ଆମ ଜିଲା ଖବର

ଶିକ୍ଷକଙ୍କ ଦଣ୍ଡ: ୧୦୦ ଥର ଉଠ୍‌ବସ୍‌ ହୋଇ ୮ ଛାତ୍ରୀ ଅସୁସ୍ଥ

ବଲାଙ୍ଗୀର ଅଫିସ,୧୧ା୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ସୁନାମୁଦି ବାପୁଜୀ ହାଇସ୍କୁଲରେ ସୋମବାର ସକାଳେ ସ୍କୁଲରେ ୮ ଛାତ୍ରୀ ହଠାତ୍‌ ଅସୁସ୍ଥ ହୋଇପଡ଼ିଥିଲେ। ସେମାନଙ୍କୁ ତୁରନ୍ତ ପାଟଣାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସବୁଦିନ ଭଳି ଛାତ୍ରୀମାନେ ସ୍କୁଲକୁ ଆସିଥିଲେ। ପ୍ରାର୍ଥନା ସମୟରେ…

କାମିନୀଙ୍କୁ ବରଣମାଳା ପିନ୍ଧାଇଲେ ଚନ୍ଦନେଶ୍ୱର

ଭୋଗରାଇ,୧୧।୪(ଡି.ଏନ.ଏ.) ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଚନ୍ଦନେଶ୍ୱର ମହାଦେବଙ୍କ ବିଶ୍ୱପ୍ରସିଦ୍ଧ ଚୈତ୍ର ଚଡ଼କପର୍ବ ୪ ଅର୍ଘ୍ୟ ରବିବାର ଶେଷ ହୋଇଛି। ଦେବାଧିଦେବ ଚନ୍ଦନେଶ୍ୱରଜୀଉ ଏହି ଅର୍ଘ୍ୟରେ କାମିନୀ ନାମକ ସୁନ୍ଦରୀ ଅସୁରୁଣୀଙ୍କୁ ବରଣମାଳା ପିନ୍ଧାଇଛନ୍ତି। ବିବାହ ସନ୍ଦର୍ଶନ ଲାଗି ଚନ୍ଦନେଶ୍ୱର…

ପୋଖରୀ ସଫେଇ କଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୧ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ଏନ୍‌ଏସି ରିକାପାଲି ଗେଟ୍‌ ନିକଟ ପୋଖରୀ ସଫେଇ କରିଛନ୍ତି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ। ଆମ ପୋଖରୀ ଆମ ଦାୟିତ୍ୱ, ଜଳ ସ୍ବଚ୍ଛ କାର୍ଯ୍ୟକ୍ରମ ପ୍ରତି ସୋମବାର ଅନୁଷ୍ଠିତ ହେଉଛି। ଏଥିରେ ପ୍ରଶାସନିକ ଅଧିକାରୀଙ୍କ…

ବଢୁଛି ବିଦ୍ୟୁତ୍‌ ବିଭାଗର ମନମାନି

ନୟାଗଡ଼ ଅଫିସ,୧୧।୪: ଟାଟା ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରେ ଗ୍ରାହକଙ୍କ ଉପରେ ଅତ୍ୟଧିକ ବିଦ୍ୟୁତ୍‌ ବିଲ୍‌ ଲଦି ଦିଆଯାଉଥିବା ଅଭିଯୋଗ ଆସୁଛି। ଏହି ମନମାନି ବିରୋଧରେ ଅଭିଯୋଗ କଲେ ସୁଫଳ ମିଳୁନି । ଏ ସଂକ୍ରାନ୍ତରେ ଭାପୁର ଅଞ୍ଚଳର ଜଣେ…

ଜଙ୍ଗଲରେ ହାତୀର ମୃତ୍ୟୁ, କାରଣ ଅସ୍ପଷ୍ଟ

ବାରିପଦା ଅଫିସ,୧୧ା୪: ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ମୋରଡ଼ା ସେକ୍ସନ ଅଧୀନ ବାଘାଝରଣ ସଂରକ୍ଷିତ ଜଙ୍ଗଲରେ ସୋମବାର ଏକ ହାତୀର ମୃତ୍ୟୁ ଘଟିଛି। ଖବରପାଇ ବନବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛ। ପ୍ରାଣୀ ବିଶେଷଜ୍ଞମାନେ ପହଞ୍ଚି ଅନୁଧ୍ୟାନ ଜାରି ରଖିବା…

ନାବାଳକଙ୍କୁ ଥାର୍ଡ ଡିଗ୍ରୀ

କଟକ ଅଫିସ,୧୧ା୪: ମୋବାଇଲ ଚୋରି ଅଭିଯୋଗରେ ଜଣେ ନାବାଳକକୁ ୩ଦିନ ଫାଣ୍ଡି ହାଜତରେ ରଖି ଅସହ୍ୟ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି। ହାଜତ ଭିତରେ ପୋଲିସ ବାବୁ ଥାର୍ଡ ଡିଗ୍ରୀ ପ୍ରୟୋଗ କରିଥିବା ନିଜେ ନାବାଳକ ଜଣକ କ୍ୟାମେରା ସମ୍ମୁଖରେ କହିଛନ୍ତି।…

