ତି।…

ମହାଶିବରାତ୍ରି ପୂର୍ବରୁ କେତକୀ ଫୁଲ ଦର ଆକାଶଛୁଆଁ

ବ୍ରହ୍ମପୁର ଅଫିସ,୨୮ା୨: ଚଳିତ ବର୍ଷ ବ୍ରହ୍ମପୁର ସହରରେ ମହାଶିବରାତ୍ରି ପାଳନକୁ ନେଇ ରେଶମ ନଗରବାସୀଙ୍କ ମଧ୍ୟରେ ଉତ୍ସାହ ରହିଥିବା ଦେଖିବାକୁ ମିଳିଛି। ଏବେ କେତକୀ ଫୁଲ ଚାହିଦା ବୃଦ୍ଧି ପାଇଛି। ପୂର୍ବ ବର୍ଷ ଭଳି ଚଳିତ ବର୍ଷ ବ୍ରହ୍ମପୁର ସହରରେ କେତକୀ…

ରାସ୍ତାରେ କାଠ ପକାଇ ଡକାୟତି ଉଦ୍ୟମ, ବର୍ତ୍ତିଲେ ଦମ୍ପତି

ବୁଗୁଡ଼ା,୨୮ା୨(ଡି.ଏନ.ଏ.) ବୁଗୁଡ଼ା ଥାନା ଅନ୍ତର୍ଗତ କରଚୁଲି-ବାଘୁଆ ମଧ୍ୟରେ ଶନିବାର ମଧ୍ୟରାତ୍ରରେ ମୁଖ୍ୟ ରାସ୍ତାରେ କାଠ ପକାଇ ଡକାୟତି ଉଦ୍ୟମ ହୋଇଛି। ଏଥିରେ ଅଳ୍ପକେ ବର୍ତ୍ତିଯାଇଛନ୍ତି ଦମ୍ପତି। କାର ଯୋଗେ ଭୁବନେଶ୍ୱରରୁ ବୁଗୁଡ଼ା ଆସୁଥିବା ବେଳେ ହୋଇଥିଲା ଲୁଟ ଉଦ୍ୟମ। ଅଭିଯୋଗ ଅନୁସାରେ,…

ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତା ପ୍ରତିଫଳନ : ଚ୍ୟାଉ ପଟ୍ଟନାୟକ

ବ୍ରହ୍ମପୁର ଅଫିସ,୨୮ା୨: ଗଞ୍ଜାମ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ୨୨ ଜିଲା ପରିଷଦ ଜୋନର ଫଳାଫଳ ଶନିବାର ପ୍ରକାଶ ପାଇବା ପରେ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଛି। ସବୁ ଜୋନ ବିଜେଡି ସପକ୍ଷରେ ଯାଇଥିବାରୁ ବିରୋଧୀ ଦଳକୁ ହତୋତ୍ସାହ…

ଖଇରାରେ ଗଡ଼ ସୁରକ୍ଷିତ, କୁପାରୀରେ ପରିବର୍ତ୍ତନ

ଖଇରା,୨୮ା୨(ଡି.ଏନ.ଏ.) ବାଲେଶ୍ୱର ଜିଲା ୪ନଂ. ଖଇରା ଜୋନ୍‌ ଫଳାଫଳ ବିଜେଡି ସପକ୍ଷରେ ଯାଇଥିବା ବେଳେ ଗତକାଲିର କୁପାରୀ ୩ନଂ. ଜୋନର ଫଳାଫଳ ଭାଜପା ସପକ୍ଷରେ ଯାଇଛି ା ଖଇରା ଜୋନ୍‌ରେ ବିଜେଡି ଗଡ଼ ସୁରକ୍ଷିତ ରଖିବାକୁ ସକ୍ଷମ ହୋଇଛି। ବ୍ଲକ ମହିଳା…

ଖାତା ଖୋଲିପାରିଲାନି ଭାଜପା

ବାରିପଦା ଅଫିସ,୨୮ା୨: ୨୦୧୭ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ମୟୂରଭଞ୍ଜ ଜିଲାର ମୋଟ ୫୬ ଜିଲା ପରିଷଦ ଜୋନ୍‌ ମଧ୍ୟରୁ ୪୯ଟି ହାସଲ କରି ରାଜ୍ୟରେ ଚହଳ ପକାଇଥିବା ଭାଜପା ଚଳିତ ନିର୍ବାଚନରେ ଖାତା ଖୋଲିପାରି ନାହିଁ। ଦ୍ୱିତୀୟ ଦିନ ଗଣତି ସୁଦ୍ଧା…

