ଆମ ଜିଲା ଖବର

୯ରୁ୯ ନେଇଗଲା ବିଜେଡି

କେନ୍ଦ୍ରାପଡ଼ା ଅଫିସ,୨୭ା୨: ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଗଣନାରେ କେନ୍ଦ୍ରାପଡ଼ା ଜିଲାର ୯ଟି ଜିଲା ପରିଷଦ ଜୋନ୍‌ରେ ବିଜେଡି ବାଜିମାତ କରିଛି। ପ୍ରଥମ ପର୍ଯ୍ୟାୟର ସମସ୍ତ ୯ଟି ଜୋନ୍‌ ବିଜେଡି ଦଖଲ କରିଛି। ଜୋନ-୧ରେ କନକଲତା ବେହେରା, ଜୋନ୍‌ ୫ରେ ଲିଲିତା…

୧୦୦ ଖଣ୍ଡ ଭୋଟରେ ବାଜି ମାରିନେଲା ଭାଜପା

ସୋନପୁର,୨୭।୨(ନି. ପ୍ର .): ସୁବର୍ଣ୍ଣପୁର ଜିଲା ବିନିକା ଜୋନ-୧ରେ ଭାଜପା ଜିଲା ପରିଷଦ ପ୍ରାର୍ଥୀ ପ୍ରମିଳା କଲତା ବିଜୟୀ ହୋଇଛନ୍ତି। ସେ ବିଜେଡିର ଅରୁଣା ହରିପାଲଙ୍କଠାରୁ ୧୦୦ ଖଣ୍ଡ ଭୋଟ ବ୍ୟବଧାନରେ ବାଜି ମାରିଛନ୍ତି।

ମାଛ ମାରିବାକୁ ଯାଇଥିଲେ, ମିଳିଲା ମୃତଦେହ

ଗଞ୍ଜାମ,୨୭।୨(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅଧୀନ ପୁରୁଣାବନ୍ଧ ଗ୍ରାମର ମତ୍ସ୍ୟଜୀବୀ ନବୀନା ବେହେରା(୪୨)ଙ୍କ ମୃତଦେହ ଖୋଖରକୁଦା ଗ୍ରାମ ନିକଟସ୍ଥ ସମୁଦ୍ର ବେଳାଭୂମିରୁ ଶନିବାର ପୋଲିସ ଜବତ କରିଛି। ମିଳିଥିବା ସୂଚନା ମୁତାବକ, ମତ୍ସ୍ୟଜୀବୀ ନବୀନା ଶନିବାର ସନ୍ଧ୍ୟାରେ ଡଙ୍ଗା ଧରି ମାଛ ମାରିବାକୁ…

ଆଲମିରା ତିଆରି କରିବାକୁ ଆସି ବୃଦ୍ଧାଙ୍କୁ ହତ୍ୟା, ମିଳିଲା ରକ୍ତଭିଜା ଛୁରି

ବ୍ରହ୍ମପୁର ଅଫିସ,୨୭ା୨: ସଦର ଥାନା ଅଳକାପୁରୀରେ ରହୁଥିବା ବୃଦ୍ଧ ଦମ୍ପତ୍ତିଙ୍କ ଘରେ ସୁନା, ଗହଣା ଓ ଟଙ୍କା ରହିଥିବା ଅପରାଧୀ ଜଣକ ଜାଣିବାକୁ ପାଇଥିଲେ। ସେହି ଘରେ ବିଜୟ ଚନ୍ଦ୍ର ବେହେରା ଓ ତାଙ୍କ ସ୍ତ୍ରୀ ସୁରଜା ରହୁଥିବା ବେଳେ ଗତ…

୨ଟି ଆସନରେ ବିଜେଡିର ବାଜିମାତ୍‌

ବରଗଡ଼ ଅଫିସ,୨୭ା୨: ବରଗଡ଼ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗଣତି ଶନିବାର ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ଚାଲିଥିଲା । ତେବେ ଗଣତି ସରିବା ପରେ ବରଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀ ୨ ଜିଲା ପରିଷଦ ଜୋନ୍‌ରେ ବିଜେଡି ପ୍ରାର୍ଥି…

ପରାଜୟର ସ୍ବାଦ ଚାଖିଲେ ହେବିୱେଟ୍‌ ନେତା

ପୁରୁଷୋତ୍ତମପୁର, ୨୭।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ୩୫ ଜୋନ୍‌ ଅଧୀନରେ ଥିବା ୮ଟି ପଞ୍ଚାୟତର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏଥିରେ ଭୀମପୁର ଓ ପାଣ୍ଡିଆ ପଞ୍ଚାୟତ ସମିତିସଭ୍ୟ ପଦବୀ ଉପରେ ସଭିଙ୍କ ନଜର ରହିଥିଲା। ଯାହାକି ଦୁଇଥର ସରପଞ୍ଚ,…

ବିଜେଡି ଦଖଲରେ ପଦ୍ମପୁର ‘କ’ ଜିଲାପରିଷଦ ଜୋନ

ପଦ୍ମପୁର, ୨୭।୨(ଡି.ଏନ୍‌.ଏ.): ରାୟଗଡା ଜିଲା ପଦ୍ମପୁର ବ୍ଲକର ‘କ’ ଜୋନ୍‌ରେ ବିଜେଡି ଜିଲା ପରିଷଦ ପ୍ରାର୍ଥୀ ଡର୍‌ଗିନ୍‌ ଶବର ବିଜୟୀ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ସବିତା ଗମାଙ୍ଗଙ୍କୁ ୧୪୮୬ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି। ପଦ୍ମପୁର ‘କ’…

