ଆମ ଜିଲା ଖବର

୫.୨୦ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଯୁବକ ଗିରଫ

ଖୋର୍ଦ୍ଧା ଅଫିସ,୨୩।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟା ଜାରି ରହିଛି। ନିର୍ବାଚନ ସମୟରେ ବେଆଇନ ମଦ ଓ ନିଶା କାରବାର ଉପରେ କାର୍ଯ୍ୟାନୁଷ୍ଠାନ ଲାଗି ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ନିର୍ଦ୍ଦେଶନାମା ରହିଛି। ଏହି ପ୍ରରିପେକ୍ଷୀରେ ଖୋର୍ଦ୍ଧା ଅବକାରୀ ପୋଲିସ ମଙ୍ଗଳବାର…

ନିଶାସକ୍ତ ଫାର୍ମାସିଷ୍ଟଙ୍କ ଉନ୍ମତ୍ତକାଣ୍ଡ

ରୂପସା, ୨୩।୨(ଡି.ଏନ.ଏ.):ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଇଡ଼ଦା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ମଙ୍ଗଳବାର ଜଣେ ଫାର୍ମାସିଷ୍ଟ ନିଶାସକ୍ତ ଅବସ୍ଥାରେ ଉନ୍ମତ୍ତକାଣ୍ଡ ଘଟାଇଛନ୍ତି। ଫାର୍ମାସିଷ୍ଟଙ୍କ ଆକ୍ରମଣରେ କରୋନା ଟିକା ନେବାକୁ ଆସିଥିବା ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ତାଙ୍କ ହାତ ଓ…

ଯାଜପୁର, ମୟୂରଭଞ୍ଜ ସିଏସ୍‌ଓଙ୍କୁ ଜବାବ ତଲବ

ଯାଜପୁର ଅଫିସ,୨୩।୨: ଯାଜପୁର ଜିଲା ବଡ଼ଚଣା ବ୍ଲକ ଓଲରାସ୍ଥିତ ସାବିତ୍ରୀ ଇଣ୍ଡଷ୍ଟ୍ରିଜ ପ୍ରାଇଭେଟ ଲିଃ ଓ ମୟୁରଭଞ୍ଜ ଜିଲା କରଞ୍ଜିଆ ସାବିତ୍ରୀ ରାଇସ୍‌ ଇଣ୍ଡଷ୍ଟ୍ରିଜ ପ୍ରାଇଭେଟ ଲିଃ ଚାଉଳ ଦୁର୍ନୀତି ମାମଲାରେ ସମ୍ପୃକ୍ତ ଅଧିକାରୀମାନଙ୍କ ଅଡୁଆ ବଢିଛି। ଏହି ଦୁର୍ନୀତି ଉପରେ…

ଢିଙ୍କିଆରେ ନିରପେକ୍ଷ ନିର୍ବାଚନ ନେଇ ଆଶଙ୍କା

କୁଜଙ୍ଗ,୨୩ା୨(ଡି.ଏନ୍‌.ଏ.): ଆସନ୍ତା ୨୪ ତାରିଖରେ ଢିଙ୍କିଆ ପଞ୍ଚାୟରେ ସମିତି ସଭ୍ୟ ଓ ଜିଲା ପରିଷଦ ଆସନ ପାଇଁ ନିର୍ବାଚନ ହେବ। ମାତ୍ର ଏହି ସମୟରେ ଅବାଧ ନିରପେକ୍ଷ ନିର୍ବାଚନ ହେବା ନେଇ ଆଶଙ୍କାବ୍ୟକ୍ତ କରାଯାଇଛି। ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ପ୍ରଶାସନ…

କୁଜଙ୍ଗ ୮୨.୧୩%, ରଘୁନାଥପୁରରେ ୮୦.୨୪% ଭୋଟ

ଜଗତ୍‌ସିଂହପୁର ଅଫିସ, ୨୩ା୨: ମଙ୍ଗଳବାର ଜଗତ୍‌ସିଂହପୁର ଜିଲାରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହି ପର୍ଯ୍ୟାୟରେ କୁଜଙ୍ଗ ବ୍ଲକ ଅଞ୍ଚଳରେ ୮୨.୧୩% ମତଦାନ ହୋଇଛି। ଯେଉଁଥିରେ ବ୍ଲକର ୪ଟି ଜୋନ ମଧ୍ୟରୁ ବଗଦିଆ ପଞ୍ଚାୟତରେ ସର୍ବାଧିକ ୯୩.୩୫% ଓ କୁଜଙ୍ଗରେ…

ଶୃଙ୍ଖଳା ରକ୍ଷା ପ୍ରଶାସନ ପାଇଁ ହେବ ଚ୍ୟାଲେଞ୍ଜ

ବରୀ,୨୩ା୨(ଡି.ଏନ.ଏ.): ଆସନ୍ତା ୨୪ ତାରିଖରେ ବରୀ ବ୍ଲକ୍‌ରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ମତଦାନ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ତେବେ ଏହି ବ୍ଲକ୍‌ର ୩୮୦ବୁଥ୍‌ ମଧ୍ୟରୁ ୩୩୩ ବୁଥ୍‌ ବରୀ ରାମଚନ୍ଦ୍ରପୁର ଥାନା…