ପୁନଃ ଗଣତି ଦାବି

ଯୋଡ଼ା,୨୮ା୨(ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡ଼ା ବ୍ଲକରେ ୨୬ନଂ ଜୋନ ଜିଲା ପରିଷଦ ପ୍ରାର୍ଥୀ, ସରପଞ୍ଚ, ସମିତି ସଭ୍ୟଙ୍କ ଭୋଟ ଗଣତି ଶେଷ ହୋଇଯାଇଛି। ଶନିବାର କେନ୍ଦ୍ରରେ ଭୋଟ ଗଣତି ସମୟରେ ଜଣେ ପୋଲିସ ଅଧିକାରୀ ବେଆଇନ ହସ୍ତକ୍ଷେପ କରିଥିବାରୁ ପୁନଃ ଭୋଟ…

ପୁରୁଷୋତ୍ତମପୁର ୩୬ ଜୋନକୁ ଦଖଲ କଲା ବିଜେଡି

ପୁରୁଷୋତ୍ତମପୁର, ୨୮/୨(ଡିଏନ୍ଏ): ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମ ପୁର ବ୍ଲକ ୩୬ ଜୋନ ଅଧିନରେ ଥିବା ୧୦ଗୋଟି ପଞ୍ଚାୟତର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏଥିରେ ଜିଲ୍ଲା ପରିଷଦ ପ୍ରାର୍ଥୀ ବିଜେଡି ର ଭଜମନ ବେହେରା ୧୭,୮୫୮ ଭୋଟ ପାଇଥିବା ବେଳେ ଭାଜପାର…

୬ ବର୍ଷର ଝିଅକୁ ପିଟିପିଟି ମାରିଦେଲେ ମା-ବାପା

ଦିଗପହଣ୍ଡି,୨୮ା୨(ଡି.ଏନ୍‌.ଏ.): ଖାଇବାକୁ ଅଝଟ କରିବାରୁ ନିଜ ଝିଅକୁ ପିଟି ପାଟି ମାରିଦେଇଛନ୍ତି ବାପା ଏବଂ ସାବତ ମା’। ଆଗରୁ ଝିଅଟିର ଜନ୍ମକଲା ମା’ ଚାଲି ଯାଇଥିବା ବେଳେ ବାପା ଏବଂ ସାବତ ମା’ଙ୍କ ସହ ରହୁଥିଲା କୁନି ଝିଅଟି। ଶେଷରେ ସାବତ…

ପାଟଣାର ୨୨ ନଂ ଜୋନ୍‌ରେ ବିଜେଡିର ବାଜିମାତ୍‌

ପାଟଣା,୨୮ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ୨୨ ନମ୍ବର ଜୋନ୍‌ରେ ୩ ଜିଲା ପରିଷଦ ପ୍ରାର୍ଥୀ ନିର୍ବାଚନ ଲଢ଼ୁଥିବା ବେଳେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ପାଟଣାରେ ଭୋଟ୍‌ ଗଣନା ହୋଇଛି। ପାଟଣା ବ୍ଲକ ୨୨ ଜୋନ୍‌ ବିଜେଡି ସୌଭାଗ୍ୟ ମଞ୍ଜରୀ…

କେନ୍ଦ୍ରାପଡ଼ା ଜିଲାର ନିର୍ବାଚିତ ସରପଞ୍ଚ, ସମିତିସଭ୍ୟ

କେନ୍ଦ୍ରାପଡ଼ା ଅଫିସ,୨୮ା୨: କେନ୍ଦ୍ରାପଡ଼ା ବ୍ଲକର ୫ ନଂ. ଜିଲା ପରିଷଦ ଜୋନର ଚାରିଗଁା ପଞ୍ଚାୟତ ସରପଞ୍ଚ ଭାରତୀ ମଲ୍ଲିକ, ସମିତିସଭ୍ୟ ମମତା ରାଉତ, ଢ଼ୋଲ ସରପଞ୍ଚ ପ୍ରଫୁଲ୍ଲ ମଲ୍ଲିକ, ସମିତିସଭ୍ୟ ଅକ୍ଷୟ ସାହୁ, ଘାଘରା ସରପଞ୍ଚ ପ୍ରିୟଦର୍ଶନୀ ବିଶ୍ୱାଳ, ସମିତିସଭ୍ୟ କୁଞ୍ଜବିହାରୀ…

ବିଜେଡି ବଢିଛି, ଭାଜପା କମିଛି

ଯାଜପୁର ଅଫିସ,୨୮ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଜିଲା ପରିଷଦ ଆସନ ପାଇଁ ପ୍ରଥମ ପର୍ଯ୍ୟାୟ ଚୂଡ଼ାନ୍ତ ଫଳାଫଳ ଭାଜପା ଓ କଂଗ୍ରେସକୁ ନିରାଶ କରିଛି। ସମସ୍ତ ୧୦ ଆସନକୁ ବିଜେଡି ହାତେଇ ନେଇଛି। ହେଲେ ୨୦୧୭ ପଞ୍ଚାୟତ ନିର୍ବାଚନର ଫଳାଫଳକୁ ଅବଲୋକନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?