ଆମ ଜିଲା ଖବର

ଅଚଳ ନଳକୂପ ମରାମତି କର

ବଇଣ୍ଡା,୧୨।୩(ଡି.ଏନ.ଏ.) ପ୍ରତ୍ୟେକ ଗ୍ରାମକୁ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ ଓ ପରିମଳ ବ୍ୟବସ୍ଥାରେ କିପରି ସୁଧାର ଅଣାଯିବ ସେଥିପ୍ରତି ସରକାର ଗୁରୁତ୍ୱ ଦେଉଛନ୍ତି। ସରକାରଙ୍କ ଏହି ଯୋଜନାକୁ କିଭଳି ସମସ୍ତ ପରିବାର ନିକଟରେ ପହଞ୍ଚାଯାଇ ପାରିବ ସେଥିପ୍ରତି ପଞ୍ଚାୟତ ପ୍ରତିନିଧିମାନେ…

‘ସମସ୍ତଙ୍କ ସହଯୋଗରେ ବିକାଶ ସମ୍ଭବ’

ଢେଙ୍କାନାଳ ଅଫିସ,୧୨।୩ ଢେଙ୍କାନାଳ ଜିଲାରେ ଉନ୍ନୟନମୂଳକ ଯୋଜନାର ସଫଳ ରୂପାୟନ ନିମନ୍ତେ ସୋମବାର ଜିଲା କାର୍ଯ୍ୟାଳୟ ଓସ୍‌ୱାନ୍‌ ଭିଡିଓ କନଫରେନ୍ସିଂ ହଲ୍‌ରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ପରିଷଦ ସଭାପତି ଅର୍ଚ୍ଚନା ପୁହାଣ ଯୋଗଦେଇ ସମସ୍ତଙ୍କ ସହଯୋଗରେ ଜିଲାର…

ସୁଧୁରୁନି ହଳଦୀପଦା ଷ୍ଟେଶନ ସମସ୍ୟା

ରୂପସା, ୧୨।୩(ଡି.ଏନ.ଏ.) ଦକ୍ଷିଣ ପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ହଳଦୀପଦା ରେଳଷ୍ଟେଶନ ସମସ୍ୟା ସମାଧାନ ହେଉନାହିଁ। ଦାବି ପୂରଣ ଦିଗରେ ବିଭାଗୀୟ କର୍ତ୍ତୃପକ୍ଷ ଅଣଦେଖା କରୁଥିବାରୁ ସାଧାରଣରେ ଅସନ୍ତୋଷ ଲାଗି ରହିଛି। ପ୍ରତିବାଦରେ ଆସନ୍ତା ୧୮ତାରିଖରେ ହଳଦୀପଦା…

ମିଳିଲା ୩ ସାଙ୍ଗଙ୍କ ମୃତଦେହ

କଟକ ଅଫିସ,୧୨।୪: କଟକ ଯୋବ୍ରା ଆନିକଟରେ ୩ ଯୁବକ ଭାସିଯିବା ଘଟଣାରେ ମଙ୍ଗଳବାର ଆଉ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଅଗ୍ନିଶମ ବାହିନୀ ପକ୍ଷରୁ ଚାଲିଥିବା ସର୍ଚ୍ଚ ଅପରେସନ ବେଳେ ସିଦ୍ଧିକ ଖାନଙ୍କ ମୃତଦେହ ମିଳିଛି । ସୋମବାର ଆୟୁର ଖାନଙ୍କ…

‘ମୟୂରଭଞ୍ଜକୁ ପରିଚୟ ଦେଇଛନ୍ତି ଛଉ କଳାକାର’

ବାରିପଦା ଅଫିସ,୧୨ା୪ ମୟୂରଭଞ୍ଜ ଜିଲା ପ୍ରଶାସନ ଓ ଛଉ ନୃତ୍ୟ ପ୍ରତିଷ୍ଠାନ ଆନୁକୂଲ୍ୟରେ ଚୈତ୍ର ପର୍ବ ଓ ପଲ୍ଲିଶ୍ରୀ ମେଳା ସୋମବାରଠାରୁ ଆରମ୍ଭ ହୋଇଛି। ବିଶ୍ୱ ପ୍ରସିଦ୍ଧ ଛଉ ନୃତ୍ୟର ପ୍ରଚାର ପ୍ରସାର ଦିଗରେ ପ୍ରଶାସନ ପକ୍ଷରୁ ‘ମୟୂରଭଞ୍ଜ ଚୈତ୍ରପର୍ବ-୨୨’ ନାମରେ…

ସୂର୍ଯ୍ୟମୁଖୀ ଚାଷୀଙ୍କୁ ମିଳୁନି ପ୍ରୋତ୍ସାହନ

କେନ୍ଦୁଝର, ୧୨ା୪ ରାଜ୍ୟ ସରକାର କୃଷି ଓ କୃଷକର ବିକାଶ ନିମନ୍ତେ ଯୋଜନା ପରେ ଯୋଜନା ପ୍ରଣୟନ କରି କୋଟି କୋଟି ଟଙ୍କାର ଅର୍ଥ ଖର୍ଚ୍ଚ କରିବାରେ ଲାଗିଛନ୍ତି। ହେଲେ ସଂପୃକ୍ତ ସରକାରୀ କଳର ଇଚ୍ଛାଶକ୍ତିର ଅଭାବ ଯୋଗୁ ଜିଲାରେ କୃଷି…