ନିର୍ମାଣର ୨ମାସ ପରେ ଡ୍ରେନ୍‌ ଭୁଶୁଡ଼ିଲା

ନୟାଗଡ଼ ଅଫିସ,୧୧।୪: ନୟାଗଡ଼ ମ୍ୟୁନିସିପାଲିଟି ଦେବୋତ୍ତର କଲୋନୀର ୧ନଂ. ଲେନ୍‌ ରାସ୍ତାପାର୍ଶ୍ୱରେ ଥିବା ଡ୍ରେନ ଭୁଶୁଡ଼ି ପଡ଼ିଛି। ବର୍ଷା ନ ହୋଇ ଡ୍ରେନ ଭୁଶୁଡି ପଡିବା ନିମ୍ନମାନର କାମକୁ ପ୍ରମାଣିତ କରୁଛି । ଆଗକୁ ବର୍ଷାଋତୁ ଥିବାରୁ ରାସ୍ତା ଓ ଡ୍ରେନର…

ଜରାଜୀର୍ଣ୍ଣ ଅବସ୍ଥାରେ ଏକତା ଶିଶୁ ଉଦ୍ୟାନ

ଜଗତ୍‌ସିଂହପୁର ଅଫିସ, ୧୧।୪: ଜଗତ୍‌ସିଂହପୁର ସହରରେ ବୟସ୍କଙ୍କ ପାଇଁ କୌଣସି ପାର୍କ ନାହିଁ। ପିଲାମାନଙ୍କ ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଏକତା ଶିଶୁ ଉଦ୍ୟାନଟି ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଫଳରେ ପିଲାଙ୍କ ମନୋରଞ୍ଜନରେ ବାଧା ସୃଷ୍ଟି ହୋଇଛି। ଏମ୍‌ପିଙ୍କ ଆଞ୍ଚଳିକ…

ଅର୍ଥ ଅଭାବରୁ ହୋଇ ପାରିଲାନି ଚିକିତ୍ସା

କାଳିଆପାଣି,୧୧ା୪(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ରଁାସୋଳ ପଞ୍ଚାୟତର ମାଙ୍କେଡ଼ିଆ ସମ୍ପ୍ରଦାୟ ଲୋକେ ଅର୍ଥ ଅଭାବରୁ ଚିକିତ୍ସା ସୁବିଧା ପାଇ ପାରୁନାହାନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା କରାଯାଇଥିଲେ ମଧ୍ୟ ଜନଜାତି ମାଙ୍କେଡ଼ିଆ ସମ୍ପ୍ରଦାୟ ଏସବୁ…

ବାଇକ୍‌ରେ ୧୫ କି.ମି. ବୋହିନେଲେ ଝିଅର ମୃତଦେହ

ମାଲକାନଗିରି,୧୧।୪ (ଡି.ଏନ.ଏ.): ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ସରକାର ଅନେକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଶିଶୁଙ୍କ ସୁରକ୍ଷା ପାଇଁ ମମତା ଯୋଜନାଠାରୁ ମୃତ୍ୟୁହେଲେ ସତ୍କାର ପାଇଁ ହରିଶ୍ଚନ୍ଦ୍ର ଯୋଜନା ପର୍ଯ୍ୟନ୍ତ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଛି। ମାତ୍ର କେତେକ କ୍ଷେତ୍ରରେ ଯୋଜନା କାର୍ଯ୍ୟକାରିତା…

ନିର୍ମାଣ ସରିନି, ତରବରିଆ ଉଦ୍‌ଘାଟନ

ନିରାକାରପୁର,୧୧ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥିତ କ୍ଷେତ୍ରବାସୀ ଡିଏଭି ମହାବିଦ୍ୟାଳୟରେ ନୂତନ ଗୃହ ନିର୍ମାଣ ସମ୍ପୂର୍ଣ୍ଣ ଶେଷ ହୋଇ ନ ଥିବା ବେଳେ ଏହାର ଉଦ୍‌ଘାଟନକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ପ୍ରକାଶ ଯେ, ଏହି ମହାବିଦ୍ୟାଳୟ ପରିସରରେ ଓଡ଼ିଶା…

ଟଙ୍କା ପାଇବା ଆଶଙ୍କାରେ ଜମାକାରୀ

ଖୋର୍ଦ୍ଧା ଅଫିସ,୧୧ା୪: ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନସ୍ଥ ରାଉତପଡ଼ା ଶାଖାରେ ଶତାଧିକ ଗ୍ରାମବାସୀଙ୍କ ୧କୋଟି ୫୦ଲକ୍ଷ ସ୍ଥାୟୀ ଜମା ଓ ସଞ୍ଜୟ ଟଙ୍କା ହେରଫେର ନେଇ ଅଭିଯୋଗ ହୋଇଥିଲା। ଏନେଇ ଜିଲାପାଳଙ୍କ ନିକଟରେ ଗ୍ରାମବାସୀ ଅଭିଯୋଗ କରିଥିଲେ। ଜିଲାପାଳ ସଂଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?