ଏଏସ୍‌ଆଇ ନୋଟିସକୁ ଅଣଦେଖା

ପୁରୀ ଅଫିସ,୨୩।୨: ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ(ଏଏସ୍‌ଆଇ) ଡିଜି ଭି. ବିଦ୍ୟାଭାରତୀ ଶ୍ରୀମନ୍ଦିର ପରିଦର୍ଶନରେ ଆସି ଶ୍ରୀମନ୍ଦିର ଚାରିପାଖ ବୁଲିବା ସହ ପ୍ରଶାସନ ସହ ଆଲୋଚନା କରିଛନ୍ତି। ଆଲୋଚନା ପରେ ସ୍ପଷ୍ଟ ହୋଇଛି ଯେ, ମେଘନାଦ ପ୍ରାଚୀରଠାରୁ ୭୫ ମିଟର ପର୍ଯ୍ୟନ୍ତ ପ୍ରଶାସନ…

ପରିତ୍ୟକ୍ତ ଘରୁ ନରକଙ୍କାଳ ଜବତ

ଧର୍ମଶାଳା,୨୨ା୨(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଜାରକା ବ୍ଲକ୍‌ ପରିସସରରେ ଥିବା ପରିତ୍ୟକ୍ତ ଘରୁ ମଙ୍ଗଳବାର ଏକ ନରକଙ୍କାଳ ପୋଲିସ ଜବତ କରିଛି। ପିଲାମାନେ ସେଠାରେ ଖେଳୁଥିବା ବେଳେ ନରକଙ୍କାଳ ପଡ଼ିଥିବା ଦେଖିଥିଲେ। ପରେ ଲୋକେ ଜାଣି ପୋଲିସକୁ ଖବର…

ପୋଲିଂ ପାର୍ଟିକୁ ଡଙ୍ଗାରୁ ମୁକ୍ତି

ସମ୍ବଲପୁର,୨୩ା୨(ବ୍ୟୁରୋ): ସମ୍ବଲପୁର ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ମତଦାନ ମଙ୍ଗଳବାର ଶେଷ ହୋଇଛି। ଏହି ନିର୍ବାଚନ ଧନକଉଡ଼ା ବ୍ଲକ କୁଦଗୁଣ୍ଡେରପୁରବାସୀଙ୍କ ପାଇଁ ନିଆରା ଅନୁଭୂତି ଆଣିଦେଇଛି। ସ୍ବାଧୀନତାର ୭୫ବର୍ଷ ପରେ ନିର୍ବାଚନ ସମୟରେ ମହାନଦୀରେ ଡଙ୍ଗା ବ୍ୟବହାର ହୋଇନାହିଁ।…

୨୦ ବର୍ଷ ପରେ ଭୋଟ

ଲାଞ୍ଜିଗଡ଼,୨୩।୨(ଡି.ଏନ.ଏ.): ଦୀର୍ଘ ୨୦ ବର୍ଷ ପରେ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ନିୟମଗିରି ପାହାଡ଼ ପାଦଦେଶରେ ଥିବା ତ୍ରିଲୋଚନପୁର ପଞ୍ଚାୟତରେ ମଙ୍ଗଳବାର ଚଳିତବର୍ଷ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏଥିଲାଗି ସକାଳୁ ଧାଡିବାନ୍ଧି ଡଙ୍ଗରିଆ ଝରଣିଆ ଯୁବଭୋଟରମାନେ ପାରମ୍ପରିକ ବେଶଭୂଷାରେ ସୁସଜ୍ଜିତ ହୋଇ…

ଭୋଟ ଦେବାକୁ ୬୦ କି.ମି. ଜଳଯାତ୍ରା

ମାଲକାନଗିରି,୨୩ା୨(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ମଙ୍ଗଳବାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ କାଲିମେଳା ବ୍ଲକରେ ଅନୁଷ୍ଠିତ ହୋଇଛି। ନିଜର ଗଣତାନ୍ତ୍ରିକ ଅଧିକାରକୁ ସାବ୍ୟସ୍ତ କରିବା ପାଇଁ ଭୋଟରମାନେ ଦୀର୍ଘ ୬୦ କିଲୋମିଟର ବୋଟ୍‌ରେ ଯାତ୍ରା କରି ମତଦାନ କରିଥିବା ଦେଖିବାକୁ ମିଳିଛି। କାଲିମେଳା ବ୍ଲକ…

ବିଜେଡି କର୍ମୀଙ୍କୁ ହତ୍ୟା

ଭଦ୍ରକ ଅଫିସ/ଧାମନଗର, ୨୩ା୨(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକରେ ପଞ୍ଚାୟତ ନିର୍ବାଚନ ନେଇ ରାଜନୈତିକ ହିଂସା ଉଗ୍ରରୂପ ଧାରଣ କରିଛି। ସୋମବାର ରାତିରେ ଜଣେ ବିଜେଡି କର୍ମୀଙ୍କୁ ପିଟି ପିଟି ହତ୍ୟା କରାଯାଇଛି। ମୃତକ ହେଲେ ଧାମନଗର ଥାନା ଦଳାଙ୍ଗ ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?