ଲାଗୁନି ସୂଚନା ଫଳକ

କେନ୍ଦୁଝର, ୧୨ା୪ (ସ୍ବ.ପ୍ର.) ସଦର ବ୍ଲକ ନେଲୁଙ୍ଗ ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ନବ ନିର୍ମିତ ଶ୍ରେଣୀ ଗୃହ ନିର୍ମାଣ କାର୍ଯ୍ୟ ସରିଥିଲେ ହେଁ ଅଦ୍ୟାବଧି ସୂଚନାଫଳକ ଲଗାଯାଇ ନ ଥିବାରୁ ଗ୍ରାମବାସୀ ତଥା ବିଦ୍ୟାଳୟ ପରିଚାଳନା…

ଶିମିଳିପାଳରେ ଫ୍ଲାଗ୍‌ମାର୍ଚ୍ଚ

ବାରିପଦା ଅଫିସ,୧୨।୩ ଶିମିଳିପାଳ ଅଭୟାରଣ୍ୟରେ ଶିକାର ରୋକିବା ଓ ବନାଗ୍ନିରୁ ସୁରକ୍ଷା ଯୋଗାଇବା ପାଇଁ ବନ ବିଭାଗ ପକ୍ଷରୁ ଫ୍ଲାଗ୍‌ମାର୍ଚ୍ଚ ଏବଂ କମ୍ବିଂ ଅପରେଶନ ଆରମ୍ଭ ହୋଇଛି। ଶିକାର ଉଦ୍ଦେଶ୍ୟରେ ଶିକାରୀମାନେ ଅଭୟାରଣ୍ୟରେ ନିଅଁା ଲଗାଉଥିବା ବେଳେ ବନ୍ୟଜନ୍ତୁ ବିପଥଗାମୀ ହୋଇ…

ରାତି ଦିନ ଚାଲିଛି ମାଟି ବୁହା

ରୂପସା, ୧୨ା୪ (ଡି.ଏନ.ଏ.) ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଧୀନ ଗଡ଼ପଦା ପଞ୍ଚାୟତରେ ଗୋଚର ଜମିରୁ ବେଆଇନ ମାଟିଚାଲାଣ ହେଉଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବାରୁ ରବିବାର ଗଣମାଧ୍ୟମ ପ୍ରତିନିଧିଙ୍କ…

ସପ୍ତାହେ ହେଲା ନେଟୱର୍କ ଫେଲ

ଲାଞ୍ଜିଗଡ,୧୨।୪(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରେ ୭ ଦିନ ହେଲା ବିଏସ୍‌ଏନ୍‌ଏଲ୍‌ ନେଟୱର୍କ ଫେଲ୍‌ ରହିଛି। ଫଳରେ ବାରମ୍ବାର ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଲାଞ୍ଜିଗଡ ସହରରେ ଅଧିକାଂଶ ଗ୍ରାହକ ବିଏସ୍‌ଏନ୍‌ଏଲ୍‌…

ପୁଣି ଫାଟିଲା ପାଉଁଶ ପାଇପ୍‌

ଝାରସୁଗୁଡ଼ା ଅଫିସ,୧୧ା୪: ଝାରସୁଗୁଡ଼ାସ୍ଥିତ ଓଡ଼ିଶା ବିଦ୍ୟୁତ୍‌ ଉତ୍ପାଦନ ନିଗମ (ଓପିଜିସି)ର ଇବ୍‌ଥର୍ମାଲ ପ୍ରକଳ୍ପରୁ ନିର୍ଗତ ହେଉଥିବା ତରଳ ବର୍ଜ୍ୟବସ୍ତୁ ପାଉଁଶ ପାଇପ୍‌ ଦ୍ୱିତୀୟଥର ପାଇଁ ଫାଟିଯାଇଛି। ଫଳରେ ତରଳ ବର୍ଜ୍ୟବସ୍ତୁ ପୋଖରୀ ଓ ଚାଷଜମିରେ ମାଡିଯାଇଛି। ସୂଚନାଯୋଗ୍ୟ ଗତ ଶୁକ୍ରବାର ଏହି…

ହନୁମାନ ଜୟନ୍ତୀରେ ବିଶୃଙ୍ଖଳା ହେଲେ ପ୍ରଶାସନ ଦାୟୀ

ସମ୍ବଲପୁର,୧୨ା୪(ବ୍ୟୁରୋ): ଚଳିତବର୍ଷ ମଧ୍ୟ ହନୁମାନ ଜୟନ୍ତୀ ଧୁମ୍‌ଧାମରେ ପାଳନ ହେବ। ଶୋଭାଯାତ୍ରା, ଆଳତି ସହ ପୂଜାର୍ଚ୍ଚନା କରାଯିବ। ପାରମ୍ପରିକ ଅସ୍ତ୍ରଶସ୍ତ୍ର ସହ ଆଖଡା କରାଯିବ। ନାଗାବାବା ଓ ପାରମ୍ପରିକ ନୃତ୍ୟ ଦଳ ସାମିଲ ହେବେ। ହେଲେ ପ୍ରଶାସନ ପକ୍ଷରୁ ଶୋଭାଯାତ୍ରାରେ କଟକଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?