ୟୁକ୍ରେନ୍‌ରେ ଫସି ରହିଛନ୍ତି ମାଲକାନଗିରି ଯୁବକ

ମାଲକାନଗିରି,୨୭।୨(ଡି.ଏନ.ଏ.): ୟୁକ୍ରେନ ଓ ଋଷିଆ ମଧ୍ୟରେ ଯୁଦ୍ଧ ଜାରି ରହିଥିବା ବେଳେ ସେଠାରେ ପରିସ୍ଥିତି ଶୋଚନୀୟ ହେବାରେ ଲାଗଛି। ଏଭଳି ସ୍ଥିତରେ ୟୁକ୍ରେନକୁ ପାଠପଢିବାକୁ ଯାଇଥିବା ଅନେକ ଓଡିଆ ଛାତ୍ର ସେଠାରେ ଫସି ରହିଛନ୍ତି। ମାଲକାନଗିରି ଜିଲା ବୁଟିଗୁଡାର ରାଜେନ୍ଦ୍ର ପ୍ରଧାନଙ୍କ…

ମୀନାଝୋଲାରେ ଜାଗରଯାତ୍ରା, ଯଜ୍ଞ ପାଇଁ ପ୍ରସ୍ତୁତି

ଚନ୍ଦ୍ରପୁର,୨୭।୨(ଡି.ଏନ୍‌.ଏ.) ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ ହନୁମନ୍ତପୁରର ପୁରାତନ ଶୈବପୀଠ ମୀନାଝୋଲା। ଶିବରାତ୍ରି ଉପଲକ୍ଷେ ଜାଗରଯାତ୍ରାରେ ଏଠାରେ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥାଏ। ଚଳିତ ବର୍ଷ ମାର୍ଚ୍ଚ ୧ରେ ଶିବରାତ୍ରି ପଡ଼ୁଛି। ତେଣୁ ୩ଦିନିଆ ଜାଗରଯାତ୍ରା ଓ ନବକୁଣ୍ଡୀୟ ଗାୟତ୍ରୀ ମହାଯଜ୍ଞ…

ପିଲାଙ୍କୁ ଛାଡ଼ିବାକୁ ଅଭିଭାବକ ଅମଙ୍ଗ

ବଇଣ୍ଡା, ୨୭।୨(ଡି.ଏନ୍‌.ଏ.): କରୋନାର ତୃତୀୟ ଲହର ନିୟନ୍ତ୍ରଣକୁ ଆସିବା ପରେ ଦୀର୍ଘ ଦୁଇବର୍ଷ ପରେ ସୋମବାରଠାରୁ ଆରମ୍ଭ ହେଉଛି ପ୍ରାଥମିକ ସ୍କୁଲ। ଶ୍ରେଣୀଗୃହରେ ପ୍ରତ୍ୟକ୍ଷ ଶିକ୍ଷାଦାନ ଲାଗି ସରକାରୀସ୍ତରରେ ନିର୍ଦ୍ଦେଶନାମା ଜାରି କରାଯିବା ପରେ ଶିକ୍ଷା ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ…

ବଢ଼ିଚାଲିଛି ପଲିଥିନ ବ୍ୟବହାର

ଚମ୍ପୁଆ,୨୭।୨ (ଡି.ଏନ.ଏ.): କେନ୍ଦୁଝର ଜିଲାର ଚମ୍ପୁଆ ଏନ୍‌ଏସି ଏକ ଉପାନ୍ତ ଅଞ୍ଚଳ ହୋଇଥିବା ବେଳେ ଏଠାରେ ଦିନକୁଦିନ ସରକାରଙ୍କ ପକ୍ଷରୁ ନିଷେଧ କରାଯାଇଥିବା ପଲିଥିନର ବ୍ୟବହାର ବୃଦ୍ଧି ପାଇବାରେ ଲାଗିଛି। ଏପରିକି ଏହି ପଲିଥିନ କାରବାର କରୁଥିବା ବ୍ୟବସାୟୀମାନେ ଖୋଲାଖୋଲି ଭାବେ…

ବିଜେଡି ଟିକେଟ ପାଇଁ ଆଶାୟୀଙ୍କ ଲବି

ବ୍ରହ୍ମପୁର ଅଫିସ,୨୭।୨: ପୌର ନିର୍ବାଚନ ପାଇଁ ବ୍ରହ୍ମପୁର ମହାନଗର ରାଜନୀତି ଚଳଚଞ୍ଚଳ ହୋଇଛି। ୪୨ଟି ୱାର୍ଡରେ ଶନିବାର ବିଜେଡି ପକ୍ଷରୁ କର୍ପୋରେଟର ପ୍ରାର୍ଥୀ ଚୟନ ପ୍ରକ୍ରିୟା ଆରମ୍ଭ ହୋଇଛି। ଦଳର ଗଞ୍ଜାମ ଜିଲା ପର୍ଯ୍ୟବେକ୍ଷକ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ପହଞ୍ଚତ୍ଛନ୍ତି। ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?